28 C
Bhubaneswar
Sunday, September 20, 2020

ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ମୃତ୍ୟୁ

Must read

ସୁରକ୍ଷା ଦେଉଛି ଲିଭିନ୍‍ଗାର୍ଡ ଏଜି

ଦୁବାଇ , ୧୯/୯ (ନିପ୍ର): ଜୀବନ ସ୍ୱାଭାବିକ ହେବା ଆରମ୍ଭ କରିଥିବାବେଳେ ବିଶ୍ୱରଅନ୍ୟତମ ସର୍ବାଧିକ ସମ୍ମାନଜନକ କ୍ରିକେଟ ଲିଗ୍‍ ଇଣ୍ଡିଆନ ପ୍ରିମିୟର ଲିଗ୍‍ (ଆଇପିଏଲ୍)ଚଳିତ ମାସ ୧୯ରୁ ସଂଯୁକ୍ତ ଆରବ...

ଏଆଇସିସି ଦ୍ୱାରା ନିଯୁକ୍ତ ବନ୍ୟା ନିରକ୍ଷଣ ପ୍ରତିନିଧି ଦଳର କେନ୍ଦୁଝର ଗସ୍ତ

ଭୁବନେଶ୍ୱର, ୧୯.୯(ନିପ୍ର): ଏଆଇସିସିଦ୍ୱାରା ଗଠିତ ଟିମ୍ ଆଜି କେଉଁଝରବନ୍ୟାଂଚଳ ଗ୍ରସ୍ତ କରିବା ସହିତକ୍ଷୟକ୍ଷତିର ଆକଳନ କରିବା ପାଇଁ ଗ୍ରସ୍ତକରିଥିଲେ । ଟିମ୍ରେ ଥିବା ପୂର୍ବତନ ପିସିସିସଭାପତି ଶ୍ରୀ ଜୟଦେବ ଜେନା...

ୂତନ କିଆ ସୋନେଟର ଶୁଭାରମ୍ଭ

ଭୁବନେଶ୍ୱର, ୧୯/୯ (ନିପ୍ର): କିଆ ମୋଟର୍ସ ପକ୍ଷରୁ ଏହାର ସର୍ବପ୍ରଥମ ଏସୟୁଭି,ନୂତନ କିଆ ସୋନେଟର ଶୁଭାରମ୍ଭ କରାଯାଇଛି । ଏହି ସୋନେଟ ଏଂଟ୍ରି ସ୍ତରରସ୍କାର୍ଟଷ୍ଟ୍ରିମ ଜି୧.୨ ୫ଏମଟି ଭାରିଆଂଟ ୬,୭୧,୦୦୦ଟଙ୍କାର...

କୋଭିଡ କର୍ମଶାଳା ଉଦ୍ଘାଟିତ

ସୁନ୍ଦରପଦା,୧୯ ।୯(ନି.ପ୍ର): ଗତକାଲିି ହାଇଟେକ ପ୍ଲାଜା ସଭାକକ୍ଷରେ ଭୁବନେଶ୍ୱରଉପକଣ୍ଠ ବିକାଶ ମଞ୍ଚ (ଦକ୍ଷିଣ) ଦ୍ୱାରା ପଂଚାୟତସ୍ତରୀୟ ଏକ କୋଭିଡ କର୍ମଶାଳାଅନୁଷ୍ଠିତ ହୋଇଯାଇଛି । ଜଟଣୀ ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ...

