31 C
Bhubaneswar
Friday, October 30, 2020

୩ ବର୍ଷରେ ସବୁ ବସ୍ତି ହେବ ଆଦର୍ଶ କଲୋନୀ ।

Must read

ପାକିସ୍ତାନର ପୁଲୱାମା ଆଡମିଶନ ଉପରେ ସୀତାରାମ ୟେଚୁରୀ ପ୍ରତିକ୍ରିୟା ।

ପୁଲୱାମା 'ଇମ୍ରାନ ଖାନ ସରକାରଙ୍କ ସଫଳତା' ବୋଲି ପାକିସ୍ତାନ ସ୍ୱୀକାର କରିବା ପରେ ମଧ୍ୟ ସିପିଆଇ (ଏମ) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଭାରତ ସରକାରଙ୍କଠାରୁ ଏକ ସରକାରୀ ବିବୃତ୍ତି...

ବୈଦେଶିକ ମନ୍ତ୍ରଣାଳୟ ସାଉଦିର ଭାରତୀୟ ମାନଚିତ୍ରର ଭୁଲ ଚିତ୍ରକୁ ବିରୋଧ କରିଛି ।

ନୂଆଦିଲ୍ଲୀ: ଗୁରୁବାର ଦିନ ଭାରତ ଏହାର ବାହ୍ୟ ସୀମାକୁ ଭୁଲ ଚିତ୍ରଣ କରି ସାଉଦି କର୍ତ୍ତୃପକ୍ଷଙ୍କ ବିରୋଧରେ ଏକ ପ୍ରତିବାଦ କରିଛି ବୋଲି ଖବର...

ଆତଙ୍କବାଦ ବିରୋଧରେ ଲଢେଇରେ ଫ୍ରାନ୍ସ ସହ ଭାରତ ଛିଡା ହୋଇଛି ।

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଫ୍ରାନ୍ସରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିସର ଏକ ଚର୍ଚ୍ଚ ଭିତରେ ହୋଇଥିବା ଘୃଣ୍ୟ ଆକ୍ରମଣକୁ ଦୃଢ ନିନ୍ଦା...

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଭୁବନେଶ୍ୱର,୨୮ା୯;:ଆଗାମୀ ତିନି ବର୍ଷରେ ରାଜ୍ୟର ସବୁ ବସ୍ତି ଆଦର୍ଶ କଲୋନୀରେ ପରିଣତ ହେବବୋଲି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ଘୋଷଣା କରିଛନ୍ତି । ଆଜି ଫକୀରମୋହଙ୍କଭୂମି, ଓଡିଆ ଭାଷା ସୁରକ୍ଷା ଭୂମି ବାଲେଶ୍ୱରରୁ ବସ୍ତି ଉନ୍ନତୀକରଣ ଯୋଜନାର ଶୁଭାରମ୍ଭ କରି ମୁଖ୍ୟମନ୍ତ୍ରୀ କହିଲେ ଯେ ସହରର ବିକାଶଠାରୁ ଆରମ୍ଭକରି କୋଭିଡ ଲଢେଇ ପର୍ଯ୍ୟନ୍ତ ସବୁକ୍ଷେତ୍ରରେ ବସ୍ତିର ଗରିବ ଲୋକମାନେ ଆଗରେ ରହି କାମ କରୁଛନ୍ତି । ତେଣୁବିକାଶ ଉପରେ ମଧ୍ୟ ସେମାନଙ୍କର ସମାନଅଧିକାର ରହିଛି । ଏହି ଯୋଜନାରେରାଜ୍ୟର ବସ୍ତିରେ ବିଜୁଳି, ଭଲ ପିଇବାପାଣି, ରାସ୍ତା, ଗୋଷ୍ଠୀକେନ୍ଦ୍ର ଆଦି ନାଗରିକସୁବିଧାର ବିକାଶ କରି ବସ୍ତିରଲୋକମାନଙ୍କ ଜୀବନଧାରଣ ମାନରେଉନ୍ନତି ଆଣାଯିବା ସହିତ ଜୀବିକା ପାଇଁମଧ୍ୟ ସୁଯୋଗ ସୃଷ୍ଟି କରାଯିବ ।

