30 C
Bhubaneswar
Sunday, October 25, 2020

ସାମାଜିକ ଦୂରତ୍ୱ ନିୟମ ଖିଲାପକରି ତଣ୍ଡ ଗଣିଲେ ମଦ ଦୋକାନୀ ।

Must read

ଦିଲ୍ଲୀ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲାଯିବ ନାହିଁ ; ସିଏମ୍ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶନିବାର କହିଛନ୍ତି ଯେ କରୋନାଭାଇରସ ମହାମାରୀ ଯୋଗୁଁ ବନ୍ଦ ହୋଇଯାଇଥିବା ଜାତୀୟ ରାଜଧାନୀରେ ଥିବା ସ୍କୁଲଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲିବ ନାହିଁ। ଦିଲ୍ଲୀରେ କରୋନାଭାଇରସ୍...

ଚାଇନା ବିଭିନ୍ନ ସ୍ଥାନରେ ନେପାଳର ଜମିକୁ ବେଆଇନ ଭାବେ ଦଖଲ କରିଛି

ଚୀନ୍ ବେଆଇନ ଭାବେ ନେପାଳର ଜମିକୁ ସାତୋଟି ସୀମାନ୍ତବର୍ତ୍ତୀ ଜିଲ୍ଲା ଉପରେ ବ୍ୟାପିଛି ଏବଂ ଭାରତୀୟ ଗୁପ୍ତଚର ସଂସ୍ଥା ନୂଆଦିଲ୍ଲୀରେ ଏକ ସତର୍କ ସୂଚନା ଦେଇଛନ୍ତି। ଏଜେନ୍ସିଗୁଡିକ ଫ୍ଲାଗ୍ କରିଛନ୍ତି...

ଜାତିସଂଘର ସଫଳତା ପାଇଁ ଭାରତ ଗଭୀର ବିନିଯୋଗ କରିଛି ବୋଲି ଇଏମ୍ ଜୟଶଙ୍କର କହିଛନ୍ତି

ମିଳିତ ଜାତିସଂଘ ପ୍ରତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ ଜୟଶଙ୍କର ଶୁକ୍ରବାର ଦିନ ଆଲୋକପାତ କରିଛନ୍ତି ଏବଂ ଜାତିସଂଘର ସଫଳତା ପାଇଁ ଏହା ଗଭୀର ବିନିଯୋଗ କରିଛି ବୋଲି...

ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇ ଭାରତ ଏବଂ ପୂର୍ବତନ ଉତ୍ତର ଆଲାଇନ୍ସର ନେତା ଅଟ୍ଟା ନୁର ଆଲୋଚନା କରିଛନ୍ତି

ଆଫଗାନିସ୍ତାନର ଜଣେ ବିଶିଷ୍ଟ ରାଜନେତା ତଥା ତାଲିବାନ ବିରୋଧରେ ଉତ୍ତର ଆଲାଇନ୍ସ ପ୍ରତିରୋଧ ଗୋଷ୍ଠୀର ପୂର୍ବତନ ସଦସ୍ୟ ଅଟ୍ଟା ମହମ୍ମଦ ନୁର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ ଏସ...

ମାଲକାନଗିରି,୩୦ା୯-ସମ୍ପ୍ରତି ଅନ ଲକଡାଉନ ୨.୦ସମୟରେ କେନ୍ଦ୍ର ସରକାର ଲାକଡାଉନରେ ଲୋକଙ୍କ ଯାବତୀୟ ଅସୁବିଧାକୁ ହୃଦବୋଧ କରି ଅନଲକ୨.୦ ଜାରିକରିବା ସହ କିଛି କ୍ଷେତ୍ରରେ କଟକଣା ଉଠାଇବା ସହ ଲାକଡାଉନ ନିୟମରେ କୋହଳ ଆଣିଥିଲେ ମଧ୍ୟମାସ୍କ ପରିଧାନ, ସାମାଜିକ ଦୂରତା,ବିବାହ,ସଭା ସମିତିରେ ନିୟମମାନ ସ୍ଥିର କରିଥିଲେ ।

କିନ୍ତୁ ବର୍ତ୍ତମାନଏହାକୁ ବହୁଳ ଭାବରେ ଅଣ ଦେଖାକରୁ ଥିବା ନଜରକୁ ଆସୁଛି । ଏହିଭଳିଏକ ଘଟଣା ଆଜି ମାଲକାନଗିରି ସହରମଧ୍ୟରେ ଥିବା ମଦ ଦୋକାନରେ ଦେଖିବାକୁ ମିଳିଛି ।ଗୁଡ଼ାରେ ଥିବା ବାର-୧ରେ ସବୁବେଳେ ଜନଗହଳି ବିନାମାସ୍କ,

