21 C
Bhubaneswar
Monday, January 25, 2021

ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଲୋଚୋନା ଚକ୍ର ।

Must read

ଡେମୋକ୍ରାଟ୍ ମାନେ ପ୍ୟାନେଲ୍ କୁ ସିନେଟର କ୍ରୁଜ୍, ହାୱଲି ଅନୁସଂଧାନ କରିବାକୁ କହିଛନ୍ତି |

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକଙ୍କ ଦ୍ଵାରାଜାନୁଆରୀ ୬ ରେ କ୍ୟାପିଟାଲରେ ହୋଇଥିବା ବିଦ୍ରୋହରେ ସେମାନଙ୍କର ଭୂମିକାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ପାଇଁ ରିପବ୍ଲିକାନ୍...

ଭାରତୀୟ ମହିଳା ଦଳ ପାଇଁ ମଧ୍ୟ ରାହୁଲ ଦ୍ରାବିଡ ଏକ ଦୃଢ କ୍ରିକେଟ୍ ଗଠନ କରିଛନ୍ତି ।

ଅଷ୍ଟ୍ରେଲିଆ :ଅଷ୍ଟ୍ରେଲିଆରେ ଭାରତର ଐତିହସିକକ ଦ୍ୱିତୀୟ ସିଧାସଳଖ ଟେଷ୍ଟ ସିରିଜ୍ ବିଜୟର ଆଲୋକ ଏପର୍ଯ୍ୟନ୍ତ ହ୍ରାସ ପାଇନାହିଁ। ଗବାରେ ଥିବା ଦୁର୍ଗଟି ପ୍ରକୃତରେ ଦ୍ୱିତୀୟ...

ଲାଲଟାନାର ଦଶମ ସଂସ୍କରଣ ଆୟୋଜନ କରେ |

ମାଡାଗାସ୍କର: ଭାରତର ଦୂତାବାସ ଶୁକ୍ରବାର ଦିନ ଏହାର ମାସିକ ସାହିତ୍ୟ କାର୍ଯ୍ୟକ୍ରମ ଲାଲଟାନା ର ଦଶମ ସଂସ୍କରଣର ଆୟୋଜନ କରିଛି | ଏହି କାର୍ଯ୍ୟକ୍ରମରେ ମାଲାଗାସୀ କବିମାନେ ଭାରତୀୟ କବିତାର...

ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ ସ୍ଥଗିତ |

ଭୁବନେଶ୍ବର: ଗତ ୨୧ ଦିନ ମଧ୍ୟରେ ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ କୁ ସ୍ଥଗିତ ରଖାଯାଇଛି ବୋଲି ଶୁକ୍ରବାର ଦିନ ରାଜ୍ୟ ପରିବହନ...

କଟକ,୬ ।୧୦(ନି.ପ୍ର): ସମଗ୍ର ରାଜ୍ୟରେ ଭାଗଚାଷୀଙ୍କୁ ସହଜ ଓ ସୁବିଧାରେ ରୁଣଯୋଗାଇ ଦେବା ନିମନ୍ତେ ନାବାର୍ଡ ସହାୟତାରେ ସରାକରଙ୍କ ପକ୍ଷରୁ ବଳରାମ ଯୋଜୋନ ପ୍ରସ୍ତୃତ କରାଯାଇଛି । ଏହି ଯୋଜୋନରେ ରାଜ୍ୟ ସରକାରଙ୍କ କୃଷି ଓକୃଶକ ସଶକ୍ତିକରଣ ବିଭାଗର ଆତ୍ମା ଭିତ୍ତିଭୂମି ଉପଯୋଗ କରାଯାଇ ୫ଲକ୍ଷ ଭାଗ ଚାଷୀଙ୍କୁ ନେଇ ୧ଲକ୍ଷ ମିଳିତ ଦେୟ ଗୋଷ୍ଠୀ ଗଠନ କରିବାର ଲକ୍ଷ ରଖାଯାଇଛି ଏହି ସମ୍ବନ୍ଧୀୟ ଏକ ଜିଲ୍ଲାସ୍ତରୀୟ ଆଲୋଚନା ଚକ୍ର ଜିଲ୍ଲାପାଳ ଭବାନୀ ଶଙ୍କର ଚୟନୀଙ୍କ ଅଧ୍ୟକ୍ଷତାରେ ଜିଲ୍ଲାପାଙ୍କ ସଦଭାବନା ସଭାଗୃହରେ ଅନୁଷ୍ଠିତ ହୋଇଯାଇଛି ।

ସମସ୍ତ ସମ୍ପୃକ୍ତ ଅଧିକାରୀ, ଜିଲ୍ଲାର ସମସ୍ତ ବ୍ୟାଙ୍କ ମାନଙ୍କ ସହୋଯୋଗରେ ଯୋଜୋନର ଉତ୍ତମ କାର୍ଯକୟରିତା ନିମନ୍ତେ ଚେଷ୍ଟା କରିବା ପାଇଁ ଜିଲ୍ଲାପାଳ ଉପସ୍ଥିତ ସଦସ୍ୟମାନଙ୍କୁ ପରାମର୍ଶ ଦେଇଥିଲେ । ଏହି ବଳରାମ ଯୋଜୋନର କାର୍ଯ୍ୟନୟନ ସମ୍ବନ୍ଧରେ ଜିଲ୍ଲାପାଳଙ୍କ ନିଦେ୍ର୍ଦଶ କ୍ରମେ ଉପସ୍ଥିତ ନାବାର୍ଡର ଅଧିକାରୀ ବିଷଦ ଆଲୋଚନା କରିଥିଲେ । ଏହି ଯୋଜୋନ ମାଧ୍ୟମରେ ଭୂମିହିନ ଚାଷୀ ମିଳିତ ଦେୟ ଗୋଷ୍ଠୀ ଗଠନ କରାଯାଇ ଚାଷ କରୁଥିବା ଫସଲ ନିମନ୍ତେ ଗୋଷ୍ଠୀ ପ୍ରତି ସର୍ବାଧିକ ୧.୬୦ଲକ୍ଷ ତାଙ୍କର ଫସଲ ରୂଣ ଆରବିଆଇ ନିୟମ ଅନୁସାରେ ବିଭିନ୍ନ ବ୍ୟାଙ୍କ ମାନଙ୍କଠାରୁ ଯୋଗାଇ ଦିଆଯିବା ନେଇ ଆଲୋଚନା ହୋଇଥିଲା

