25 C
Bhubaneswar
Monday, October 26, 2020

ଡାକ୍ତରଖାନାରେ ଫଳ, ମାସ୍କ, ସାନିଟାଇଜର ବଣ୍ଟନ କଲେ ବିଜେପି କାର୍ଯ୍ୟକର୍ତ୍ତା

Must read

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଭୁବନେଶ୍ୱର, ୧୭ ।୯(ନି.ପ୍ର): ଦେଶରଯଶସ୍ୱୀ ପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କୁଜନ୍ମଦିନର ଶୁଭେଚ୍ଛା ଓ ଅଭିନନ୍ଦନଜଣାଇବା ସହ ନିରାମୟ ଓ ଦୀର୍ଘଜୀବନକାମନା କରି ବିଜେପି କାର୍ଯ୍ୟକର୍ତାମାନେଗତ ୧୪ରୁ ୨୦ ତାରିଖ ପର୍ଯ୍ୟନ୍ତଦେଶବ୍ୟାପୀ ସେବା ସପ୍ତାହ ପାଳନକରୁଛନ୍ତି । ଏହି ଅବସରରେ ଆଜି ମହିଳାମୋର୍ଚ୍ଚା ଓ ସାଂସ୍କୃତିକ ପ୍ରକୋଷ୍ଠ ତରଫରୁବିଜେପି କାର୍ଯ୍ୟକର୍ତାମାନେ ରାଜ୍ୟର ସମସ୍ତବସ୍ତି ଏବଂ ଡାକ୍ତରଖାନାକୁ ଯାଇ ଫଳ,ମାସ୍କ ଓ ସାନିଟାଇଜର ବିତରଣ କରିଛନ୍ତିା ମହିଳା ମୋର୍ଚ୍ଚା ରାଜ୍ୟ ସଭାନେତ୍ରୀଶ୍ରୀମତୀ ସ୍ମୃତି ପ…ନାୟକ ଆଜି କଟକସହରର ବିଭିନ୍ନ ବସ୍ତି ଓ ଡାକ୍ତରଖାନାକୁଯାଇ ଫଳ, ମାସ୍କ ଓ ସାନିଟାଇଜରବଂଟନ କରିଛନ୍ତି । ସେହିପରି ରାଜ୍ୟରବିଭିନ୍ନ ସ୍ଥାନରେ ବିଜେପିକାର୍ଯ୍ୟକର୍ତାମାନେ କୋଭିଡ୍-୧୯ଗାଇଡଲାଇନକୁ ପାଳନ କରି ବଂଟନକାର୍ଯ୍ୟ କରିଛନ୍ତି । ଆସନ୍ତା କାଲି ମାନ୍ୟବରପ୍ରଧାନମନ୍ତ୍ରୀ ଶ୍ରୀ ନରେନ୍ଦ୍ର ମୋଦିଙ୍କଜନ୍ମଦିନ । କେନ୍ଦ୍ରୀୟ ନିଷ୍ପତି ଅନୁଯାୟୀସେବା ସପ୍ତାହ ଅବସରରେ ଆଜିରାଜଧାନୀ ଭୂବନେଶ୍ୱର ସମେତ ରାଜ୍ୟରବାଲେଶ୍ୱର, ମୟୁରଭଂଜ, କେନ୍ଦୁଝର,ଭଦ୍ରକ, ଯାଜପୁର, ଜଗତସିଂହପୁର,କଟକ, ପୁରୀ, ନୟାଗଡ, ଖୋର୍ଦ୍ଧା,ଦେବଗଡ, ସମ୍ବଲପୁର, ସୁନ୍ଦରଗଡ,ଝାରସୁଗୁଡା, ବୈାଦ୍ଧ, ବଲାଙ୍ଗୀର,କଳାହାଣ୍ଡି, ସୋନପୁର, ନବରଙ୍ଗପୁର,କୋରାପୁଟ, ମାଲକାନଗିରି, ରାୟଗଡା,ଗଜପତି, ଗଂଜାମ, କନ୍ଧମାଳ, ନୂଆପଡା,ଅନୁଗୁଳ, ଢେଙ୍କାନାଳ ଜିଲ୍ଲାର ପ୍ରତ୍ୟେକବସ୍ତି ଓ ଡାକ୍ତରଖାନାରେ ଫଳ, ମାସ୍କ,ସାନିଟାଇଜର ଆଦି ବଂଟନ କରାଯାଇଛିା ରାଜ୍ୟ ସଭାପତି ଶ୍ରୀ ସମୀର ମହାନ୍ତିଙ୍କଅନୁରୋଧକ୍ରମେ ସପ୍ତାହବ୍ୟାପୀ ଅନୁଷ୍ଠିତହେବାକୁ ଥିବା ଏହି ସେବା ସପ୍ତାହକାର୍ଯ୍ୟକ୍ରମରେ ପାର୍ଟୀର ସମସ୍ତ ସାଂସଦ,ବିଧାୟକ, ଜିଲ୍ଲା ପରିଷଦ ଅଧ୍ୟକ୍ଷ ଓଉପାଧ୍ୟକ୍ଷ, ସମସ୍ତ ନିର୍ବାଚିତ ଜନପ୍ରତିନିଧିମାନଙ୍କ ସହ ପାର୍ଟୀର ସମସ୍ତପଦାଧିକାରୀ ଓ କାର୍ଯ୍ୟକର୍ତାମାନେକୋଭିଡ୍-୧୯ ନୀତିନିୟମକୁ ପାଳନ ସହଯୋଗଦାନ କରୁଛନ୍ତି । ଆଜିର ଏହିକାର୍ଯ୍ୟକ୍ରମକୁ ରାଜ୍ୟ ଉପ ସଭାନେତ୍ରୀପ୍ରଭାତୀ ପରିଡା, ରାଜ୍ୟ ସଂପାଦିକା ସର୍ମିଷ୍ଠାମେହେର ଓ ସିପ୍ରା ବାଜପେୟୀ, ସାଂସ୍କୃତିକପ୍ରକୋଷ୍ଠ ରାଜ୍ୟ ସଂଯୋଜକ ପଂଚାନନନାୟକ, ସଂଜୀବ ମିଶ୍ରଙ୍କ ପ୍ରତ୍ୟକ୍ଷତତ୍ୱାବଧାନରେ ପାର୍ଟୀର ବହୁ ନେତୃବୃନ୍ଦଏବଂ କାର୍ଯ୍ୟକର୍ତାମାନେ ସାମିଲ ହୋଇସଫଳ କରିଥିଲେ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଚୀନ୍ ସୀମା ସାମରିକ ଉପସ୍ଥିତି ବୃଦ୍ଧି କରିଛି, ଲଦାଖ କେବଳ ଟାର୍ଗେଟ ନୁହେଁ ।

ଚୀନ୍ କେବଳ ଷ୍ଟାଣ୍ଡ ଅଫ୍ ସ୍ଥାନ ନୁହେଁ, ପିପୁଲ୍ସ ଲିବରେସନ୍ ଆର୍ମିର ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ ଅଧୀନରେ ଥିବା ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ ସହିତ ଏହାର ସାମରିକ ଭିତ୍ତିଭୂମିକୁ...