22 C
Bhubaneswar
Saturday, October 31, 2020

ବ୍ରହ୍ମୋସର ସଫଳ ପରୀକ୍ଷଣ ହୋଇଛି ।

Must read

ଇସି କମଲ ନାଥଙ୍କ ଷ୍ଟାର ପ୍ରଚାରକ ମାନ୍ୟତା ପ୍ରତ୍ୟାହାର କରିନେଲେ।

ଭାରତ ନିର୍ବାଚନ ଆୟୋଗ ଶୁକ୍ରବାର ଦିନ ମଧ୍ୟପ୍ରଦେଶର ୨୮ ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର କରୁଥିବାବେଳେ ମଡେଲ ଆଚରଣ ବିଧି ଉଲ୍ଲଂଘନ କରି କଂଗ୍ରେସ ନେତା କମଲ ନାଥଙ୍କ...

ବଙ୍ଗଳା ବିଜେପି ନେତାଙ୍କ ହତ୍ୟା ଘଟଣାରେ ପଞ୍ଜାବରୁ ୨ ଗିରଫ |

ପଶ୍ଚିମବଙ୍ଗ ପୋଲିସର କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଗୁରୁବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ନେତା ମନୀଷ ଶୁକ୍ଲାଙ୍କ ହତ୍ୟା ଘଟଣାରେ ପଞ୍ଜାବର ଲୁଧିଆନାରେ ହୋଇଥିବା ଆକ୍ରମଣରେ ଦୁଇଜଣ...

ବଙ୍ଗୋପସାଗରରେ ଭାରତୀୟ ନୌସେନା କ୍ଷେପଣାସ୍ତ୍ର ନିକ୍ଷେପ କରିଛି।

ଭାରତୀୟ ନୌସେନା ଶୁକ୍ରବାର ଦିନ ବଙ୍ଗୋପସାଗରରେ ଏହାର ଗାଇଡ୍ ମିସାଇଲ୍ କର୍ଭେଟ୍ ଆଇଏନଏସ କୋରା ଠାରୁ ଏକ ଆଣ୍ଟି-ଜାହାଜ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି ଯାହା ଭାରତର ଚତୁଃପାର୍ଶ୍ୱରେ...

ରାହୁଲ ଗାନ୍ଧୀ ପିଏମ ମୋଦୀଙ୍କ ଭିଭିଆଇପି ଚପରରେ ସ୍ୱାଇପ୍ ନେଇ ଚୀନ୍ ପ୍ରସଙ୍ଗ ଉଠାଇଛନ୍ତି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଭାରତ-ଚୀନ୍ ସୀମା ବିବାଦ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭିଭିଆଇପି ଚପର ଏବଂ ଉପ-ଶୂନ୍ୟ ଅବସ୍ଥାରେ ରହୁଥିବା ଭାରତୀୟ ସୈନିକଙ୍କ...

ନୂଆଦିଲି,୩୦ା୯: ଚୀନ ସହିତ ଜାରି ଉତ୍ତେଜନା ମଧ୍ୟରେ ଭାରତ ତାର ଶକ୍ତି ବୃଦ୍ଧିକରିବାରେ ଲାଗିଛି । ଏହି କ୍ରମରେ ଦେଶକୁ ବୁଧବାରବଡ ସଫଳତା ମିଳିଛି । ପ୍ରତିରକ୍ଷା ଅନୁସନ୍ଧାନ ବିକାଶ ସଂଗଠନ(ଡିଆରଡିଓ) ବୁଧବାର ବ୍ରହ୍ମୋସ ସୁପରସୋନିକ କ୍ରୁଜ ମିଜାଇଲର ସଫଳ ପରୀକ୍ଷଣ କରିଛି । ଏହି ମିଜାଇଲର ଏହା ଅପଗ୍ରେଡେ ଡ୍ଭର୍ଜନର ପରୀକ୍ଷଣ ଥିଲା । ଏହାର ମାରକ କ୍ଷମତା ବଢାଯାଇ ୪୦୦ କିଲୋମିଟର କରାଯାଇଛି । ଡିଆଡିଓ ଅନୁଯାୟୀ ଏହି ପରୀକ୍ଷଣ ସଂସ୍ଥାରପିଜେ-୧୦ ପ୍ରକଳ୍ପ ଅନ୍ତର୍ଗତରେ କରାଯାଇଛି ।

