26 C
Bhubaneswar
Sunday, October 25, 2020

ପିପିଲିରେ ଭତା ପଈସା ଉଭାନ ହୋଈଛି ।

Must read

ଦିଲ୍ଲୀ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲାଯିବ ନାହିଁ ; ସିଏମ୍ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶନିବାର କହିଛନ୍ତି ଯେ କରୋନାଭାଇରସ ମହାମାରୀ ଯୋଗୁଁ ବନ୍ଦ ହୋଇଯାଇଥିବା ଜାତୀୟ ରାଜଧାନୀରେ ଥିବା ସ୍କୁଲଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲିବ ନାହିଁ। ଦିଲ୍ଲୀରେ କରୋନାଭାଇରସ୍...

ଚାଇନା ବିଭିନ୍ନ ସ୍ଥାନରେ ନେପାଳର ଜମିକୁ ବେଆଇନ ଭାବେ ଦଖଲ କରିଛି

ଚୀନ୍ ବେଆଇନ ଭାବେ ନେପାଳର ଜମିକୁ ସାତୋଟି ସୀମାନ୍ତବର୍ତ୍ତୀ ଜିଲ୍ଲା ଉପରେ ବ୍ୟାପିଛି ଏବଂ ଭାରତୀୟ ଗୁପ୍ତଚର ସଂସ୍ଥା ନୂଆଦିଲ୍ଲୀରେ ଏକ ସତର୍କ ସୂଚନା ଦେଇଛନ୍ତି। ଏଜେନ୍ସିଗୁଡିକ ଫ୍ଲାଗ୍ କରିଛନ୍ତି...

ଜାତିସଂଘର ସଫଳତା ପାଇଁ ଭାରତ ଗଭୀର ବିନିଯୋଗ କରିଛି ବୋଲି ଇଏମ୍ ଜୟଶଙ୍କର କହିଛନ୍ତି

ମିଳିତ ଜାତିସଂଘ ପ୍ରତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ ଜୟଶଙ୍କର ଶୁକ୍ରବାର ଦିନ ଆଲୋକପାତ କରିଛନ୍ତି ଏବଂ ଜାତିସଂଘର ସଫଳତା ପାଇଁ ଏହା ଗଭୀର ବିନିଯୋଗ କରିଛି ବୋଲି...

ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇ ଭାରତ ଏବଂ ପୂର୍ବତନ ଉତ୍ତର ଆଲାଇନ୍ସର ନେତା ଅଟ୍ଟା ନୁର ଆଲୋଚନା କରିଛନ୍ତି

ଆଫଗାନିସ୍ତାନର ଜଣେ ବିଶିଷ୍ଟ ରାଜନେତା ତଥା ତାଲିବାନ ବିରୋଧରେ ଉତ୍ତର ଆଲାଇନ୍ସ ପ୍ରତିରୋଧ ଗୋଷ୍ଠୀର ପୂର୍ବତନ ସଦସ୍ୟ ଅଟ୍ଟା ମହମ୍ମଦ ନୁର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ ଏସ...

ପିପିଲ, ୨୨/୯ : ବ୍ଲକର ଶତାଧିକ ହିତାଧିକାରୀ ବାର୍ଦ୍ଧକ୍ୟ ଓ ବିଧବା ଭତା ଅପେକ୍ଷାରେ ଥିବାବେଳେ ଏଠି ଭୂତ ଖାଉଛିଭତା । ମୃତ ବ୍ୟକ୍ତିଙ୍କୁ ଜୀବିତ ଦର୍ଶାଇ ସେମାନଙ୍କର ଭତାକୁ ହଡ଼ପ କରାଯାଉଥିବା ଗୁରୁତର ଅଭିଯୋଗ ହୋଇଛି । ମୃତ ବ୍ୟକ୍ତିଙ୍କ ପରିବାରକୁ ହରିଶ୍ଚନ୍ଦ୍ର ଯୋଜନାରେ ଆର୍ଥିକ ସହାୟତା ଦିଆଯାଉଛି । ପୁଣି ସେହି ମୃତବ୍ୟକ୍ତି ନାମରେ ଟିପ ଚିହ୍ନ ମାରି ମାସମାସ ଧରି ୭୦୦ଟଙ୍କା ଲେଖାଏଁ ମଧୁବାବୁ ପେନସନ ଭତା ଚଳୁ କରାଯାଉଛି । ପିପିଲି ବ୍ଲକରେ ଏଭଳି ସଂଖ୍ୟାଧିକ ଅଭିଯୋଗ ଆସିଛି ।

