26 C
Bhubaneswar
Sunday, October 25, 2020

ବିଧାୟକ ଦେବୀ ମିଶ୍ରଙ୍କ ଘରେ ସିବିଆଇର ଛାନଭିନ୍

Must read

ଦିଲ୍ଲୀ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲାଯିବ ନାହିଁ ; ସିଏମ୍ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶନିବାର କହିଛନ୍ତି ଯେ କରୋନାଭାଇରସ ମହାମାରୀ ଯୋଗୁଁ ବନ୍ଦ ହୋଇଯାଇଥିବା ଜାତୀୟ ରାଜଧାନୀରେ ଥିବା ସ୍କୁଲଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲିବ ନାହିଁ। ଦିଲ୍ଲୀରେ କରୋନାଭାଇରସ୍...

ଚାଇନା ବିଭିନ୍ନ ସ୍ଥାନରେ ନେପାଳର ଜମିକୁ ବେଆଇନ ଭାବେ ଦଖଲ କରିଛି

ଚୀନ୍ ବେଆଇନ ଭାବେ ନେପାଳର ଜମିକୁ ସାତୋଟି ସୀମାନ୍ତବର୍ତ୍ତୀ ଜିଲ୍ଲା ଉପରେ ବ୍ୟାପିଛି ଏବଂ ଭାରତୀୟ ଗୁପ୍ତଚର ସଂସ୍ଥା ନୂଆଦିଲ୍ଲୀରେ ଏକ ସତର୍କ ସୂଚନା ଦେଇଛନ୍ତି। ଏଜେନ୍ସିଗୁଡିକ ଫ୍ଲାଗ୍ କରିଛନ୍ତି...

ଜାତିସଂଘର ସଫଳତା ପାଇଁ ଭାରତ ଗଭୀର ବିନିଯୋଗ କରିଛି ବୋଲି ଇଏମ୍ ଜୟଶଙ୍କର କହିଛନ୍ତି

ମିଳିତ ଜାତିସଂଘ ପ୍ରତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ ଜୟଶଙ୍କର ଶୁକ୍ରବାର ଦିନ ଆଲୋକପାତ କରିଛନ୍ତି ଏବଂ ଜାତିସଂଘର ସଫଳତା ପାଇଁ ଏହା ଗଭୀର ବିନିଯୋଗ କରିଛି ବୋଲି...

ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇ ଭାରତ ଏବଂ ପୂର୍ବତନ ଉତ୍ତର ଆଲାଇନ୍ସର ନେତା ଅଟ୍ଟା ନୁର ଆଲୋଚନା କରିଛନ୍ତି

ଆଫଗାନିସ୍ତାନର ଜଣେ ବିଶିଷ୍ଟ ରାଜନେତା ତଥା ତାଲିବାନ ବିରୋଧରେ ଉତ୍ତର ଆଲାଇନ୍ସ ପ୍ରତିରୋଧ ଗୋଷ୍ଠୀର ପୂର୍ବତନ ସଦସ୍ୟ ଅଟ୍ଟା ମହମ୍ମଦ ନୁର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ ଏସ...