ବୁଧବାର କ୍ଷେପଣାସ୍ତ୍ରର ପରୀକ୍ଷଣ ଭଦ୍ରକର ଚାନ୍ଦିପୁର ସମନ୍ୱୟ ଘାଟିରୁ କରାଯାଇଛି । ଏହିମିଜାଇଲ ଭାରତର ସାମରିକ ଶକ୍ତିକୁ ଆହୁରି ମଜବୁତ କରିବ । ଏହି କ୍ଷେପଣାସ୍ତ୍ରରେ ବ୍ୟବହୃତ ଏୟାରଫ୍ରେମ ଓ ବୁଷ୍ଟର ସ୍ୱ୍ଦେଶ ନିର୍ମିତ । ବ୍ରହ୍ମୋସର ଅପଗ୍ରେଡେଡ୍ ଭର୍ସନକୁ ଭାରତର ଡିଆରଡିଓ ଓ ରୁଷର ଏନପିଓଏମ ମିଳିତ ଭାବେତିଆରି କରିଛନ୍ତି । ଏହି କ୍ଷେପଣାସ୍ତ୍ର ଯୁଦ୍ଧ ଜାହାଜ,ବୁଡାଜାହାଜ, ଲଢୁଆ ବିମାନ ଓ ଭୂପୃଷ୍ଠରୁ ଭୂପୃଷ୍ଠକୁ ନିକ୍ଷେପ କରାଯାଇ ପାରିବ । ପ୍ରତିରକ୍ଷାମନ୍ତ୍ରୀ ରାଜନାଥ ସିଂହ ଟ୍ୱିଟ୍ କରି ଡିଆରଡିଓର ଏହି ସଫଳ ପରୀକ୍ଷଣ ପାଇଁ ଅଭିନନ୍ଦନ ଜଣାଇଛନ୍ତି । ସୂଚନାଯୋଗ୍ୟ, ବ୍ରହ୍ମୋସ ଏକସୁପରସୋନିକ କ୍ରୁଜ ମିଜାଇଲ ଏହା ସଂପ୍ରତିଭାରତୀୟ ସେନାର ସେବାରେ ନିୟୋଜିତରହିଛି ।

୨୦୦୫ରେ ଆଇଏନଏସ ରାଜପୁତରେ ଭାରତୀୟ ନୌସେନା ଏହି କ୍ଷେପଣାସ୍ତ୍ରକୁ ପ୍ରଥମ ଥର ମୁତୟନ କରାଯାଇଥିଲା । ଭବିଷ୍ୟତରେ ସମସ୍ତ ଯୁଦ୍ଧଜାହାଜରେ କ୍ଷେପଣାସ୍ତ୍ରର ନୂତନ ଅପଗ୍ରେଡେସନର ସୁବିଧା ସହିତ ସାମିଲକରାଯିବ ।ଏହା ପୂର୍ବରୁ ଭାରତୀୟ ସେନା ବ୍ରହ୍ମୋସ କ୍ଷେପଣାସ୍ତ୍ରକୁ ନିଜର ତିନି ରେଜିମେଣ୍ଟରେ ସାମିଲକରିଥିଲା । ଭାରତ କ୍ରମାଗତ ସ୍ୱଦେଶୀ ଓ ବିଦେଶଯୁ୍ଦ୍ଧାସ୍ତ୍ର ସହିତ ସେନାକୁ ମଜବୁତ କରିବାରେ ଜୁଟିଯାଇଛି । ଲଦାଖରେ ଗତ କିଛି ମାସ ହେବ ଯେଉଁଭଳି ଉତ୍ତେଜନା ସ୍ଥିତି ଲାଗି ରହିଛି, ଏମିତି ସମୟରେ ଭାରତକୁ ନୂତନ ହତିଆର ମିଳିବାସେନାର ମନୋବଳକୁ ଆହୁରି ବୃଦ୍ଧି କରିବା ସହିତଶତ୍ରୁକୁ ଚିନ୍ତାରେ ନିଶ୍ଚୟ ପକାଇବ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସି କମଲ ନାଥଙ୍କ ଷ୍ଟାର ପ୍ରଚାରକ ମାନ୍ୟତା ପ୍ରତ୍ୟାହାର କରିନେଲେ।

