25 C
Bhubaneswar
Thursday, October 22, 2020

ଆଜିିଠୁ ମୌସୁମୀ ଅଧିବେଶନ ଆରମ୍ଭ ।

Must read

ବ୍ରାଜିଲର ଜାୟର ବୋଲସନାରୋ ଚାଇନାର କୋଭିଡ-୧୯ ଟିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି |

ଖୁବ ଶୀଘ୍ର ଏକ କୋଭିଡ-୧୯ ଟିକା ପ୍ରକାଶ ପାଇବ ବୋଲି ବିଶ୍ୱ ଆଶା କରୁଥିବାବେଳେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଚୀନ୍ ଟିକା...

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭୁବନେଶ୍ୱର,୨୮ା୯: ଆସନ୍ତାକାଲି ମଙ୍ଗଳବାରଠାରୁ ବିଧାନସଭାର ମୌସୁମୀ ଅଧିବେଶନ ଆରମ୍ଭ ହେବ । ବିଧାନସଭା ଆରମ୍ଭ ପୂର୍ବରୁସମସ୍ତ ବିଧାୟକ, ବିଧାନସଭା କର୍ମଚାରୀ ଓ ବିଧାନସଭା ଅଧିବେସନ ପାଇଁ ପାସ୍ ମିଳିଥିବା ସାମ୍ବାଦିକ ଓ କ୍ୟାମେରା ମ୍ୟାନ ମାନଙ୍କର କୋଭିଡ୍ ପରୀକ୍ଷା କରାଯାଇଛି । ଏଥିରେ ମୋଟ ୭୫୭ ଜଣଙ୍କର ନମୁନା ପରୀକ୍ଷା କରାଯାଇ ଥିବାବେଳେ ସେମାନଙ୍କ ମଧ୍ୟରୁ ୧୩୭ ଜଣଙ୍ କନମୁନାରେ ପଜିଟିଭ ଥିବା ଜଣାପଡିଛି । ସେମାନଙ୍କ ମଧ୍ୟରୁ ମୋଟ ୪୦ ଜଣ ବିଧାୟକ ଥିବା ବେଳେ ଏହି ତାଲିକାରେ ୯ ଜଣ ମନ୍ତ୍ରୀମଧ୍ୟ ଅଛନ୍ତି ।

ବିଧାନସଭା ଅଧିବେଶନ ପୂର୍ବରୁବିଧାନସଭା ପରିସରକୁ ସମ୍ପୂର୍ଣ୍ଣ ଭାବେବିଶୋଧନ କରାଯାଇଛି । ଏହା ସହ ବିଧାନ ସଭାଭିତରେ ସବୁ ବିଧାୟକଙ୍କ ଟେବୁଲ ଆଗରେଏକ କାଚର ପ୍ଲେଟ୍ ଲଗାଯାଇଛି । ପରିସର ଭିତରକୁ ଯିବା ପୂର୍ବରୁ ମାସ୍କ,ସାନିଟାଇଜରକୁ ବାଧ୍ୟତାମୂଳକ କରାଯାଇଛି । ପ୍ରଥମ ଥର ପାଇଁ ବିଧାନସଭା ଭିତରେ ବାଚସ୍ପତ୍ତିଙ୍କ ପୋଡିୟମ ବ୍ୟବସ୍ଥାକୁ ହଟାଯାଇଛି । ଅନ୍ୟ ଅଧିବେଶନ ଭଳି କେହିବି ବାଚସ୍ପତ୍ତିଙ୍କ ପୋଡିୟମ ନିକଟକୁ ଯାଇ ହଟ୍ଟଗୋଳ କରିପାରିବେ ନାହିଁ । ଅନ୍ୟପଟେ ସଂସଦ ଢାଞ୍ଚାରେ ଅଧିବେଶନର ସମୟସୀମାକୁ କାଣ୍ଟଛାଣ୍ଟ କରାଯାଇଛି ।

ସେପଟେ କରୋନା ମହାମାରୀକୁ ଦୃଷ୍ଟିରେରଖି ୬୦ ବର୍ଷରୁ ଉର୍ଦ୍ଧ ବିଧାୟକ ମାନଙ୍କୁ ବିଧାନସଭା ଅଧିବେସନରେ ଯୋଗ ଦେବାକୁ ବାରଣ କରାଯାଇଛି । ସେମାନେ ଚାହିଁଲେ ଜିଲ୍ଲାସଦର ମହକୁମାରେ ବସି ଭିଡିଓ କନଫେରେନ୍ସିଂ ମାଧ୍ୟମରେ ଅଧିବେସନରେ ଯୋଗଦେଇ ପାରିବେ ବୋଲି କୁହାଯାଇଛି । ସେପଟେପୁଲିସ କମିସନର ସୁଧାଂଶୁ ଷଡଙ୍ଗୀ କହିଛନ୍ତିଯେ ବିଧାନସଭା ଅଧିବେଶନକୁ ଦୃଷ୍ଟିରେରଖି ସୁରକ୍ଷା ବ୍ୟବସ୍ଥାକୁ କଡାକଡି କରାଯାଇଛି । ବିଧାନସଭା ପାଇଁ ତ୍ରିସ୍ତରୀୟ ସୁୁରକ୍ଷାବ୍ୟବସ୍ଥା ଗ୍ରହଣ କରାଯିବା ସହ ୨୫ ପ୍ଲାଟୁନଫୋର୍ସ ମୁତୟନ କରାଯାଇଛି । ଅନ୍ୟପଟେ ଧାରଣା ପାଇଁ ବି ସମସ୍ତ ପ୍ରକାରବନେ୍ଦାବସ୍ତ କରାଯାଇଛି ବୋଲି ଶ୍ରୀଷଡଙ୍ଗୀ ସୂଚନା ଦେଇଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବ୍ରାଜିଲର ଜାୟର ବୋଲସନାରୋ ଚାଇନାର କୋଭିଡ-୧୯ ଟିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି |

ଖୁବ ଶୀଘ୍ର ଏକ କୋଭିଡ-୧୯ ଟିକା ପ୍ରକାଶ ପାଇବ ବୋଲି ବିଶ୍ୱ ଆଶା କରୁଥିବାବେଳେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଚୀନ୍ ଟିକା...

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...