23 C
Bhubaneswar
Saturday, October 31, 2020

ବିଦୁ୍ତ୍ ଶୁଳ୍କ ବୃଦ୍ଧି ବିରୋଧରେ ସିପିଆଇର ବିକ୍ଷୋଭ ।

Must read

ଇସି କମଲ ନାଥଙ୍କ ଷ୍ଟାର ପ୍ରଚାରକ ମାନ୍ୟତା ପ୍ରତ୍ୟାହାର କରିନେଲେ।

ଭାରତ ନିର୍ବାଚନ ଆୟୋଗ ଶୁକ୍ରବାର ଦିନ ମଧ୍ୟପ୍ରଦେଶର ୨୮ ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର କରୁଥିବାବେଳେ ମଡେଲ ଆଚରଣ ବିଧି ଉଲ୍ଲଂଘନ କରି କଂଗ୍ରେସ ନେତା କମଲ ନାଥଙ୍କ...

ବଙ୍ଗଳା ବିଜେପି ନେତାଙ୍କ ହତ୍ୟା ଘଟଣାରେ ପଞ୍ଜାବରୁ ୨ ଗିରଫ |

ପଶ୍ଚିମବଙ୍ଗ ପୋଲିସର କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଗୁରୁବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ନେତା ମନୀଷ ଶୁକ୍ଲାଙ୍କ ହତ୍ୟା ଘଟଣାରେ ପଞ୍ଜାବର ଲୁଧିଆନାରେ ହୋଇଥିବା ଆକ୍ରମଣରେ ଦୁଇଜଣ...

ବଙ୍ଗୋପସାଗରରେ ଭାରତୀୟ ନୌସେନା କ୍ଷେପଣାସ୍ତ୍ର ନିକ୍ଷେପ କରିଛି।

ଭାରତୀୟ ନୌସେନା ଶୁକ୍ରବାର ଦିନ ବଙ୍ଗୋପସାଗରରେ ଏହାର ଗାଇଡ୍ ମିସାଇଲ୍ କର୍ଭେଟ୍ ଆଇଏନଏସ କୋରା ଠାରୁ ଏକ ଆଣ୍ଟି-ଜାହାଜ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି ଯାହା ଭାରତର ଚତୁଃପାର୍ଶ୍ୱରେ...

ରାହୁଲ ଗାନ୍ଧୀ ପିଏମ ମୋଦୀଙ୍କ ଭିଭିଆଇପି ଚପରରେ ସ୍ୱାଇପ୍ ନେଇ ଚୀନ୍ ପ୍ରସଙ୍ଗ ଉଠାଇଛନ୍ତି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଭାରତ-ଚୀନ୍ ସୀମା ବିବାଦ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭିଭିଆଇପି ଚପର ଏବଂ ଉପ-ଶୂନ୍ୟ ଅବସ୍ଥାରେ ରହୁଥିବା ଭାରତୀୟ ସୈନିକଙ୍କ...

ଭୁବନେଶ୍ୱର, ୨୮/୯ ଓଡ଼ିଶା ସରକାର ରାଜ୍ୟର ଦାରିଦ୍ର୍ୟ ସୀମାରେଖା ତଳେ ଥିବା ଗ୍ରାହକଙ୍କ ଶୁଳ୍କ ରିହାତି ପ୍ରତ୍ୟାହାର କରିନେଲେ ଓ ଶୁଳ୍କହାର ୟୁନିଟ୍ ପିଛା ୨୦ ପଇସା ବୃଦ୍ଧିକେବଳ ଘରୋଇ କମ୍ପାନୀର ଲାଭ ଗ୍ୟାରେଣ୍ଟି ପାଇଁ ଲକ୍ଷ ଲକ୍ଷ ଗ୍ରାହକଙ୍କ ଉପରେ ବୋଝ ଲଦିଛନ୍ତି । ଏହାର ପ୍ରତିବାଦରେ ଶତାଧିକ କର୍ମୀ ହାତରେ ପ୍ଲାକାର୍ଡମାନ ଧରି ଭଗବତୀ ଭବନ ଠାରୁ ଏକ ଶୋଭାଯାତ୍ରାରେ ବାହାରି ରାଜମହ ଲଛ କଠାରେ ବିକ୍ଷୋଭ ପ୍ରଦର୍ଶନ କରିଥିଲେ । ପ୍ରକାଶ ଥାଉକି, ଅନ୍ୟ ରାଜ୍ୟରେ ବିଦୂତ ଦର କମ୍ଥିବା ବେଳେ ଓଡ଼ିଶା ଦର ବୃଦ୍ଧି କାହିଁକି;

