22 C
Bhubaneswar
Saturday, October 31, 2020

ଦେଖୋ ଆପନା ଦେଶ୍’ ଓ ସାଥୀକୁ ଧର୍ମେନ୍ଦ୍ରଙ୍କ ପ୍ରଶଂସା ।

Must read

ଇସି କମଲ ନାଥଙ୍କ ଷ୍ଟାର ପ୍ରଚାରକ ମାନ୍ୟତା ପ୍ରତ୍ୟାହାର କରିନେଲେ।

ଭାରତ ନିର୍ବାଚନ ଆୟୋଗ ଶୁକ୍ରବାର ଦିନ ମଧ୍ୟପ୍ରଦେଶର ୨୮ ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର କରୁଥିବାବେଳେ ମଡେଲ ଆଚରଣ ବିଧି ଉଲ୍ଲଂଘନ କରି କଂଗ୍ରେସ ନେତା କମଲ ନାଥଙ୍କ...

ବଙ୍ଗଳା ବିଜେପି ନେତାଙ୍କ ହତ୍ୟା ଘଟଣାରେ ପଞ୍ଜାବରୁ ୨ ଗିରଫ |

ପଶ୍ଚିମବଙ୍ଗ ପୋଲିସର କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଗୁରୁବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ନେତା ମନୀଷ ଶୁକ୍ଲାଙ୍କ ହତ୍ୟା ଘଟଣାରେ ପଞ୍ଜାବର ଲୁଧିଆନାରେ ହୋଇଥିବା ଆକ୍ରମଣରେ ଦୁଇଜଣ...

ବଙ୍ଗୋପସାଗରରେ ଭାରତୀୟ ନୌସେନା କ୍ଷେପଣାସ୍ତ୍ର ନିକ୍ଷେପ କରିଛି।

ଭାରତୀୟ ନୌସେନା ଶୁକ୍ରବାର ଦିନ ବଙ୍ଗୋପସାଗରରେ ଏହାର ଗାଇଡ୍ ମିସାଇଲ୍ କର୍ଭେଟ୍ ଆଇଏନଏସ କୋରା ଠାରୁ ଏକ ଆଣ୍ଟି-ଜାହାଜ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି ଯାହା ଭାରତର ଚତୁଃପାର୍ଶ୍ୱରେ...

ରାହୁଲ ଗାନ୍ଧୀ ପିଏମ ମୋଦୀଙ୍କ ଭିଭିଆଇପି ଚପରରେ ସ୍ୱାଇପ୍ ନେଇ ଚୀନ୍ ପ୍ରସଙ୍ଗ ଉଠାଇଛନ୍ତି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଭାରତ-ଚୀନ୍ ସୀମା ବିବାଦ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭିଭିଆଇପି ଚପର ଏବଂ ଉପ-ଶୂନ୍ୟ ଅବସ୍ଥାରେ ରହୁଥିବା ଭାରତୀୟ ସୈନିକଙ୍କ...

ଭୁବନେଶ୍ୱର,୨୮ ।୯(ନି.ପ୍ର):କେନ୍ଦ୍ର ସରକାରଙ୍କ ଦ୍ୱାରା ଚିହ୍ନଟ କରାଯାଇଥିବା ଆଦର୍ଶ ପର୍ଯ୍ୟଟନ ସ୍ଥଳିଗୁଡ଼ିକରେ ପର୍ଯ୍ୟଟକଙ୍କ ଯାତାୟତ ପାଇଁ ବ୍ୟବହୃତ ଯାନବାହାନକୁ ଶତପ୍ରତିଶତସ୍ୱଚ୍ଛ ଇନ୍ଧନରେ ପରିଣତ କରିବା ପାଇଁ ପେଟ୍ରୋଲିୟମ ବିଭାଗ ସହ ମିଳିତ ଭାବେକାମ କରିବାକୁ ପର୍ଯ୍ୟଟନ ବିଭାଗକୁ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ରପ୍ରଧାନ । ଏହାସହ ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ ସ୍ଥାନୀୟ ଐତିହ୍ୟ ଏବଂ ପର୍ଯ୍ୟଟନ ସ୍ଥଳିକୁ ପ୍ରୋତ୍ସାହନ ଦିଆଯିବା ଲକ୍ଷ୍ୟରେ ଆରମ୍ଭ ହୋଇଥିବା “ଦେଖୋ ଆପନାଦେଶ୍’ ଏବଂ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେରଖି ଶୁଭାରମ୍ଭ “ସାଥୀ’ ପଦକ୍ଷେପକୁ ଶ୍ରୀ ପ୍ରଧାନ ପ୍ରଶଂସା କରିଛନ୍ତି ।

