25 C
Bhubaneswar
Monday, October 26, 2020

ରାଜ୍ୟସଭାରେ ପାରିତ ହେଲା ତୃତୀୟ କୃଷି ବିଲ୍

Must read

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ନୂୂଆଦିଲ୍ଲୀ,୨୨ା୯: ସେପ୍ଟେମ୍ବର ୨୦ରେରାଜ୍ୟସଭାରେ ୨ଟି କୃଷି ବିଲ୍; କୃଷି ଉତ୍ପାଦ ବ୍ୟାପାରଏବଂ ବାଣିଜ୍ୟ (ସଂବର୍ଦ୍ଧନ ଏବଂ ସୁବିଧା) ବିଧେୟକ,୨୦୨୦ ଏବଂ କୃଷକ (ସଶକ୍ତିକରଣ ଏବଂ ସଂରକ୍ଷଣ)ମୂଲ୍ୟ ଆଶ୍ୱାସନ ଅନୁବନ୍ଧନ ବିଧେୟକ ପାରିତହୋଇଥିଲା । ତୃତୀୟ କୃଷି ବିଲ୍ ଉପରେ ଆଲୋଚନା·ଲିଥିବା ଚଲିଥିବା ବେଳେ ବିରୋଧୀମାନେ ଏହାକୁ ବିରୋଧ କରି ମୌସୁମୀ ଅଧିବେଶନର ଅବଶିଷ୍ଟ କାର୍ଯ୍ୟ ଦିବସକୁ ବହିଷ୍କାର ଡାକରା ଦେଇ ଅଧିବେଶନ ଛାଡ଼ିପଳାଇଥିଲେ ।

ଏହା ସହ କଂଗ୍ରେସ ସଦସ୍ୟମାନେ ମଧ୍ୟପ୍ରତିବାଦରେ ରାଜ୍ୟସଭା ବାହାରକୁ ·ଲିଯାଇଥିଲେ ।ତେବେ ଏ ମଧ୍ୟରେ ରାଜ୍ୟସଭାରେ ତୃତୀୟ କୃଷି ବିଲ୍ଆବଶ୍ୟକ ସାମଗ୍ରୀ (ସଂଶୋଧନ) ବିଧେୟକ ପାରିତହୋଇଛି । ତୃତୀୟ କୃଷି ବିଲ୍ ସହ ବ୍ୟାଙ୍କିଙ୍ଗ୍ ରେଗୁଲେସନ୍ (ସଂଶୋଧନ) ବିଲ୍, ୨୦୨୦ ମଧ୍ୟ ରାଜ୍ୟସଭାରେ ପାରିତ ହୋଇଛି । ଅନ୍ୟ ପକ୍ଷରେ ନିଲମ୍ବିତ ହୋଇଥିବା୮ ସାଂସଦମାନଙ୍କୁ ସମର୍ଥନ କରି ସେମାନଙ୍କ ପାଇଁ ଗୋଟିଏଦିନ ଉପବାସ କରିବେ ବୋଲି କହିଛନ୍ତି ଏନସିପି ନେତାଶରଦ ପାୱାର ।ସୂଚନା ମୁତାବକ,ତିନିଟି ଦାବି ପୂରଣ ନହେବା ପର୍ଯ୍ୟନ୍ତ ମୌସୁମୀଅଧିବେଶନକୁ ବଏ କଟ କରୁଥିବା କହିଛନ୍ତିବିରୋଧୀ । ପ୍ରଥମ ଦାବିରେ୮ ସାଂସଦଙ୍କ ନିଲମ୍ବନକୁ ପ୍ରତ୍ୟାହାର କରିବାକୁ ବିରୋଧୀ ଦଳ ଦାବିକରିଛନ୍ତି ।

ବିରୋଧୀ ଏହାମଧ୍ୟ ଦାବି କରିଛନ୍ତି ଯେସରକାର ଏକ ବିଲ୍ଅ ।ଣନ୍ତୁ ଯାହା ନିଶ୍ଚିତକରିବ ଯେ ଘରୋଇ ବ୍ୟବସାୟୀମାନେ ସରକାରଙ୍କ ଦ୍ୱାରାସ୍ଥିର ହୋଇଥିବା ସର୍ବନିମ୍ନ ସମର୍ଥନ ମୂଲ୍ୟ (ଏମ୍ଏସପି) ଠାରୁକମ୍ ଦରରେ ଖାଦ୍ୟ ଶସ୍ୟ କ୍ରୟ କରିବେ ନାହିଁ । ଏମଏସ ସ୍ୱାମୀନାଥନ୍ କମିଟି ରିପୋର୍ଟର ସୁପାରିଶ ଉପରେ ଆଧାରକରି ଏମ୍ଏସପି ହେବା ଉଚିô ବୋଲି କହିଛନ୍ତି ବିରୋଧୀଏହି ୩ଟି ଦାବି ପୂରଣ ନହେବା ଯାଏଁ ବିରୋଧୀ ଦଳମାନେ ମେସୁମୀ ଅଧିବେଶନକୁ ବଏକଟ କରିବେ ବୋଲି କହିଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଚୀନ୍ ସୀମା ସାମରିକ ଉପସ୍ଥିତି ବୃଦ୍ଧି କରିଛି, ଲଦାଖ କେବଳ ଟାର୍ଗେଟ ନୁହେଁ ।

ଚୀନ୍ କେବଳ ଷ୍ଟାଣ୍ଡ ଅଫ୍ ସ୍ଥାନ ନୁହେଁ, ପିପୁଲ୍ସ ଲିବରେସନ୍ ଆର୍ମିର ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ ଅଧୀନରେ ଥିବା ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ ସହିତ ଏହାର ସାମରିକ ଭିତ୍ତିଭୂମିକୁ...