ବ୍ରହ୍ମପୁର,୨୦ା୨(ନି.ପ୍ର): ପୁଅକୁ ନ୍ୟାୟ ଦାବିରେ ବ୍ରହ୍ମପୁର ଜିଲ୍ଲା ପୁଲିସ ମୁଖ୍ୟାଳୟ ପରିସରରେ ଆତ୍ମାହୁତି ଉଦ୍ୟମ କରି ଡାକ୍ତରଖାନାରେ ଚିକିତ୍ସାଧୀନ ଅବସ୍ଥାରେ ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ମୃତ୍ୟୁ ହୋଇଥିବା ଜଣା ଯାଇଛି । ସେ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ମୃତ୍ୟୁବରଣ କରିଥିବାର ସୂଚନା ମିଳିଛି । ସୂଚନାଯୋଗ୍ୟ, ଗତ ମାସ ୨୮ତାରିଖ ଦିନ ବିଜେଡି ନେତ୍ରୀ ମୀନାକ୍ଷୀ ମିଶ୍ରଙ୍କ ଆତ୍ମାହୁତି ଉଦ୍ୟମ ଘଟଣା ରାଜ୍ୟବ୍ୟାପୀ ଆଲୋଡ଼ନ ସୃଷ୍ଟି କରିଥିଲା । ସେ ନିଜ ଦେହରେ କରାସିନି ଢାଳି ଆତ୍ମହତ୍ୟା ଲାଗି ଉଦ୍ୟମ କରିଥିଲେ । ମୀନାକ୍ଷୀଙ୍କ ଅବସ୍ଥା ସଂକଟାପନ୍ନ ହେବାରୁ ତାଙ୍କୁ କଟକର ଏସ୍ ସିବିରେ ତାଙ୍କର ଚିକିତ୍ସା କରାଯାଉ ଥିଲା । ପରେ ଗତ ୧୪ ତାରିଖରେ ତାଙ୍କୁ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଭର୍ତି କରାଯାଇ ଚିକିତ୍ସା ଚାଲିଥିଲା । ତାଙ୍କ ଶରୀରର ପାଖାପାଖି ୯୫ପ୍ରତିଶତ ପୋଡ଼ିଯାଇଥିଲା ଓ ସେ ଆଇ ସିୟୁରେ ମୃତ୍ୟୁ ସହ ସଂଗ୍ରାମ କରୁଥିଲେ । ଏପଟେ ଗିରଫ ହୋଇ ଜେଲ୍ ଯାଇଥିବା ମୀନାକ୍ଷୀ ମିଶ୍ରଙ୍କ ପୁଅ କୃତିବାସ ମିଶ୍ର ଓରଫ୍ ରାଜାଙ୍କୁ ଅନ୍ତରୀଣ ଜାମିନ୍ ମିଳିଥିଲା । ସେପଟେ ପୁଲିସ ରାଜାଙ୍କୁ ଆକ୍ର ମଣ ଘଟଣାରେ ଗିରଫ କରିଥିବା ଅଭିଯୁକ୍ତଙ୍କୁ ଜେଏମ୍‌ଏଫ୍‌ସି କୋର୍ଟରେ ହାଜର କରି ବୟାନ୍ ରେକର୍ଡ କରାଇଥିଲା । ଗତ ୨୮ତାରିଖ ଦିନ ଘଟଣାସ୍ଥଳରେ ଉପସ୍ଥିତ ଜଣେ ଯୁବକ ମଧ୍ୟ କୋର୍ଟରେ ହାଜର ହୋଇ ବୟାନ ଦେଇଥିଲେ ।

