26 C
Bhubaneswar
Wednesday, October 21, 2020

ଉକ୍ରଳ ଆଲୁମିନା ପକ୍ଷରୁ ପାନୀୟ ଜଳ ଯୋଗାଣ ବ୍ୟବସ୍ଥା

Must read

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...

ଭୁବନେଶ୍ୱର, ୧୯/୯ (ନିପ୍ର): ଗ୍ରାମାଚଂଳ ଓ ଖଣି ଓ ଶିଳ୍ପ ନିକଟବର୍ତିଅଂଚଳଗୁଡ଼ିକରେ ବିଶୁଦ୍ଧ ପାନୀୟ ଜଳ ଏକ ଉକ୍ରଟ ସମସ୍ୟା ହୋଇ ରହିଛି ।ଏହି ସମସ୍ୟାକୁ ବିଚାରକୁ ନେଇ ଓ ଏହାର କର୍ପୋରେଟ୍ ସାମାଜିକ ଦାୟିତ୍ୱ(ସିଏସ୍ଆର୍) କାର୍ଯ୍ୟକ୍ରମ ସ୍ୱରୂପ, ରାୟଗଡ଼ା ଜିଲ୍ଲାର ଦୁର୍ଗମ କାଶିପୁର ବ୍ଲକ୍ରେଅବସ୍ଥିତ ଆଦିତ୍ୟ ବିର୍ଲା ଗ୍ରୁପ୍ର କଂପାନି ଉକ୍ରଳ ଆଲୁମିନା ପକ୍ଷରୁ ଏକ୍ଷେତ୍ରରେଅଗ୍ରଦୂତ ଭାବେ କାମ କରାଯାଉଛି । ଗ୍ରାମବାସୀଙ୍କ ପାଖରେ ବିଶୁଦ୍ଧ ପାନୀୟଜଳ ପହଂଚାଇବା ଓ ଉପଲବ୍ଧ କରାଇବା ନିଶ୍ଚିତ କରିବା ପାଇଁ ଏହା କେତେକପଦକ୍ଷେପ ହାତକୁ ନେଇଛି ।ଏହି ଅଭିଯାନ ବିଷୟରେ ଶ୍ରୀଯୁକ୍ତ ଏନ୍ ନାଗେଶ, ୟୁନିଟ୍ ମୁଖ୍ୟ ଓ ସଭାପତି,ୟୁଏଆଇଏଲ୍ (ଉକ୍ରଳ ଆଲୁମିନା ଇଟଂରନ୍ୟାସନାଲ୍ ଲିମିଟେଡ୍) କହିଛନ୍ତି ଯେ,ନ୍ତଆମ କାରଖାନା ଆଖପାଖ ଅଂଚଳରେ ବାସ କରୁଥିବା ଲୋକମାନଙ୍କୁ ଉନ୍ନତସ୍ୱାସ୍ତ୍ୟ ସେବା ପ୍ରଦାନ କରିବା ପାଇଁ ବିହୀତ ପଦକ୍ଷେପ ଗ୍ରହଣ କରିବା ଉପରେଆମେ ପ୍ରମୁଖ ଗୁରୁତ୍ୱ ଦେଉଛୁ । ଏ ଦିଗରେ ଆମେ ଅନେକ ସ୍ଥାନକୁ ଉପଯୁକ୍ତପରିମାଣର ବିଶୁଦ୍ଧ ପାନୀୟ ଜଳ ଉପଲବ୍ଧ କରାଉଛୁ । ଏହା ଦ୍ୱାରା ଦୂଷିତପାନୀୟ ଜଳ ଯୋଗୁଁ ହେଉଥିବା ରୋଗଠାରୁ ଲୋକମାନଙ୍କୁ ସୁରକ୍ଷା ପ୍ରଦାନକରାଯାଇପାରିଛି ।”ଉକ୍ରଳ ଆଲୁମିନା ପକ୍ଷରୁ ୨୦୧୯-୨୦ ଆର୍ଥିକ ବର୍ଷରେ ପାଇକକୁପଖାଲ,ମାଲିଗାଁ, ନୂଆପଡ଼ା, କୁଚେଇପଦର, ଲୁନ୍ଦ୍ରୁକଣା, କାଂଚଗୁମା, ଡି କୋରାଲିନ୍ଭଳି ପ୍ରାୟ ୭ଟି ଗାଁରେ ୧୧୮ ହାଣ୍ଡ୍ ପମ୍ପ୍ ନଳକୂପ ସ୍ଥାପନ କରାଯାଇଛି ଯାହା୧୭୫୦୦ରୁ ଅଧିକ ପରିବାର ପାଖରେ ପହଂଚିଛି । ଏହା ବ୍ୟତୀତ ତିନିଟିସୌର ଭିତିକ ପାନୀୟ ଜଳ ବ୍ୟବସ୍ଥାକୁ ଦ୍ୱିମୁଣ୍ଡି ଓ ଯୋଗୀପରିତୁଣ୍ଡରେ ଥିବାପୁରୁଣା ନଳକୂପ ସହ ଯୋଡ଼ାଯାଇଛି । କୋଡ଼ିପରି, ମାଇକାଂଚ, ଚନ୍ଦ୍ରଗିରି ଗ୍ରାମପଂଚାୟତରେ କଂପାନି ପକ୍ଷରୁ ୧୫୦୦ ଲିଟର କ୍ଷମତା ବିଶିଷ୍ଟ କ୍ଷୁଦ୍ର କୂପମଧ୍ୟ ନିର୍ମାଣ କରାଯାଉଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...

ବାଙ୍ଗଲାଦେଶ ଅପେକ୍ଷା ବର୍ତ୍ତମାନ ସରକାରୀ ଭାବେ ଗରିବ ହୋଇଥିବାରୁ ଭାରତରେ ଆଙ୍ଗଷ୍ଟ ଏବଂ ଅସ୍ୱୀକାର |

ଦର୍ପଣ, କାନ୍ଥରେ ଦର୍ପଣ, ସେମାନଙ୍କ ମଧ୍ୟରୁ ସବୁଠାରୁ ଗରିବ କିଏ? ୧୯୭୧ରେ ଯେତେବେଳେ ବାଂଲାଦେଶ ଏକ ସ୍ଵାଧୀନ ଦେଶ...