26 C
Bhubaneswar
Sunday, October 25, 2020

ଓଡ଼ିଶାର ବିଦୂତ ବିତରଣ କମ୍ପାନୀଙ୍କୁ ୮୪ କୋଟି ରିହାତି ।

Must read

ଦିଲ୍ଲୀ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲାଯିବ ନାହିଁ ; ସିଏମ୍ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶନିବାର କହିଛନ୍ତି ଯେ କରୋନାଭାଇରସ ମହାମାରୀ ଯୋଗୁଁ ବନ୍ଦ ହୋଇଯାଇଥିବା ଜାତୀୟ ରାଜଧାନୀରେ ଥିବା ସ୍କୁଲଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲିବ ନାହିଁ। ଦିଲ୍ଲୀରେ କରୋନାଭାଇରସ୍...

ଚାଇନା ବିଭିନ୍ନ ସ୍ଥାନରେ ନେପାଳର ଜମିକୁ ବେଆଇନ ଭାବେ ଦଖଲ କରିଛି

ଚୀନ୍ ବେଆଇନ ଭାବେ ନେପାଳର ଜମିକୁ ସାତୋଟି ସୀମାନ୍ତବର୍ତ୍ତୀ ଜିଲ୍ଲା ଉପରେ ବ୍ୟାପିଛି ଏବଂ ଭାରତୀୟ ଗୁପ୍ତଚର ସଂସ୍ଥା ନୂଆଦିଲ୍ଲୀରେ ଏକ ସତର୍କ ସୂଚନା ଦେଇଛନ୍ତି। ଏଜେନ୍ସିଗୁଡିକ ଫ୍ଲାଗ୍ କରିଛନ୍ତି...

ଜାତିସଂଘର ସଫଳତା ପାଇଁ ଭାରତ ଗଭୀର ବିନିଯୋଗ କରିଛି ବୋଲି ଇଏମ୍ ଜୟଶଙ୍କର କହିଛନ୍ତି

ମିଳିତ ଜାତିସଂଘ ପ୍ରତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ ଜୟଶଙ୍କର ଶୁକ୍ରବାର ଦିନ ଆଲୋକପାତ କରିଛନ୍ତି ଏବଂ ଜାତିସଂଘର ସଫଳତା ପାଇଁ ଏହା ଗଭୀର ବିନିଯୋଗ କରିଛି ବୋଲି...

ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇ ଭାରତ ଏବଂ ପୂର୍ବତନ ଉତ୍ତର ଆଲାଇନ୍ସର ନେତା ଅଟ୍ଟା ନୁର ଆଲୋଚନା କରିଛନ୍ତି

ଆଫଗାନିସ୍ତାନର ଜଣେ ବିଶିଷ୍ଟ ରାଜନେତା ତଥା ତାଲିବାନ ବିରୋଧରେ ଉତ୍ତର ଆଲାଇନ୍ସ ପ୍ରତିରୋଧ ଗୋଷ୍ଠୀର ପୂର୍ବତନ ସଦସ୍ୟ ଅଟ୍ଟା ମହମ୍ମଦ ନୁର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ ଏସ...