ଏଣେ ଆଜି ବିଜେଡି ଜିଲ୍ଲା ମହିଳା ସଭାନେତ୍ରୀ ସଂଘ ମିତ୍ରା ଦଳାଇଙ୍କ ନେତୃତ୍ୱରେ ଏକ ପ୍ରତିନିଧିଦଳ ବ୍ରହ୍ମପୁର ଏସ୍‌ପି ପିନାକ ମିଶ୍ରଙ୍କୁ ସାକ୍ଷାତ କରିଥିଲେ । ସେମାନେ କହିଥିଲେ ଯେ ମୁଖ୍ୟମନ୍ତ୍ରୀ ମହିଳାଙ୍କ ସୁରକ୍ଷାକୁ ଅଧିକ ଗୁରୁତ୍ୱ ଦେଉଛନ୍ତି, ଅଥଚ ଏସ୍‌ପିଙ୍କ କାର୍ଯ୍ୟାଳୟ ପରିସରରେ ଜଣେ ମହିଳା ଆତ୍ମାହୁତି ଉଦ୍ୟମ କଲେ । ମୀନାକ୍ଷୀଙ୍କ ଆତ୍ମାହୁତି ଉଦ୍ୟମ ପାଇଁ ଯେଉଁମାନେ ପରୋକ୍ଷ ଓ ପ୍ରତ୍ୟକ୍ଷ ଭାବେ ଦାୟୀ ସେମାନଙ୍କ ବିରୋଧରେ ଆଇନ ଗତ କାର୍ଯ୍ୟାନୁଷ୍ଠାନ ଗ୍ରହଣ କରା ଯାଉ ବୋଲି ମହିଳା ବିଜେଡି ଦାବି କରିଥିଲା । ଉଲ୍ଲେଖ ଥାଉ କି, ଗତ ୨୮ ତାରିଖରେ ମିନାକ୍ଷୀଙ୍କ ଘର ସମ୍ମୁଖରେ ବାଇକ ପାର୍କିଂକୁ ନେଇ ଗଣ୍ଡଗୋଳ ହୋଇଥିଲା । ଏଥିରେ ତାଙ୍କ ପୁଅ ରାଜା ମିଶ୍ରଙ୍କର ୪ ଜଣଙ୍କ ସହ ଗଣ୍ଡଗୋଳ ହୋଇ ଥିଲା । ଆଉ ଏହାର ଭିଡିଓ ଭାଇ ରାଲ ହେବା ପରେ ଉଭୟ ପକ୍ଷର ଏତଲା କ୍ରମେ ପୁଲିସ ୫ ଜଣଙ୍କୁ ଗିରଫ କରିଥିଲା । ଏନେଇ ଏସପିଙ୍କୁ ଭେଟିବାକୁ ମିନାକ୍ଷୀ ୧୨ ତାରିଖରେ ଏସପିଙ୍କ ଅଫିସକୁ ଯାଇଥିଲେ । ମାତ୍ର ଦୀର୍ଘ ସମୟ ପର୍ଯ୍ୟନ୍ତ ଦେଖା କରିନପାରିବାରୁ ନିଜ ଦେହରେ କିରୋସିନ ଢାଳି ନିଆଁ ଲଗାଇ ଦେଇଥିଲେ ।

ଭୁବନେଶ୍ୱର, ପୁଲିସ ଠାରୁ ନ୍ୟାୟ ନପାଇ ଏସପିଙ୍କ କାର୍ଯ୍ୟା ଳୟ ସମ୍ମୁଖରେ ଦେହରେ ନିଆଁ ଲଗାଇ ଆତ୍ମାହୂତି ଉଦ୍ୟମ କରି ଥିବା ବ୍ରହ୍ମପୁର ବିଜେଡି ନେତ୍ରୀ ମିନାକ୍ଷୀ ମିଶ୍ରଙ୍କ ଚିକିତ୍ସାଧୀନ ଅବସ୍ଥାରେ ମୃତ୍ୟୁ ହୋଇଛି । ଯଦି ସରକାର ଓ ପ୍ରଶାସନ ସଂବେଦନ ଶୀଳ ହୋଇ ସଂପୃକ୍ତ ମହିଳାଙ୍କ ଅଭିଯୋଗ ଶୁଣି ଥାନ୍ତେ ତେବେ ଆଜି ମିନାକ୍ଷାଙ୍କ ମୃତ୍ୟୁ ହୋଇନ ଥାନ୍ତା । ଏଭଳି ଅଭାବନୀୟ ଘଟଣା ପାଇଁ ରାଜ୍ୟସରକାର, ଗୃହ ବିଭଗ ଏବଂ ଜିଲ୍ଲା ପ୍ରଶାସନ ସଂପୂର୍ଣ୍ଣ ଭାବେ ଦାୟୀ ବୋଲି ରାଜ୍ୟ ମହିଳା ମୋର୍ଚ୍ଚା ଭାନେତ୍ରୀ ଶ୍ରୀ ମତୀ ପ୍ରଭାତୀ ପରିଡା ଅଭିଯୋଗ କରିଛନ୍ତି । ବିଜେଡି ନେତ୍ରୀ ପ୍ରଶାସନ ପାଖରୁ ନ୍ୟାୟ ନପାଇ ଆତ୍ମହତ୍ୟା କରି ଜୀବନ ହାରିବା ଘଟଣା ସମଗ୍ର ନାରୀ ଜାତିକୁ ଅପମାନିତ କରିଛି ।