ରାଜ୍ୟରଏକ ହଜାର ବସ୍ତିରେ ଏହି କାର୍ଯ୍ୟକ୍ରମତୁରନ୍ତ ଆରମ୍ଭ କରାଯିବୟ ମୁଖ୍ୟମନ୍ତ୍ରୀ କହିଥିଲେ ଯେ ରାଜ୍ୟ ସରକାରଙ୍କ ଜାଗାମିଶନ ସାରା ଦେଶରେ ଇତିହାସ ସୃଷ୍ଟିକରିଥିଲା । ଏପରିକି ଏହି କାର୍ଯ୍ୟକ୍ରମ ବିଶ୍ୱସମୁଦାୟର ମଧ୍ୟ ଦୃଷ୍ଟି ଆକର୍ଷଣକରିପାରିଥିଲା ।ଏହି ଅବସରରେ ମୁଖ୍ୟମନ୍ତ୍ରୀଜନସାଧାରଣଙ୍କୁ କୋଭିଡ ନିୟମାବଳୀପାଳନ କରିବା ପାଇଁ ଅନୁରୋଧ କରିଥିଲେ । ମୁଖ୍ୟମନ୍ତ୍ରୀ ବାଲେଶ୍ୱରର ୪୧ଟି ବସ୍ତିର୨୦୫୪ ଜଣଙ୍କୁ ଏବଂ ସାରା ରାଜ୍ୟରେ୧,୦୫,୦୦୦ ଲ୍ୟାଣ୍ଡ ଏନଟାଇଟିଲମେଣ୍ଟ ସାଟର୍ଟିଫିକେଟ୍ (ଏଲଇସି) ଆବଣ୍ଟନକାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ । ପୂର୍ବରୁ୬୦ ହଜାର ବସ୍ତି ଲୋକଙ୍କୁ ଏଲଇସିପ୍ରଦାନ କରାଯାଇଛି ।

ଆଗାମୀ ୩ ମାସମଧ୍ୟରେ ୧ ଲକ୍ଷ ୬୫ ହଜାରରୁ ଅଧିକଲୋକ ଏଲଇସି ପାଇବେ । ସୂଚନାଯୋଗ୍ୟ,ସାରା ରାଜ୍ୟର ୧୦୧ଟି ପୌରାଞ୍ଚଳର୧୭୧୮ଟି ବସ୍ତିର ସାଢେ ·ରି ଲକ୍ଷ ଲୋକଏଲଇସି ଦ୍ୱାରା ଉପକୃତ ହେବେ ।ଏହି ଅବସରରେ ମୁଖ୍ୟମନ୍ତ୍ରୀ ୧୧୬ଟିବହୁମୁଖୀ ଗୋଷ୍ଠୀ କେନ୍ଦ୍ର “ପରିଚୟ’ ର ମଧ୍ୟଲୋକାର୍ପଣ କରିଥିଲେ । ସୂଚନାଯୋଗ୍ୟ ଯେ ଆଉ ୪୦୦ଟି ପରିଚୟ ବହୁମୁଖୀଗୋଷ୍ଠୀକେନ୍ଦ୍ର ନିର୍ମାଣାଧୀନ ଅଛି । ଏହିଅବସରରେ ମୁଖ୍ୟମନ୍ତ୍ରୀ ବସ୍ତି ଉନ୍ନତୀକରଣକାର୍ଯ୍ୟକ୍ରମର ଶୁଭାରମ୍ଭ କରିଥିଲେ ଏବଂଏହାର ଏସଓପି ଦସ୍ତାବିଜର ଉନ୍ମୋଚନକରିଥିଲେ ।

ଏହି ଅବସରରେ ରାଜ୍ୟ ଗୃହଓ ନଗର ଉନ୍ନୟନ ବିଭାଗ ତଥା ଦିଲ୍ଲୀସ୍ଥିତସେଣ୍ଟର ଫର ପଲିସି ରିସର୍ଚ୍ଚ ମଧ୍ୟରେ ଏକବୁଝାମଣା ପତ୍ର ସ୍ୱାକ୍ଷରିତ ହୋଇଥିଲା । ଏହିସଂସ୍ଥା କାର୍ଯ୍ୟକ୍ରମର ନଲେଜ ପାଟନରଭାବରେ ସହାୟତା ଯୋଗାଇ ଦେବ ।ବାଲେଶ୍ୱରର ଏହି କାର୍ଯ୍ୟକ୍ରମରେଯୋଗ ଦେଇ ନଗର ଉନ୍ନୟନ ଓ ଗୃହନିର୍ମାଣଓ ଆଇନ ମନ୍ତ୍ରୀ ପ୍ରତାପ ଜେନା କହିଲେଯେ ସହରର ଅନ୍ୟ ଅଞ୍ଚଳ ସହିତ ବସ୍ତିଉନ୍ନତିକରଣ ଯୋଜନା ଓ ତାଲିକା ପ୍ରସ୍ତୁତହୋଇସାରିଛି । ବର୍ତ୍ତମାନ ବସ୍ତିରଜନସାଧାରଣ ସହରର ଅନ୍ୟ ଅଞ୍ଚଳ ପରିସମାନ ସୁବିଧା ଓ ସମାନ ଅଧିକାରପାଇପାରିବେ ।

