26 C
Bhubaneswar
Wednesday, October 21, 2020

୭ ରାଜ୍ୟ ମୁଖ୍ୟମନ୍ତ୍ରୀଙ୍କ ସହକଥା ହେଲେ ପ୍ରଧାନମନ୍ତ୍ରୀ ।

Must read

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ନୂଆଦିଲ୍ଲୀ,୨୩ା୯: କରୋନାର ବର୍ଦ୍ଧିତ ପ୍ରଭାବ କାରଣରୁ ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଆଲୋଚନା କରିଛନ୍ତି ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦି । ସର୍ବାଧିକ ଆକ୍ରାନ୍ତ ରହିଥିବା ୭ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କ ସହିତ ଭିଡିଓ କନଫରେନ୍ସିଂ ଜରିଆରେ ଆଲୋଚନା କରିବା ସହିତ ସ୍ଥିତି ସମୀକ୍ଷା କରିଛନ୍ତି । ଏହିସମୀକ୍ଷା ବୈଠକରେ ମହାରାଷ୍ଟ୍ର, ଆନ୍ଧ୍ରପ୍ରଦେଶ, ଉତ୍ତରପ୍ରଦେଶ, କର୍ଣ୍ଣାଟକ, ତାମିଲନାଡୁ, ଦିଲ୍ଲୀ ଏବଂ ପଞ୍ଜାବର ମୁଖ୍ୟମନ୍ତ୍ରୀ ଯୋଗ ଦେଇଥିଲେ । ପ୍ରଧାନମନ୍ତ୍ରୀ ମୋଦି ଏହିବୈଠକରେ କହିଛନ୍ତି ଯେ ଯଦିଦିନେ ଦୁଇ ଦିନ ଲକଡାଉନ୍ କଥାବି·ର କରୁଛ ତାହେଲେ ଏହାକେତେ ପ୍ରଭାବଶାଳୀ ଅନୁଶୀଳନ କରିବା ଉଚିତ । ଏବେ ଯାହା ସ୍ଥିତି ଲକଡାଉନ୍ ହେଲେ ରାଜ୍ୟର ଅର୍ଥନୀତି ଉପରେ ନଜର ରଖିବା ଉଚିତ ।

ଯଦି ଲକଡାଉନ୍ କାରଣରୁ ଅର୍ଥନୀତି ବିଗିଡିବ ତାହେଲେ ସ୍ଥିତିଜଟିଳ ହୋଇଯିବ ଏହାବାଦ୍ ଟେଷ୍ଟିଂ, ଆକ୍ରାନ୍ତଙ୍କ କଣ୍ଟାକ୍ଟହିଷ୍ଟି୍ର ଆଦି କିଭଳି ଶୀଘ୍ର ଚିହ୍ନଟ କରି ହେବ ସେ ବାବଦରେ ଦେଖିବା ଉଚିତ । ପ୍ରଧାନମନ୍ତ୍ରୀ ମୋଦି କହିଛନ୍ତି, ଦେଶରେ ୭୦୦ରୁଅଧିକ ଜିଲ୍ଲା ରହିଛି । ହେଲେ ୬୦ଟି ଜିଲ୍ଲାରୁ ଅଧିକ ଆକ୍ରାନ୍ତ ଚିହ୍ନଟ ହେଉଛନ୍ତି । ଏହି ଜିଲ୍ଲା ୭ ରାଜ୍ୟରେ ରହିଛି ୭ ଦିନିଅ । କାର୍ଯ୍ୟକ୍ରମ ସ୍ଥିର କରି ପ୍ରତିଦିନ ଗୋଟିଏଘଣ୍ଟା ଗୋଟିଏ ଜିଲ୍ଲା କିମ୍ବା ବ୍ଲକର ଲୋକଙ୍କ ସହିତ ଭିଡିଓ କନଫରେନସିଂ ଜରିଆରେ ଲୋକଙ୍କ କଥା ହେବା ଦରକାର ବୋଲି ସାତ ରାଜ୍ୟର ମୁଖ୍ୟମନ୍ତ୍ରୀଙ୍କୁ ପରାମର୍ଶ ଦେଇଛନ୍ତି । କରୋନା ଚିକିତ୍ସା ପୂର୍ବ ଅପେକ୍ଷା ବିକଶିତ ହୋଇଛି । ବର୍ତ୍ତମାନ ଆମକୁ କରୋନା ସହ ଜଡିତ ଭିତ୍ତିଭୂମିକୁ ମଜବୁତ କରିବାକୁ ପଡିବ, ଯାହା ଆମର ସ୍ୱାସ୍ଥ୍ୟାବସ୍ଥା,ଟ୍ରାକିଂ କରିବାରେ ସହଯୋଗ କରୁଛି ବୋଲି ସେ କହିଛନ୍ତି । ଭାରତ ଦୁନିଆରେ ଏକମାତ୍ର ଦେଶ ଯେଉଁଠି ମୃତ୍ୟୁ ସଂଖ୍ୟା ସବୁଠୁ କମ୍ ।

