26 C
Bhubaneswar
Wednesday, October 21, 2020

ଆକ୍ରାନ୍ତ ସେବାୟତଙ୍କୁ ଶ୍ରୀମନ୍ଦିର ମନା ।

Must read

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ପୁରୀ,୨୯ା୯: ଶ୍ରୀମନ୍ଦିର ସେବାୟତଙ୍କ ଉପରେ ଲାଗିଲା କଟକଣା । କରୋନା ପଜିଟିଭ ଚିହ୍ନଟ ହୋଇଥିବା ସେବାୟତଙ୍କୁ ଶ୍ରୀମନ୍ଦିର ଭିତରକୁ ପ୍ରବେଶକରିବାକୁ ବାରଣ କରାଯାଇଛି । ପଜିଟିଭ ଚିହ୍ନଟ ହୋଇଥିବା ସେବାୟତ ୧୭ ଦିନପୂର୍ବରୁ ଶ୍ରୀମନ୍ଦିର ଭିତରକୁ ଯାଇପାରିବେନି । ପଜିଟିଭ ଥାଇ ଶ୍ରୀମନ୍ଦିର ଭିତରକୁ କଲେମାମଲା ରୁଜୁ ହେବ ବୋଲି ସୂଚନା ଦେଇଛନ୍ତି ଶ୍ରୀମନ୍ଦିର ଉନ୍ନୟନ ପ୍ରଶାସକ ନିଦେ୍ର୍ଦଶ ଅମାନ୍ୟ କଲେ ରୁଜୁ ହେବ ମାମଲା୧୭ ଦିନ ପୂର୍ବରୁ ଯାଇପାରିବେନି ଶ୍ରୀମନ୍ଦିରଅଜୟ ଜେନା ।

ପଜିଟିଭ ଚିହ୍ନଟ ହୋଇଥିବାସେବାୟତ ପ୍ରଥମେ ଶ୍ରୀମନ୍ଦିର ପ୍ରଶାସନକୁ ଜଣାଇବେ । ଏହାସହ ଶ୍ରୀମନ୍ଦିରପରିସରରେ ଗୁଟଖା ଓ ପାନଛେପପକାଇଲେ ମଧ୍ୟ ଜରିମାନା ଆଦାୟ କରାଯିବ ବୋଲି କୁହାଯାଇଛି ।ଇତିମଧ୍ୟରେ ପୁରୀ ଶ୍ରୀମନ୍ଦିରରେ୪୫୦ ଜଣ ସେବାୟତ କରୋନା ଆକ୍ରାନ୍ତଚିହ୍ନଟ ହୋଇଛନ୍ତ । ସେବାୟତ ଚିହ୍ନଟହେବାପରେ ଏବେ ଶ୍ରୀଜିଉଙ୍କ ନୀତିକାନ୍ତିକୁନେଇ ଚିନ୍ତା ବଢିଯାଇଛି । ସେବାୟତ ସଂକ୍ରମିତ ହେଉଥିବାରୁ ପାଳିଅ । ସେବାୟତଙ୍କୁ ନିଯୁକ୍ତି କରିବା ନେଇଶ୍ରୀମନ୍ଦିର ପ୍ରଶାସନ ଯୋଜନା ଚଲାଉଛି । ଅପରପକ୍ଷରେ ସଂକ୍ରମଣ ଆଶଙ୍କାରେ ଆଜି ପଜିଟିଭ ସେବାୟତଙ୍କୁ ଶ୍ରୀମନ୍ଦିରପ୍ରବେଶ ଉପରେ କଟକଣା ଜାରିକରାଯାଇଛି । ଅଳ୍ପ ସେବାୟତରେ ବର୍ତ୍ତମାନପାଇଁ ନୀତିକାନ୍ତି କରାଯାଉଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...

ବିହାର ବିଧାନସଭା ନିର୍ବାଚନ ୨୦୨୦ ପରେ, କଂଗ୍ରେସରେ ଆଉ ଏକ ପୁନହ ନିର୍ମାଣ

ବିହାରରେ ହେବାକୁ ଥିବା ବିଧାନସଭା ନିର୍ବାଚନ ପରେ କଂଗ୍ରେସ ସଭାପତି ସୋନିଆ ଗାନ୍ଧୀ ଅନ୍ୟ ଏକ ସାଂଗଠନିକ ପୁନହ ନିର୍ମାଣ କାର୍ଯ୍ୟ କରିବେ ବୋଲି...