26 C
Bhubaneswar
Wednesday, October 21, 2020

ବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟରେ ବିକ୍ଷୋଭ ପ୍ରଦର୍ଶନ

Must read

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...

ବ୍ରହ୍ମପୁର,୨୦।୯: ରାଜ୍ୟସରକାରଙ୍କ ଦ୍ୱାରା ପ୍ରଣିତ ଶିକ୍ଷାନୀତିକୁ ବନ୍ଦକରିବା ଏବଂ ଅଧିନିୟମ ୧୯୮୯ କୁପ୍ରତ୍ୟାହାର କରିବା ଦାବି କରି ଅଲଇଣ୍ଡିଆ ଡିଏସଓ ପକ୍ଷରୁ ସମଗ୍ର ରାଜ୍ୟରେଦାବୀ ଦିବସ ପାଳନ ପକାଯାଇଛି । ଏହି ଅବସରରେ ଗଞ୍ଜାମ ଜିଲ୍ଲା ଅଲଇଣ୍ଡିଆ ଡିଏସଓ ପକ୍ଷରୁ ଦାବି କରାଯିବାସହ ରାଜ୍ୟପାଳଙ୍କ ଉଦେ୍ଦଶ୍ୟରେବ୍ରହ୍ମପୁର ବିଶ୍ୱ ବିଦ୍ୟାଳୟର କୁଳପତିଙ୍କୁଦାବି ପତ୍ର ପ୍ରଦାନ କରାଯାଇଛି । ସଂଘପକ୍ଷରୁ ବ୍ରହ୍ମପୁର ବିଶ୍ୱବିଦ୍ୟାଳୟରପ୍ରଶାସନିକ କୋଠା ସମ୍ମୁଖରେ ବିକ୍ଷୋଭପ୍ରଦର୍ଶନ କରାଯାଇଥିଲା ।

ରାଜ୍ୟସରକାର କିଛି ଦିନ ତଳେ ବିଶ୍ୱବିଦ୍ୟାଳୟ ଅଧିନିୟମ ଆଇନ -୧୯୮୯ର ପ୍ରତ୍ୟାହାର ଓ ରେଭେନ୍ସା ବିଶ୍ୱବିଦ୍ୟାଳୟ ଆଇନ ୨୦୦୫କୁପ୍ରତ୍ୟାହାର କରିଛନ୍ତି । ଏହାଦ୍ୱାରା ବିଶ୍ୱବିଦ୍ୟାଳୟ ଗୁଡିକର ତାର ସ୍ୱତନ୍ତ୍ରତାହରାଇ ବସିବେ ବୋଲି ଯୁବ ମୋର୍ଚ୍ଚାପକ୍ଷରୁ ଅଭିିଯୋଗ କରାଯାଇଛି । ଉକ୍ତଅଧିନିୟମରେ ପ୍ରଧ୍ୟାପକ ମାନଙ୍କନିଯୁକ୍ତିରେ ବ୍ୟାପକ ଅନିୟମିତତା ଓ ରାଜନୈତିକ ହସ୍ତକ୍ଷେପ ରହିବାର ସୁଯୋଗ ଥିବା ସଂଘ ପକ୍ଷରୁକୁହାଯାଇଛି ।

ଏହା ସହ କୁଳପତିମାନଙ୍କର ପଦ ମାର୍ଯ୍ୟଦା ଓ କ୍ଷମତା ସଙ୍କୁଚିତ ହୋଇଯିବା ଦ୍ୱାରା ଶିକ୍ଷା ଓଗବେଷଣାର ମାନ ହ୍ରାସ ପାଇବା ସହ ବିଶ୍ୱବିଦ୍ୟାଳୟ ଗୁଡିକ ମଧ୍ୟ ସାଧାରଣକଲେଜ ପରି କାର୍ଯ୍ୟକାରୀ ହେବ ଯାହାକିସମ୍ପୁର୍ଣ୍ଣ ଅଗଣତାନ୍ତ୍ରୀକ, ଅନ୍ୟାୟ, ଛାତ୍ର-ଶିକ୍ଷକ ଓ ଶିକ୍ଷା ବିରୋଧି ପଦକ୍ଷେପ ବୋଲିସଂଘ ପକ୍ଷରୁ ଅଭିଯୋଗ କରିଛନ୍ତି ।ଏହି କାର୍ଯ୍ୟକ୍ରମରେ ଅଲ ଇଣ୍ଡିଅ । ରାଜ୍ୟସଭାପତି ସୋମନାଥ ବେହେରା, ଜିଲ୍ଲାସଭାପତି ଶିବାନୀ ଶଙ୍କର ମିଶ୍ର, ସମ୍ପାଦକନିମାଇଁ ଚରଣ ସାହଙ୍କ ସମେତ ଡ.ତିରୁପତି ଦୋରା, ନାରାୟଣ ସାହୁ, ପପୁନସାହୁ, କିସାନ କୁମାର ସାହୁ ପ୍ରମୁଖଉପସ୍ଥିତ ଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...

ବାଙ୍ଗଲାଦେଶ ଅପେକ୍ଷା ବର୍ତ୍ତମାନ ସରକାରୀ ଭାବେ ଗରିବ ହୋଇଥିବାରୁ ଭାରତରେ ଆଙ୍ଗଷ୍ଟ ଏବଂ ଅସ୍ୱୀକାର |

ଦର୍ପଣ, କାନ୍ଥରେ ଦର୍ପଣ, ସେମାନଙ୍କ ମଧ୍ୟରୁ ସବୁଠାରୁ ଗରିବ କିଏ? ୧୯୭୧ରେ ଯେତେବେଳେ ବାଂଲାଦେଶ ଏକ ସ୍ଵାଧୀନ ଦେଶ...