ସାମାଜିକ ଦୂରତ୍ୱରେ ଖିଲାପ ହେଉଥିବା ଅଭିଯୋଗ ହେଉଥିବା ବେଳେ ଆଜି ଖବର ପାଇସବ ଇନ୍ସପେକ୍ଟର ଶୁଭଶ୍ରୀ ଭବାନୀ ଅଚାନକ ଚଢ଼ାଉ କରିବା ସହ ସାମାଜିକ ଦୂରତା ପାଳନ ନ ହେଉଥିବା ଏବଂ ଅନଲାକଡାଉନ୨.୦ ନିୟମ ଖିଲାପକରୁଥିବାରୁ ଉକ୍ତ ମଦଦୋକାନ କୁଟ୫୦୦୦/ ଜୋରିମାନା କରିବା ସହ ଆଗାମୀ ଦିନରେ ଏହିଭଳି ପୁନର୍ବାରଗହଳି ନ କରିବାକୁ ତାଗିଦ କରିଥିଲେ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଦିଲ୍ଲୀ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲାଯିବ ନାହିଁ ; ସିଏମ୍ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶନିବାର କହିଛନ୍ତି ଯେ କରୋନାଭାଇରସ ମହାମାରୀ ଯୋଗୁଁ ବନ୍ଦ ହୋଇଯାଇଥିବା ଜାତୀୟ ରାଜଧାନୀରେ ଥିବା ସ୍କୁଲଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲିବ ନାହିଁ। ଦିଲ୍ଲୀରେ କରୋନାଭାଇରସ୍...

ଚାଇନା ବିଭିନ୍ନ ସ୍ଥାନରେ ନେପାଳର ଜମିକୁ ବେଆଇନ ଭାବେ ଦଖଲ କରିଛି

ଚୀନ୍ ବେଆଇନ ଭାବେ ନେପାଳର ଜମିକୁ ସାତୋଟି ସୀମାନ୍ତବର୍ତ୍ତୀ ଜିଲ୍ଲା ଉପରେ ବ୍ୟାପିଛି ଏବଂ ଭାରତୀୟ ଗୁପ୍ତଚର ସଂସ୍ଥା ନୂଆଦିଲ୍ଲୀରେ ଏକ ସତର୍କ ସୂଚନା ଦେଇଛନ୍ତି। ଏଜେନ୍ସିଗୁଡିକ ଫ୍ଲାଗ୍ କରିଛନ୍ତି...

ଜାତିସଂଘର ସଫଳତା ପାଇଁ ଭାରତ ଗଭୀର ବିନିଯୋଗ କରିଛି ବୋଲି ଇଏମ୍ ଜୟଶଙ୍କର କହିଛନ୍ତି

ମିଳିତ ଜାତିସଂଘ ପ୍ରତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ ଜୟଶଙ୍କର ଶୁକ୍ରବାର ଦିନ ଆଲୋକପାତ କରିଛନ୍ତି ଏବଂ ଜାତିସଂଘର ସଫଳତା ପାଇଁ ଏହା ଗଭୀର ବିନିଯୋଗ କରିଛି ବୋଲି...

ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇ ଭାରତ ଏବଂ ପୂର୍ବତନ ଉତ୍ତର ଆଲାଇନ୍ସର ନେତା ଅଟ୍ଟା ନୁର ଆଲୋଚନା କରିଛନ୍ତି

ଆଫଗାନିସ୍ତାନର ଜଣେ ବିଶିଷ୍ଟ ରାଜନେତା ତଥା ତାଲିବାନ ବିରୋଧରେ ଉତ୍ତର ଆଲାଇନ୍ସ ପ୍ରତିରୋଧ ଗୋଷ୍ଠୀର ପୂର୍ବତନ ସଦସ୍ୟ ଅଟ୍ଟା ମହମ୍ମଦ ନୁର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ ଏସ...

ଅପରିଷ୍କାର ପରିଷ୍କାର ବାୟୁ ପାଇଁ ଡାକରା ଦେଇଥିବାରୁ ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ମନ୍ତବ୍ୟ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତକୁ ପ୍ରଦୂଷିତ ବାୟୁ ସହିତ ଏକ ଅପରିଷ୍କାର ସ୍ଥାନ ବୋଲି ବର୍ଣ୍ଣନା କରିବା ଦ୍ୱାରା ସୋସିଆଲ ମିଡିଆରେ ଜରୁରୀ ପରିଷ୍କାର କାର୍ଯ୍ୟାନୁଷ୍ଠାନ ପାଇଁ ଆହ୍ଵାନ...