25 C
Bhubaneswar
Thursday, October 22, 2020

ସାମୁଦି୍ରକ ଝଡ ‘ନୋ÷ଲ୍’ ପ୍ରଭାବରେ ୨୦ ସୁଦ୍ଧା ଲଘୁଚାପ

Must read

ବ୍ରାଜିଲର ଜାୟର ବୋଲସନାରୋ ଚାଇନାର କୋଭିଡ-୧୯ ଟିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି |

ଖୁବ ଶୀଘ୍ର ଏକ କୋଭିଡ-୧୯ ଟିକା ପ୍ରକାଶ ପାଇବ ବୋଲି ବିଶ୍ୱ ଆଶା କରୁଥିବାବେଳେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଚୀନ୍ ଟିକା...

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭୁବନେଶ୍ୱରା,୧୮ା୯(ନି.ପ୍ର.): ଦକ୍ଷିଣ ଚୀନ ସାଗରରେ ସୃଷ୍ଟିହୋଇଥିବା ସାମୁଦ୍ରିକ ଝଡ ‘ନୋ÷ଲ୍’ ର ପ୍ରଭାବରେ ବଙ୍ଗୋପସାଗରରେ ଆସନ୍ତା ରବିବାର ସୁଦ୍ଧା ଏକ ଲଘୁଚାପ ସୃଷ୍ଟି ହେବାରସମ୍ଭାବନା ଥିବା ବେଳେ ଏହାର ଠିକ୍ ଗୋଟିଏ ଦିନ ପରେ ବଙ୍ଗୋପସାଗରରେ ଏହା ଅବପାତ ରୂପ ନେବ ବୋଲି ଶିକ୍ଷା ଓ ଅନୁସନ୍ଧାନ(ଡିମ୍ଡ ଟୁ ବି ୟୁନିଭର୍ସିଟି) ପରିଚାଳିତ ପରିବେଶ ଓ ଜଳବାୟୁକେନ୍ଦ୍ର ପକ୍ଷରୁ ସୂଚନା ଦିଆଯାଇଛି । ରବିବାର ରାତି ସୁଦ୍ଧା ଏହାପଶ୍ଚିମ ବଂଗରେ ଅନୁଭୂତ ହେବା ସମ୍ଭାବନା ଥିବା ବେଳେ ଏହାରଗତି ଝାଡଖଣ୍ଡ ଓ ଛତିଶଗଡ ମୁହାଁ ହେବ ଏବଂ ସେପ୍ଟେମ୍ବର ୨୩ପର୍ଯ୍ୟନ୍ତ ଏହାର ପ୍ରଭାବ ରହିବ । ଏହାର ପ୍ରଭାବରେ ଉତରଓଡ଼ିଶାର ବିଭିନ୍ନ ଜିଲ୍ଲାରେ ସେପ୍ଟେମ୍ବର ୨୦ ଓ ୨୧ରେ ପ୍ରବଳରୁଅତି ପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ପଶ୍ଚିମ ଓଡ଼ିଶାରକେତେକ ସ୍ଥାନରେ ସେପ୍ଟେମ୍ବର ୨୨ ତାରିଖରେ ମଧ୍ୟ ବର୍ଷାହେବାର ସମ୍ଭାବନା ରହିଛି ।ସେହିପରି ଦକ୍ଷିଣ ଏବଂ ଉପକୂଳ ଓଡ଼ିଶାରେସେପ୍ଟେମ୍ବର ୧୯ ରୁ ୨୧ ତାରିଖ ମଧ୍ୟରେ ବର୍ଷା ହେବାର ସମ୍ଭାବନାଥିବା ସିଇସି ପକ୍ଷରୁ କୁହାଯାଇଛି ।ଉତ୍ତର-ପୂର୍ବ ବଙ୍ଗୋପସାଗରରେ ସୃଷ୍ଟି ହେବାକୁ ଯାଉଥିବାଲଘୁ·ପ ଯୋଗୁଁ ଅ ।ସନ୍ତା ୨୦ରୁ ୨୨ତାରିଖ, ୩ ଦିନ ଧରିରାଜ୍ୟବ୍ୟାପୀ ଭଲ ବର୍ଷା ହେବ ବୋଲି ଅ ।