26 C
Bhubaneswar
Wednesday, October 21, 2020

ମହାତ୍ମା ଗାନ୍ଧୀଙ୍କ ଗ୍ରାମ ସ୍ୱରାଜକୁ କାର୍ଯ୍ୟକାରୀ କରିବାରେ ଦୋଳଗୋବିନ୍ଦ ଥିଲେ ଅଗ୍ରଣୀ ନେତା: ନିରଞ୍ଜନ ପ…ନାୟକ

Must read

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ଭୁବନେଶ୍ୱର,୧୭ ।୯(ନି.ପ୍ର): ବିଶିଷ୍ଟସ୍ୱାଧିନତା ସଂଗ୍ରାମୀ ତଥା ପୂର୍ବତନ ମନ୍ତ୍ରୀଦୋଳଗୋବିନ୍ଦ ପ୍ରଧାନଙ୍କ ଦ୍ୱିତୀୟ ଶ୍ରାଦ୍ଧବାର୍ଷିକ ଆଜି ବିଭିନ୍ନ କାର୍ଯ୍ୟକ୍ରମ ଜରିଆରେପାଳିତ ହୋଇଯାଇଛି । ପୂର୍ବାହ୍ନରେ ପଣ୍ଡିତବିନୋଦ ବିହାରୀ ଦାଶଙ୍କ ଦ୍ୱାରା ଆର୍ଯ୍ୟଭବନ ଠାରେ ବୈଦିକ ଶାନ୍ତି ଯଜ୍ଞକରାଯିବା ସହ ୯ ଘଂଟା ସମୟରେ ବୁଦ୍ଧମନ୍ଦିର ଠାରେ ଫଟୋଚିତ୍ରରେ ମାଲ୍ୟାର୍ପଣପରେ ସାମୂହିକ ଦୀପଦାନ କାର୍ଯ୍ୟକ୍ରମକୁଯୋଗଗୁରୁ ନାରାୟଣ ଚନ୍ଦ୍ର ନନ୍ଦ ଉଦ୍ଘାଟନକରିଥିଲେ । କୋଳଥିଆ ସ୍ମୃତିବନ ଠାରେବିଶିଷ୍ଟ ସମାଜସେବୀ ସୀତାବଲ୍ଲଭମହାପାତ୍ର ଓ ପୂର୍ବତନ ଡିନ୍ ପ୍ରଫେସରବୁଦ୍ଧଦେବ ମିଶ୍ର ବୃକ୍ଷ ପୂଜା କରିଥିଲେ ।ସ୍ୱର୍ଗତଃ ପ୍ରଧାନଙ୍କ ଦ୍ୱାରା ପ୍ରତିଷ୍ଠିତ ମହାତ୍ମାଗାନ୍ଧୀ ଅହିଂସା ଐତିହ୍ୟ ପ୍ରତିଷ୍ଠାନ ପକ୍ଷରୁସଭାପତି ଡଃ ଆର୍ଯ୍ୟ କୁମାର ଜ୍ଞାନେନ୍ଦ୍ରଙ୍କପୌରହିତ୍ୟରେ ଏକ ଶ୍ରଦ୍ଧାଳି ସଭା ଜୁମ୍ଭିଡିଓ ଯୋଗେ ଅନୁଷ୍ଠିତ ହୋଇଥିଲା ।କାର୍ଯ୍ୟକ୍ରମକୁ ଆନୁଷ୍ଠାନିକ ଭାବେଉଦ୍ଘାଟନ କରି ସନ୍ଥ ଶ୍ରୀମଦ୍ ବାବାବଳିଆ କହିଲେ ଯେ ଛାତ୍ର ଜୀବନରୁବାନର ସେନାରେ ଯୋଗଦେଇ ସେବି୍ରଟିଶ ସରକାର ଦ୍ୱାରା ବନ୍ଦୀ ହେଲେ ।