31 C
Bhubaneswar
Friday, October 30, 2020

ଅକ୍ଟୋବର ପହିଲାରୁ ଉପରମୁହାଁ ।

Must read

ବୈଦେଶିକ ମନ୍ତ୍ରଣାଳୟ ସାଉଦିର ଭାରତୀୟ ମାନଚିତ୍ରର ଭୁଲ ଚିତ୍ରକୁ ବିରୋଧ କରିଛି ।

ନୂଆଦିଲ୍ଲୀ: ଗୁରୁବାର ଦିନ ଭାରତ ଏହାର ବାହ୍ୟ ସୀମାକୁ ଭୁଲ ଚିତ୍ରଣ କରି ସାଉଦି କର୍ତ୍ତୃପକ୍ଷଙ୍କ ବିରୋଧରେ ଏକ ପ୍ରତିବାଦ କରିଛି ବୋଲି ଖବର...

ଆତଙ୍କବାଦ ବିରୋଧରେ ଲଢେଇରେ ଫ୍ରାନ୍ସ ସହ ଭାରତ ଛିଡା ହୋଇଛି ।

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଫ୍ରାନ୍ସରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିସର ଏକ ଚର୍ଚ୍ଚ ଭିତରେ ହୋଇଥିବା ଘୃଣ୍ୟ ଆକ୍ରମଣକୁ ଦୃଢ ନିନ୍ଦା...

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...

ଭୁବନେଶ୍ୱର,୧ା୧୦(ନି.ପ୍ର.): ରାଜ୍ୟରେ ଅକ୍ଟୋବର ପହିଲାରୁ ହିଁ କରୋନା ସଂକ୍ରମଣ ଓ ମୃତ୍ୟୁ ଊଦ୍ଧ୍ୱର୍ ମୁହାଁ ହୋଇଛି । ଆଜି କରୋନାରେ ପୁଣି ୧୭ଜଣଙ୍କର ମୃତ୍ୟୁ ଘଟିଥିବାବେଳେ ୩୬୧୫ ଜଣସଂକ୍ରମିତ ହୋଇଛନ୍ତି । ଏହାଫଳରେ ରାଜ୍ୟରେ କରୋନାଜନିତ ମୃତ୍ୟୁ ସଂଖ୍ୟା ୮୫୯କୁ ବୃଦ୍ଧି ପାଇଛିଓ ଆକ୍ରାନ୍ତଙ୍କ ସଂଖ୍ୟା ୨ ଲକ୍ଷ ୨୦ ହଜାର ପାର୍ହୋଇଥିବା ନେଇ ରାଜ୍ୟ ସ୍ୱାସ୍ଥ୍ୟ ଓ ପରିବାର କଲ୍ୟାଣବିଭାଗ ପକ୍ଷରୁ ସୂଚନା ଦିଆଯାଇଛି ।

ଆଜି ଖୋର୍ଦ୍ଧା ଜିଲ୍ଲାରୁ ସର୍ବାଧିକ ୬୭୧ ଚିହ୍ନଟହୋଇଥିବା ବେଳେ ଅନୁଗୁଳରୁ ୧୮୮, ବାଲେଶ୍ୱରରୁ୯୬, ବରଗଡ଼ରୁ ୮୬, ଭଦ୍ରକରୁ ୬୧, ବଲାଙ୍ଗୀରରୁ୮୧, ବେଦ୍ଧରୁ ୨୦, କଟକରୁ ୩୭୧, ଦେବଗଡ଼ରୁ୧୨, ଢେଙ୍କାନାଳରୁ ୬୦, ଗଜପତିରୁ ୨୯, ଗଞ୍ଜାମରୁ୪୨, ଜଗତ୍ସିଂହପୁରରୁ ୮୩, ଯାଜପୁରରୁ ୧୪୪,ଝାରସୁଗୁଡ଼ାରୁ ୧୦୬, କଳାହାଣ୍ଡିରୁ ୧୦୬, କନ୍ଧମାଳରୁ୫୯, କେନ୍ଦ୍ରାପଡ଼ାରୁ ୧୧୯, କେନ୍ଦୁଝରରୁ ୧୦୯, କୋରାପୁଟରୁ ୪୭,ମାଲକାନଗିରିରୁ ୧୨୩, ମୟୂରଭଞ୍ଜରୁ ୧୨୩, ନବରଙ୍ଗପୁରରୁ ୫୭,ନୟାଗଡ଼ରୁ ୬୪, ନୂଆପଡ଼ାରୁ ୬୬, ପୁରୀରୁ ୧୯୭, ରାୟଗଡ଼ାରୁ୩୯, ସମ୍ବଲପୁରରୁ ୭୩, ସୋନପୁରରୁ ୭୦, ସୁନ୍ଦରଗଡ଼ରୁ ୭୩ଜଣ କରୋନା ଆକ୍ରାନ୍ତ ଚିହ୍ନଟ ହୋଇଛନ୍ତି । ଏହାଛଡ଼ା ଷ୍ଟେଟ୍ପୁଲରୁ୨୪୦ ସଂକ୍ରମିତ ଚିହ୍ନଟ ହୋଇଥିବା ଜଣାଯାଇଛି ।