ରାଜ୍ୟ ବିଜେପି ମହିଳା ମୋର୍ଚ୍ଚା ଏହି ଘଟଣା ଶୁଣିବା ପରେ ମର୍ମାହତ ହୋଇଛି । ରାଜ୍ୟସରକାର ନାରୀ ମାନଙ୍କୁ ସୁରକ୍ଷା ଦେବାରେ ଫେଲ୍ ମାରିଛନ୍ତି । ପୀଡିତାଙ୍କ ସମସ୍ୟା ଶୁଣିବା ପାଇଁ ପୋଲିସ ପ୍ରଶାସନ ପାଖରେ ସମୟ ନାହିଁ । ବିଜେଡି ନେତ୍ରୀଙ୍କ କଥା ଯଦି ପ୍ରଶାସନ ଶୁଣୁ ନାହାଁନ୍ତି ତେବେ ୫-ଟି, ମୋ ସରକାରରେ ସାଧାରଣ ଲୋକ କିପରି ନ୍ୟାୟ ପାଉଥିବେ ତାହା ଏହି ଘଟଣାରୁ ସ୍ପଷ୍ଟ ଜଣାପଡୁଛି । ରାଜ୍ୟରେ କୌଣସି ଘଟଣା ଘଟିଲା ପରେ ପୋଲିସ ଉଦାସୀନ ମନୋ ଭାବ ଦେଖାଇବା ଅତ୍ୟନ୍ତ ଦୁର୍ଭାଗ୍ୟ ଜନକ ବୋଲି ଶ୍ରୀମତୀ ପରିଡା କହିଛନ୍ତି । ଥାନାକୁ ଗୋଟେ ନିରୀହ ଲୋକ ଗଲେ ପୋଲିସ ତାଙ୍କ ସହ ଦୁର୍ବ୍ୟବହାର କରୁଛି । କାହା ପାଇଁ ମୋ ସରକାର କାର୍ଯ୍ୟ କରୁଛି ? ବିଜେଡି ଦଳର ନେତ୍ରୀଙ୍କ ମୃତ୍ୟୁ ପରେ ବି ପୂରା ବିଜେଡି ଦଳ ଆଜି ଚୁୁପ୍ ରହିଛି । ଏଭଳି ଘଟଣାରୁ ଜଣାପଡୁଛି କି, ବିଜେଡି କିପରି ନାରୀ ମାନଙ୍କୁ ସମ୍ମାନ ଦେଉଛି । ଏହି ଘଟଣାରେ ମୁଖ୍ୟମନ୍ତ୍ରୀ ତୁରନ୍ତ ହସ୍ତକ୍ଷେପ କରି ଏହାର ଉଚ୍ଚସ୍ତରୀୟ ତଦନ୍ତ ନିର୍ଦ୍ଦେଶ ଦେଇ ଅପରାଧୀ ବିରୁଦ୍ଧରେ ଦୃଢ କାର୍ଯ୍ୟାନୁଷ୍ଠାନ ନେବାକୁ ଶ୍ରୀମତୀ ପରିଡା ଦାବି କରିଛନ୍ତି । ଏହାଦେଖି ସେଠାରେ ଉପସ୍ଥିତ ପୁଲିସ କର୍ମୀ ତାଙ୍କୁ ତୁରନ୍ତ ଉଦ୍ଧାର କରି ମେଡିକାଲିରେ ଭର୍ତି କରିଥିଲେ । ତେବେ ଚିକିତ୍ସାଧିନ ଅବସ୍ଥାରେ ଆଜି ତାଙ୍କର ମୃତ୍ୟୁ ଘଟିଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ସୁରକ୍ଷା ଦେଉଛି ଲିଭିନ୍‍ଗାର୍ଡ ଏଜି

ଦୁବାଇ , ୧୯/୯ (ନିପ୍ର): ଜୀବନ ସ୍ୱାଭାବିକ ହେବା ଆରମ୍ଭ କରିଥିବାବେଳେ ବିଶ୍ୱରଅନ୍ୟତମ ସର୍ବାଧିକ ସମ୍ମାନଜନକ କ୍ରିକେଟ ଲିଗ୍‍ ଇଣ୍ଡିଆନ ପ୍ରିମିୟର ଲିଗ୍‍ (ଆଇପିଏଲ୍)ଚଳିତ ମାସ ୧୯ରୁ ସଂଯୁକ୍ତ ଆରବ...

