31 C
Bhubaneswar
Friday, October 30, 2020

ରାଜ୍ୟ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ ପାରିତ ।

Must read

ଆତଙ୍କବାଦ ବିରୋଧରେ ଲଢେଇରେ ଫ୍ରାନ୍ସ ସହ ଭାରତ ଛିଡା ହୋଇଛି ।

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଫ୍ରାନ୍ସରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିସର ଏକ ଚର୍ଚ୍ଚ ଭିତରେ ହୋଇଥିବା ଘୃଣ୍ୟ ଆକ୍ରମଣକୁ ଦୃଢ ନିନ୍ଦା...

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...

ପମ୍ପିଓ କହିଛନ୍ତି ଯେ ଧାର୍ମିକ ସ୍ୱାଧୀନତା ପାଇଁ ଚୀନ୍ ‘ସବୁଠାରୁ ବଡ ବିପଦ’।

ଧାର୍ମିକ ସ୍ୱାଧୀନତାର ଭବିଷ୍ୟତ ପାଇଁ ଚୀନ୍ ହେଉଛି ସବୁଠାରୁ ବଡ ବିପଦ ବୋଲି ଆମେରିକାର ବୈଦେଶିକ ସଚିବ ମାଇକ୍ ପୋମ୍ପିଓ ଗୁରୁବାର ଦିନ ଏସିଆ ଗସ୍ତ ସମୟରେ ବେଜିଂ ଉପରେ...

ଭୁବନେଶ୍ୱର,୬ା୧୦(ନି.ପ୍ର.): ବହୁ ହଟୋଗଳ ପରେ ଆଜି ବିଧାନସଭାରେ ରାଜ୍ୟ ବିଶ୍ୱବିଦ୍ୟାଳୟ ସଂଶୋଧନ ବିଲ୍ପାରିତ ହୋଇଛି । ବିରୋଧୀଙ୍କ ହୋହଲ୍ଲାଭିତରେ ୪ ଦିନର ଆଲୋଚନା ପରେଗୃହରେ ବିଲ ପାରିତ ହୋଇଛି । ଏନେଇ ବିଜେପି ଓ କଂଗ୍ରେସର ବିଧାୟକମାନେ ବାରମ୍ବାର ହଟ୍ଟଗୋଳ କରିବା ସହ ଏହି ବିଲ୍ପାରିତ ହେଲେ ବିଶ୍ୱବିଦ୍ୟାଳୟ ଗୁଡ଼ିକରେ ଶାସକ ଦଳର ପ୍ରାର୍ଦୁଭାବ ବଢିବ ବୋଲି ବିରୋଧୀ ଅଭିଯୋଗ କରିଥିଲେ । ବିଲକୁକଳା ଆଇନ କହି ବିରୋଧ କରିଥିଲେ କଂଗ୍ରେସର ବରିଷ୍ଠ ନେତା ନରସିଂହ ମିଶ୍ର । ସେପଟେ ବିଲକୁ ନେଇ ଆଲୋଚନା ସମୟରେ ଭାଗ ନେଇନଥିଲା ବିଜେପି । ହେଲେ ଉଚ୍ଚଶିକ୍ଷା ମନ୍ତ୍ରୀ ଅରୁଣ ସାହୁଧ୍ୱନିମତ ସହାୟତାରେ ଏହି ବିଲକୁ ପାରିତ କରିନେଇଛନ୍ତି ।

ଅନ୍ୟପଟେ ବିରୋଧୀଙ୍କ ଅଭିଯୋଗ ରଉତ୍ତର ଦେଇ ଶ୍ରୀ ସାହୁ କହିଛନ୍ତି କି କେନ୍ଦ୍ରଓ ରାଜ୍ୟ ଆଇନ ଭିତରେ କୌଣସି ଦ୍ୱନ୍ଦ୍ୱନାହିଁ । ଅନ୍ୟ ରାଜ୍ୟରେ କୁଳପତି ଚୟନରେ ଯେଉଁ ବ୍ୟବସ୍ଥା ରହିଛି, ଆମ ରାଜ୍ୟରେ ଭିନ୍ନ ସେହି ସବୁ ରାଜ୍ୟ କୁଳପତି ଚୟନରେ ସରକାର ହସ୍ତକ୍ଷେପ କରୁଛନ୍ତି । କିନ୍ତୁ ରାଜ୍ୟରେ ନିରପେକ୍ଷତା ଓ ସ୍ୱଚ୍ଛତା ଭିତରେ କୁଳପତି ଚୟନ କରାଯାଇଥାଏ ।୧୯୮୯ରେ ବିଶ୍ୱବିଦ୍ୟାଳୟ ଆଇନ ହୋଇଥିଲା । ୩୧ ବର୍ଷ ପରେ ଏହାକୁ ପରିବର୍ତ୍ତନ କରାଯାଉଛି । ଆବଶ୍ୟକତା ଦେଖି ଆଇନରେ କିଛିଟା ବଦଳିଛି । ସବୁପରିବର୍ତ୍ତନ ହୋଇନି । ଅଧ୍ୟାପକ ନିଯୁକ୍ତି ଦାୟିତ୍ୱ ଓପିଏସ୍ସିକୁ ଦେବାକୁ ବ୍ୟବସ୍ଥାହୋଇଛି । ଅଧ୍ୟାପକ ନିଯୁକ୍ତି ନେଇ ୩ ଜଣ ସବଜେକ୍ଟ ଏକ୍ସପର୍ଟଙ୍କୁ ଦାୟିତ୍ୱ ଦିଆଆଯିବ । ଅନେକ ପୋଷ୍ଟ ଖାଲି ପଡ଼ିଛି, ପୂରଣ କରିବାପାଇଁ ବ୍ୟବସ୍ଥା ହୋଇଛି ।

