26 C
Bhubaneswar
Wednesday, October 21, 2020

ରାଷ୍ଟ୍ରପତିଙ୍କ ଉଦେ୍ଦଶ୍ୟରେ ରାଜ୍ୟପାଳଙ୍କୁ ସ୍ମାରକପତ୍ର ।

Must read

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ଭୁବନେଶ୍ୱର,୨୯ ।୯: ସଂସଦରେ ପାରିତ କୃଷି ବିଲ୍ କୁ ବିରୋଧକରି ଓଡିଶା କଂଗ୍ରେସ ପକ୍ଷରୁୁ ସୋମବାର ଦିନ ଗୋପବନ୍ଧୁ ଛକ ଠାରୁ ରାଜଭବନ ପର୍ଯ୍ୟନ୍ତ ପଦଯାତ୍ରା ଅନୁଷ୍ଠିତ ହୋଇଯାଇଛି । ଏହାସହ ବିଧାୟକ ତାରାବାହିନୀ ପତିଙ୍କ ନେତୃତ୍ୱରେ ଏକ୫ଜଣିଆ ପ୍ରତିନିଧି ମଣ୍ଡଳୀ ରାଷ୍ଟ୍ରପତିଙ୍କ ଉଦସ୍ୟ ରାଜ୍ୟପାଳଙ୍କ ଦ୍ୱାରା ଅଧିକୃତ କର୍ମଚାରୀଙ୍କୁ କେନ୍ଦ୍ର ସରକାରଙ୍କ ଦ୍ୱାରାଚଳିତ ସଂସଦରେ ତିନିଗୋଟି କୃଷକମାରଣ ବିଧେୟକ ପାରିତ ପ୍ରତିବାଦରେଏକ ସ୍ମାରକ ପତ୍ର ପ୍ରଦାନ କରିଥିଲେ ।

କଂଗ୍ରେସ ନେତୃବୃନ୍ଦ ଅଭିଯେଯାଗ କରିଛନ୍ତିଯେ ଏହି ତିନିଗୋଟି ବିଲ୍ଦ୍ୱାରା ଓଡ଼ିଶାସମେତ ହରିଆନା, ପଞ୍ଜାବ, ମହାରାଷ୍ଟ୍ରଓ ସାରା ଦେଶରେ କୋଟି କୋଟି କ୍ଷୁ୍ୟଦ୍ର,ମଧ୍ୟମ, ନାମମାତ୍ର ଓ ଭାଗ ଚାଷୀମାନଙ୍କର ବହୁବିଧ କ୍ଷତି ଘଟିବ । ବିଭିନ୍ନ ଖାଦ୍ୟଶସ୍ୟର ସର୍ବନିମ୍ନ ସହାୟକ ମୂଲ୍ୟ ବିକ୍ରିରୁସେମାନେ ବଂଚିତ ରହିବେ । ଏହାଦ୍ୱାରା ଉଦେ୍ଦ୍ୟାଗପତି ଓ ପୁଞ୍ଜିପତିମାନେ ଲାଭବାନ ହେବା ବେଳେ କୃଷକମାନଙ୍କର ଜମି ଉପରେ ଅଧିକାରକ୍ଷୂର୍ଣ୍ଣ ହେବ । ଏପରିକି ରାଷ୍ଟ୍ରପତିଗତକାଲି ତରବରିଆ ଭାବେ ତିନୋଟିବିଲ୍କୁ ଆଇନରେ ପରିଣତ କରିବାକୋଟି କୋଟି ଚାଷୀଙ୍କୁ ଗଭୀର ଦୁଃଖଦେଇଛି ।

ପିସିସିର କାର୍ଯ୍ୟକାରୀସଭାପତି ପ୍ରଦୀପ ମାଝୀଙ୍କ ନେତୃତ୍ୱରେଆୟୋଜିତ କାର୍ଯ୍ୟକ୍ରମରେ ବରିଷ୍ଠକଂଗ୍ରେସ ନେତା ଡ. ରାମଚନ୍ଦ୍ର ଖୁଂଟିଆ,ଏଆଇସିସି ସଂପାଦକ ଶରତ ରାଉତ,ପୂର୍ବତନ ପିସିସି ସଭାପତି ଜୟଦେବଜେନା, ପ୍ରସାଦ ହରିଚନ୍ଦନ, ବିଧାୟକସୁରେଶ କୁମାର ରାଉତରାୟ, ରମେଶଜେନା, ଅଧିରାଜ ମୋହନ ପାଣିଗ୍ରାହୀ,ମହମ୍ମଦ ମୋକିମ, ପ୍ରାକ୍ତନ ସାଂସଦଅନନ୍ତ ପ୍ରସାଦ ସେଠୀ, ନକୁଳ ନାୟକ,ପ୍ରାକ୍ତନ ମନ୍ତ୍ରୀ ଗଣେଶ୍ୱର ବେହେରା,ଜଗନ୍ନାଥ ପଟ୍ଟନାୟକଗୁରୁପଦ ନନ୍ଦ,ଦେବାଶିଷ ପଟ୍ଟନାୟକ, ଆଇନଜୀବିଶିବାନନ୍ଦ ରାୟ, ରାଜ୍ୟ କିଷାନକଂଗ୍ରେସର ଅଧ୍ୟକ୍ଷ ଅମୀୟ ପଟ୍ଟନାୟକ ପ୍ରମୁଖ ପଦଯାତ୍ରାରେ ଯାଇ ରାଜଭବନସମ୍ମୁଖରେ କେନ୍ଦ୍ରର କୃଷମାରଣ ନୀତିବିରୁଦ୍ଧରେ ସ୍ଲୋଗାନ ଦେଇବିଶୋଦଗାର କରିଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ବାଲେଶ୍ୱରରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି ।

ବାଲେଶ୍ୱର,୧୯ା୧୦: ଜିଲ୍ଲାରବିପର୍ଯ୍ୟସ୍ଥ ସ୍ୱାସ୍ଥ୍ୟ ବ୍ୟବସ୍ଥା ବାବଦରେଜିଲ୍ଲାବାସୀ ପ୍ରତିକ୍ଷଣରେ ଚିକ୍ରାର କରୁଥିବାବେଳେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଦୀର୍ଘଦିନ ଧରିବାଲେଶ୍ୱର ସଦର ମହକୁମାରେ ଥାଇମଧ୍ୟ ସ୍ୱାସ୍ଥ୍ୟସେବା ସମ୍ପର୍କରେ ଟିକିଏହେଲେ ଧ୍ୟାନ ନଦେବାକୁ ନେଇ ପ୍ରଶ୍ନଉଠାଇଛି...