ଭୁବନେଶ୍ୱର,୧୮ା୯(ନି.ପ୍ର.): ବିଜେଡିର ବରିଷ୍ଠ ନେତା ତଥାବଡ଼ମ୍ବା ବିଧାୟକ ଦେବୀପ୍ରସାଦ ମିଶ୍ରଙ୍କ ଘରେ ସିବିଅ ।ଇ ପକ୍ଷରୁଛାନଭିନ୍ କରାଯାଇଛି । ସିବିଅ ।ଇର ଏକ ଟିମ୍ ପ୍ରାୟ ଦୁଇ ଘଣ୍ଟାଧରି ଛାନଭିନ୍ କରିବା ପରେ କିଛି ଦସ୍ତାବିଜ୍ ଧରି ବିଧାୟକ ଶ୍ରୀମିଶ୍ରଙ୍କ ଘରୁ ଫେରିଯାଇଥିବା ଜଣାଯାଇଛି ।ଅନ୍ୟ ପକ୍ଷରେ ଏ ନେଇ ପ୍ରତିକ୍ରିୟା ରଖିଛନ୍ତି ବିଧାୟକ ମିଶ୍ର ।ସେ କହିଛନ୍ତି, ୨୦୧୩ରୁ ଏ ମାମଲାର ତଦନ୍ତ କରୁଛି ସିବିଅ ।ଇ ।ଏଥିରେ ମୁଁ ସହଯୋଗ କରୁଛି । ପୂର୍ବରୁ ସିବିଅ ।ଇ ପକ୍ଷରୁ ନୋଟିସ୍ହୋଇଥିଲା । ତେବେ ଆଜି ଆସିବା ନେଇ ସୂଚନା ନ ଥିଲା । ସେମାନେପର୍ଯ୍ୟଟନ ବିଭାଗର କାଗଜପତ୍ର ଦେଖିବାକୁ ·ହିଥିଲେ । ଏହା ରେଡ୍ନୁହେଁ, ତଦନ୍ତ ବୋଲି ସ୍ପଷ୍ଟ କରିଛନ୍ତି ଶ୍ରୀ ମିଶ୍ର ।ଅ ।ଜି ସକାଳ ପ୍ରାୟ ୯ଟା ବେଳେ ସିବିଅ ।ଇର ଏକ ୭ଜଣିଆଟିମ୍ ଦୁଇଟି ଗାଡ଼ିରେ ଦେବୀପ୍ରସାଦ ମିଶ୍ରଙ୍କ ଭୁବନେଶ୍ୱରର ୟୁନିଟ୍୧ସ୍ଥିତ ସରକାରୀ ବାସଭବନରେ ପହଞ୍ଚିଥିଲେ । ସେମାନେ ପ୍ରାୟଦୁଇ ଘଣ୍ଟା ଧରି ଦେବୀ ମିଶ୍ରଙ୍କ ଘରେ ରହି ଛାନଭିନ୍ କରିଥିବାଜଣାଯାଇଛି । ଏହି ସମୟରେ ପୂର୍ବତନ ମନ୍ତ୍ରୀ ତଥା ବରିଷ୍ଠ ବିଜେଡିନେତା ଶ୍ରୀ ମିଶ୍ର ଉପସ୍ଥିତ ଥିବା ସୂଚନା ମିଳିଛି । ସି-ସୋର ଚିଟଫଣ୍ଡଲିଙ୍କରେ ସିବିଅ ।ଇ ପକ୍ଷରୁ ଏହି ଛାନଭିନ୍ କରାଯାଇଥିବାସୂଚନା ରହିଛ । ଏହି ସମୟରେ ସିବିଅ ।ଇ କେତେକଗୁରୁତ୍ତ୍ୱପୂର୍ଣ୍ଣ ତଥ୍ୟ ଥିବା କାଗଜପତ୍ର ସଂଗ୍ରହ କରିଥିବାକୁହାଯାଉଛି । ତେବେ ଏ ସଂପର୍କରେ ସିବିଅ ।ଇ ଟିମ୍ ପକ୍ଷରୁକୌଣସି ବିଧିବଦ୍ଧ ସୂଚନା ଦିଅ ।ଯାଇନାହିଁ । ସୂଚନାଯୋଗ୍ୟ,ପୂର୍ବରୁ ଦେବୀପ୍ରସାଦ ମିଶ୍ରଙ୍କ ଦୁଇ ସହଯୋଗୀ ପ୍ରଫୁଲ୍ଲ ସିଂହ ଓଦିଲୀପ ମିଶ୍ର ସିବିଅ ।ଇର ଜେରାର ସମ୍ମୁଖୀନ ହୋଇଥିଲେ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଦିଲ୍ଲୀ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲାଯିବ ନାହିଁ ; ସିଏମ୍ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶନିବାର କହିଛନ୍ତି ଯେ କରୋନାଭାଇରସ ମହାମାରୀ ଯୋଗୁଁ ବନ୍ଦ ହୋଇଯାଇଥିବା ଜାତୀୟ ରାଜଧାନୀରେ ଥିବା ସ୍କୁଲଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲିବ ନାହିଁ। ଦିଲ୍ଲୀରେ କରୋନାଭାଇରସ୍...

ଚାଇନା ବିଭିନ୍ନ ସ୍ଥାନରେ ନେପାଳର ଜମିକୁ ବେଆଇନ ଭାବେ ଦଖଲ କରିଛି

ଚୀନ୍ ବେଆଇନ ଭାବେ ନେପାଳର ଜମିକୁ ସାତୋଟି ସୀମାନ୍ତବର୍ତ୍ତୀ ଜିଲ୍ଲା ଉପରେ ବ୍ୟାପିଛି ଏବଂ ଭାରତୀୟ ଗୁପ୍ତଚର ସଂସ୍ଥା ନୂଆଦିଲ୍ଲୀରେ ଏକ ସତର୍କ ସୂଚନା ଦେଇଛନ୍ତି। ଏଜେନ୍ସିଗୁଡିକ ଫ୍ଲାଗ୍ କରିଛନ୍ତି...

ଜାତିସଂଘର ସଫଳତା ପାଇଁ ଭାରତ ଗଭୀର ବିନିଯୋଗ କରିଛି ବୋଲି ଇଏମ୍ ଜୟଶଙ୍କର କହିଛନ୍ତି

ମିଳିତ ଜାତିସଂଘ ପ୍ରତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ ଜୟଶଙ୍କର ଶୁକ୍ରବାର ଦିନ ଆଲୋକପାତ କରିଛନ୍ତି ଏବଂ ଜାତିସଂଘର ସଫଳତା ପାଇଁ ଏହା ଗଭୀର ବିନିଯୋଗ କରିଛି ବୋଲି...

ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇ ଭାରତ ଏବଂ ପୂର୍ବତନ ଉତ୍ତର ଆଲାଇନ୍ସର ନେତା ଅଟ୍ଟା ନୁର ଆଲୋଚନା କରିଛନ୍ତି

ଆଫଗାନିସ୍ତାନର ଜଣେ ବିଶିଷ୍ଟ ରାଜନେତା ତଥା ତାଲିବାନ ବିରୋଧରେ ଉତ୍ତର ଆଲାଇନ୍ସ ପ୍ରତିରୋଧ ଗୋଷ୍ଠୀର ପୂର୍ବତନ ସଦସ୍ୟ ଅଟ୍ଟା ମହମ୍ମଦ ନୁର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ ଏସ...

ଅପରିଷ୍କାର ପରିଷ୍କାର ବାୟୁ ପାଇଁ ଡାକରା ଦେଇଥିବାରୁ ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ମନ୍ତବ୍ୟ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତକୁ ପ୍ରଦୂଷିତ ବାୟୁ ସହିତ ଏକ ଅପରିଷ୍କାର ସ୍ଥାନ ବୋଲି ବର୍ଣ୍ଣନା କରିବା ଦ୍ୱାରା ସୋସିଆଲ ମିଡିଆରେ ଜରୁରୀ ପରିଷ୍କାର କାର୍ଯ୍ୟାନୁଷ୍ଠାନ ପାଇଁ ଆହ୍ଵାନ...