26 C
Bhubaneswar
Wednesday, October 21, 2020

ସିଂହଦ୍ୱାର ସମ୍ମୁଖରେ ବରିଷ୍ଠ ସେବାୟତଙ୍କ ଧାରଣା।

Must read

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ପୁରୀ,୬ା୧୦(ନି.ପ୍ର.): ବିଶ୍ୱପ୍ରସିଦ୍ଧଶ୍ରୀମନ୍ଦିର ଖୋଲିବା ଦାବିରେ ସିଂହଦ୍ୱାର ସମ୍ମୁଖରେ ସୁଆର ମହାସୁଆର ନିଯୋଗର ପୂର୍ବତନ ସଭାପତି ତଥା ବରିଷ୍ଠ ସେବାୟତ ଦାମୋଦର ମହାସୁଆର ଧାରଣାରେ ବସିଥିବା ଜଣାଯାଇଛି । ସେତାଙ୍କ ସହଯୋଗୀ ମାନଙ୍କ ସହ ଧାରଣାରେ ବସିଛନ୍ତି । ସେ କହିଛନ୍ତି ଯେ କେନ୍ଦ୍ର ସରକାରମନ୍ଦିର ଖୋଲିବାକୁ ଅନୁମତି ଦେଇସାରିଲେଣି । ଦେଶର ବିଭିନ୍ନ ମନ୍ଦିର ଖୋଲିସାରିଲାଣି । କିନ୍ତୁ ରାଜ୍ୟ ସରକାର କାହିଁକି ମନ୍ଦିର ଖୋଲିବାକୁ ଅନୁମତି ଦେଉନାହାନ୍ତି ବୋଲି ଦାମୋଦର ମହାସୁଆର ପ୍ରଶ୍ନ କରିଛନ୍ତି । ତା’ଛଡ଼ା କରୋନା ସଂକ୍ରମଣ ସମୟରେ ସେବାୟତମାନଙ୍କ ଅବସ୍ଥା ଶୋଚନୀୟ ହୋଇପଡ଼ିଥିବା ହେତୁ ମନ୍ଦିର ଖୋଲାଯିବା ଆବଶ୍ୟକ ବୋଲି ସେ କହିଛନ୍ତି । ଏଣୁକୋଭିଡ୍ କଟକଣା ଭିତରେ ଶ୍ରୀମନ୍ଦିର ଖୋଲିବାକୁ ସେ ଦାବି କରିଛନ୍ତି ।

ଏଣେ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବାଦାବି ନେଇ ପୁଣି ସ୍ୱର ଉଠାଇଛି ଓଡ଼ିଶା ମନ୍ଦିର ସେବାୟତ ସଂଘ । ବାରମ୍ବାର ସରକାରଙ୍କୁ ନିବେଦନ ଓ ଉଚ୍ଚ ନ୍ୟାୟାଳୟର ଦ୍ୱାରସ୍ଥ ହେବା ପରେ ମଧ୍ୟ ସରକାର ମନ୍ଦିର ଖୋଲିବା ନିଷ୍ପତ୍ତିକୁ ଝୁଲାଇ ରଖିବା ଦ୍ୱାରା ସେବାୟତମାନେ ଦୁର୍ଦ୍ଦିନରେ ସମୟ ବିତାଉଛନ୍ତି । ତେଣୁ ଆସନ୍ତା ୭ ତାରିଖରେ ରାଜ୍ୟର ଲକ୍ଷାଧିକ ମନ୍ଦିର ସମ୍ମୁଖରେ ସେବାୟତ ମାନେ ସକାଳ ୯ଟାରେ ଘଣ୍ଟ ବାଡ଼େଇ ଏହାର ପ୍ରତିବାଦ କରିବେ । ଏହାବ୍ୟତୀତ ସେବାୟତଙ୍କ ପରିବାର ସଦସ୍ୟମାନେ ସେମାନଙ୍କ ଘର ସମ୍ମୁଖରେ ଘଣ୍ଟ ବାଡ଼େଇ ଏହାର ପ୍ରତିବାଦ କରିବେ ବୋଲି ଓଡ଼ିଶା ମନ୍ଦିର ସେବାୟତ ସଂଘପକ୍ଷରୁ ସୂଚନା ଦିଆଯାଇଛି । ସଂଘ ପକ୍ଷରୁ କୁହାଯାଇଛି ଯେ,ସର୍ବୋଚ୍ଚ ନ୍ୟାୟାଳୟଙ୍କ ନିଦେ୍ର୍ଦଶ ମତେ ଜୁନ୍୮ ତାରିଖରୁ ସାରା ଦେଶରେ ଧର୍ମାନୁଷ୍ଠାନ ଖୋଲାଯାଇଥିଲେ ହେଁ ରାଜ୍ୟରେ ଏପର୍ଯ୍ୟନ୍ତ ମନ୍ଦିର ଓ ଧର୍ମାନୁଷ୍ଠାନ ବନ୍ଦରହିଛି । ଏନେଇ ସଂଘ ପକ୍ଷରୁ ସଦସ୍ୟମାନେ ଉଚ୍ଚ ନ୍ୟାୟାଳୟକୁ ଯାଇଥିଲେ ।