ରବିବାର ବିଶ୍ୱ ପର୍ଯ୍ୟଟନ ଦିବସ ଅବସରରେ ଚଳିତବଷର୍ର ଥିମ୍ ଥିବାପର୍ଯ୍ୟଟନ ଓ ଗ୍ରାମୀଣ ବିକାଶର ଭର୍ଚୁଆଲ ସମ୍ମିଳନୀରେ ଯୋଗଦେଇ ଶ୍ରୀ ପ୍ରଧାନକହିଛନ୍ତି ଦେଶର ପ୍ରମୁଖ ପର୍ଯ୍ୟଟନ ସ୍ଥଳିବିଶେଷ ଭାବରେ କେନ୍ଦ୍ର ସରକାରଙ୍କଦ୍ୱାରା ଚିହ୍ନଟ କରାଯାଇଥିବା ଆଦର୍ଶ ପର୍ଯ୍ୟଟନ ସ୍ଥଳି ଗୁଡ଼ିକରେ ପର୍ଯ୍ୟଟକମାନେ ବ୍ୟବହାର କରୁଥିବା ଯାନବାହାନ ଯଥାବୋଟ, ଯନ୍ତ୍ରଚାଳିତ ଡଙ୍ଗା ଓ ଗାଡି ଗୁଡିକଡିଜେଲ, ପେଟ୍ରୋଲ, କିରୋସିନରେ ଚୁଲୁଛି । ତେବେ ଏହି ଯାନବାହାନକୁଏଲଏନଜି, ପିଏନଜି ଭଳି ସ୍ୱଚ୍ଛଇନ୍ଧନରେ ରୂପାନ୍ତରିତ କରିବାର ଆବଶ୍ୟକତା ରହିଛି । ଏହାଦ୍ୱାରା ଉଭୟପର୍ଯ୍ୟଟକ, ବୋଟ ଓ ଅନ୍ୟାନ୍ୟଯାନବାହାନ ମାଲିକାନାରେ ଥିବାବ୍ୟକ୍ତିମାନେ ଲାଭ ହେବେ ଏବଂପରିବେଶ ସୁରକ୍ଷିତ ରହିବ ବୋଲି ସେକହିଛନ୍ତି ।

ଦେଶରେ ପର୍ଯ୍ୟଟନ କ୍ଷେତ୍ରରେଅପାର ସମ୍ଭାବନା ରହିଛି । ବିଶେଷ ଭାବରେ ମନ୍ଦିର ସବୁଠୁ ବଡ଼ପର୍ଯ୍ୟଟନ ସ୍ଥଳ ଭାବେ ଉଭା ହୋଇଛି ।ସେହିପରି ବିସ୍ତୀର୍ଣ୍ଣ ବେଳାଭୂମି, କ୍ରୀଡାପର୍ଯ୍ୟଟନ, ଆଡଭେଞ୍ଚର, ଜଳ କ୍ରୀଡ଼ା,ବନ୍ୟଜନ୍ତୁ, ପରିବେଶ ଓ ପ୍ରାକୃତିକପରିବେଶ ସମ୍ପଦରେ ପର୍ଯ୍ୟଟନ ବୃଦ୍ଧିକରିବା ଦିଗରେ ଅନେକ ସୁଯୋଗରହିଛି । ଦେଶରେ ବିଭିନ୍ନ ଗ୍ରାମାଂଚ ଳଗୁଡ଼ିକରେ ଥିବା ପ୍ରମୁଖ ପର୍ଯ୍ୟଟନ ସ୍ଥଳିଗୁଡ଼ିକୁ ଚିହ୍ନଟ କରାଯାଇ ଏହି ପର୍ଯ୍ୟଟନସ୍ଥଳି ଗୁଡ଼ିକରେ ଆଞ୍ଚଳିକ ଭାଷାକୁ ଗୁରୁତ୍ୱଦେବା ସହ ଏଠାରେ ଆଗାମୀ ଦିନରେସ୍ଥାନୀୟ ଟୁରିଷ୍ଟ ଗାଇଡ଼ଙ୍କୁ ନିଯୁକ୍ତ କରିବାପାଇଁ ଯୋଜନା ପ୍ରସ୍ତୁତ କରିବା ପାଇଁକେନ୍ଦ୍ର ସଂସ୍କୃତି ଓ ପର୍ଯ୍ୟଟନ ପ୍ରହ୍ଲାଦ ସିଂହପଟେଲଙ୍କୁ ଶ୍ରୀ ପ୍ରଧାନ ପରାମର୍ଶ ଦେଇଛନ୍ତି ।

