26 C
Bhubaneswar
Wednesday, October 21, 2020

କୋଭିଡ କର୍ମଶାଳା ଉଦ୍ଘାଟିତ

Must read

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ସୁନ୍ଦରପଦା,୧୯ ।୯(ନି.ପ୍ର): ଗତକାଲିି ହାଇଟେକ ପ୍ଲାଜା ସଭାକକ୍ଷରେ ଭୁବନେଶ୍ୱରଉପକଣ୍ଠ ବିକାଶ ମଞ୍ଚ (ଦକ୍ଷିଣ) ଦ୍ୱାରା ପଂଚାୟତସ୍ତରୀୟ ଏକ କୋଭିଡ କର୍ମଶାଳାଅନୁଷ୍ଠିତ ହୋଇଯାଇଛି । ଜଟଣୀ ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ ଦିଲ୍ଲୀପ କୁମାରଷଡଙ୍ଗୀ ମୂଖ୍ୟ ଅତିଥି ଭାବେ ଯୋଗ ଦେଇ କର୍ମଶାଳାର ଉଦଘାଟନ କରି କରୋନାମହାମାରି ରୋଗର ଭୟାବହ ସ୍ଥିତିର ସରକାରି ସୂଚନା ପ୍ରଦାନ କରିବା ସହିତଜୀବନ ଜୀବିକାକୁ ସୁରକ୍ଷିତ ରଖିବା ପାଇଁ ସୁଚିନ୍ତିତ ମତାମତ ଦେଇଥିଲେ । ପଧାନସାହିଗ୍ରାମ ପଞ୍ଚାୟତ ସରପଞ୍ଚ ଶ୍ରୀମତୀ ସୁଚରିତା ପାଇକରାୟ ସମ୍ମାନୀତ ଅତିଥିଭାବେ ଯୋଗଦାନକରି ଅଂଚଳର ବିକାଶ ଉପରେ ଗୁରୁତ୍ୱ ଦେଇଥିଲେ । ବିକାଶ ମଂଚର ସଭାପତି ଶ୍ରୀବିମ୍ବାଧର ସାହୁଙ୍କ ସଭାପତିତ୍ୱରେ ଅନୁଷ୍ଠିତ ଏହି କର୍ମଶାଳାରେ ଓରକଳ ବୋତଣ୍ଡାସମେତ ପଧାନସାହି ଗ୍ରାମ ପଞ୍ଚାୟତ ଅଂଚଳରେ ଗଢି ଉଠିଥିବା ଆପାର୍ଟମେଣ୍ଟ,ଡୁପ୍ଲେକ୍ସ ସମୁହର କିଛି ପ୍ରତିନିଧି ଉପସ୍ଥିତ ରହି ସ୍ଥାନୀୟ ସମସ୍ୟା ଉପରେ ଅଧିକାରୀଙ୍କୁଅବଗତ କରାଇଥିଲେ । ପ୍ରାରମ୍ଭରେ ସାଧାରଣ ସଂପାଦକ ରଜନୀକାନ୍ତ ସାମନ୍ତରାୟଏବଂ ଉପସଭାପତି ସର୍ବେଶ୍ୱର ମହାନ୍ତି ବିକାଶ ମଂଚ ତରଫରୁ ସୁନ୍ଦରପଦା ଜଟଣିରାସ୍ତାର ପ୍ରସସ୍ତିକରଣ, ରାସ୍ତା ଆଲୋକୀକରଣ,ଏକ ଫାଣ୍ଡି ସ୍ଥାପନା,ସ୍ୱାସ୍ଥ୍ୟସେବା,ସଫେଇକାର୍ଯ୍ୟକ୍ରମ, ଡ୍ରେନେଜ ସୁବିଧା, ସର୍ବସାଧାରଣ କଲ୍ୟାଣ ମଣ୍ଡପ, ଶବ ସକ୍ରାର ବ୍ୟବସ୍ଥା ଆଦିଦାବି ସଂପର୍କରେ ଅଧିକାରୀଙ୍କ ଦୃଷ୍ଟି ଆକର୍ଷଣ କରିଥିଲେ । କୋଷାଧ୍ୟକ୍ଷ ବିଭୁଦତ ଛୋଟରାୟକର୍ମଶାଳାର ଅୟୋଜନ କରିଥିବା ବେଳେ ଗୀତାଜଂଳୀ ପଣ୍ଡା,ସନ୍ତୋଷ କୁମାରମହାପାତ୍ର,ଆଲୋକ କୁମାର ମହାପାତ୍ର,ଅଶୋକ କୁମାରପଣ୍ଡା,ବିନୋଦ କୁମାର ପଣ୍ଡା, ସୁଶାନ୍ତପ୍ରଧାନ ,ଦୀପକ ମିଶ୍ର ପ୍ରମୁଖ ସହେଯାଗ କରିଥିଲେ । କୋଭିଡ ୧୯ର ଗାଇଡଲାଇନଅନ୍ତର୍ଗତ ସମସ୍ତ ନିୟମକୁ ଅନୁସରଣ କରାଯାଇ ସାମାଜିକ ଦୂରତ୍ୱ ରକ୍ଷା କରାଯାଇଥିଲା ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...