28 C
Bhubaneswar
Monday, October 26, 2020

ପ୍ରସିଦ୍ଧ କଣ୍ଠଶିଳ୍ପୀ ଏସ୍.ପି. ବାଲା ସୁବ୍ରମଣ୍ୟମଙ୍କ ଦେହାନ୍ତ

Must read

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଚେନ୍ନାଇ,୨୫ା୯: କରୋନାରେ ଆକ୍ରାନ୍ତ ହୋଇଥିବା ବଲିଉଡରେ ଅନେକ ସୁପରହିଟ୍ ଗୀତ ଗାଇଥିବା ଭେଟେରାନ୍ସିଙ୍ଗର୍ ଏସ୍.ପି. ବାଲା ସୁବ୍ରମଣ୍ୟମଙ୍ କପରଲୋକ । ୭୪ ବର୍ଷ ବୟସରେ କରୋନାରେ ତାଙ୍କ ପରଲୋକ ହୋଇଯାଇଛି ।ଚେନ୍ନାଇର ଏକ ଘରୋଇ ହସ୍ପିଟାଲରେ ଚିକିତ୍ସାଧୀନ ଅବସ୍ଥାରେ ଆଜି ଅପରାହ୍ଣ୧ଟା ୪ରେ ସେ ଶେଷ ନିଶ୍ୱାସ ତ୍ୟାଗକରିଛନ୍ତି । ଏସ୍.ପି. ବାଲାସୁବ୍ରମଣ୍ୟମଙ୍କ ଦେହାନ୍ତ ନେଇ ତାଙ୍କ ପୁଅ ଏସ୍.ପି. ଚରଣ ସୂଚନା ଦେଇଛନ୍ତି । ସିଙ୍ଗର୍ ବ୍ୟତୀତ ସେ ମ୍ୟୁଜିକ୍ଡାଇରେକ୍ଟର, ଡବିଙ୍ଗ୍ ଆର୍ଟିଷ୍ଟ ଏବଂଅଭିନେତା ମଧ୍ୟ ରହିସାରିଥିଲେ । ବାଲାସୁବ୍ରମଣ୍ୟମଙ୍କୁ ପ୍ଲେ’ବ୍ୟାକ୍ ସିଙ୍ଗିଙ୍ଗ୍ପାଇଁ ୬ ଥର ନ୍ୟାସନାଲ୍ ଆୱାର୍ଡ ମିଳିଛି,ଯାହାକି ଏହିସବୁ ଗୀତ ଅଲଗା ଅଲଗାଭାଷାରେ ଥିଲା । ବଲିଉଡରେ ତାଙ୍କୁ ଫିଲ୍ମଫେୟାର୍ ଆୱାର୍ଡ ମଧ୍ୟ ମିଳିଥିଲା ।ଏସ୍.ପି.ବାଲା ସୁବ୍ରମଣ୍ୟମ ସୁପରଷ୍ଟାର୍ ସଲମାନ୍ଖାନଙ୍କ ପାଇଁ ଅନେକ ଗୀତ ଗାଇଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଚୀନ୍ ସୀମା ସାମରିକ ଉପସ୍ଥିତି ବୃଦ୍ଧି କରିଛି, ଲଦାଖ କେବଳ ଟାର୍ଗେଟ ନୁହେଁ ।

ଚୀନ୍ କେବଳ ଷ୍ଟାଣ୍ଡ ଅଫ୍ ସ୍ଥାନ ନୁହେଁ, ପିପୁଲ୍ସ ଲିବରେସନ୍ ଆର୍ମିର ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ ଅଧୀନରେ ଥିବା ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ ସହିତ ଏହାର ସାମରିକ ଭିତ୍ତିଭୂମିକୁ...