25 C
Bhubaneswar
Monday, October 26, 2020

ଅଡୁଆରେ ଅଭିନେତ୍ରି ଦୀପିକା ପାଦୁକୋନ

Must read

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ମୁମ୍ବାଇ,୨୨ା୯: ବଲିଉଡ ଓ ଡ୍ରଗ୍ସ ମାଫିଆଙ୍କ ସଂପର୍କକୁ ନେଇ ·ଲୁଥିବା ଯାଞ୍ଚ ମଧ୍ୟରେ ଅଧିକ ସୂଚନା ପାଇଁ ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଅଭିନେତ୍ରୀ ଦୀପିକାପାଦୁକୋନଙ୍ କମ୍ୟାନେଜର କରିସ୍ମା ପ୍ରକାଶ ଏବଂ ଟ୍ୟାଲେଣ୍ଟ ମ୍ୟାନେଜମେଣ୍ଟ ଏଜେନ୍ସିର ସିଇଓ ଧ୍ରୁଭଚିତ ଗୋପେକରଙ୍କୁ ସମନ ପଠାଇଛି । ଦୀପିକାଙ୍କ ସହ କରିସ୍ମାଡ୍ରଗ୍ସକୁ ନେଇ କରିଥିବା ହ୍ୱାଟସଆପ ଚାଟ୍ ଭାଇରାଲ ହେବା ପରେ ପଚରାଉଚରା ପାଇଁ ଏନସିବି ଦୁହିଁଙ୍କୁ ଡକାଇଛି । ଆଜି ଅପରାହ୍ନରେ ଦୁହିଁଙ୍କୁ ଜେରାକରିବ ଏନସିବି ଟିମ୍ ।

ସୂଚନା ମୁତାବକ, ନାର୍କୋଟିକ୍ସ କଣ୍ଟ୍ରୋଲ ବ୍ୟୁରୋ (ଏନସିବି) ଦ୍ୱାରା କରାଯାଇଥିବା ଡ୍ରଗ୍ସ ମାମଲାର ଯାଞ୍ଚ ବେଳେ ଡି,ଏନ୍ଏସ, କେ (ଡି ଅର୍ଥାତ ଦୀପିକା ପାଦୁକୋନ, ଏନ ଅର୍ଥାତ ନମ୍ରତାଶିରୋଦକର, ଏସ ଅର୍ଥାତ ଶ୍ରଦ୍ଧା କପୁର ଏବଂ କେ ଅର୍ଥାତ କରିସ୍ମା) ଙ୍କ ନାମ ଆସିଥିଲା ସେଥିମଧ୍ୟରୁ ସବୁଠାରୁ ଆଶ୍ଚର୍ଯ୍ୟଜନକ ଏବଂ ସବୁଠାରୁ ବଡ ନାମ ହେଉଛି ଦୀପିକାପାଦୁକୋନଙ୍କ ନାମ, ଯାହାଙ୍କ ନାମ ଡ୍ରଗ୍ସ ମାମଲାରେ ସାମିଲ ହୋଇଛି ।ମ୍ୟାନେଜର କରିସ୍ମାଙ୍କ ସହ ଦୀପିକା ପାଦୁକୋନଙ୍କ ଡ୍ରଗ୍ ଚାଟ୍ ସାମ୍ନାକୁ ଆସିଥିଲା ସୁଶାନ୍ତ ସିଂ ରାଜପୁତଙ୍କ ମୃତ୍ୟୁ ମାମଲାରେ ଡ୍ରଗ୍ସ ମାମଲାର ତଦନ୍ତ କରୁଥିବା ଏନସିବିପକ୍ଷରୁ ଏହି ସୂଚନା ଦିଆଯାଇଥିଲା

ଏନସିବି ହାତରେ ଦୀପିକା ଓ କରିସ୍ମାଙ୍କ ମଧ୍ୟରେ ହୋଇଥିବା ହ୍ୱାଟସଆପ ଚାଟ୍ ଲାଗିଥିଲା, ଯେଉଁଥିରେ ଦୀପିକା ପାଦୁକୋନ୍ ଏବଂକରିସ୍ମା ଡ୍ରଗ୍ସ ବିଷୟରେ କଥା ହେଉଥିବା ଦେଖାଯାଇଥିଲା । ଦୀପିକା ଏଥିରେ କରିସ୍ମାଙ୍କୁ ପଚାରୁଛନ୍ତି, “ତୁମ ପାଖରେ ମାଲ ଅଛି ଅଛି କି?’ ଏହାର ଉତରରେ କରିସ୍ମା କହୁଛନ୍ତି- “ହଁ କିନ୍ତୁ ଘରେ । ମୁଁ ବାନ୍ଦ୍ରାରେ ଅଛି ।’ ଏହା ଉପରେ କରିସ୍ମାଅମିତ ନାମକ ଯୁବକଙ୍କ ନାମ ନେଇ କହୁଛନ୍ତି ଯେ ମୁଁ ଅମିତକୁ ପଠାଇ ପାରିବି । ଏହା ଉପରେ ଦୀପିକା କହୁଛନ୍ତି- “ହଁ, ଦୟାକରି ପଠାଅ’ କିଛି ସମୟ ପରେକରିସ୍ମା କହୁଛନ୍ତି, “ଅମିତ ଦେବା ପାଇଁ ଗଲା ।’ ଏହା ଉପରେ ଦୀପିକା ପଚାରୁଛନ୍ତି- “ହାସ୍ ଅଛି କି? କିନ୍ତୁ କରିସ୍ମା କହିଛନ୍ତି ଯେ ହାସ୍ ନୁହେଁ ଗଞ୍ଜେଇ ଅଛି   ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଚୀନ୍ ସୀମା ସାମରିକ ଉପସ୍ଥିତି ବୃଦ୍ଧି କରିଛି, ଲଦାଖ କେବଳ ଟାର୍ଗେଟ ନୁହେଁ ।

ଚୀନ୍ କେବଳ ଷ୍ଟାଣ୍ଡ ଅଫ୍ ସ୍ଥାନ ନୁହେଁ, ପିପୁଲ୍ସ ଲିବରେସନ୍ ଆର୍ମିର ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ ଅଧୀନରେ ଥିବା ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ ସହିତ ଏହାର ସାମରିକ ଭିତ୍ତିଭୂମିକୁ...