25 C
Bhubaneswar
Monday, October 26, 2020

ବଢ଼ିବ ବିଜୁଳି ଦର

Must read

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଭୁବନେଶ୍ୱର,୨୩ା୯ : କରୋନା ମହାମାରୀ ତାତିରେ ସାଧାରଣ ଲୋକେ ଦହଗଞ୍ଜ ହେଉଥିବା ବେଳେ ଦୁଇବର୍ଷପରେ ବିଦ୍ୟୁତ ଦର ୟୁନିଟ ପିଛା ୨୦ ପଇସା ବଢାଇଛି ଓଡିଶା ବିଦ୍ୟୁତ ନିୟାମକ ଆୟୋଗ । ଆସନ୍ତା ଅକ୍ଟୋବରରୁ ବର୍ଦ୍ଧିତ ଦରଲାଗୁହେବ । ବିଜୁଳି ଦର ବୃଦ୍ଧି ନେଇ ରାଜ୍ୟ ବିଦ୍ୟୁତ ନିୟାମକ ଆୟୋଗଙ୍କ ନିଷ୍ପତ୍ତି ନେଇଛି । ୟୁନିଟ ପିଛା ୨୦ ପଇସା ଦରବୃଦ୍ଧି ନେଇ ହୋଇଛି ନିଷ୍ପତ୍ତି । ବର୍ଦ୍ଧିତ ଦରରୁ କୁଟୀର ଜ୍ୟୋତି ଓବିପିଏଲ ଚାଷୀ ଉପଭୋକ୍ତା ବାଦ ଦିଆଯାଇଛି ।

ନୂଆ ବିଦ୍ୟୁତ ଦର ଅନୁଯାୟୀ ଘରୋଇ ଉପଭୋକ୍ତା ପାଇଁପ୍ରଥମ ୫୦ ୟୁନିଟ ପୂର୍ବରୁ ୨.୫୦ ପଇସା ଥିବାବେଳେ ଏବେ ୨ଟଙ୍କା ୭୦ ପଇସା ହୋଇଛି ସେହିପରି ୫୦ ରୁ୨୦୦ ୟୁନିଟ ପର୍ଯ୍ୟନ୍ତ ଦର ୪ଟଙ୍କା ୩୦ ପଇସାଥିବା ବେଳେ ଏବେ ତାହା ୪.୫୦ ପଇସା ହୋଇଛି । ସେହିପରି ୨୦୦ରୁ ୪୦୦ ୟୁନିଟ ପର୍ଯ୍ୟନ୍ତ ଦର ୫ଟଙ୍କା୩୦ ପଇସା ଥିବାବେଳେ ୫ଟଙ୍କା ୫୦ ପଇସାକୁ ବଢିଛି ବିଦ୍ୟୁତ ଦର । ସେହିପରି ୪୦୦ ୟୁନିଟରୁ ଅଧିକ ବିଦ୍ୟୁତ ବିନିଯୋଗ ପାଇଁ ପୂର୍ବରୁ ଦର ୫ଟଙ୍କା ୫୦ ପଇସାଥିବା ବେଳେ ଏବେ ୫ ଟଙ୍କା ୭୦ ପଇସା ହୋଇଛି ନୂଆଦର କୃଷି ଓ ଦରିଦ୍ର ସୀମାରେଖା ତଳେ ଥିବାପରିବାର ମାନଙ୍କ ପାଇଁ ଲାଗୁ ହେବ ନାହିଁ ବୋଲିସ୍ପଷ୍ଟ କରିଛନ୍ତି ଓଇଆରସି ସଚିବ ପ୍ରିୟବ୍ରତ ପଠାନାୟକ ୨୦୧୭-୧୮ରେ ଶେଷ ଥର ପାଇଁ ବିଦ୍ୟୁତ ଦର ବୃଦ୍ଧି ହୋଇଥିଲା କୃଷିକ୍ଷେତ୍ରରେ ମଧ୍ୟ ଦର ବୃଦ୍ଧି ହେବ ନାହିଁ ।

ବିଦ୍ୟୁତ ଦର ଧାର୍ଯ୍ୟ ଶୁଣାଣି ବେଳେ ଗ୍ରୀଡ଼ କୋନିଅଣ୍ଟ ଭରଣା ଦାବି କରିଥିଲା । ୬୬୦ କୋଟିରନିଅଣ୍ଟ ଭିତ୍ତିରେ ୩୪୧ କୋଟିର ଭରଣା ପାଇଁମଞ୍ଜୁରି ମିଳିଛି । ଉଲ୍ଲେଖଯୋଗ୍ୟ ଯେ ଏପ୍ରିଲମାସରେ ହେବାକୁ ଥିବା ଦର ନିର୍ଦ୍ଧାରଣ କୋଭିଡ଼ପାଇଁ ସ୍ଥଗିତ ଥିଲା । ଏହି ବିଦ୍ୟୁତ ଦର ବୃଦ୍ଧି ପାଇଁପୂର୍ବରୁ ଯୋଜନା ଥିଲା ଅକ୍ଟୋବର ପହିଲାରୁ ଏହିନୂଆ ଦର ଲାଗୁ ହେବ ୨୦୧୯-୨୦ ତୁଳନାରେ ୨୦୨୦-୨୧ରେ ବିଦ୍ୟୁତ ଦରରେ ୩.୯୦ ପ୍ରତିଶତ ବୃଦ୍ଧିହୋଇଛି । ୨୦୦୧-୦୨ରୁ ୨୦୦୯-୧୯,୨୦୧୪-୧୫, ୨୦୧୬-୧୭, ୨୦୧୮-୧୯ ଓ ୨୦୧୯-୨୦୨୦ରେ ବିଦ୍ୟୁତ ଦର ଅପରିବର୍ତ୍ତିତ ରହିଥିଲା ।୨୦୧୧୭-୧୮ରେ ଶେଷ ଥର ପାଇଁ ବିଦ୍ୟୁତଦର ୧.୪୪ ପ୍ରତିଶତ ବୃଦ୍ଧି ହୋଇଥିଲା ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଚୀନ୍ ସୀମା ସାମରିକ ଉପସ୍ଥିତି ବୃଦ୍ଧି କରିଛି, ଲଦାଖ କେବଳ ଟାର୍ଗେଟ ନୁହେଁ ।

ଚୀନ୍ କେବଳ ଷ୍ଟାଣ୍ଡ ଅଫ୍ ସ୍ଥାନ ନୁହେଁ, ପିପୁଲ୍ସ ଲିବରେସନ୍ ଆର୍ମିର ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ ଅଧୀନରେ ଥିବା ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ ସହିତ ଏହାର ସାମରିକ ଭିତ୍ତିଭୂମିକୁ...