26 C
Bhubaneswar
Wednesday, October 21, 2020

ଆଇପିଏସ ସ୍ତରରେ ଅଦଳବଦଳ ହୋଇଛି ।

Must read

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ଭୁବନେଶ୍ୱର,୨୩ା୯:ରାଜ୍ୟସରକାରଙ୍କ ଆଇପିଏସ ପରିଚାଳନା ନୀତିକୁ ନେଇ ସମାଲୋଚନା ହେବାପରେ ଆଜି ଗୃହ ବିଭାଗ ପକ୍ଷରୁ ୯ଜଣ ବରିଷ୍ଠ ଆଇପିଏସଙ୍କୁ ନୂଆ ନିଯୁକ୍ତି ମିଳିଛି । କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୩ଜଣଙ୍କୁ ନିଯୁକ୍ତି ମିଳିଥିବାବେଳେ ଅନ୍ୟ ୬ଜଣ ଆଇପିଏସଙ୍କୁ ବଦଳି କରାଯାଇଛି । ତେବେ କେନ୍ଦ୍ରୀୟ ଡେପୁଟେସନରୁ ଫେରିରାଜ୍ୟ ସରକାରରେ ଯୋଗ ଦେଇଥିବା ଆଇପିଏସ୍ ହିମାଂଶୁ ଲାଲ ଓ ସତ୍ୟଜିତ୍ନା ଏକଙ୍କୁ ନୂଆ ନିଯୁକ୍ତି ନଦେଇ ସରକାର ସେମାନଙ୍କୁ ବସାଇ ରଖିଥିବା ଜଣାପଡ଼ିଛି ।

ଗୃହ ବିଭାଗ ପକ୍ଷରୁ ଜାରି ବିଜ୍ଞପ୍ତି ଅନୁସାରେ କେନ୍ଦ୍ରୀୟ ଡେପୁଟେସନରୁ ଫେରିଥିବା ୧୯୮୮ ବ୍ୟାଚର ଆଇପିଏସ୍ ଅରୁଣ କୁମାର ରାୟ, ୧୯୯୪ ବ୍ୟାଚରଯଶବନ୍ତ ଜେଠୁୱାଙ୍କୁ ଆଇନଶୃଙ୍ଖଳା ଏଡିଜିଓ ୧୯୯୫ ବ୍ୟାଚର ଆଇପିଏସ୍ ରୀତୁ ଅରୋରାଙ୍କୁ ଗୃହ ବିଭାଗର ଓଏସଡି ଭାବେନିଯୁକ୍ତି ମିଳିଛି । ଏହି ୩ ବରିଷ୍ଠ ଆଇପିଏସ କେନ୍ଦ୍ରୀୟ ଡେପୁଟେସନରୁ ଫେରି ନିଯୁକ୍ତି ଅପେକ୍ଷାରେ ରହିଥିଲେ । ସେହିପରି ଏଡିଜି କୋମୁନିକେସନରେ ଥିବା ଆଇପିଏସ ଲଳିତ ଦାସଙ୍କୁ ହେଡକୋର୍ଟର ଏଡିଜି, ୧୯୯୩ ବ୍ୟାଚ୍ ଆଇପିଏସ୍ ବିନୟତୋଷ ମିଶ୍ରଙ୍କୁ ରାଜ୍ୟ କ୍ରାଇମରେ କର୍ଡବ୍ୟୁରୋ ନିଦେ୍ର୍ଦଶକ, ୧୯୯୬ବ୍ୟାଚର ସଞ୍ଜୟ କୁମାର ସିଂହଙ୍କୁ ମଡର୍ଣ୍ଣାଇଜେସନ୍ ଆଇଜି ଭାବେ ବଦଳିକରାଯାଇଛି ।

ସେହିପରି ରେଖାଲୋହାନୀଙ୍କୁ ଟୁଇନସିଟିର ଅତିରିକ୍ତ ପୁଲିସ କମିଶନର,ରାଜେଶ କୁମାରଙ୍କୁ ରାଜ୍ୟଫୋରେନସିକ୍ ଲ୍ୟାବର ଆଇଜି ଓ ଅନୁପମଜେମସଙ୍କୁ ଭିଜିଲାନ୍ସ ଏସପି ଭାବେ ବଦଳି କରାଯାଇଛି । ସେହିପରୁ ଢେଙ୍କାନାଳ ଏସ୍ପିଅନୁପମା ଜେମ୍ସ ଭିଜିଲାନ୍ସ ଏସ୍ପି ଭାବେନୂଅ । ଦାୟିତ୍ୱ ମିଳିଛି ତେବେ କେନ୍ଦ୍ରରୁ ଫେରି ୨ସପ୍ତାହରୁ ଅଧିକ ସମୟ ଧରି ନିଯୁକ୍ତି ଅପେକ୍ଷାରେ ଥିବା ହିମାଂଶୁ ଲାଲ ଓ ସତ୍ୟଜିତ ନାଏକଙ୍କୁଆଜି କୌଣସି ନିଯୁକ୍ତି ମିଳିନାହିଁ । ଆସନ୍ତା ସପ୍ତାହକ ମଧ୍ୟରେ ଡିଆଇଜି ଓ ଏସପିପାହ୍ୟାରେ ଏକ ଅଦଳବଦଳବେଳେ ଏହି ଅଫିସରମାନଙ୍କୁ ନିଯୁକ୍ତି ମିଳିପାରେ ବୋଲିଗୃହ ବିଭାଗ ସୂତ୍ରରୁ ଜଣାପଡ଼ିଛି।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ବାଲେଶ୍ୱରରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି ।

ବାଲେଶ୍ୱର,୧୯ା୧୦: ଜିଲ୍ଲାରବିପର୍ଯ୍ୟସ୍ଥ ସ୍ୱାସ୍ଥ୍ୟ ବ୍ୟବସ୍ଥା ବାବଦରେଜିଲ୍ଲାବାସୀ ପ୍ରତିକ୍ଷଣରେ ଚିକ୍ରାର କରୁଥିବାବେଳେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଦୀର୍ଘଦିନ ଧରିବାଲେଶ୍ୱର ସଦର ମହକୁମାରେ ଥାଇମଧ୍ୟ ସ୍ୱାସ୍ଥ୍ୟସେବା ସମ୍ପର୍କରେ ଟିକିଏହେଲେ ଧ୍ୟାନ ନଦେବାକୁ ନେଇ ପ୍ରଶ୍ନଉଠାଇଛି...