22 C
Bhubaneswar
Saturday, October 31, 2020

ନଭେମ୍ବର ୩ରେ ବାଲେଶ୍ୱର ସଦର ଉପନିର୍ବାଚନ

Must read

ଇସି କମଲ ନାଥଙ୍କ ଷ୍ଟାର ପ୍ରଚାରକ ମାନ୍ୟତା ପ୍ରତ୍ୟାହାର କରିନେଲେ।

ଭାରତ ନିର୍ବାଚନ ଆୟୋଗ ଶୁକ୍ରବାର ଦିନ ମଧ୍ୟପ୍ରଦେଶର ୨୮ ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର କରୁଥିବାବେଳେ ମଡେଲ ଆଚରଣ ବିଧି ଉଲ୍ଲଂଘନ କରି କଂଗ୍ରେସ ନେତା କମଲ ନାଥଙ୍କ...

ବଙ୍ଗଳା ବିଜେପି ନେତାଙ୍କ ହତ୍ୟା ଘଟଣାରେ ପଞ୍ଜାବରୁ ୨ ଗିରଫ |

ପଶ୍ଚିମବଙ୍ଗ ପୋଲିସର କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଗୁରୁବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ନେତା ମନୀଷ ଶୁକ୍ଲାଙ୍କ ହତ୍ୟା ଘଟଣାରେ ପଞ୍ଜାବର ଲୁଧିଆନାରେ ହୋଇଥିବା ଆକ୍ରମଣରେ ଦୁଇଜଣ...

ବଙ୍ଗୋପସାଗରରେ ଭାରତୀୟ ନୌସେନା କ୍ଷେପଣାସ୍ତ୍ର ନିକ୍ଷେପ କରିଛି।

ଭାରତୀୟ ନୌସେନା ଶୁକ୍ରବାର ଦିନ ବଙ୍ଗୋପସାଗରରେ ଏହାର ଗାଇଡ୍ ମିସାଇଲ୍ କର୍ଭେଟ୍ ଆଇଏନଏସ କୋରା ଠାରୁ ଏକ ଆଣ୍ଟି-ଜାହାଜ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି ଯାହା ଭାରତର ଚତୁଃପାର୍ଶ୍ୱରେ...

ରାହୁଲ ଗାନ୍ଧୀ ପିଏମ ମୋଦୀଙ୍କ ଭିଭିଆଇପି ଚପରରେ ସ୍ୱାଇପ୍ ନେଇ ଚୀନ୍ ପ୍ରସଙ୍ଗ ଉଠାଇଛନ୍ତି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଭାରତ-ଚୀନ୍ ସୀମା ବିବାଦ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭିଭିଆଇପି ଚପର ଏବଂ ଉପ-ଶୂନ୍ୟ ଅବସ୍ଥାରେ ରହୁଥିବା ଭାରତୀୟ ସୈନିକଙ୍କ...

ବାଲେଶ୍ୱର,୩୦ା୯: ରାଷ୍ଟ୍ରୀୟନିର୍ବାଚନ କମିଶନଙ୍କ ପକ୍ଷରୁ ବାଲେଶ୍ୱର ସଦର ଓ ତିର୍ତ୍ତୋଲ ବିଧାନସଭା ଆସନରଉପ ନିର୍ବାଚନ ପାଇଁ ଆଜି ତାରିଖ ଘୋଷଣା କରାଯିବା ପରେ ବିଭିନ୍ନ ରାଜନୈତିକ ଦଳରେ ତତ୍ପରତା ପ୍ରକାଶ ପାଇଛି । ଉଭୟ ଆସନରେ ଆସନ୍ତା ନଭେମ୍ବର ୩ତାରିଖରେ ମତଦାନ କରଯିବ । ଏନେଇ ଆସନ୍ତା ଅକ୍ଟୋବର ୯ ତାରିରେ ବିଧିବଦ୍ଧ ଭାବେ ବିଜ୍ଞପ୍ତି ପ୍ରକାଶ ପାଇବାକୁ ଥିବା ବେଳେ ଆଜିଠାରୁ ଆଦର୍ଶ ଆଚରଣ ବିଧିଲାଗୁ ହୋଇଥିବା କୁହାଯାଉଛି । ଅକ୍ଟୋବର୧୬ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ଦାଲଖ ଶେଷହେବ, ୧୭ ତାରିଖରେ ପ୍ରାର୍ଥୀପତ୍ର ଯାଞ୍ଚଓ ୧୯ ତାରିଖ ସୁଦ୍ଧା ପ୍ରାର୍ଥୀପତ୍ର ପ୍ରତ୍ୟାହାର, ନଭେମ୍ବର ୩ରେ ମତଦାନଓ ୧୦ ତାରିଖରେ ଭୋଟ ଗଣତି ପାଇଁଦିନ ଧାର୍ଯ୍ୟ ହୋଇଛି ।