ଗରିବ ଲୋକଙ୍କ ଉନ୍ନତିପାଇଁ ମୁଖ୍ୟମନ୍ତ୍ରୀଙ୍କ ଦୃଢ ନେତୃତ୍ୱ ପାଇଁ ସେଧନ୍ୟବାଦ ଦେଇଥିଲେ ।ଏହି ଅବସରରେ ଗୃହ ଓ ନଗରଉନ୍ନୟନ ବିଭାଗର ପ୍ରମୁଖ ଶାସନ ସଚିବଜି. ମାଥିଭାତନନ୍ ସ୍ୱାଗତ ଭାଷଣ ଦେଇକାର୍ଯ୍ୟକ୍ରମ ସଂପର୍କରେ ସୂଚନାଦେଇଥିଲେ । ଜାଗା ମିଶନର ନିଦେ୍ର୍ଦଶକସଂଗ୍ରାମଜିô ନାୟକ ଧନ୍ୟବାଦ ଅର୍ପଣକରିଥିଲେ । ଉନ୍ନୟନ କମିଶନର ସୁରେଶଚନ୍ଦ୍ର ମହାପାତ୍ର, ଅର୍ଥ ବିଭାଗ ପ୍ରମୁଖସଚିବ ଅଶୋକ କୁମାର ମୀନା ଏବଂମୁଖ୍ୟମନ୍ତ୍ରୀଙ୍କ ସଚିବ (୫-ଟି) ଭି.କେପାଣ୍ଡିଆନ ପ୍ରମୁଖ ଉପସ୍ଥିତ ଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ପାକିସ୍ତାନର ପୁଲୱାମା ଆଡମିଶନ ଉପରେ ସୀତାରାମ ୟେଚୁରୀ ପ୍ରତିକ୍ରିୟା ।

ପୁଲୱାମା 'ଇମ୍ରାନ ଖାନ ସରକାରଙ୍କ ସଫଳତା' ବୋଲି ପାକିସ୍ତାନ ସ୍ୱୀକାର କରିବା ପରେ ମଧ୍ୟ ସିପିଆଇ (ଏମ) ସାଧାରଣ ସମ୍ପାଦକ ସୀତାରାମ ୟେଚୁରୀ ଭାରତ ସରକାରଙ୍କଠାରୁ ଏକ ସରକାରୀ ବିବୃତ୍ତି...

ବୈଦେଶିକ ମନ୍ତ୍ରଣାଳୟ ସାଉଦିର ଭାରତୀୟ ମାନଚିତ୍ରର ଭୁଲ ଚିତ୍ରକୁ ବିରୋଧ କରିଛି ।

ନୂଆଦିଲ୍ଲୀ: ଗୁରୁବାର ଦିନ ଭାରତ ଏହାର ବାହ୍ୟ ସୀମାକୁ ଭୁଲ ଚିତ୍ରଣ କରି ସାଉଦି କର୍ତ୍ତୃପକ୍ଷଙ୍କ ବିରୋଧରେ ଏକ ପ୍ରତିବାଦ କରିଛି ବୋଲି ଖବର...

ଆତଙ୍କବାଦ ବିରୋଧରେ ଲଢେଇରେ ଫ୍ରାନ୍ସ ସହ ଭାରତ ଛିଡା ହୋଇଛି ।

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଫ୍ରାନ୍ସରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିସର ଏକ ଚର୍ଚ୍ଚ ଭିତରେ ହୋଇଥିବା ଘୃଣ୍ୟ ଆକ୍ରମଣକୁ ଦୃଢ ନିନ୍ଦା...

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...