ରାଜ୍ୟରେ ଆଜି ଯେଉଁ ୧୭ ଆକ୍ରାନ୍ତଙ୍କ ମୃତ୍ୟୁ ଘଟଛି ସେମାନଙ୍କମଧ୍ୟରେ ଅଛନ୍ତି ଅନୁଗୁଳରୁ ଜଣେ, ଭୁବନେଶ୍ୱରରୁ ୩ ଜଣ, ଭଦ୍ରକରୁଜଣେ, ବଲାଙ୍ଗୀରରୁ ଜଣେ, ଢେଙ୍କାନାଳରୁ ଜଣେ, କଟକରୁ ୨ ଜଣ,କଳାହାଣ୍ଡିରୁ ଜଣେ, ଜଗତ୍ସିଂହପୁରରୁ ଜଣେ, ଖୋର୍ଦ୍ଧାରୁ ଜଣେ,କେନ୍ଦ୍ରାପଡ଼ାରୁ ଜଣେ, ନୟାଗଡ଼ରୁ ୨ ଜଣ, ରାୟଗଡ଼ରୁ ଜଣେ ଓ ପୁରୀରୁଜଣେୟ ମୃତକମାନଙ୍କ ବୟସ ଯଥାକ୍ରମେ ୪୫, ୬୨, ୮୯, ୬୫,୬୫, ୪୮, ୫୬, ୬୭, ୮୩, ୪୩, ୬୪, ୫୯, ୪୬, ୭୧,୮୬, ୮୦ ଓ ୬୦ । ଏମାନେ ସମସ୍ତେ କୋଭିଡ ହସ୍ପିଟାଲରେ ଚିକିତ୍ସିତ ହେଉଥିବା ବେଳେ ମୃତ୍ୟୁବରଣ କରିଛନ୍ତି । ଏମାନଙ୍କମଧ୍ୟରୁ ୧୧ ଜଣଙ୍କର ପୂର୍ବରୁ ମଧୁମେହ ରୋଗ ସହ ଅନ୍ୟାନ୍ୟ ରୋଗ ମଧ୍ୟ ଥିଲା । ମୃତକମାନଙ୍କ ମଧ୍ୟରେ ଶ୍ୱାସ,ହାଇପରଟେନ୍ସନ ଓ କିଡ୍ନୀ ରୋଗୀ ମଧ୍ୟ ଥିଲେ । ସମୁଦାୟ୧୭ ଜଣ କରୋନା ମୃତକଙ୍କ ମଧ୍ୟରୁ ୧୨ ଜଣ ପୁରୁଷଥିବା ବେଳେ ୫ ଜଣ ମହିଳା ରହିଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବୈଦେଶିକ ମନ୍ତ୍ରଣାଳୟ ସାଉଦିର ଭାରତୀୟ ମାନଚିତ୍ରର ଭୁଲ ଚିତ୍ରକୁ ବିରୋଧ କରିଛି ।

ନୂଆଦିଲ୍ଲୀ: ଗୁରୁବାର ଦିନ ଭାରତ ଏହାର ବାହ୍ୟ ସୀମାକୁ ଭୁଲ ଚିତ୍ରଣ କରି ସାଉଦି କର୍ତ୍ତୃପକ୍ଷଙ୍କ ବିରୋଧରେ ଏକ ପ୍ରତିବାଦ କରିଛି ବୋଲି ଖବର...

ଆତଙ୍କବାଦ ବିରୋଧରେ ଲଢେଇରେ ଫ୍ରାନ୍ସ ସହ ଭାରତ ଛିଡା ହୋଇଛି ।

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଫ୍ରାନ୍ସରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିସର ଏକ ଚର୍ଚ୍ଚ ଭିତରେ ହୋଇଥିବା ଘୃଣ୍ୟ ଆକ୍ରମଣକୁ ଦୃଢ ନିନ୍ଦା...

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...

ପମ୍ପିଓ କହିଛନ୍ତି ଯେ ଧାର୍ମିକ ସ୍ୱାଧୀନତା ପାଇଁ ଚୀନ୍ ‘ସବୁଠାରୁ ବଡ ବିପଦ’।

ଧାର୍ମିକ ସ୍ୱାଧୀନତାର ଭବିଷ୍ୟତ ପାଇଁ ଚୀନ୍ ହେଉଛି ସବୁଠାରୁ ବଡ ବିପଦ ବୋଲି ଆମେରିକାର ବୈଦେଶିକ ସଚିବ ମାଇକ୍ ପୋମ୍ପିଓ ଗୁରୁବାର ଦିନ ଏସିଆ ଗସ୍ତ ସମୟରେ ବେଜିଂ ଉପରେ...