25 C
Bhubaneswar
Thursday, October 22, 2020

ଦିଲୀପ ରାୟ ଦୋଷୀ, ୧୪ରେ ଦଣ୍ଡ ଘୋଷଣା ।

Must read

ବ୍ରାଜିଲର ଜାୟର ବୋଲସନାରୋ ଚାଇନାର କୋଭିଡ-୧୯ ଟିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି |

ଖୁବ ଶୀଘ୍ର ଏକ କୋଭିଡ-୧୯ ଟିକା ପ୍ରକାଶ ପାଇବ ବୋଲି ବିଶ୍ୱ ଆଶା କରୁଥିବାବେଳେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଚୀନ୍ ଟିକା...

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ନୂଆଦିଲ୍ଲୀ,୬ା୧୦: କୋଇଲା ବ୍ଲକଅ ।ବଣ୍ଟନ ଦୁର୍ନୀତି ମାମଲାରେ ଦିଲ୍ଲୀରସ୍ୱତନ୍ତ୍ର ସିବିଆଇ କୋର୍ଟ ପୂର୍ବତନ କେନ୍ଦ୍ରକୋଇଲା ରାଷ୍ଟ୍ରମନ୍ତ୍ରୀ ଦିଲୀପ ରାୟଙ୍କୁଦୋଷୀ ସାବ୍ୟସ୍ତ କରିଛନ୍ତି । ଆସନ୍ତାଅକ୍ଟୋବର ୧୪ରେ ତାଙ୍କର ଦଣ୍ଡବିଧାନଘୋଷଣା କରାଯିବ । ଏହା ସହିତ କୋଇଲାଦୁର୍ନୀତିରେ ପ୍ରଥମ ଥର ପାଇଁ ଜଣେପୂର୍ବତନ ମନ୍ତ୍ରୀଙ୍କୁ ଦୋଷୀ ସାବ୍ୟସ୍ତକରାଯାଇଛି । ୧୯୯୯ ମସିହାରେ ଝାଡ଼ଖଣ୍ଡରଏକ କୋଲବ୍ଲକର ଆବଣ୍ଟନରେ ଅନିୟମିତତା ହୋଇଥିବା ସ୍ୱତନ୍ତ୍ରବି·ରପତି ଭରତ ପରାଶର ତାଙ୍କରାୟରେ କହିଛନ୍ତି ।

ସେତେବେଳେଦିଲୀପ କେନ୍ଦ୍ରରେ ଶାସନ କରୁଥିବାଏନଡିଏ ସରକାରରେ କୋଇଲାରାଷ୍ଟ୍ରମନ୍ତ୍ରୀ ଥିଲେ । ଏହି ଦୁର୍ନୀତିମାମଲାରେ ତାଙ୍କର ସଂପୃକ୍ତି ସଂପର୍କରେସିବିଅ ।ଇ ତଦନ୍ତ କରୁଥିଲା ।ସୂଚନାଯୋଗ୍ୟ, ୧୯୯୯ରେଦିଲୀପ କୋଇଲା ରାଷ୍ଟ୍ରମନ୍ତ୍ରୀ ଥିବାବେଳେକାଷ୍ଟ୍ରନ ଟେକନଲୋଜିକୁ ଝାଡ଼ଖଣ୍ଡରଗିରିଡିହସ୍ଥିତ ବ୍ରହ୍ମଡିହ କୋଇଲା ବ୍ଲକଆବଣ୍ଟନ କରାଯାଇଥିଲା । ଏହି ଆବଣ୍ଟନରେ ବ୍ୟାପକ ଅନିୟମିତତା ଅଭିଯୋଗ ଆସିବାପରେ ସିବିଆଇ ଏକ ମାମଲା ରୁଜ୍ଜୁ କରିତଦନ୍ତ ଆରମ୍ଭ କରିଥିଲା ।

ଏହି ମାମଲାରେଦିଲୀପଙ୍କ ସମେତ କୋଇଲା ମନ୍ତ୍ରାଳୟରତକ୍ରାଳୀନ ଅତିରିକ୍ତ ସଚିବ ପ୍ରଦୀପ ବାନାର୍ଜୀ,ଓଏମସି ଉପଦେଷ୍ଟା (ପ୍ରକଳ୍ପ) ନିତ୍ୟାନନ୍ଦଗୌତମ, କାଷ୍ଟ୍ରନ ଟେକନଲୋଜିରନିଦେ୍ର୍ଦଶକ ମହେନ୍ଦ୍ର ଅଗ୍ରୱାଲଙ୍କୁ ମଧ୍ୟଅଦାଲତ ଦୋଷୀ ସାବ୍ୟସ୍ତ କରିଛନ୍ତି । ଏସମସ୍ତଙ୍କ ବିରୋଧରେ ସିବିଅ ।ଇ ତଦନ୍ତକରି ଅ ।ଇପିସିର ଧାରା ୧୨୦-ବି(ଅପରାଧିକ ଷଡଯନ୍ତ୍ର), ଧାରା ୪୨୦(ପ୍ରତାରଣା) ଏବଂ ଧାରା ୪୦୯ (ବିଶ୍ୱାସରଅପରାଧିକ ଉଲ୍ଲଂଘନ)ରେ ·ର୍ଜଫ୍ରେମକରିଥିଲା ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବ୍ରାଜିଲର ଜାୟର ବୋଲସନାରୋ ଚାଇନାର କୋଭିଡ-୧୯ ଟିକାକୁ ପ୍ରତ୍ୟାଖ୍ୟାନ କରିଛନ୍ତି |

