25 C
Bhubaneswar
Thursday, October 22, 2020

ସର୍ବଦଳୀୟ ବୈଠକ ସମ୍ମିଳନୀ ଆରମ୍ଭ ହେବ ।

Must read

ବ୍ରାଜିଲର ଜାୟର ବୋଲସନାରୋ ଚାଇନାର କୋଭିଡ-୧୯ ଟିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି |

ଖୁବ ଶୀଘ୍ର ଏକ କୋଭିଡ-୧୯ ଟିକା ପ୍ରକାଶ ପାଇବ ବୋଲି ବିଶ୍ୱ ଆଶା କରୁଥିବାବେଳେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଚୀନ୍ ଟିକା...

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭୁବନେଶ୍ୱର,୨୫ା୯; କରୋନା ପାଇଁ ବିଧାନସଭା ପରିଚାଳନାରେ ପରିବର୍ତନ କରାଯିବ ।ଏଣିକି ଦିନକୁ ସାଢେ ୪ ଘଣ୍ଟାବସିବ ଅଧିବେଶନ । ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିବା ସର୍ବଦଳୀୟ ବୈଠକର ନିଷ୍ପତ୍ତି ଅନୁସାରେ, ଆସନ୍ତା୨୯ ତାରିଖ ଦିନ ୧୧ଟାରୁ ଆରମ୍ଭହେବ ମୌସୁମୀ ଅଧିବେଶନ । ପ୍ରତ୍ୟକଦିନ ୨ ପର୍ଯ୍ୟାୟରେ ସାଢେ ୪ ଘଂଟାଗୃହ ପରିଚାଳିତ ହେବ । ପ୍ରଥମ ଦିନ ପ୍ରଥମାର୍ଦ୍ଧରେ ଶୋକ ପ୍ରସ୍ତାବ ପାରିତହେବା ପରେ ଗୃହ ମୁଲତବୀ ଘୋଷଣାକରାଯିବ । ସେହିଦିନ ଅପରାହ୍ନ ୩ଟାରୁ ପୁଣିଗୃହ କାର୍ଯ୍ୟ ଆରମ୍ଭ ହୋଇ ଅପରାହ୍ଣ୫ଟାରେ ଶେଷ ହେବ । ନ୍ୟଦିନ ମାନଙ୍କରେଗୃହ କାର୍ଯ୍ୟ ପୂର୍ବାହ୍ଣ ୧୦ଟା ୩୦ରୁବିଧାନସଭା ଅଧିବେଶନ ଆରମ୍ଭ ହେବ । ପ୍ରଥମ ପର୍ଯ୍ୟାୟ ଦିନ ଗୋଟାଏ ଯାଏଁ ·ଲିବଓ ପରେ ଦ୍ୱିତୀୟ ପର୍ଯ୍ୟାୟ ଗୃହ କାର୍ଯ୍ୟ୩ଟାରୁ ୫ଟା ଯାଏଁ ପରିଚାଳିତ ହେବ । ତେବେ ଚଳିତ ମୌସୁମୀ ଅଧିବେଶନରେପ୍ରଶ୍ନକାଳ ରହିବ ନାହିଁ ବୋଲି ବାଚସ୍ପତି ସୂର୍ଯ୍ୟ ନାରାୟଣ ପାତ୍ର ସୂଚନା ଦେଇଛନ୍ତି ।ବାଚସ୍ପତିଙ୍କ ଅଧ୍ୟକ୍ଷତାରେ ବସିଥିବା ବୈଠକରେ ସଂସଦୀୟ ବ୍ୟାପାର ମନ୍ତ୍ରୀ,ଅର୍ଥମନ୍ତ୍ରୀ, ବିରୋଧୀ ଦଳ ନେତା ଓ କଂଗ୍ରସବିଧାୟକ ସାମିଲ ହୋଇଥିଲେ । କରୋନାକଟକଣା ଭିତରେ କିପରି ଗୃହ ପରି·ଳନାହେବ ସେନେଇ ବୈଠକରେ ବିସ୍ତୃତ ଆଲୋଚନା ହୋଇଛି । ଗୃହରେ ୧୪୫ଜଣ ବିଧାୟକଙ୍କ ପାଇଁ ବ୍ୟବସ୍ଥାକରାଯାଇଛି ତଳମହଲାରେ ବାଚସ୍ପତିଗ୍ୟାଲେରୀ ଏବଂ ଦର୍ଶକ ଗ୍ୟାଲେରୀରେବିଧାୟକଙ୍କ ବସିବା ପାଇଁ ବ୍ୟବସ୍ଥା କରାଯିବ । ବିଧାୟକମାନେ ବସି ପ୍ରଶ୍ନ ପ·ରିପାରିବେ ଏବଂ ମନ୍ତ୍ରୀମାନେ ମଧ୍ୟ ବସିକରି ଉତର ଦେଇ ପାରିବେ । ଯେଉଁସଦସ୍ୟମାନେ ବିଧାନସଭା ଅଧିବେଶନକୁ ଆସିବେ ନାହିଁ ସେମାନେ ଆଗରୁ ଲେଖିକରି ଜଣାଇବେ । ଏହା ସହ ଅଧିବେଶନ ଆଗରୁ ବିଧାୟକ, ବିଧାନସଭା କର୍ମଚାରୀ,ଷ୍ଟାଫ୍ ଡ୍ରାଇଭର ଓ ପିଏସଓଙ୍କ କୋଭିଡ ପରୀକ୍ଷା କରାଯିବ । ଆସନ୍ତାକାଲି ସକାଳ୮ଟାରୁ କୋଭିଡ ପରୀକ୍ଷା ଆରମ୍ଭ ହେବ ବୋଲି ବାଚସ୍ପତି କହିଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବ୍ରାଜିଲର ଜାୟର ବୋଲସନାରୋ ଚାଇନାର କୋଭିଡ-୧୯ ଟିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି |

ଖୁବ ଶୀଘ୍ର ଏକ କୋଭିଡ-୧୯ ଟିକା ପ୍ରକାଶ ପାଇବ ବୋଲି ବିଶ୍ୱ ଆଶା କରୁଥିବାବେଳେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଚୀନ୍ ଟିକା...

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...