କରୋନା ମହାମାରୀ ସମୟରେ ବିଦୂତ କ ବୃଦ୍ଧି କାହା ସ୍ୱାର୍ଥରେ; ବିଦୂତ ଶୁଳ୍କବୃଦ୍ଧି କମ୍ପାନୀ ପ୍ରତି ରାଜ୍ୟ ସରକାରଙ୍କ ଏ ଅନୁକମ୍ପା କାହିଁକି; ବିଦୂତ ଶୁଳ୍କ ବୃଦ୍ଧି ଗ୍ରାହକଙ୍କ ପାଇଁ ଷଡ଼ଯନ୍ତ୍ର; ଲକ୍ଷ ଲକ୍ଷ ବିଦୂତ ଗ୍ରାହକଙ୍କ ଉପରେ ବିଦୂତ ଶୁଳ୍କବୃଦ୍ଧି ଲଦି ଦିଆ ନ ଯାଉ ଆଦି ଦାବିରେ ସିପିଆଇ ଜୋନ ସମ୍ପାଦକ ସୁର ଜେନା କରୋନା ମହାମାରୀ ବେଳେ କୃଷକ,ଶ୍ରମିକ ଏବଂ ବିଦୂତ ଉପଭୋକ୍ତା ବଞ୍ଚିବା ପାଇଁ ରାହା ଖୋଜୁଥିବା ବେଳେଏହି ଦୟନିୟ ପରିସ୍ଥିତିରେ ବିଦୂତ ଶୁଳ୍କଛାଡ଼ ପାଇଁ ଦାବି କରୁଥିବା ବେଳେ ରାଜ୍ୟସରକାର ଅତ୍ୟନ୍ତ ତରବରିଆ ଭାବରେ ବିଦୂତ ଶୁଳ୍କ ବୃଦ୍ଧି କରିବା ଅତ୍ୟନ୍ତ ନିନ୍ଦନୀୟ ବୋଲି କହିଥିଲେ ।

ବିଦୂତ ଶୁଳ୍କ ବୃଦ୍ଧି ବନ୍ଦ କରା ନ ଯାଏତା ହାହେଲେ ଆଗାମୀ ଦିନରେ ଯେଉଁ ଆନ୍ଦୋଳନ ହେବ ସେଥିପ୍ରତି ରାଜ୍ୟସରକାର ଦାୟୀ ରହିବେ ବୋଲି ଶ୍ରୀଜେନା ଚେତାବନୀ ଦେଇଛନ୍ତି । ଅନ୍ୟମାନଙ୍କ ମଧ୍ୟରେ କୈଳାସ ପୁହାଣ,ଲୋକନାଥ ଭୋଇ, ସୁଷମା ଭୋଇ, ଛେତମ୍ବର ଭୋଇ, ପଞ୍ଚାନନ ସାହୁ, ଶିବବେହେରା ଓ ଡାକ ହେମ୍ବ୍ରମ୍ ପ୍ରମୁଖ ବିକ୍ଷୋଭରେ ଅଂଶ ଗ୍ରହଣ କରିଥିଲେ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସି କମଲ ନାଥଙ୍କ ଷ୍ଟାର ପ୍ରଚାରକ ମାନ୍ୟତା ପ୍ରତ୍ୟାହାର କରିନେଲେ।

ଭାରତ ନିର୍ବାଚନ ଆୟୋଗ ଶୁକ୍ରବାର ଦିନ ମଧ୍ୟପ୍ରଦେଶର ୨୮ ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର କରୁଥିବାବେଳେ ମଡେଲ ଆଚରଣ ବିଧି ଉଲ୍ଲଂଘନ କରି କଂଗ୍ରେସ ନେତା କମଲ ନାଥଙ୍କ...

ବଙ୍ଗଳା ବିଜେପି ନେତାଙ୍କ ହତ୍ୟା ଘଟଣାରେ ପଞ୍ଜାବରୁ ୨ ଗିରଫ |

ପଶ୍ଚିମବଙ୍ଗ ପୋଲିସର କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଗୁରୁବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ନେତା ମନୀଷ ଶୁକ୍ଲାଙ୍କ ହତ୍ୟା ଘଟଣାରେ ପଞ୍ଜାବର ଲୁଧିଆନାରେ ହୋଇଥିବା ଆକ୍ରମଣରେ ଦୁଇଜଣ...

ବଙ୍ଗୋପସାଗରରେ ଭାରତୀୟ ନୌସେନା କ୍ଷେପଣାସ୍ତ୍ର ନିକ୍ଷେପ କରିଛି।

ଭାରତୀୟ ନୌସେନା ଶୁକ୍ରବାର ଦିନ ବଙ୍ଗୋପସାଗରରେ ଏହାର ଗାଇଡ୍ ମିସାଇଲ୍ କର୍ଭେଟ୍ ଆଇଏନଏସ କୋରା ଠାରୁ ଏକ ଆଣ୍ଟି-ଜାହାଜ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି ଯାହା ଭାରତର ଚତୁଃପାର୍ଶ୍ୱରେ...

ରାହୁଲ ଗାନ୍ଧୀ ପିଏମ ମୋଦୀଙ୍କ ଭିଭିଆଇପି ଚପରରେ ସ୍ୱାଇପ୍ ନେଇ ଚୀନ୍ ପ୍ରସଙ୍ଗ ଉଠାଇଛନ୍ତି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଭାରତ-ଚୀନ୍ ସୀମା ବିବାଦ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭିଭିଆଇପି ଚପର ଏବଂ ଉପ-ଶୂନ୍ୟ ଅବସ୍ଥାରେ ରହୁଥିବା ଭାରତୀୟ ସୈନିକଙ୍କ...

ଝାଡଖଣ୍ଡରେ ଟ୍ରକ୍ ଓଲଟି ୧୦ଟି ସିଆରପିଏଫ ଯବାନ ଆହତ |

ଶୁକ୍ରବାର ଦିନ ଝାଡଖଣ୍ଡର ଗିରିଡିହ ଜିଲ୍ଲାର କିଛି ବୋଭାଇନ୍ ପ୍ରାଣୀକୁ ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ନିୟନ୍ତ୍ରଣ ହରାଇବାରୁ ଟ୍ରକ୍ ଭାରସାମ୍ୟ ହରାଇ ଦଶଜଣ ସିଆରପିଏଫ କର୍ମଚାରୀ ଆହତ ହୋଇଥିଲେ। ଏହି...