କଟକଣା ମଧ୍ୟରେ ମନ୍ଦିର ଖୋଲିବାକୁ ନ୍ୟାୟାଳୟ ପକ୍ଷରୁ ନିର୍ଦେଶ ଦିଆଯାଇଥିଲା । ଏନେଇ ଅଗଷ୍ଟ୧୨ରେ ସଂଘର କର୍ମକର୍ତା ଦେବୋତ୍ତର ଆୟୁକ୍ତଙ୍କୁ ବି ଭେଟିଥିଲେୟ ଅଗଷ୍ଟ୨୮ରେ ଆଇନମନ୍ତ୍ରୀ ଓ ଦେବୋତ୍ତର ଆୟୁକ୍ତଙ୍କୁ ସାକ୍ଷାତ କରି ୮ ଦଫା ଦାବିପତ୍ର ଦେବା ସହ ମନ୍ଦିର ଖୋଲିବାକୁ ନିବେଦନ କରିଥିଲେ । ମାତ୍ର ସରକାର ମନ୍ଦିର ଖୋଲିବାକୁ ଅନୁମତିଦେଲେ ନାହିଁ । ଫଳରେ ଦୀର୍ଘ ଦିନ ହେଲେ ଏହି ମନ୍ଦିରରୁ ମିଳୁଥିବା ଦକ୍ଷିଣାରେ ଘରଚଳୁଥିବା ସେବାୟତଙ୍କ ପରିବାର ଦୁର୍ଦ୍ଦିନ ମଧ୍ୟକୁ ଠେଲି ହୋଇଯାଇଛି ତେଣୁ ସରକାରଙ୍କର ମନ୍ଦିର ସଂକ୍ରାନ୍ତ ନିଷ୍ପତ୍ତିର ପ୍ରତିବାଦ ସହ ମନ୍ଦିର ଓ ଧର୍ମାନୁଷ୍ଠାନ ଖୋଲିବାକୁ ନିବେଦନ କରାଯିବ ବୋଲି ସଂଘ ପକ୍ଷରୁ ସୂଚନା ଦିଆଯାଇଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ମେଟ୍ରୋ ମଧ୍ୟରେ ଚେନ୍ନାଇରେ କେଜି ପିଛା ୭୩ ଟଙ୍କା ମୂଲ୍ୟରେ ପିଆଜ ବିକ୍ରି କରାଯାଉଛି |

କେନ୍ଦ୍ର ଉପଭୋକ୍ତା ବ୍ୟାପାର ମନ୍ତ୍ରଣାଳୟର ତଥ୍ୟ ଅନୁଯାୟୀ ମଙ୍ଗଳବାର ଦିନ ଚେନ୍ନାଇରେ ଖୁଚୁରା ପିଆଜ ମୂଲ୍ୟ କିଲୋଗ୍ରାମ ପିଛା ୭୩ ଟଙ୍କାକୁ ବୃଦ୍ଧି ପାଇଛି - ମେଟ୍ରୋ ସହର ମଧ୍ୟରେ...

