31 C
Bhubaneswar
Friday, October 30, 2020

+୨ ପାଇଁ ପ୍ରଥମ କଟ୍ ଅଫ୍ ମାର୍କ

Must read

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...

ପମ୍ପିଓ କହିଛନ୍ତି ଯେ ଧାର୍ମିକ ସ୍ୱାଧୀନତା ପାଇଁ ଚୀନ୍ ‘ସବୁଠାରୁ ବଡ ବିପଦ’।

ଧାର୍ମିକ ସ୍ୱାଧୀନତାର ଭବିଷ୍ୟତ ପାଇଁ ଚୀନ୍ ହେଉଛି ସବୁଠାରୁ ବଡ ବିପଦ ବୋଲି ଆମେରିକାର ବୈଦେଶିକ ସଚିବ ମାଇକ୍ ପୋମ୍ପିଓ ଗୁରୁବାର ଦିନ ଏସିଆ ଗସ୍ତ ସମୟରେ ବେଜିଂ ଉପରେ...

ପାକିସ୍ତାନ ପାଇଁ ଭାରତର ପରବର୍ତ୍ତୀ ଚାର୍ଜ ଡିଫେୟାର ହେବାର ସମ୍ଭାବନା ରହିଛି।

ଗୁରୁବାର ସୂତ୍ରରୁ ପ୍ରକାଶ ଯେ ପାକିସ୍ତାନକୁ ଦେଶର ନୂତନ ଚାର୍ଜ ଡିଫେୟାର ଭାବରେ ଭାରତ ଆଇଏଫଏସ ଅଧିକାରୀ ସୁରେଶ କୁମାରଙ୍କ ନାମ ପ୍ରସ୍ତାବ ଦେଇଛି। ଏହି ରିପୋର୍ଟ ଏକ ଦିନରେ...

ଭୁବନେଶ୍ୱର,୧୮ା୯(ନି.ପ୍ର.): ଯୁକ୍ତ ଦୁଇ ପାଇଁ ପ୍ରଥମ କଟ୍ ଅଫ୍ ମାର୍କପ୍ରକାଶ ପାଇଛି । ଏଥର ରାଜ୍ୟରେ ରେଭେନ୍ସା ଜୁନିଅର କଲେଜ କଳା, ବିଜ୍ଞାନ ଓବାଣିଜ୍ୟରେ ଅ ।ଗରେ ଥିବା ଜଣାଯାଇଛି । ମିଳିଥିବା ସୂଚନା ଅନୁଯାୟୀ,ରେଭେନ୍ସାରେ କଳାରେ କଟ୍ ଅଫ୍ ମାର୍କ ୭୨.୫ ପ୍ରତିଶତ ରହିଛ । ଠିକ୍ ସେହିପରିବିଜ୍ଞାନରେ ରେଭେନ୍ସା ଜୁନିଅର କଲେଜରେ କଟ୍ ଅଫ୍ ମାର୍କ ୮୯% ଓ ବାଣିଜ୍ୟରେ୭୫.୮୩% ରହିଛି ।ଅପରପକ୍ଷରେ ବିଜ୍ଞାନରେଦ୍ୱିତୀୟ ସ୍ଥାନରେ ବିଜେବିହାୟର୍ ସେକେଣ୍ଡାରିସ୍କୁଲରେ କଟ୍ ଅଫ୍ ମାର୍କରହିଛି ୮୮.୬% ।ବିଜ୍ଞାନରେ ତୃତୀୟ ସ୍ଥାନରେବ୍ରହ୍ମପୁର ନୀଳକଣ୍ଠନଗରରସରସ୍ୱତୀ ବିଦ୍ୟାମନ୍ଦିର କଟ୍ ଅଫ୍ ମାର୍କ ରହିଛି ୮୬.୬୭% ରହିଛି ।କଳାରେ ରେଭେନ୍ସା ଜୁନିଅର କଲେଜ ତଳକୁ ଦ୍ୱିତୀୟ ସ୍ଥାନରେ ବିଜେବିହାୟର୍ ସେକେଣ୍ଡାରି ସ୍କୁଲରେ କଟ୍ ଅଫ୍ ମାର୍କ ରହିଛି ୭୧.୮୩ % । ଅପରପକ୍ଷରେତୃତୀୟ ସ୍ଥାନରେ ରାଉରକେଲାର ହାୟର୍ ସେକେଣ୍ଡାରି ସ୍କୁଲରେ କଟ୍ ଅଫ୍ ମାର୍କରହିଛି ୬୭,୮୩% ରହିଛି ।ବାଣିଜ୍ୟରେ ରେଭେନ୍ସା ଜୁନିଅର କଲେଜ ତଳକୁ ଦ୍ୱିତୀୟ ସ୍ଥାନରେରାଉରକେଲାର ହାୟର୍ ସେକେଣ୍ଡାରି ସ୍କୁଲରେ କଟ୍ ଅଫ୍ ମାର୍କ ରହିଛି ୭୫.୫%ରହିଛି । ତୃତୀୟ ସ୍ଥାନରେ ଥିବା ବିଜେବି ହାୟର୍ ସେକେଣ୍ଡାରି ସ୍କୁଲରେ କଟ୍ ଅଫ୍ମାର୍କ ରହିଛି ୭୪ % ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...