ଭୁବନେଶ୍ୱର୨୫/୯: ଲକ୍ଡ଼ାଉନ୍ ସମୟରେ ବିଦୁ୍ୟତ କିଣିବା ପାଇଁ ଓଡ଼ିଶାର ବିଦୁ୍ୟତ ବିତରଣ କମ୍ପାନି (ଡ଼ିସକମ) ଗୁଡ଼ିକୁ ଶକ୍ତି ମନ୍ତ୍ରଣାଳୟର ରାଷ୍ଟ୍ରାୟତ ଉଦ୍ୟୋଗ ଦ୍ୱାରା ଦିଆଯାଇଥିବା ୮୪ କୋଟି ଟଙ୍କାର ରିହାତି ଫଳରେ ରାଜ୍ୟରେ ବିଦ୍ୟୁô ବ୍ୟବହାର କ୍ଷେତ୍ରରେ ଉପୁଜିଥିବା ସମସ୍ୟା ଲାଘବ ହୋଇପାରିବ ବୋଲି ଟ୍ୱିଟ୍ କରି କହିଛନ୍ତି କେନ୍ଦ୍ରମନ୍ତ୍ରୀଧର୍ମେନ୍ଦ୍ର ପ୍ରଧାନ । ଏଥିପାଇଁ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି ଏବଂ କେନ୍ଦ୍ର ଶକ୍ତି ମନ୍ତ୍ରୀଆର.କେ ସିଂହଙ୍କୁ ଶ୍ରୀ ପ୍ରଧାନ ଧନ୍ୟବାଦ ଜଣାଇଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ରାଜ୍ୟର ବିଦୁ୍ୟତ ବିତରଣ କମ୍ପାନି ଗୁଡ଼ିକୁ କେନ୍ଦ୍ରୀୟ ରାଷ୍ଟ୍ରାୟତ ଉଦ୍ୟୋଗ ଅଧୀନରେ ଥିବା ଏନଏଚପିସି୩.୭୮ କୋଟି, ଏନଟିପିସି ୫୬.୮କୋଟି ଏବଂ ପିଜିସିଆଇଏଲ ପକ୍ଷରୁ୨୪.୩୫ କୋଟି ରିହାତି ଦିଆଯାଇଛି । କରୋନା ସମୟରେ ଉପଭୋକ୍ତା ମାନଙ୍କପାଇଁ ନିରନ୍ତର ବିଦ୍ୟୁତ ସରବରାହ ହୋଇପାରିବା ଲକ୍ଷ୍ୟରେ ଏହି ଆର୍ଥିକ ରିହାତି ଦିଆଯାଇଛି । ଓଡ଼ିଶାରେ କରୋନା ଦ୍ୱାରା ପ୍ରଭାବିତଶକ୍ତି କ୍ଷେତ୍ର ଏବଂ ବିଦ୍ୟୁତ ବିତରଣ କମ୍ପାନିକୁ ସହାୟତା ପ୍ରଦାନ କରିବା ପାଇଁଦୃଢ଼ ପଦକ୍ଷେପ ନେବା ସହ ମୋଦିସରକାର ନିରନ୍ତର ସହଯୋଗ ଦେଉଛନ୍ତି ବିଦ୍ୟୁତ ଉତ୍ପାଦନ ଓ ସରବରାହ କମ୍ପାନୀଗୁଡିକ ପକ୍ଷରୁ ଦିଆଯାଇଥିବା ରିହାତି ଦ୍ୱାରା ଅନ୍ତଃରାଜ୍ୟ ବିଦ୍ୟୁତ ସରବରାହ ଚାର୍ଜ ଏବଂବିଦ୍ୟୁତ ଚାର୍ଜର ରିହାତି ଉପଭୋକ୍ତାଙ୍କ ପାଖରେ ପହଞ୍ଚିପାରିବ । ଏହି ପଦକ୍ଷେପ ଦ୍ୱାରା ରାଜ୍ୟର ବିଦୁ୍ୟତ ଉପଭୋକ୍ତା ମାନେଅଧିକ ଉପକୃତ ହୋଇପାରିବେ । ପ୍ରଧାନମନ୍ତ୍ରୀ ମୋଦିଙ୍କ ନେତୃତ୍ୱରେ ଭାରତ ସରକାର ଓଡ଼ିଶାକୁ ନିରନ୍ତର ବିଦୁ୍ୟତ ଯୋଗାଣ ଏବଂ ଶିଳ୍ପ,ବ୍ୟବସାୟିକ ଏବଂ ଘରୋଇ ଗ୍ରାହକଙ୍କ ଦ୍ୱାରା ହେଉଥିବା ଅତିରିକ୍ତ ବିଦୁ୍ୟତଶକ୍ତିର ଚାହିଦାକୁ ପୂରଣ କରିବା ପାଇଁପ୍ରତିଶ୍ରୁତିବଦ୍ଧ । ଏହାର ଫଳ ସ୍ୱରୂପ ଓଡିଶାର ଅର୍ଥନୀତିରେ ଅଭିବୃଦ୍ଧିହୋଇ ପାରିବ ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଦିଲ୍ଲୀ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲାଯିବ ନାହିଁ ; ସିଏମ୍ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶନିବାର କହିଛନ୍ତି ଯେ କରୋନାଭାଇରସ ମହାମାରୀ ଯୋଗୁଁ ବନ୍ଦ ହୋଇଯାଇଥିବା ଜାତୀୟ ରାଜଧାନୀରେ ଥିବା ସ୍କୁଲଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲିବ ନାହିଁ। ଦିଲ୍ଲୀରେ କରୋନାଭାଇରସ୍...

