31 C
Bhubaneswar
Friday, October 30, 2020

ଅକ୍ସଫୋର୍ଡ ଟିକାର ମାନବ ପରୀକ୍ଷଣ

Must read

ପାକିସ୍ତାନର ପୁଲୱାମା ଆଡମିଶନ ଉପରେ ସୀତାରାମ ୟେଚୁରୀ ପ୍ରତିକ୍ରିୟା ।

ପୁଲୱାମା 'ଇମ୍ରାନ ଖାନ ସରକାରଙ୍କ ସଫଳତା' ବୋଲି ପାକିସ୍ତାନ ସ୍ୱୀକାର କରିବା ପରେ ମଧ୍ୟ ସିପିଆଇ (ଏମ) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଭାରତ ସରକାରଙ୍କଠାରୁ ଏକ ସରକାରୀ ବିବୃତ୍ତି...

ବୈଦେଶିକ ମନ୍ତ୍ରଣାଳୟ ସାଉଦିର ଭାରତୀୟ ମାନଚିତ୍ରର ଭୁଲ ଚିତ୍ରକୁ ବିରୋଧ କରିଛି ।

ନୂଆଦିଲ୍ଲୀ: ଗୁରୁବାର ଦିନ ଭାରତ ଏହାର ବାହ୍ୟ ସୀମାକୁ ଭୁଲ ଚିତ୍ରଣ କରି ସାଉଦି କର୍ତ୍ତୃପକ୍ଷଙ୍କ ବିରୋଧରେ ଏକ ପ୍ରତିବାଦ କରିଛି ବୋଲି ଖବର...

ଆତଙ୍କବାଦ ବିରୋଧରେ ଲଢେଇରେ ଫ୍ରାନ୍ସ ସହ ଭାରତ ଛିଡା ହୋଇଛି ।

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଫ୍ରାନ୍ସରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିସର ଏକ ଚର୍ଚ୍ଚ ଭିତରେ ହୋଇଥିବା ଘୃଣ୍ୟ ଆକ୍ରମଣକୁ ଦୃଢ ନିନ୍ଦା...

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ନୂଆଦିଲ୍ଲୀ,୨୦ା୯ ଆସନ୍ତାକାଲି ଠାରୁ ଭାରତରେ ପୁଣି ଆରମ୍ଭହେବ ଅକ୍ସଫୋର୍ଡ କୋଭିଡ୍ ଟିକାର ତୃତୀୟପର୍ଯ୍ୟାୟ ପରୀକ୍ଷଣ । ପୁନେ ସ୍ଥିତ ସାଶୁନଜେନେରାଲ ହସ୍ପିଟାଲରେ ସେରମ ଇନଷ୍ଟିଚ୍ୟୁଟ୍ ଅଫ୍ ଇଣ୍ଡିଅ । ଏହି ମାନବପରୀକ୍ଷଣ ଆରମ୍ଭ କରିବ ବୋଲିଜଣାପଡିଛି । ଏ ନେଇ ସୂଚନା ଦେଇଛନ୍ତିଏହି ସରକାରୀ ହସ୍ପିଟାଲର ଡାକ୍ତରମୁରଲିଧର ତାମ୍ବେ । ସେ କହିଛନ୍ତି, ଆସନ୍ତାସପ୍ତାହରୁ ଶାସୁନ ହସ୍ପିଟାଲରେ କୋଭିସିଲ୍ଡଟିକାର ମାନବ ପରୀକ୍ଷଣ ଅ ।ରମ୍ଭ ହେବ ।ସୋମବାରରୁ ଏହା ଅ ।ରମ୍ଭ ହେବା ସମ୍ଭାବନାରହିଛି ବୋଲି ସେ ସୂଚନା ଦେଇଛନ୍ତି ।ପ୍ରାୟ ୧୫୦ରୁ ୨୦୦ ଜଣଙ୍କଦେହରେ ଏହି ଟିକା ପରୀକ୍ଷଣ କରାଯିବବୋଲି ଡାକ୍ତର ତାମ୍ବେ କହିଛନ୍ତି । ଟିକାନେବାକୁ ଆଗ୍ରହୀ ଥିବା ସ୍ୱେଚ୍ଛାସେବୀଙ୍କତାଲିକା ପ୍ରସ୍ତୁତ ଆରମ୍ଭ ହୋଇ ସାରିଛି ।ପୂର୍ବରୁ ସହରର ଅନ୍ୟ ଦୁଇ ହସ୍ପିଟାଲରେଏହି କୋଭିସିଲ୍ଡ ଟିକାର ଦ୍ୱିତୀୟ ପର୍ଯ୍ୟାୟପରୀକ୍ଷଣ କରାଯାଇଥିଲା । ଅକ୍ସଫୋର୍ଡବିଶ୍ୱବିଦ୍ୟାଳୟ ସହାୟତାରେ ଆଷ୍ଟ୍ରାଜେନିକା ଦ୍ୱାରା ଏହି କୋଭିସିଲ୍ଡ ପ୍ରସ୍ତୁତକରାଯାଉଛି ଏବଂ ଭାରତରେ ଏହାରପ୍ରସ୍ତୁତି ଓ ପରୀକ୍ଷଣ କରୁଛି ସେରମଇନଷ୍ଟିଚ୍ୟୁଟ । ପୂର୍ବରୁ ସେରମ୍ ଇନଷ୍ଟିଚ୍ୟୁଟ ଏହାର ପରୀକ୍ଷଣକୁ ସ୍ଥଗିତ ରଖିଥିଲା

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ପାକିସ୍ତାନର ପୁଲୱାମା ଆଡମିଶନ ଉପରେ ସୀତାରାମ ୟେଚୁରୀ ପ୍ରତିକ୍ରିୟା ।

ପୁଲୱାମା 'ଇମ୍ରାନ ଖାନ ସରକାରଙ୍କ ସଫଳତା' ବୋଲି ପାକିସ୍ତାନ ସ୍ୱୀକାର କରିବା ପରେ ମଧ୍ୟ ସିପିଆଇ (ଏମ) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଭାରତ ସରକାରଙ୍କଠାରୁ ଏକ ସରକାରୀ ବିବୃତ୍ତି...

ବୈଦେଶିକ ମନ୍ତ୍ରଣାଳୟ ସାଉଦିର ଭାରତୀୟ ମାନଚିତ୍ରର ଭୁଲ ଚିତ୍ରକୁ ବିରୋଧ କରିଛି ।

ନୂଆଦିଲ୍ଲୀ: ଗୁରୁବାର ଦିନ ଭାରତ ଏହାର ବାହ୍ୟ ସୀମାକୁ ଭୁଲ ଚିତ୍ରଣ କରି ସାଉଦି କର୍ତ୍ତୃପକ୍ଷଙ୍କ ବିରୋଧରେ ଏକ ପ୍ରତିବାଦ କରିଛି ବୋଲି ଖବର...

ଆତଙ୍କବାଦ ବିରୋଧରେ ଲଢେଇରେ ଫ୍ରାନ୍ସ ସହ ଭାରତ ଛିଡା ହୋଇଛି ।

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଫ୍ରାନ୍ସରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିସର ଏକ ଚର୍ଚ୍ଚ ଭିତରେ ହୋଇଥିବା ଘୃଣ୍ୟ ଆକ୍ରମଣକୁ ଦୃଢ ନିନ୍ଦା...

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...