ପମ୍ପିଓ କହିଛନ୍ତି ଯେ ଧାର୍ମିକ ସ୍ୱାଧୀନତା ପାଇଁ ଚୀନ୍ ‘ସବୁଠାରୁ ବଡ ବିପଦ’।

ଧାର୍ମିକ ସ୍ୱାଧୀନତାର ଭବିଷ୍ୟତ ପାଇଁ ଚୀନ୍ ହେଉଛି ସବୁଠାରୁ ବଡ ବିପଦ ବୋଲି ଆମେରିକାର ବୈଦେଶିକ ସଚିବ ମାଇକ୍ ପୋମ୍ପିଓ ଗୁରୁବାର ଦିନ ଏସିଆ ଗସ୍ତ ସମୟରେ ବେଜିଂ ଉପରେ...

ପାକିସ୍ତାନ ପାଇଁ ଭାରତର ପରବର୍ତ୍ତୀ ଚାର୍ଜ ଡିଫେୟାର ହେବାର ସମ୍ଭାବନା ରହିଛି।

ଗୁରୁବାର ସୂତ୍ରରୁ ପ୍ରକାଶ ଯେ ପାକିସ୍ତାନକୁ ଦେଶର ନୂତନ ଚାର୍ଜ ଡିଫେୟାର ଭାବରେ ଭାରତ ଆଇଏଫଏସ ଅଧିକାରୀ ସୁରେଶ କୁମାରଙ୍କ ନାମ ପ୍ରସ୍ତାବ ଦେଇଛି। ଏହି ରିପୋର୍ଟ ଏକ ଦିନରେ...

ବେଙ୍ଗାଲୁରୁରେ କେରଳ ସିପିଏମ୍ ସେକୀଙ୍କ ପୁଅ ଗିରଫ।

ବେଙ୍ଗାଲୁରୁରେ ଡ୍ରଗ୍ସ ବିକ୍ରି ପାଇଁ ଏନସିବି ଦ୍ୱାରା ଗିରଫ ହୋଇଥିବା ଜଣେ ସନ୍ଦିଗ୍ଧ ବ୍ୟକ୍ତିଙ୍କ ସହିତ ହୋଇଥିବା ଆର୍ଥିକ କାରବାର ସଂପର୍କରେ ଏନଫୋର୍ସମେଣ୍ଟ ଡାଇରେକ୍ଟୋରେଟ (ଇଡି) ଗୁରୁବାର କେରଳ ସିପିଆଇ...