26 C
Bhubaneswar
Wednesday, October 21, 2020

ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

Must read

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବ୍ରହ୍ମପୁର,୧୯ ।୯(ନି.ପ୍ର): ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ଉପଲକ୍ଷେବିଜେପି ପକ୍ଷରୁ ଆରମ୍ବ ହୋଇଛି ସେବାସପ୍ତାହ । ଏହି ଅବସରରେ ଗାମ ଜିଲ୍ଲାବିଜେପି ପକ୍ଷରୁ ସେବ ସପ୍ତାହ ପାଳନନେଇ ବୃକ୍ଷରୋପଣ କାର୍ଯ୍ୟକ୍ରମ ଆରମ୍ବହୋଇଛି । ଆଜି ବ୍ରହ୍ମପୁର ସହରର ଲାିପଲ୍ଲୀରାମ ନଗର ସ୍ଥିତ ଶିବ ମନ୍ଦିର ପ୍ରାଙ୍ଗଣରେବିଜେପି ଜିଲ୍ଲା ସଭାପତି ବିଭୂତି ଭୂଷଣଜେନା ଓ ପୂର୍ବତନ ଜିଲ୍ଲା ସଭାପତି କାହ୍ନଚରଣ ପତିଙ୍କ ତତ୍ୱାବଧାନରେବୃକ୍ଷରୋପଣ କାର୍ଯ୍ୟକ୍ରମ ଅନୁଷ୍ଠିତହୋଇଥିଲା । ଏଥିସହ ନରେନ୍ଦ୍ର ମୋଦିଙ୍କସରକାରରେ ହେଉଥିବା ବିଭିନ୍ନଜନହିତକର ଯୋଜନା ନେଇଆଲୋଚନା କରାଯାଇଥିଲା ।ବେଲ,ଅଳାଁ,ଡାଳିମ୍ବ,ନିମ୍ବ ଭଳି ବିଭିନ୍ନକିସମର େଓøଷଧିୟ ଚାରା ମନ୍ଦିରଚର୍ତୁପାଶ୍ୱରେ ରୋପଣ କରାଯାଇଥିଲା । ଏହି ଅବସରରେ କମାପଲ୍ଲୀ ମଣ୍ଡଳସଭାପତି ସନ୍ତୋଷ ପାଣିଗ୍ରାହୀ,ଜିଲ୍ଲାପ୍ରତିନିଧି ଶିବ ଶଙ୍କର ଅଧିକାରୀ ଏହିକାର୍ଯ୍ୟକ୍ରମକୁ ପରିଚାଳନା କରିଥିଲେ ।ଏଥିରେ ଶରତ କୁମାର ସାହୁ, ପ୍ରଭାତଷଡଙ୍ଗୀ, ମଦୋନ ମହୋନ ପାତ୍ର, ସିଦ୍ଧାନ୍ତଗଙ୍ଗଦେଓ, ସୁଭାଷିନୀ ପ…ନାୟକ,ଏସ.ରାଣି,ରିତା ପ…ନାୟକ,ରିଙ୍କିପ…ନାୟକ,ଶିବ ନାୟକ, ସନ୍ତୋଷ ପାତ୍ର,ଅଭୟ ପଣ୍ଡା, ଅର୍ଜୁନ ଜେନା, ସୁମନ୍ତ ସାହୁ,ଦେବୀ ସାହୁ,ପ୍ରବେଶ ଚୌଧୂରୀ,ଏସ.ଶ୍ରୀନିବାସ ରାଓ, କୃଷ୍ଣ ସୁବୁଦ୍ଧି, ବାଳକୃଷ୍ଣସାମନ୍ତରା,ଶକ୍ତି ପାଢି, ପିଣ୍ଟୁ ସାହୁ, ଦଣ୍ଡପାତ୍ର,ସନା ପାତ୍ର,ଭିିକି ପାତ୍ର, କୋକୋ ପାଢି,କିରଣକୁମାର ସାହୁ,ମଧୂ ସୂଦନ ସାହୁ, ଜଗଦିଶପ୍ରଧାନ, ଶୁଶିଳା ମଲ୍ଲିକ, ଦେବୀ ପ୍ରସାଦପାଢୀ, ଗଣେଷ ପାଣିଗ୍ରାହୀଙ୍କ ସମେତ ବହୁଦଳୀୟ କର୍ମୀ ଉପସ୍ଥିତ ଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...