ସୂଚନା ଅନୁସାରେ ପିପିଲି ବ୍ଲକସରସ୍ୱତୀପୁର ପଂଚାୟତର କୁନି ପ୍ରଧାନ,ଭିକାରୀ ଗୁରୁ ଓ ଭୋଳି ବେହେରା୨୦୧୯ରୁ ମୃତୁ୍ୟ ବରଣ କରିଥିଲେ ମଧ୍ୟତାଙ୍କ ନାମରେ ମଧୁବାବୁ ପେନସନ ଭତାଉ ଠାଯାଇଛି । ସୂଚନା ଅଧିକାର ଆଇନବଳରେ ଏହି ତଥ୍ୟ ପଦାକୁ ଆସିଛି । ୨୦୧୯ ସେପ୍ଟେମ୍ବର ୪ତାରିଖରେ ଉକ୍ତପଂଚାୟତର ପୂର୍ବତନ ସ୍ୱାର୍ଡ଼ ସଭ୍ୟା କୁନିପ୍ରଧାନଙ୍କର ମୃତୁ୍ୟ ହୋଇଥିଲା । ମୃତୁ୍ୟ ପରେମାସ ମାସ ଧରି ତାଙ୍କ ନାମରେ ଭତାଉଠାଯାଇଛି । ସେହିପରି ଉକ୍ତ ପଂଚାୟତର ଭୋଳି ବେହେରା ୨୦୧୯ ସେେପ୍ଟେମ୍ବର ମାସରେ ମୃତୁ୍ୟ ବରଣ କରିଥିବା ବେଳେ୨୦୨୦ ମସିହା ଜାନୁୟାରୀ ପର୍ଯ୍ୟନ୍ତ ତାଙ୍କ ନାମରେ ଭତା ଉଠାଯାଇଛି

ଭିକାରୀ ଗୁରୁ୨୦୧୯ ଜୁନରେ ମୃତୁ୍ୟ ବରଣ କରିଥିଲୋ ୨୦୧୯ ଅଗଷ୍ଟ ପର୍ଯ୍ୟନ୍ତ ତାଙ୍କ ନାମରେ ମଧ୍ୟ ଟିପ ଦେଇ ଭତା ହଡ଼ପ କରାଯାଇଥିବା ଅଭିଯୋଗ କରିଛନ୍ତି ସୂଚନା ଅଧିକାର କର୍ମୀ ସୁଦର୍ଶନ ସ୍ୱାଇଁ । କୌଣସି ସମୟରେ ଭତାଟଙ୍କା ଉଠାଇ ନାହାନ୍ତି ବୋଲି ମୃତକଙ୍କ ପରିବାର ଲୋକେ କହିଛନ୍ତି । ଏହି ଟଙ୍କାକିଏ ଖାଇଲା ବୋଲି ଏଠାରେ ଲୋକେ ପରଷ୍ପରକୁ ପ୍ରଶ୍ନ ପଚାରୁଛନ୍ତି । ଭୂତ ଏହିଟଙ୍କା ନେଇଯାଇଛି ବୋଲି ଏଠାରେ ଚର୍ଚ୍ଚାଚାଲିଛି । ଏହିଭଳି ଭୂଲ ସମ୍ଭବନୁହେଁ,ଯଦି ଏଭଳି ଦୁର୍ନିତୀ ହୋଇଥାଏ ତେବେ ଉଚ୍ଚ ଅଧିକାରୀଙ୍କ ସହ ଆଲୋଚନା କରାଯାଇ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରାଯିବ ବୋଲି ଉକ୍ତ ପଂଚାୟତର ସରପଂଚ ଅରୁଣ କୁମାର ଛାଟୋଇ କହିଛନ୍ତି । ଏଭଳି ସଙ୍ଗୀନ ଦୁର୍ନିତୀର ତଦନ୍ତକରି ଦୃଢ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରିବାକୁପୁରୀ ଜିଲ୍ଲାପାଳଙ୍କ ନିକଟରେ ସ୍ଥାନୀୟ ଲୋକେ ଦାବୀ କରିଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଦିଲ୍ଲୀ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲାଯିବ ନାହିଁ ; ସିଏମ୍ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶନିବାର କହିଛନ୍ତି ଯେ କରୋନାଭାଇରସ ମହାମାରୀ ଯୋଗୁଁ ବନ୍ଦ ହୋଇଯାଇଥିବା ଜାତୀୟ ରାଜଧାନୀରେ ଥିବା ସ୍କୁଲଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲିବ ନାହିଁ। ଦିଲ୍ଲୀରେ କରୋନାଭାଇରସ୍...