ନିର୍ବାଚନକମିଶନଙ୍କ ଏହି ଘୋଷଣାନାମା ବିଭିନ୍ନ ଗଣମାଧ୍ୟମରେ ପ୍ରଚାର ହୋଇଯିବା ପରେ ବାଲେଶ୍ୱର ଜିଲ୍ଲାର ରାଜନୈତିକ ଦଳମାନଙ୍କ ମଧ୍ୟରେ ତତ୍ପରତା ପ୍ରକାଶପାଇଛି । କେଉଁ ଦଳରୁ କିଏ ପ୍ରାର୍ଥୀ ହେବ ସେନେଇ ବିଜେପି ବ୍ୟତୀତ ଅନ୍ୟଦଳ ମାନଙ୍କ ପକ୍ଷରୁ ସୂଚନା ମିଳି ନଥିଲେବି ପ୍ରତ୍ୟେକ ଦଳର କର୍ମୀମାନେ ବେଶ୍ସକ୍ରିୟ ହୋଇ ଉଠିଥିବା ଲକ୍ଷ୍ୟକରାଯାଇଛି । ସଦର ନିର୍ବାଚନ ମଣ୍ଡଳୀର ମୋଟ ଭୋଟର ୨ ଲକ୍ଷ ୨୩ ହଜାର୩୫୭ଙ୍କ ମଧ୍ୟରୁ ୧ଲକ୍ଷ ୧୫ ହଜାର୨୮୨ ଜଣ ପୁରୁଷ ଓ ୧ଲକ୍ଷ ୭ ହଜାର୮୦୩ ଜଣ ମହିଳା ଭୋଟର ଅଛନ୍ତି ।ଗତ ୨୦୧୯ ସାଧାରଣ ନିର୍ବାଚନରେ୭୦.୬୪ ପ୍ରତିଶତ ଭୋଟର ନିଜର ମତସାବ୍ୟସ୍ତ କରିଥିଲେ । ଏଥିରେ ବିଜେପି ପ୍ରାର୍ଥୀ ମଦନ ମୋହନ ଦତ୍ତଙ୍କୁ ସର୍ବାଧିକ୪୭.୧୬ ଅର୍ଥାତ ୭୪ ହଜାର ୮୧୫ଖଣ୍ଡ ଭୋଟ ମିଳିଥିବା ବେଳେ ନିକଟତମ ପ୍ରତିଦ୍ୱନ୍ଦ୍ୱୀ ବିଜେଡି ପ୍ରାର୍ଥୀ ଜୀବନ ପ୍ରଦୀପଦାଶ ୬୧ ହଜାର ୪୦୯ ଖଣ୍ଡ ଅର୍ଥାତ୩୮.୭୧ ପ୍ରତିଶତ ଭୋଟ ପାଇଥିଲେ ।

ଅନ୍ୟପକ୍ଷରେ ତୃତୀୟ ସ୍ଥାନରେ ଥିବା କଂଗ୍ରେସ ପ୍ରାର୍ଥୀ ମାନସ ଦାସପ ଟ୍ଟନାୟକଙ୍କୁ୧୯ ହଜାର, ୭୦୪ ଖଣ୍ଡ ଅର୍ଥାତ୧୨.୪୨ ପ୍ରତିଶତ ଭୋଟ ମିଳିଥିଲା । ବିଜେଡି ପ୍ରାର୍ଥୀ ଜୀବନ ପ୍ରଦୀପ ଦାଶଙ୍କଠାରୁ ୧୩ ହଜାର ୪୦୬ ଖଣ୍ଡ ଅଧିକ ଭୋଟପାଇ ବିଜେପି ପ୍ରାର୍ଥୀ ମଦନ ମୋହନ ଦତ୍ତସଦର ବିଧାୟକ ଭାବେ ନିର୍ବାଚିତ ହୋଇଥିଲେ । ତେବେ ଗତ ସାଧାରଣନିର୍ବାଚନ ତୁଳନାରେ ଚଳିତ ଉପ-ନିର୍ବାଚନରେ ମତଦାନ ହାର ବୃଦ୍ଧି ପାଇବ ବୋଲି ଆଶା କରାଯାଉଛି । ବିଶେଷ କରିଏହି ଉପ ନିର୍ବାଚନରେ ୩ ପ୍ରମୁଖ ଦଳର ଟାଣୁଆ ପ୍ରାର୍ଥୀଙ୍କ ପ୍ରତିଦ୍ୱନ୍ଦ୍ୱିତା ହିଁ ଭୋଟ ହାରବୃଦ୍ଧିରେ ସହାୟକ ହେବ ବୋଲି ଅନୁମାନ କରାଯାଉଛି । ଯାହା ବି ହେଉ ଏହି ଉପନିର୍ବାଚନକୁ ନେଇ ଆଶାୟୀ ପ୍ରାର୍ଥୀ ଓଦଳୀୟ ନେତାଙ୍କ ଅପେକ୍ଷା କର୍ମୀମାନେ ଅଧିକ ତତ୍ପର ହୋଇ ଉଠିଥିବା ଲକ୍ଷ୍ୟକରାଯାଇଛି । କରୋନା ଯୋଗୁଁ ଚଳିତ ବର୍ଷପାର୍ବଣ ଫିକା ପଡ଼ିବାକୁ ଯାଉଥିବା ବେଳେ ବାଲେଶ୍ୱର ସଦର ଉପ-ନିର୍ବାଚନ ଏହାକୁବେଶ୍ ରଙ୍ଗୀନ କରିବ ବୋଲି ଜଣାପଡ଼ିଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସି କମଲ ନାଥଙ୍କ ଷ୍ଟାର ପ୍ରଚାରକ ମାନ୍ୟତା ପ୍ରତ୍ୟାହାର କରିନେଲେ।