ଜେଲ୍ରେ ରହିବା ସମୟରେ ସେ ବହୁତକିଛି ଶିକ୍ଷା କଲେ, ଯାହାକୁ ସେ ତାଙ୍କଜୀବନକାଳରେ ପ୍ରୟୋଗ କରି ନିରୋଗୀଜୀବନଯାପନ କରିପାରିଥିଲେ । ମୁଖ୍ୟଅତିଥି ପ୍ରଦେଶ କଂଗ୍ରେସ ସଭାପତି ନିରନପ…ନାୟକ କହିଲେ ଯେ, ସେ ଜଣେସ୍ୱାଧିନତା ସଂଗ୍ରାମୀ ଭାବେ ଗାନ୍ଧୀଜୀଙ୍କଗ୍ରାମ ସ୍ୱରାଜ ଆନେ୍ଦାଳନକୁ ସେ ନିଜଅଂଚଳରେ ଠିକଣା ଭାବେ ପ୍ରୟୋଗକରିଥିଲେ । ମା’ଘରର ସଭାନେତ୍ରୀଋତୁପୂର୍ଣ୍ଣା ମହାନ୍ତି ମୂଲ୍ୟବୋଧ ରାଜନୀତିରପ୍ରତୀକ ଥିଲେ ବୋଲି କହିଥିଲେ । ଉକ୍ରଳମେଲ୍ର ମୁଖ୍ୟ ସଂପାଦକ ପୀତବାସ ମିଶ୍ରଶ୍ରଦ୍ଧାଳି ଜଣାଇ କହିଲେ ଯେ ସେମାନଙ୍କତ୍ୟାଗ ଉପରେ ଆମେ ଭୋଗ କରୁଛୁ ।ପ୍ରତିଷ୍ଠାନର କାର୍ଯ୍ୟକାରୀ ସଭାପତି ଶିକ୍ଷାବିତ୍ଡଃ ବଦି୍ରନାଥ ପ…ନାୟକ ସ୍ୱାଗତ ଭାଷଣଓ ସ୍ୱର୍ଗତଃ ପ୍ରଧାନଙ୍କ ପୁତ୍ର ପୁଷ୍ପରାଜ ପ୍ରଧାନଧନ୍ୟବାଦ ଅର୍ପଣ କରିଥିଲେ ଓ ପୂର୍ବତନଅଧ୍ୟକ୍ଷ ଡଃ ଆର୍ତତ୍ରାଣ ମିଶ୍ର ଏକ ଭଜନଗାଇଥିଲେ । ଅନ୍ୟମାନଙ୍କ ମଧ୍ୟରେ ଇଂ.ବିବେକାନନ୍ଦ ପାତ୍ର, ବାସ୍ତୁବିତ୍ ଡଃମନୋଜ ଲେଙ୍କା, ଡଃ ସୌରେନ୍ଦ୍ର କୁମାରମହାପାତ୍ର, ପଣ୍ଡିତ ବୀରେନ୍ଦ୍ର କୁମାର ପଣ୍ଡା,ଅଧ୍ୟାପକ ପ୍ରଣବ ପା…ଯୋଶୀ ଓ ଡଃ ରଶ୍ମିଦାସ ପ୍ରମୁଖ ଶ୍ରଦ୍ଧାଳି ଜଣାଇଥିଲେ ।କାର୍ଯ୍ୟକ୍ରମକୁ ଦେବରାଜ ପ୍ରଧାନ,ପୃଥ୍ୱୀରାଜ ପ୍ରଧାନ ଓ ପ୍ରଜ୍ଞାରାଜ ପ୍ରଧାନପରିଚାଳନା କରିଥିଲେ …ନାୟକ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ବାଲେଶ୍ୱରରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି ।

ବାଲେଶ୍ୱର,୧୯ା୧୦: ଜିଲ୍ଲାରବିପର୍ଯ୍ୟସ୍ଥ ସ୍ୱାସ୍ଥ୍ୟ ବ୍ୟବସ୍ଥା ବାବଦରେଜିଲ୍ଲାବାସୀ ପ୍ରତିକ୍ଷଣରେ ଚିକ୍ରାର କରୁଥିବାବେଳେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଦୀର୍ଘଦିନ ଧରିବାଲେଶ୍ୱର ସଦର ମହକୁମାରେ ଥାଇମଧ୍ୟ ସ୍ୱାସ୍ଥ୍ୟସେବା ସମ୍ପର୍କରେ ଟିକିଏହେଲେ ଧ୍ୟାନ ନଦେବାକୁ ନେଇ ପ୍ରଶ୍ନଉଠାଇଛି...