26 C
Bhubaneswar
Wednesday, October 21, 2020

ଆଇସିଆଇସିଆଇ, ଏନ୍ଏସ୍ଡିଏଲ୍ପେମେଂଟସ୍ ବ୍ୟାଙ୍କ ସହବନ୍ଧିତ

Must read

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...

ଭୁବନେଶ୍ୱର, ୧୯/୯ (ନିପ୍ର):ଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍ଇନ୍ସୁ୍ୟରାନ୍ସ , ଭାରତର ସର୍ବବୃହତ୍ଜମାକାରୀ ସଂସ୍ଥା ଏନ୍ଏସ୍ଡିଏଲରସହାୟକ କମ୍ପାନୀ ଏନ୍ଏସ୍ଡିଏଲ୍ପେମେଂଟସ ବ୍ୟାଙ୍କ ସହିତ ଏକକର୍ପୋରେଟ୍ ଏଜେନ୍ସି ଚୁକ୍ତି ସ୍ୱାକ୍ଷରକରିଛି । ଏହି ଚୁକ୍ତି ଅଧୀନରେଆଇସିଆଇସିଆଇ ପ୍ରୁଡେନ୍ସିଆଲ ଲାଇଫ୍ଏନ୍ଏସ୍ଡିଏଲ୍ ପେମେଂଟ୍ସ ବ୍ୟାଙ୍କରଗ୍ରାହକମାନଙ୍କୁ ନିଜର ଗ୍ରାହକ କେନ୍ଦ୍ରିକସୁରକ୍ଷା ଓ ସଂଚୟ ଉତ୍ପାଦ ପ୍ରଦାନକରିବ । ଏହି ବୀମା ଉତ୍ପାଦଗୁଡିକଏନ୍ଏସ୍ଡିଏଲ୍ ପେମେଂଟ୍ସ ବ୍ୟାଙ୍କଗ୍ରାହକଙ୍କୁ ସେମାନଙ୍କ ପରିବାରକୁ ଆର୍ଥିକସୁରକ୍ଷା ପ୍ରଦାନ କରିବା ଓ ସେମାନଙ୍କୁନିଜ ଆର୍ଥିକ ଲକ୍ଷ୍ୟକୁ ହାସଲ କରିବାରେସାହାଯ୍ୟ କରିବା ପାଇଁ ସକ୍ଷମ କରିବ ।ଏସମ୍ପର୍କରେ ଆଇସିଆଇସିଆଇପ୍ରୁଡେନ୍ସିଆଲ ଲାଇଫ୍ ଇନ୍ସୁ୍ୟରାନ୍ସର ଏମ୍ଡିଓ ସିଇଓ ଏନ୍ ଏସ୍ କାନନ କହିଛନ୍ତି,ଉଭୟ ସହଯୋଗୀଙ୍କ ମୁଖ୍ୟ ଉଦେ୍ଦଶ୍ୟହେଉଛି ଗ୍ରାହକଙ୍କୁ ଏକ ବାଧାହୀନ ଓନିମଜ୍ଜିତ ଅନୁଭବ ପ୍ରଦାନ କରିବା ଲାଗିଟେକ୍ନୋଲୋଜିର ଫାଇଦା ଉଠାଇବା । ଏହିସହଭାଗିତା ବ୍ୟାଙ୍କର ଗ୍ରାହକମାନଙ୍କୁସୁବିଧାରେ ଜୀବନ ଉତ୍ପାଦ କିଣିବା ପାଇଁଆମର ଡିଜିଟାଲ ପ୍ଲାଟ୍ଫର୍ମର ବ୍ୟବହାରକରିବାରେ ସହଯୋଗ କରିବ । ଦେଶରେରହିଥିବା ବିଶାଳ ସୁରକ୍ଷା ଅନ୍ତରକୁସମାଧାନ କରିବା ନେଇ ଆମରପ୍ରତିଶ୍ରୁତିକୁ ପୂରଣ କରିବା ଦିଗୋ ଏହିସହଭାଗିତା ଏକ ପଦକ୍ଷେପ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...

ବାଙ୍ଗଲାଦେଶ ଅପେକ୍ଷା ବର୍ତ୍ତମାନ ସରକାରୀ ଭାବେ ଗରିବ ହୋଇଥିବାରୁ ଭାରତରେ ଆଙ୍ଗଷ୍ଟ ଏବଂ ଅସ୍ୱୀକାର |

ଦର୍ପଣ, କାନ୍ଥରେ ଦର୍ପଣ, ସେମାନଙ୍କ ମଧ୍ୟରୁ ସବୁଠାରୁ ଗରିବ କିଏ? ୧୯୭୧ରେ ଯେତେବେଳେ ବାଂଲାଦେଶ ଏକ ସ୍ଵାଧୀନ ଦେଶ...