ଭାରତ ନିର୍ବାଚନ ଆୟୋଗ ଶୁକ୍ରବାର ଦିନ ମଧ୍ୟପ୍ରଦେଶର ୨୮ ଟି ବିଧାନସଭା ନିର୍ବାଚନମଣ୍ଡଳୀରେ ନିର୍ବାଚନ ପ୍ରଚାର କରୁଥିବାବେଳେ ମଡେଲ ଆଚରଣ ବିଧି ଉଲ୍ଲଂଘନ କରି କଂଗ୍ରେସ ନେତା କମଲ ନାଥଙ୍କ...

ବଙ୍ଗଳା ବିଜେପି ନେତାଙ୍କ ହତ୍ୟା ଘଟଣାରେ ପଞ୍ଜାବରୁ ୨ ଗିରଫ |

ପଶ୍ଚିମବଙ୍ଗ ପୋଲିସର କ୍ରାଇମବ୍ରାଞ୍ଚ ତଦନ୍ତ ବିଭାଗ (ସିଆଇଡି) ଗୁରୁବାର ଦିନ ଭାରତୀୟ ଜନତା ପାର୍ଟି (ବିଜେପି) ନେତା ମନୀଷ ଶୁକ୍ଲାଙ୍କ ହତ୍ୟା ଘଟଣାରେ ପଞ୍ଜାବର ଲୁଧିଆନାରେ ହୋଇଥିବା ଆକ୍ରମଣରେ ଦୁଇଜଣ...

ବଙ୍ଗୋପସାଗରରେ ଭାରତୀୟ ନୌସେନା କ୍ଷେପଣାସ୍ତ୍ର ନିକ୍ଷେପ କରିଛି।

ଭାରତୀୟ ନୌସେନା ଶୁକ୍ରବାର ଦିନ ବଙ୍ଗୋପସାଗରରେ ଏହାର ଗାଇଡ୍ ମିସାଇଲ୍ କର୍ଭେଟ୍ ଆଇଏନଏସ କୋରା ଠାରୁ ଏକ ଆଣ୍ଟି-ଜାହାଜ କ୍ଷେପଣାସ୍ତ୍ରକୁ ସଫଳତାର ସହ ପରୀକ୍ଷଣ କରିଛି ଯାହା ଭାରତର ଚତୁଃପାର୍ଶ୍ୱରେ...

ରାହୁଲ ଗାନ୍ଧୀ ପିଏମ ମୋଦୀଙ୍କ ଭିଭିଆଇପି ଚପରରେ ସ୍ୱାଇପ୍ ନେଇ ଚୀନ୍ ପ୍ରସଙ୍ଗ ଉଠାଇଛନ୍ତି।

କଂଗ୍ରେସ ନେତା ରାହୁଲ ଗାନ୍ଧୀ ଶୁକ୍ରବାର ଦିନ ଭାରତ-ଚୀନ୍ ସୀମା ବିବାଦ ପ୍ରସଙ୍ଗ ଉଠାଇ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀଙ୍କ ଭିଭିଆଇପି ଚପର ଏବଂ ଉପ-ଶୂନ୍ୟ ଅବସ୍ଥାରେ ରହୁଥିବା ଭାରତୀୟ ସୈନିକଙ୍କ...

ଝାଡଖଣ୍ଡରେ ଟ୍ରକ୍ ଓଲଟି ୧୦ଟି ସିଆରପିଏଫ ଯବାନ ଆହତ |

ଶୁକ୍ରବାର ଦିନ ଝାଡଖଣ୍ଡର ଗିରିଡିହ ଜିଲ୍ଲାର କିଛି ବୋଭାଇନ୍ ପ୍ରାଣୀକୁ ବଞ୍ଚାଇବାକୁ ଚେଷ୍ଟା କରୁଥିବାବେଳେ ନିୟନ୍ତ୍ରଣ ହରାଇବାରୁ ଟ୍ରକ୍ ଭାରସାମ୍ୟ ହରାଇ ଦଶଜଣ ସିଆରପିଏଫ କର୍ମଚାରୀ ଆହତ ହୋଇଥିଲେ। ଏହି...