ଞ୍ଚଳିକ ପାଣିପାଗ କେନ୍ଦ୍ରପକ୍ଷରୁ କୁହାଯାଇଛି । ମାଲକାନଗିରି, କୋରାପୁଟ, ନବରଙ୍ଗପୁର,ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ବରଗଡ଼, ବେଦ୍ଧ,ଯାଜପୁର, ଭଦ୍ରକ, କଳାହାଣ୍ଡି, ଗଞ୍ଜାମ ଓ ପୁରୀ ଭଳି ଜିଲ୍ଲାରେପ୍ରବଳରୁ ଅତିପ୍ରବଳ ବର୍ଷା ସମ୍ଭାବନା ଥିବାରୁ ଏହି ସବୁ ଜିଲ୍ଲାପାଇଁ କେନ୍ଦ୍ର ପକ୍ଷରୁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।ସେହିପରି କେନ୍ଦ୍ରର ନିଦେ୍ର୍ଦଶକ ଏଚ୍.ଅ ।ର୍ ବିଶ୍ୱାସ କହିଛନ୍ତି,ଏବେର ପାଣିପାଗର ସ୍ଥିତି ପରଖିଲେ ଜଣାପଡ଼ୁଛି, ମେସୁମୀ ଟ୍ରଫ୍ଲାଇନ୍ ଏବେ ନିଜ ପାରମ୍ପରିକ ସ୍ଥାନରୁ ଉତ୍ତର ଅ ।ଡ଼କୁ ଗତିକରୁଛି । ମୌସୁମୀ ଟ୍ରଫ୍ର ପଶ୍ଚିମ ମୁଣ୍ଡ ହିମାଳୟ ପାଦଦେଶରନିକଟବର୍ତୀ ହୋଇଥିବା ବେଳେ ଏହାର ପୂର୍ବ ମୁଣ୍ଡ ବରେଲି,ସୁଲତାନପୁର ପାଟଣା ଓ ମାଲ୍ଦା ହୋଇ ପୂର୍ବ-ଉତ୍ତରପୂର୍ବ ଅ ।ଡ଼କୁଗତି କରି ନାଗାଲାଣ୍ଡ ହୋଇ ଅ ।ସାମ ଅ ।ଡ଼କୁ ଲମ୍ବିଛି । ଏଥିପାଇଁରାଜ୍ୟରେ ଏବେ ବି ମେସୁମୀର ସ୍ଥିତି ଦୁର୍ବଳ ରହିଛି । ଏହାପ୍ରଭାବରେ ଅ ।ସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ ରାଜ୍ୟରେ ବର୍ଷାରପରିମାଣ ସ୍ୱାଭାବିକଠାରୁ କମ୍ ରହିବ । କିନ୍ତୁ ୨୦ ତାରିଖ ଅ ।ଡ଼କୁଉତ୍ତର-ପୂର୍ବ ବଙ୍ଗୋପସାଗରରେ ଏକ ଲଘୁ·ପ ସୃଷ୍ଟି ହେବାରସମ୍ଭାବନା ରହିଛି । ଏହାର ପ୍ରଭାବରେ ଓଡ଼ିଶାର ପ୍ରାୟ ସମସ୍ତସ୍ଥାନରେ ବିସ୍ତୃତ ଭାବେ ବର୍ଷା ହେବ । କିଛି କିଛି ସ୍ଥାନରେ ପ୍ରବଳରୁଅତିପ୍ରବଳ ବର୍ଷା ହେବାର ବି ଅ ।ଶଙ୍କା କରାଯାଉଛି । ୨୦ରୁ ୨୨ତାରିଖ ପର୍ଯ୍ୟନ୍ତ ଏହିଭଳି ବର୍ଷା ଲାଗି ରହିବ ।୧୮ ଓ ୧୯ ତାରିଖରେ ରାଜ୍ୟର କେତେକ ସ୍ଥାନରେଝଡ଼ତୋଫାନ ବର୍ଷା ହୋଇପାରେ । ୧୯ ତାରିଖରେ ଦକ୍ଷିଣଓଡ଼ିଶାର କେତେକ ସ୍ଥାନରେ ଝଡ଼ତୋଫାନ ଯୋଗୁଁ ପ୍ରବଳ ବର୍ଷା ହେବାର ବି ସମ୍ଭାବନା ରହିଛି । ବିଶେଷକରି ମାଲକାନଗିରି,କୋରାପୁଟ, ରାୟଗଡ଼ା ଓ ନବରଙ୍ଗପୁରର କେତେକ ସ୍ଥାନରେ ପ୍ରବଳ ବର୍ଷା ହେବ ।୨୦ତାରିଖ ଅ ।ଡ଼କୁ ରାଜ୍ୟରେ ଲଘୁ·ପ ପ୍ରଭାବରେ ବର୍ଷା ଅ ।