ଚାଇନା ବିଭିନ୍ନ ସ୍ଥାନରେ ନେପାଳର ଜମିକୁ ବେଆଇନ ଭାବେ ଦଖଲ କରିଛି

ଚୀନ୍ ବେଆଇନ ଭାବେ ନେପାଳର ଜମିକୁ ସାତୋଟି ସୀମାନ୍ତବର୍ତ୍ତୀ ଜିଲ୍ଲା ଉପରେ ବ୍ୟାପିଛି ଏବଂ ଭାରତୀୟ ଗୁପ୍ତଚର ସଂସ୍ଥା ନୂଆଦିଲ୍ଲୀରେ ଏକ ସତର୍କ ସୂଚନା ଦେଇଛନ୍ତି। ଏଜେନ୍ସିଗୁଡିକ ଫ୍ଲାଗ୍ କରିଛନ୍ତି...

ଜାତିସଂଘର ସଫଳତା ପାଇଁ ଭାରତ ଗଭୀର ବିନିଯୋଗ କରିଛି ବୋଲି ଇଏମ୍ ଜୟଶଙ୍କର କହିଛନ୍ତି

ମିଳିତ ଜାତିସଂଘ ପ୍ରତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ ଜୟଶଙ୍କର ଶୁକ୍ରବାର ଦିନ ଆଲୋକପାତ କରିଛନ୍ତି ଏବଂ ଜାତିସଂଘର ସଫଳତା ପାଇଁ ଏହା ଗଭୀର ବିନିଯୋଗ କରିଛି ବୋଲି...

ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇ ଭାରତ ଏବଂ ପୂର୍ବତନ ଉତ୍ତର ଆଲାଇନ୍ସର ନେତା ଅଟ୍ଟା ନୁର ଆଲୋଚନା କରିଛନ୍ତି

ଆଫଗାନିସ୍ତାନର ଜଣେ ବିଶିଷ୍ଟ ରାଜନେତା ତଥା ତାଲିବାନ ବିରୋଧରେ ଉତ୍ତର ଆଲାଇନ୍ସ ପ୍ରତିରୋଧ ଗୋଷ୍ଠୀର ପୂର୍ବତନ ସଦସ୍ୟ ଅଟ୍ଟା ମହମ୍ମଦ ନୁର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ ଏସ...

ଅପରିଷ୍କାର ପରିଷ୍କାର ବାୟୁ ପାଇଁ ଡାକରା ଦେଇଥିବାରୁ ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ମନ୍ତବ୍ୟ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତକୁ ପ୍ରଦୂଷିତ ବାୟୁ ସହିତ ଏକ ଅପରିଷ୍କାର ସ୍ଥାନ ବୋଲି ବର୍ଣ୍ଣନା କରିବା ଦ୍ୱାରା ସୋସିଆଲ ମିଡିଆରେ ଜରୁରୀ ପରିଷ୍କାର କାର୍ଯ୍ୟାନୁଷ୍ଠାନ ପାଇଁ ଆହ୍ଵାନ...