ଚାଇନା ବିଭିନ୍ନ ସ୍ଥାନରେ ନେପାଳର ଜମିକୁ ବେଆଇନ ଭାବେ ଦଖଲ କରିଛି

ଚୀନ୍ ବେଆଇନ ଭାବେ ନେପାଳର ଜମିକୁ ସାତୋଟି ସୀମାନ୍ତବର୍ତ୍ତୀ ଜିଲ୍ଲା ଉପରେ ବ୍ୟାପିଛି ଏବଂ ଭାରତୀୟ ଗୁପ୍ତଚର ସଂସ୍ଥା ନୂଆଦିଲ୍ଲୀରେ ଏକ ସତର୍କ ସୂଚନା ଦେଇଛନ୍ତି। ଏଜେନ୍ସିଗୁଡିକ ଫ୍ଲାଗ୍ କରିଛନ୍ତି...

ଜାତିସଂଘର ସଫଳତା ପାଇଁ ଭାରତ ଗଭୀର ବିନିଯୋଗ କରିଛି ବୋଲି ଇଏମ୍ ଜୟଶଙ୍କର କହିଛନ୍ତି

ମିଳିତ ଜାତିସଂଘ ପ୍ରତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ ଜୟଶଙ୍କର ଶୁକ୍ରବାର ଦିନ ଆଲୋକପାତ କରିଛନ୍ତି ଏବଂ ଜାତିସଂଘର ସଫଳତା ପାଇଁ ଏହା ଗଭୀର ବିନିଯୋଗ କରିଛି ବୋଲି...

ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇ ଭାରତ ଏବଂ ପୂର୍ବତନ ଉତ୍ତର ଆଲାଇନ୍ସର ନେତା ଅଟ୍ଟା ନୁର ଆଲୋଚନା କରିଛନ୍ତି

ଆଫଗାନିସ୍ତାନର ଜଣେ ବିଶିଷ୍ଟ ରାଜନେତା ତଥା ତାଲିବାନ ବିରୋଧରେ ଉତ୍ତର ଆଲାଇନ୍ସ ପ୍ରତିରୋଧ ଗୋଷ୍ଠୀର ପୂର୍ବତନ ସଦସ୍ୟ ଅଟ୍ଟା ମହମ୍ମଦ ନୁର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ ଏସ...

ଅପରିଷ୍କାର ପରିଷ୍କାର ବାୟୁ ପାଇଁ ଡାକରା ଦେଇଥିବାରୁ ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ମନ୍ତବ୍ୟ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତକୁ ପ୍ରଦୂଷିତ ବାୟୁ ସହିତ ଏକ ଅପରିଷ୍କାର ସ୍ଥାନ ବୋଲି ବର୍ଣ୍ଣନା କରିବା ଦ୍ୱାରା ସୋସିଆଲ ମିଡିଆରେ ଜରୁରୀ ପରିଷ୍କାର କାର୍ଯ୍ୟାନୁଷ୍ଠାନ ପାଇଁ ଆହ୍ଵାନ...