ଏହା ହେଲେ ସ୍ଥାନୀୟ ଅଂଚଳରେ ରୋଜଗାର ବିବ, ପର୍ଯ୍ୟଟନଓ ଅର୍ଥନୀତିର ବିକାଶ ହେବ । ସେକହିଛନ୍ତି ସାଂପ୍ରତିକ ସମୟରେ କୋରାନା ମହାମାରୀ ଦ୍ୱାରା ଲୋକମାନେ ପ୍ରଭାବିତ ହୋଇଛନ୍ତି । ଅର୍ଥନୀତି ମଧ୍ୟ ଚ୍ୟାଲେଞ୍ଜପୂର୍ଣ୍ଣ ହୋଇଛି । ଏଭଳି ସମୟରେ ଲୋକଙ୍କ ସୁରକ୍ଷାକୁ ଦୃଷ୍ଟିରେରଖି ପର୍ଯ୍ୟଟନ ମନ୍ତ୍ରଣାଳୟ ପକ୍ଷରୁ “ସାଥୀ’ପଦକ୍ଷେପ ନିଆଯିବା ପ୍ରଶଂସନୀୟ । ଏହିଯୋଜନାରେ କୋଭିଡ୍ ଗାଇଡଲାଇନକୁ ଦୃଷ୍ଟିରେ ରଖି ୨୫ ହଜାର ହୋଟେଲକୁପର୍ଯ୍ୟଟନର ଇକୋ ସିଷ୍ଟମରେ ସାମିଲକରାଯାଇଛି । ପର୍ଯ୍ୟଟନ ମନ୍ତ୍ରଣାଳୟ ଅଭିନବ ପଦକ୍ଷେପ ମାଧ୍ୟମରେ ଅର୍ଥନୀତିକୁ ସ୍ୱାଭାବିକ ସ୍ଥିତିକୁ ଆଣିବା ଦିଗରେ କାମକରୁଛି ବୋଲି ଶ୍ରୀ ପ୍ରଧାନ କହିଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସି କମଲ ନାଥଙ୍କ ଷ୍ଟାର ପ୍ରଚାରକ ମାନ୍ୟତା ପ୍ରତ୍ୟାହାର କରିନେଲେ।

ଭାରତ ନିର୍ବାଚନ ଆୟୋଗ ଶୁକ୍ରବାର ଦିନ ମଧ୍ୟପ୍ରଦେଶର ୨୮ ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର କରୁଥିବାବେଳେ ମଡେଲ ଆଚରଣ ବିଧି ଉଲ୍ଲଂଘନ କରି କଂଗ୍ରେସ ନେତା କମଲ ନାଥଙ୍କ...

ବଙ୍ଗଳା ବିଜେପି ନେତାଙ୍କ ହତ୍ୟା ଘଟଣାରେ ପଞ୍ଜାବରୁ ୨ ଗିରଫ |

ପଶ୍ଚିମବଙ୍ଗ ପୋଲିସର କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଗୁରୁବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ନେତା ମନୀଷ ଶୁକ୍ଲାଙ୍କ ହତ୍ୟା ଘଟଣାରେ ପଞ୍ଜାବର ଲୁଧିଆନାରେ ହୋଇଥିବା ଆକ୍ରମଣରେ ଦୁଇଜଣ...

ବଙ୍ଗୋପସାଗରରେ ଭାରତୀୟ ନୌସେନା କ୍ଷେପଣାସ୍ତ୍ର ନିକ୍ଷେପ କରିଛି।

ଭାରତୀୟ ନୌସେନା ଶୁକ୍ରବାର ଦିନ ବଙ୍ଗୋପସାଗରରେ ଏହାର ଗାଇଡ୍ ମିସାଇଲ୍ କର୍ଭେଟ୍ ଆଇଏନଏସ କୋରା ଠାରୁ ଏକ ଆଣ୍ଟି-ଜାହାଜ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି ଯାହା ଭାରତର ଚତୁଃପାର୍ଶ୍ୱରେ...

ରାହୁଲ ଗାନ୍ଧୀ ପିଏମ ମୋଦୀଙ୍କ ଭିଭିଆଇପି ଚପରରେ ସ୍ୱାଇପ୍ ନେଇ ଚୀନ୍ ପ୍ରସଙ୍ଗ ଉଠାଇଛନ୍ତି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଭାରତ-ଚୀନ୍ ସୀମା ବିବାଦ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭିଭିଆଇପି ଚପର ଏବଂ ଉପ-ଶୂନ୍ୟ ଅବସ୍ଥାରେ ରହୁଥିବା ଭାରତୀୟ ସୈନିକଙ୍କ...

ଝାଡଖଣ୍ଡରେ ଟ୍ରକ୍ ଓଲଟି ୧୦ଟି ସିଆରପିଏଫ ଯବାନ ଆହତ |

ଶୁକ୍ରବାର ଦିନ ଝାଡଖଣ୍ଡର ଗିରିଡିହ ଜିଲ୍ଲାର କିଛି ବୋଭାଇନ୍ ପ୍ରାଣୀକୁ ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ନିୟନ୍ତ୍ରଣ ହରାଇବାରୁ ଟ୍ରକ୍ ଭାରସାମ୍ୟ ହରାଇ ଦଶଜଣ ସିଆରପିଏଫ କର୍ମଚାରୀ ଆହତ ହୋଇଥିଲେ। ଏହି...