26 C
Bhubaneswar
Wednesday, October 21, 2020

ପାକିସ୍ତାନର ଅସ୍ତ୍ରବିରତି ଉଲ୍ଲଂଘନ ।

Must read

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ଶ୍ରୀନଗର,୧ା୧୦:ପାକିସ୍ତାନ ପକ୍ଷରୁ ସୀମାରେ ପୁଣି ଥରେ ଅସ୍ତ୍ରବିରତି ଉଲ୍ଲଂଘନ ହୋଇଛି । ପାକିସ୍ତାନ ଯବାନ ଭାରତୀୟ ସୈନ୍ୟ ଶିବିରକୁ ନିଶାଣକରି ଗୁଳିମାଡ କରିଛନ୍ତି । ଗୁରୁବାର ସକାଳେ ପାକିସ୍ତାନ ପୁଞ୍ଝ ଜିଲ୍ଲାର କୃଷ୍ଣା ଘାଟି ସେକ୍ଟରରେ ପାକିସ୍ତାନ ସେନା ପ୍ରବଳ ଗୁଳିମାଡ କରିଛନ୍ତି । ଏଥିରେ ଜଣେ ଯବାନ ସହିଦ ହୋଇଛନ୍ତି ।

ଅନ୍ୟ ପଟେ କୁପୱାଡାର ନୌଗାଓଁ ସେକ୍ଟରରେ ପାକିସ୍ତାନ ପକ୍ଷରୁ ହୋଇଥିବା ଗୁଳିମାଡରେ ଦୁଇ ଯବାନ ସହିଦ ହୋଇଥିବା ବେଳେ ଚାରି ଜଣ ଆହତ ହୋଇଛନ୍ତି । ଭାରତ ପକ୍ଷରୁ ପାକିସ୍ତାନ ସେନାକୁ ମଧ୍ୟ ଦୃଢ ଜବାବ ଦିଆଯାଉଛି । ପାକିସ୍ତାନ ତରଫରୁ ଅନେକ ଦିନରୁ ସୀମାରେ ମାହୋଲ ବିଗାଡିବାକୁ ଉଦ୍ୟମଜାରି ରହିଛି ।

ପାକିସ୍ତାନୀ ସେନା ସୀମାରେ କ୍ରମାଗତ ଭାରତୀୟ ଶିବିରକୁ ନିଶାଣ କରିଗୁଳି ବର୍ଷଣ କରୁଛନ୍ତି । ପାକିସ୍ତାନ ପକ୍ଷରୁ ଗୁରୁବାର ସକାଳେ ପୁଞ୍ଝ ଜିଲ୍ଲାର କୃଷ୍ଣାଘାଟିରେ ପ୍ରବଳ ଗୁଳିମାଡ କରାଯାଇଛି ଏଥିରେ ଲାନ୍ସ ନାୟକ କର୍ଣ୍ଣେଲ ସିଂହ ସହିଦହୋଇଛନ୍ତି । ଜଣେ ଆହତ ହୋଇଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ବାଲେଶ୍ୱରରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି ।

ବାଲେଶ୍ୱର,୧୯ା୧୦: ଜିଲ୍ଲାରବିପର୍ଯ୍ୟସ୍ଥ ସ୍ୱାସ୍ଥ୍ୟ ବ୍ୟବସ୍ଥା ବାବଦରେଜିଲ୍ଲାବାସୀ ପ୍ରତିକ୍ଷଣରେ ଚିକ୍ରାର କରୁଥିବାବେଳେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଦୀର୍ଘଦିନ ଧରିବାଲେଶ୍ୱର ସଦର ମହକୁମାରେ ଥାଇମଧ୍ୟ ସ୍ୱାସ୍ଥ୍ୟସେବା ସମ୍ପର୍କରେ ଟିକିଏହେଲେ ଧ୍ୟାନ ନଦେବାକୁ ନେଇ ପ୍ରଶ୍ନଉଠାଇଛି...