ଖୁବ ଶୀଘ୍ର ଏକ କୋଭିଡ-୧୯ ଟିକା ପ୍ରକାଶ ପାଇବ ବୋଲି ବିଶ୍ୱ ଆଶା କରୁଥିବାବେଳେ ବ୍ରାଜିଲର ରାଷ୍ଟ୍ରପତି ଜାୟର ବୋଲସନାରୋ ଘୋଷଣା କରିଛନ୍ତି ଯେ ତାଙ୍କ ସରକାର ଚୀନ୍ ଟିକା...

‘ସମୃଦ୍ଧିର ସମକକ୍ଷ ମୋଦୀ ସରକାର’: ଅମିତ ଶାହା ବୋନସ ଘୋଷଣାକୁ ଶୁଭେଚ୍ଛା ଜଣାଇଛନ୍ତି

କେନ୍ଦ୍ର ଗୃହ କର୍ମଚାରୀଙ୍କ ପାଇଁ ବୋନସ ଘୋଷଣାକୁ କେନ୍ଦ୍ର ଗୃହମନ୍ତ୍ରୀ ଅମିତ ଶାହା ବୁଧବାର ଶୁଭେଚ୍ଛା ଜଣାଇ କହିଛନ୍ତି ଯେ ଏହୀ ଉତ୍ସବ ପୂର୍ବରୁ ସେମାନଙ୍କ ଜୀବନରେ ଆନନ୍ଦ ଆଣିଦେବ।...

ଭାରତ-ଭୁଟାନ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ ପଦକ |

ବ୍ରିଟେନ ଭିତ୍ତିକ ଇନଷ୍ଟିଚ୍ୟୁଟ୍ ଅଫ୍ ସିଭିଲ୍ ଇଞ୍ଜିନିୟର୍ସ ଦ୍ୱାରା ସିଭିଲ୍ ଇଞ୍ଜିନିୟରିଂରେ ଉତ୍କର୍ଷତା ପାଇଁ ଭାରତ-ଭୁଟାନ ଉଦ୍ୟୋଗର ମଙ୍ଗଦେଚୁ ଜଳ ବିଦ୍ୟୁତ୍ ପ୍ରକଳ୍ପ ସମ୍ମାନଜନକ ବ୍ରୁନେଲ୍ ପଦକ ପ୍ରଦାନ କରାଯାଇଛି।...

ପୂର୍ବତନ ବିଜେପି ମନ୍ତ୍ରୀ ଏକନାଥ ଖାଡସେ ଏହି ସପ୍ତାହରେ ଏନସିପିରେ ଯୋଗଦେବେ

ଅସନ୍ତୁଷ୍ଟ ବିଜେପି ନେତା ଏକନାଥ ଖାଡସେ ଶୁକ୍ରବାର ଏନସିପିରେ ଯୋଗଦେବାକୁ ଯାଉଛନ୍ତି। “ଏକନାଥ ଖଡସେ ଆମକୁ ସୂଚନା ଦେଇଛନ୍ତି ଯେ ସେ ବିଜେପିର ସମସ୍ତ ପଦରୁ ଇସ୍ତଫା ଦେଇଛନ୍ତି। ଆମେ...

ଭାରତରେ ୫ଜି ପ୍ରସ୍ତୁତ କରିବାକୁ କ୍ୱାଲକମ୍ ସହିତ ମୁକେଶ ଅମ୍ବାନୀଙ୍କ ଜିଓ ଟିମ୍ ଅପ୍ |

ଭାରତୀୟ ବିଲିୟନେୟାର ମୁକେଶ ଅମ୍ବାନୀଙ୍କ ଜିଓ ପ୍ଲାଟଫର୍ମ ଲିମିଟେଡ୍ କ୍ୱାଲକମ୍ ଇନ୍କୋ ସହିତ ୫ଜି ସମାଧାନର ବିକାଶ ଏବଂ ବ୍ୟବହାରକାରୀଙ୍କ ଦ୍ୱାରା ହାଇ ସ୍ପିଡ୍...