ଏଭଳି ପରିସ୍ଥିତିରେ ଔଷଧ ସହଜରେ ମିଳିବା ଦରକାର ବୋଲି ସେକହିଛନ୍ତି । ଏଥିସହ ରାଜ୍ୟ ରାଜ୍ୟମଧ୍ୟରେ ଔଷଧ କିଭଳି ପହଞ୍ଚିବ ସେ ଦିଗରେ ଗୁରୁତ୍ୱ ଦିଆଯିବା ଦରକାର । ରିଲିଫ ପାଣ୍ଠିର ୫୦ ପ୍ରତିଶତ ଅର୍ଥ ବିପର୍ଯ୍ୟୟ ମୁକାବିଲା ନିମନ୍ତେ ବ୍ୟବହାର କରି ପାରିବେ ବୋଲି ମୋଦି କହିଛନ୍ତି ପୂର୍ବରୁ ରାଜ୍ୟ ମାନେ ୩୫ପ୍ରତିଶତ ପର୍ଯ୍ୟନ୍ତ ଅର୍ଥ ବ୍ୟବହାର କରି ପାରୁଥିଲେ । ଏହି ରାଜ୍ୟ ମାନଙ୍କରେ ଦେଶର ୬୩ ପ୍ରତିଶତ ସକ୍ରିୟ ଆକ୍ରାନ୍ତ ରହିଥିବା ବେଳେ ସମୁଦାୟ ଆକ୍ରାନ୍ତଙ୍କ୬୫.୫ ପ୍ରତିଶତ ରହିଛନ୍ତି । ସେହିପରି ଦେଶରେ ସମୁଦାୟ ମୃତୁ୍ୟର ୭୭ ପ୍ରତିଶତ ଏହି ରାଜ୍ୟମାନଙ୍କରେ ଘଟିଛି । ମୁଖ୍ୟମନ୍ତ୍ରୀ ମାନଙ୍କ ସହିତ ପ୍ରତିରାଜ୍ୟର ସ୍ୱାସ୍ଥ୍ୟ ମନ୍ତ୍ରୀ ମାନେ ମଧ୍ୟ ଏହି ବୈଠକରେ ଯୋଗ ଦେଇ କରୋନା ନିୟନ୍ତ୍ରଣର ସମୀକ୍ଷା କରିଥିଲେ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ବାଲେଶ୍ୱରରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି ।

ବାଲେଶ୍ୱର,୧୯ା୧୦: ଜିଲ୍ଲାରବିପର୍ଯ୍ୟସ୍ଥ ସ୍ୱାସ୍ଥ୍ୟ ବ୍ୟବସ୍ଥା ବାବଦରେଜିଲ୍ଲାବାସୀ ପ୍ରତିକ୍ଷଣରେ ଚିକ୍ରାର କରୁଥିବାବେଳେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଦୀର୍ଘଦିନ ଧରିବାଲେଶ୍ୱର ସଦର ମହକୁମାରେ ଥାଇମଧ୍ୟ ସ୍ୱାସ୍ଥ୍ୟସେବା ସମ୍ପର୍କରେ ଟିକିଏହେଲେ ଧ୍ୟାନ ନଦେବାକୁ ନେଇ ପ୍ରଶ୍ନଉଠାଇଛି...