ଏଆଇସିସି ଦ୍ୱାରା ନିଯୁକ୍ତ ବନ୍ୟା ନିରକ୍ଷଣ ପ୍ରତିନିଧି ଦଳର କେନ୍ଦୁଝର ଗସ୍ତ

ଭୁବନେଶ୍ୱର, ୧୯.୯(ନିପ୍ର): ଏଆଇସିସିଦ୍ୱାରା ଗଠିତ ଟିମ୍ ଆଜି କେଉଁଝରବନ୍ୟାଂଚଳ ଗ୍ରସ୍ତ କରିବା ସହିତକ୍ଷୟକ୍ଷତିର ଆକଳନ କରିବା ପାଇଁ ଗ୍ରସ୍ତକରିଥିଲେ । ଟିମ୍ରେ ଥିବା ପୂର୍ବତନ ପିସିସିସଭାପତି ଶ୍ରୀ ଜୟଦେବ ଜେନା...

ୂତନ କିଆ ସୋନେଟର ଶୁଭାରମ୍ଭ

ଭୁବନେଶ୍ୱର, ୧୯/୯ (ନିପ୍ର): କିଆ ମୋଟର୍ସ ପକ୍ଷରୁ ଏହାର ସର୍ବପ୍ରଥମ ଏସୟୁଭି,ନୂତନ କିଆ ସୋନେଟର ଶୁଭାରମ୍ଭ କରାଯାଇଛି । ଏହି ସୋନେଟ ଏଂଟ୍ରି ସ୍ତରରସ୍କାର୍ଟଷ୍ଟ୍ରିମ ଜି୧.୨ ୫ଏମଟି ଭାରିଆଂଟ ୬,୭୧,୦୦୦ଟଙ୍କାର...

କୋଭିଡ କର୍ମଶାଳା ଉଦ୍ଘାଟିତ

ସୁନ୍ଦରପଦା,୧୯ ।୯(ନି.ପ୍ର): ଗତକାଲିି ହାଇଟେକ ପ୍ଲାଜା ସଭାକକ୍ଷରେ ଭୁବନେଶ୍ୱରଉପକଣ୍ଠ ବିକାଶ ମଞ୍ଚ (ଦକ୍ଷିଣ) ଦ୍ୱାରା ପଂଚାୟତସ୍ତରୀୟ ଏକ କୋଭିଡ କର୍ମଶାଳାଅନୁଷ୍ଠିତ ହୋଇଯାଇଛି । ଜଟଣୀ ବ୍ଲକ ଉନ୍ନୟନ ଅଧିକାରୀ ଶ୍ରୀ...

ଅବସରରେ ବୃକ୍ଷରୋପଣ କାର୍ଯ୍ୟକ୍ରମ

ବ୍ରହ୍ମପୁର,୧୯ ।୯(ନି.ପ୍ର): ପ୍ରଧାନମନ୍ତ୍ରୀନରେନ୍ଦ୍ର ମୋଦିଙ୍କ ଜନ୍ମ ଦିନ ଉପଲକ୍ଷେବିଜେପି ପକ୍ଷରୁ ଆରମ୍ବ ହୋଇଛି ସେବାସପ୍ତାହ । ଏହି ଅବସରରେ ଗାମ ଜିଲ୍ଲାବିଜେପି ପକ୍ଷରୁ ସେବ ସପ୍ତାହ ପାଳନନେଇ ବୃକ୍ଷରୋପଣ କାର୍ଯ୍ୟକ୍ରମ...