25 C
Bhubaneswar
Monday, October 26, 2020

ଗ୍ୟାସ ଭିତ୍ତିିଭୂମିରେ ୪ ଲକ୍ଷ କୋଟି ପୁଞ୍ଜିନିବେଶ ।

Must read

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଭୁବନେଶ୍ୱର, ୬ା୧୦ ପରିବେଶକୁ ସୁରକ୍ଷିତ ରଖିବା ଲକ୍ଷ୍ୟରେ କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଭିଡିଓ କନଫରେନ୍ସିଂ ଜରିଆରେ ରାଷ୍ଟ୍ର ଉଦେ୍ଦଶ୍ୟରେ ଟୋରେଂଟ୍ ଗ୍ୟାସର ୪୨ଟି କମ୍ପ୍ରେସଡ୍ ନ୍ୟାଚୁରାଲ ଗ୍ୟାସ (ସିଏନଜି) ଏବଂ ୩ଟି ସିଟି ଗେଟ୍ ଷ୍ଟେସନକୁ ଉତ୍ସର୍ଗୀକୃତ କରିଛନ୍ତି । ଦେଶର ଗ୍ୟାସ ଭିତିଭୂମିକୁ ମଜବୁତ୍କରିବା ପାଇଁ ପାଇପ ଲାଇନର ଶିଳାନ୍ୟାସ ଓ ଟର୍ମିନାଲ, ଗାସ କ୍ଷେତ୍ରରେ ୬୦ ବିଲିୟନ ଅର୍ଥାତ୍ ୪ ଲକ୍ଷ କୋଟିରୁ ଉଦ୍ଧ୍ୱର୍ ଟଙ୍କାପୁଞ୍ଜି ନିବେଶ କରାଯାଉଛି ବୋଲି ଏହି ଅବସରରେ ଶ୍ରୀ ପ୍ରଧାନ କହିଛନ୍ତି ।

ଦେଶରେ ସିଟି ଗ୍ୟାସବିତରଣ (ସିଜିଡି) ନେଟୱାର୍କର ସଂପ୍ରସାରଣ ପାଇଁ ୮ ହଜାର କୋଟି ଟଙ୍କା ପୁଞ୍ଜିନିବେଶ କରାଯିବା ନେଇ ଟୋରେଂଟ୍ ପକ୍ଷରୁ ଘୋଷଣା କରାଯାଇଥିବା ବେଳେ ଏହାକୁ ସ୍ୱାଗତ କରିଛନ୍ତି ଶ୍ରୀ ପ୍ରଧାନ ସେ କହିଛନ୍ତି ଯେ ବିଗତ୬ ବର୍ଷରେ ଦେଶରେ ସିଏନଜି ଷ୍ଟେସନ ଦୁଇଗୁଣା ହୋଇଛି ।୨୦୧୪ରେ ଦେଶରେ ୯୩୮ ସିଏନଜି ଷ୍ଟେସନ ଥିବାବେଳେ ଏବେ ତାହାବୃଦ୍ଧି ପାଇ ୨୩୦୦ରେ ପହଁଚିଛି । ସେହିପରି ବହୁତ କମ୍ ସମୟ ମଧ୍ୟରେ ଦେଶରେ ଟେରେଂଟ୍ ପକ୍ଷରୁ ୧୦୦ ସିଏନଜି ଷ୍ଟେସନ ସ୍ଥାପନ କରାଯାଇଛି ।

ଦେଶରେ ପ୍ରାକୃତିକଗ୍ୟାସ ଭିତିଭୂମିକୁ ସଂପ୍ରସାରଣ କରିବାରେ ଟୋରେଂଟ୍ ଗ୍ୟାସର ଉଦ୍ୟମ ପ୍ରଶଂସନୀୟ । ଆଜି ଉତରପ୍ରଦେଶରେ ୧୪ଟି,ମହାରାଷ୍ଟ୍ରରେ ୮ଟି, ଗୁଜୁରାଟରେ ୬ଟି,ପଞ୍ଜାବରେ ୪ଟି, ତେଲେଙ୍ଗାନା ଏବଂରାଜସ୍ଥାନରେ ୫ଟି ଲେଖାଏଁ ସିଏନଜି ଷ୍ଟେସନର ଲୋକାର୍ପଣ କରାଯାଇଛି । ଏହା ବ୍ୟତିତ ଉତରପ୍ରଦେଶ, ମହାରାଷ୍ଟ୍ର ଏବଂ ପଞ୍ଜାବରେ ଗୋଟିଏ ଲେଖାଁଏ ସିଟି ଗେଟ୍ଷ୍ଟେସନ ଲୋକାର୍ପଣ କରାଯାଇଛି । ରାଷ୍ଟ୍ର ଉଦେ୍ଦଶ୍ୟରେ ଉତ୍ସର୍ଗୀକୃତ ସମସ୍ତ ୪୨ଟିସିଏନଜି ଷ୍ଟେସନ ପ୍ରଧାନମନ୍ତ୍ରୀ ନରେନ୍ଦ୍ରମୋଦିଙ୍କ ଦୂରଦୃଷ୍ଟିରେ ଥିବା ଭାରତକୁ ଗ୍ୟାସ ଆଧାରିତ ଅର୍ଥନୀତିରେ ପରିଣତ କରିବାରେ ସହାୟକ ହେବ । ଦେଶ ଗ୍ୟାସ ଆଧାରିତ ଅର୍ଥନୀତି ଦିଗକୁ ଅଗ୍ରସର ହେଉଥିବା ବେଳେ ଏହା ଦେଶର ଅଶୋଧିତ ତୈଳର ନିର୍ଭରତାକୁ ହ୍ରାସ କରିବ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଚୀନ୍ ସୀମା ସାମରିକ ଉପସ୍ଥିତି ବୃଦ୍ଧି କରିଛି, ଲଦାଖ କେବଳ ଟାର୍ଗେଟ ନୁହେଁ ।

ଚୀନ୍ କେବଳ ଷ୍ଟାଣ୍ଡ ଅଫ୍ ସ୍ଥାନ ନୁହେଁ, ପିପୁଲ୍ସ ଲିବରେସନ୍ ଆର୍ମିର ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ ଅଧୀନରେ ଥିବା ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ ସହିତ ଏହାର ସାମରିକ ଭିତ୍ତିଭୂମିକୁ...