25 C
Bhubaneswar
Thursday, October 22, 2020

କରୋନା ରୋଗୀଙ୍କୁ କଟକ-ଭୁବନେଶ୍ୱର ମନା ନାହିଁ

Must read

ବ୍ରାଜିଲର ଜାୟର ବୋଲସନାରୋ ଚାଇନାର କୋଭିଡ-୧୯ ଟିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି |

ଖୁବ ଶୀଘ୍ର ଏକ କୋଭିଡ-୧୯ ଟିକା ପ୍ରକାଶ ପାଇବ ବୋଲି ବିଶ୍ୱ ଆଶା କରୁଥିବାବେଳେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଚୀନ୍ ଟିକା...

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭୁବନେଶ୍ୱର,୧୭ ।୯(ନି.ପ୍ର):କରୋନା ରୋଗୀମାନଙ୍କୁ କଟକ-ଭୁବନେଶ୍ୱର ସ୍ଥିତ କୋଭିଡ ଡାକ୍ତରଖାନାକୁଅ ।ସିବାକୁ ସରକାର ବାରଣ କରିନାହାନ୍ତି । ସରକାର ଏହି ଦୁଇ ନଗରୀରେ ସୃଷ୍ଟିକରିଥିବା ଚିକିତ୍ସା ସୁବିଧା ସାରା ରାଜ୍ୟରଲୋକମାନଙ୍କ ପାଇଁ ଉଦ୍ଦିଷ୍ଟ ବୋଲି ମୁଖ୍ୟଶାସନ ସଚିବ ଅସିତ ତ୍ରିପାଠୀ କହିଛନ୍ତି । ସେହିଭଳି ରୋଗୀମାନଙ୍କୁ ଉପଯୁକ୍ତଡାକ୍ତରୀ ପରାମର୍ଶ ଓ ଅମ୍ଳଜାନ ଅ ।ଦିସହାୟତା ସହ କଟକ ଓ ଭୁବନେଶ୍ୱରରରେଫରାଲ ହସ୍ପି୍ାଲ ପଠାଇବାପାଇଁସରକାରୀ ନିଦେ୍ର୍ଦଶନାମାରେ କୁହାଯାଇଛିବୋଲି ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣବିଭାଗର ଅତିରିକ୍ତ ମୁଖ୍ୟ ଶାସନ ସଚିବପ୍ରଦୀପ୍ତ କୁମାର ମହାପାତ୍ର କହିଛନ୍ତି । ଶ୍ରୀମହାପାତ୍ର କହିଛନ୍ତି ଯେ ଜଣେ ରୋଗୀଯେପରି ସୁରକ୍ଷିତ ଭାବେ ରେଫରାଲହସ୍ପିଟାଲରେ ପହଞ୍ଚିପାରିବେ ସେବିଷୟରେ ବିଭାଗୀୟ ନିଦେ୍ର୍ଦଶନାମାରେକୁହାଯାଇଛି ।

କ୍ରିଟିକାଲ ଚିକିତ୍ସାବ୍ୟବସ୍ଥାକୁ ଅଧିକ ଶୃଙ୍ଖଳିତ କରିବା ଏହାରଉଦେ୍ଦଶ୍ୟ । ଅ ।ସିଲାବେଳେ ରାସ୍ତାରେରୋଗୀଙ୍କର ଯେପରି ଅମ୍ଳଜାନ ଅଭାବନହୁଏ, ହାଇପକସିଅ । ନହୁଏ ସେସବୁବିଷୟରେ ଯତ୍ନବାନ ହେବାପାଇଁଜିଲ୍ଲାସ୍ତରରେ କାର୍ଯ୍ୟରତ ଚିକିିତ୍ସକ ଏବଂସ୍ୱାସ୍ଥ୍ୟ ଅଧିକାରୀମାନଙ୍କୁ କୁହାଯାଇଛି ।ଅ ।ସିବାବେଳେ ରୋଗୀ ନିଜେ କି କିସର୍ତକତା ଅବଲମ୍ବନ କରିବା ଦରକାରତାହା ମଧ୍ୟ ସମ୍ପୃକ୍ତ ଡାକ୍ତର ରୋଗୀଙ୍କୁସଠିକ ଭାବେ ବୁଝାଇବେ । ରୋଗୀଙ୍କୁଉପଯୁକ୍ତ ପ୍ରାରମ୍ଭିକ ଚିକିତ୍ସା, ପରାମର୍ଶ ଓଉପଯୁକ୍ତ ବ୍ୟବସ୍ଥା ସହ ପଠାଇଲେରୋଗୀଙ୍କର ଅବସ୍ଥାରେ ବିଶେଷ ଅବନତିହେବନାହିଁ ଏବଂ ତାଙ୍କ ଜୀବନ ରକ୍ଷାସମ୍ଭବ ହୋଇପାରିବ ବୋଲି ଶ୍ରୀ ମହାପାତ୍ରସ୍ପଷ୍ଟ କରିଛନ୍ତି

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବ୍ରାଜିଲର ଜାୟର ବୋଲସନାରୋ ଚାଇନାର କୋଭିଡ-୧୯ ଟିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି |

ଖୁବ ଶୀଘ୍ର ଏକ କୋଭିଡ-୧୯ ଟିକା ପ୍ରକାଶ ପାଇବ ବୋଲି ବିଶ୍ୱ ଆଶା କରୁଥିବାବେଳେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଚୀନ୍ ଟିକା...

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...