ସିଣ୍ଡିକେଟକୁ ଶକ୍ତିଶାଳୀ କରିବାକୁ ସିନେଟ ବ୍ୟବସ୍ଥା ଉଚ୍ଛେଦ ହୋଇଛି । ଅନ୍ୟ ପକ୍ଷରେ ବରିଷ୍ଠ କଂଗ୍ରେସ ବିଧାୟକ ନରସିଂହ ମିଶ୍ର କହିଛନ୍ତି-ଆଜିର ଦିନ ବିଧାନସଭା ଇତିହାସରେ ଅମାବାସ୍ୟାର ଦିନ । ଆଜିର ଦିନ ଏକକଳା ଦିନ, ଏହି ଆଇନ ଏକ କଳା ଆଇନହେବ । ନୂଆ ବିଲ ଦ୍ୱାରା ବିଶ୍ୱବିଦ୍ୟାଳୟର ଅଟୋନୋମି ନଷ୍ଟ ହେବ । ବିଶ୍ୱବିଦ୍ୟାଳୟର କୁଳପତିଙ୍କୁ ରାଜ୍ୟପାଳ ନିଯୁକ୍ତି କରିଥାନ୍ତି । ରାଜ୍ୟପାଳ ନଭେମ୍ବର ୨୦୧୮ରେ ଅଧ୍ୟାପକ ନିଯୁକ୍ତି ଓପିଏସସି ମାଧ୍ୟମରେ କରିବାକୁ ପ୍ରସ୍ତାବ ଦେଇଥିଲେ । ସେହି ଅନୁସାରେ ରାଜ୍ୟସରକାର ବିଲରେ ବ୍ୟବସ୍ଥା କରିଛନ୍ତି । ସିନେଟ ବ୍ୟବସ୍ଥାକୁ ଉଚ୍ଛେଦ କରାଯାଇଛି । ସିଣ୍ଡିକେଟ ବ୍ୟବସ୍ଥାକୁ ଅଧିକ ମଜଭୁତ କରାଯାଇଛି । ଜାତୀୟ ଶିକ୍ଷା ନୀତିକୁ ଅଧିକତର୍ଜମା କରିବାକୁ କମିଟି ଗଠନ ହୋଇଯାଇଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଆତଙ୍କବାଦ ବିରୋଧରେ ଲଢେଇରେ ଫ୍ରାନ୍ସ ସହ ଭାରତ ଛିଡା ହୋଇଛି ।

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଫ୍ରାନ୍ସରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିସର ଏକ ଚର୍ଚ୍ଚ ଭିତରେ ହୋଇଥିବା ଘୃଣ୍ୟ ଆକ୍ରମଣକୁ ଦୃଢ ନିନ୍ଦା...

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...

ପମ୍ପିଓ କହିଛନ୍ତି ଯେ ଧାର୍ମିକ ସ୍ୱାଧୀନତା ପାଇଁ ଚୀନ୍ ‘ସବୁଠାରୁ ବଡ ବିପଦ’।

ଧାର୍ମିକ ସ୍ୱାଧୀନତାର ଭବିଷ୍ୟତ ପାଇଁ ଚୀନ୍ ହେଉଛି ସବୁଠାରୁ ବଡ ବିପଦ ବୋଲି ଆମେରିକାର ବୈଦେଶିକ ସଚିବ ମାଇକ୍ ପୋମ୍ପିଓ ଗୁରୁବାର ଦିନ ଏସିଆ ଗସ୍ତ ସମୟରେ ବେଜିଂ ଉପରେ...

ପାକିସ୍ତାନ ପାଇଁ ଭାରତର ପରବର୍ତ୍ତୀ ଚାର୍ଜ ଡିଫେୟାର ହେବାର ସମ୍ଭାବନା ରହିଛି।

ଗୁରୁବାର ସୂତ୍ରରୁ ପ୍ରକାଶ ଯେ ପାକିସ୍ତାନକୁ ଦେଶର ନୂତନ ଚାର୍ଜ ଡିଫେୟାର ଭାବରେ ଭାରତ ଆଇଏଫଏସ ଅଧିକାରୀ ସୁରେଶ କୁମାରଙ୍କ ନାମ ପ୍ରସ୍ତାବ ଦେଇଛି। ଏହି ରିପୋର୍ଟ ଏକ ଦିନରେ...