ଭାରତ ନିର୍ବାଚନ ଆୟୋଗ ଶୁକ୍ରବାର ଦିନ ମଧ୍ୟପ୍ରଦେଶର ୨୮ ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର କରୁଥିବାବେଳେ ମଡେଲ ଆଚରଣ ବିଧି ଉଲ୍ଲଂଘନ କରି କଂଗ୍ରେସ ନେତା କମଲ ନାଥଙ୍କ...

ବଙ୍ଗଳା ବିଜେପି ନେତାଙ୍କ ହତ୍ୟା ଘଟଣାରେ ପଞ୍ଜାବରୁ ୨ ଗିରଫ |

ପଶ୍ଚିମବଙ୍ଗ ପୋଲିସର କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଗୁରୁବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ନେତା ମନୀଷ ଶୁକ୍ଲାଙ୍କ ହତ୍ୟା ଘଟଣାରେ ପଞ୍ଜାବର ଲୁଧିଆନାରେ ହୋଇଥିବା ଆକ୍ରମଣରେ ଦୁଇଜଣ...

ବଙ୍ଗୋପସାଗରରେ ଭାରତୀୟ ନୌସେନା କ୍ଷେପଣାସ୍ତ୍ର ନିକ୍ଷେପ କରିଛି।

ଭାରତୀୟ ନୌସେନା ଶୁକ୍ରବାର ଦିନ ବଙ୍ଗୋପସାଗରରେ ଏହାର ଗାଇଡ୍ ମିସାଇଲ୍ କର୍ଭେଟ୍ ଆଇଏନଏସ କୋରା ଠାରୁ ଏକ ଆଣ୍ଟି-ଜାହାଜ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି ଯାହା ଭାରତର ଚତୁଃପାର୍ଶ୍ୱରେ...

ରାହୁଲ ଗାନ୍ଧୀ ପିଏମ ମୋଦୀଙ୍କ ଭିଭିଆଇପି ଚପରରେ ସ୍ୱାଇପ୍ ନେଇ ଚୀନ୍ ପ୍ରସଙ୍ଗ ଉଠାଇଛନ୍ତି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଭାରତ-ଚୀନ୍ ସୀମା ବିବାଦ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭିଭିଆଇପି ଚପର ଏବଂ ଉପ-ଶୂନ୍ୟ ଅବସ୍ଥାରେ ରହୁଥିବା ଭାରତୀୟ ସୈନିକଙ୍କ...

ଝାଡଖଣ୍ଡରେ ଟ୍ରକ୍ ଓଲଟି ୧୦ଟି ସିଆରପିଏଫ ଯବାନ ଆହତ |

ଶୁକ୍ରବାର ଦିନ ଝାଡଖଣ୍ଡର ଗିରିଡିହ ଜିଲ୍ଲାର କିଛି ବୋଭାଇନ୍ ପ୍ରାଣୀକୁ ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ନିୟନ୍ତ୍ରଣ ହରାଇବାରୁ ଟ୍ରକ୍ ଭାରସାମ୍ୟ ହରାଇ ଦଶଜଣ ସିଆରପିଏଫ କର୍ମଚାରୀ ଆହତ ହୋଇଥିଲେ। ଏହି...