ପ୍ରଧାନମନ୍ତ୍ରୀ ମୋଦୀ କରୋନାଭାଇରସ୍ ସ୍ଥିତିର ସମୀକ୍ଷା କରିଛନ୍ତି, ଆତ୍ମସନ୍ତୋଷରୁ ସତର୍କ ରହିବାକୁ ଅନୁରୋଧ କରିଛନ୍ତି

ଭାରତୀୟ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ମଙ୍ଗଳବାର ଦିନ ଦେଶରେ କରୋନାଭାଇରସ୍ ସଙ୍କଟର ମାଧ୍ୟାକର୍ଷଣକୁ ପୁନଃସ୍ଥାପିତ କରିଛନ୍ତି ଏବଂ ନବରାତ୍ରୀ ଉତ୍ସବ ଠାରୁ ଆରମ୍ଭ କରି ଉତ୍ସବ ପୂର୍ବରୁ ସତର୍କ ରହିବାକୁ...

ଅକ୍ଟୋବର ୨୧ ରୁ ମହାରାଷ୍ଟ୍ରରେ ମହିଳାମାନେ ସ୍ଥାନୀୟ ଟ୍ରେନରେ ଯାତ୍ରା କରିବାକୁ ଅନୁମତି ଦେଇଥିଲେ |

କେନ୍ଦ୍ର ରେଳମନ୍ତ୍ରୀ ପୀୟୁଷ ଗୋୟଲ ମଙ୍ଗଳବାର କହିଛନ୍ତି ଯେ ଜାତୀୟ ପରିବହନକାରୀ ମହିଳାମାନଙ୍କୁ ଅକ୍ଟୋବର ୨୧ ରୁ ୧୧ ଟା ୩ ଟା ଏବଂ ସନ୍ଧ୍ୟା...

ତାଇୱାନ ସହିତ ଭାରତ ବାଣିଜ୍ୟ କଥାବାର୍ତ୍ତାକୁ ବିଚାର କରେ ।

ତାଇୱାନ ସହିତ ବାଣିଜ୍ୟ ଚୁକ୍ତି ଉପରେ ଆନୁଷ୍ଠାନିକ ଭାବେ ଆଲୋଚନା ଆରମ୍ଭ କରିବାକୁ କେନ୍ଦ୍ର ସରକାରଙ୍କ ମଧ୍ୟରେ ସମର୍ଥନ ବୃଦ୍ଧି ପାଉଛି କାରଣ ଉଭୟ ଗଣତାନ୍ତ୍ରିକ ରାଷ୍ଟ୍ର ଚୀନ୍ ସହ...

ବାଲେଶ୍ୱରରେ ସ୍ୱାସ୍ଥ୍ୟସେବା ବିପର୍ଯ୍ୟସ୍ତ ହୋଇପଡିଛି ।

ବାଲେଶ୍ୱର,୧୯ା୧୦: ଜିଲ୍ଲାରବିପର୍ଯ୍ୟସ୍ଥ ସ୍ୱାସ୍ଥ୍ୟ ବ୍ୟବସ୍ଥା ବାବଦରେଜିଲ୍ଲାବାସୀ ପ୍ରତିକ୍ଷଣରେ ଚିକ୍ରାର କରୁଥିବାବେଳେ ରାଜ୍ୟ ସ୍ୱାସ୍ଥ୍ୟମନ୍ତ୍ରୀ ଦୀର୍ଘଦିନ ଧରିବାଲେଶ୍ୱର ସଦର ମହକୁମାରେ ଥାଇମଧ୍ୟ ସ୍ୱାସ୍ଥ୍ୟସେବା ସମ୍ପର୍କରେ ଟିକିଏହେଲେ ଧ୍ୟାନ ନଦେବାକୁ ନେଇ ପ୍ରଶ୍ନଉଠାଇଛି...