ରମ୍ଭ ହୋଇଯିବ । ଉକ୍ତ ଦିନମାଲକାନଗିରି, କୋରାପୁଟ, ନବରଙ୍ଗପୁର, ଗଞ୍ଜାମ, ପୁରୀ ଅ ।ଦି ଜିଲ୍ଲାରେ ଅତିପ୍ରବଳବର୍ଷା ହେବ । ଏଥିପାଇଁ ଜିଲ୍ଲାଗୁଡ଼ିକରେ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ସେହିଦିନଜଗତ୍ସିଂହପୁର, କେନ୍ଦ୍ରାପଡ଼ା, ଯାଜପୁର, ଭଦ୍ରକ, ବାଲେଶ୍ୱର, କଟକ ଓ ଖୋର୍ଧାରେ ପ୍ରବଳବର୍ଷା ହେବାର ସମ୍ଭାବନା ରହିଛି । ୨୧ ତାରିଖ ଦିନ ରାଜ୍ୟରେ ବର୍ଷାର ପରିମାଣ ଓବିସ୍ତୃତି ଅ ।ହୁରି ବଢ଼ିବ । ସୋନପୁର, ସମ୍ବଲପୁର, ଅନୁଗୁଳ, ଦେବଗଡ଼, ବରଗଡ଼,ବୌଦ୍ଧ, ଯାଜପୁର, ଭଦ୍ରକ ଓ କଳାହାଣ୍ଡି ଅ ।ଦି ଜିଲ୍ଲାରେ ଅତିରୁ ଅତିପ୍ରବଳ ବର୍ଷା ହେବାନେଇ ଅରେଞ୍ଜ ୱାର୍ଣ୍ଣିଂ ଜାରି ହୋଇଛି । ଏଥିସହ ମାଲକାନଗିରି, କୋରାପୁଟ, କନ୍ଧମାଳ,ଝାରସୁଗୁଡ଼ା, ସୁନ୍ଦରଗଡ଼, କେଉଁଝର, ଢେଙ୍କାନାଳ, କଟକ, କେନ୍ଦ୍ରାପଡ଼ା,ଜଗତସିଂହପୁର, ବାଲେଶ୍ୱର ଓ ମୟୂରଭଞ୍ଜ ଅ ।ଦି ଜିଲ୍ଲାରେ ପ୍ରବଳ ବର୍ଷା ହେବାରସମ୍ଭାବନା ରହିଛି । ଅ ।ସନ୍ତା ୨ରୁ ୩ ଦିନ ପର୍ଯ୍ୟନ୍ତ କଟକ ଓ ଭୁବନେଶ୍ୱରର ଅ ।କାଶଅ ।ଂଶିକ ମେଘାଚ୍ଛନ୍ନ ରହିବୟ କିଛି କିଛି ସ୍ଥାନରେ ଝଡ଼ତୋଫାନ ସହ ବର୍ଷା ବିହୋଇପାରେ । ଗତ ୨୪ ଘଣ୍ଟା ମଧ୍ୟରେ ଉପକୂଳ ଓ ଅ ।ଭ୍ୟନ୍ତରୀଣ ଓଡ଼ିଶାର କିଛିସ୍ଥାନରେ ବିଜୁଳି, ଘଡ଼ଘଡ଼ି ସହ ବର୍ଷା ହୋଇଯାଇଛି । ନୟାଗଡ଼ରେ ସର୍ବାଧିକ ୨୯.୦ମିମିବର୍ଷା ହୋଇଥିବା ରେକର୍ଡ ହୋଇଛି । ଏଥିସହ କୋରାପୁଟ ଜିଲ୍ଲାରେ ୨୨.୦ମିମି ଓକଟକ ଜିଲ୍ଲା କଣ୍ଟାପଡ଼ାରେ ୧୩.୦ମିମି ବର୍ଷା ହୋଇଯାଇଛି

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବ୍ରାଜିଲର ଜାୟର ବୋଲସନାରୋ ଚାଇନାର କୋଭିଡ-୧୯ ଟିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି |

ଖୁବ ଶୀଘ୍ର ଏକ କୋଭିଡ-୧୯ ଟିକା ପ୍ରକାଶ ପାଇବ ବୋଲି ବିଶ୍ୱ ଆଶା କରୁଥିବାବେଳେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଚୀନ୍ ଟିକା...

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...