ଏଠାରେ ସୂଚନାଯୋଗ୍ୟଯେ, ଚଳିତ ବର୍ଷ ପାଇଁ କଟକ ଜିଲ୍ଲାରେ ୪୭୬୬ ଗୋଟି ମିଳିତ ଦେୟ ଗୋଷ୍ଠୀ ଗଠନ କରି ସେମାନଙ୍କୁ ରୂଣ ଯୋଗାଇଦେବା ନିମନ୍ତେ ଲକ୍ଷ ଧାର୍ଯ୍ୟକରାଯାଇଛି । ଏହି ଆଲୋଚନା ବୈଠକରେ ଅନ୍ୟମାନଙ୍କ ମଧ୍ୟରେ ଅତିରିକ୍ତ ଜିଲ୍ଲାପାଳ ବିଜୟ କୁମାର ଖଣ୍ଡାୟତରାୟ ଜିଲ୍ଲା ଉନ୍ନୟନ ପରିଚାଳକ ନାବାର୍ଡ ଅଧିକାରୀ ଶ୍ରୀ ସିଦ୍ଧାର୍ଥ ଶଙ୍କର ପଣ୍ଡା, ୟୁକୋ ଲିଡ ବ୍ୟାଙ୍କ ଅଧିକାରୀ ଶ୍ରୀ ରାଜେଶକୁମାର ବେହେରା, କୃଷି ଓ ସମବାୟ ବିଭାଗର ଜିଲ୍ଲାସ୍ତରୀୟ ଅଧିକାରୀ, କଟକଓ ବାଙ୍କୀ କେନ୍ଦ୍ର ସମବାୟ ବ୍ୟାଙ୍କର ଅଧିକାରୀ ମାନେ ଉପସ୍ଥିତ ଥିଲେ ।

- Advertisement -ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଲୋଚୋନା ଚକ୍ର  ।

More articles

LEAVE A REPLY

Please enter your comment!
Please enter your name here

- Advertisement -ଜିଲ୍ଲାପାଳଙ୍କ ଅଧ୍ୟକ୍ଷତାରେ ଆଲୋଚୋନା ଚକ୍ର  ।

Latest article

ଡେମୋକ୍ରାଟ୍ ମାନେ ପ୍ୟାନେଲ୍ କୁ ସିନେଟର କ୍ରୁଜ୍, ହାୱଲି ଅନୁସଂଧାନ କରିବାକୁ କହିଛନ୍ତି |

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକଙ୍କ ଦ୍ଵାରାଜାନୁଆରୀ ୬ ରେ କ୍ୟାପିଟାଲରେ ହୋଇଥିବା ବିଦ୍ରୋହରେ ସେମାନଙ୍କର ଭୂମିକାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ପାଇଁ ରିପବ୍ଲିକାନ୍...

ଭାରତୀୟ ମହିଳା ଦଳ ପାଇଁ ମଧ୍ୟ ରାହୁଲ ଦ୍ରାବିଡ ଏକ ଦୃଢ କ୍ରିକେଟ୍ ଗଠନ କରିଛନ୍ତି ।

ଅଷ୍ଟ୍ରେଲିଆ :ଅଷ୍ଟ୍ରେଲିଆରେ ଭାରତର ଐତିହସିକକ ଦ୍ୱିତୀୟ ସିଧାସଳଖ ଟେଷ୍ଟ ସିରିଜ୍ ବିଜୟର ଆଲୋକ ଏପର୍ଯ୍ୟନ୍ତ ହ୍ରାସ ପାଇନାହିଁ। ଗବାରେ ଥିବା ଦୁର୍ଗଟି ପ୍ରକୃତରେ ଦ୍ୱିତୀୟ...

ଲାଲଟାନାର ଦଶମ ସଂସ୍କରଣ ଆୟୋଜନ କରେ |

ମାଡାଗାସ୍କର: ଭାରତର ଦୂତାବାସ ଶୁକ୍ରବାର ଦିନ ଏହାର ମାସିକ ସାହିତ୍ୟ କାର୍ଯ୍ୟକ୍ରମ ଲାଲଟାନା ର ଦଶମ ସଂସ୍କରଣର ଆୟୋଜନ କରିଛି | ଏହି କାର୍ଯ୍ୟକ୍ରମରେ ମାଲାଗାସୀ କବିମାନେ ଭାରତୀୟ କବିତାର...

ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ ସ୍ଥଗିତ |

ଭୁବନେଶ୍ବର: ଗତ ୨୧ ଦିନ ମଧ୍ୟରେ ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ କୁ ସ୍ଥଗିତ ରଖାଯାଇଛି ବୋଲି ଶୁକ୍ରବାର ଦିନ ରାଜ୍ୟ ପରିବହନ...

ଓଡିଶା ମନ୍ତ୍ରୀଙ୍କ ଅବରୋଧିତ ବୋହୂ ନୀରବତା ଭାଙ୍ଗିଛନ୍ତି ।

ଭୁବନେଶ୍ବର: ଓଡିଶା ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ବୋହୂ ଲିପ୍ପା ପ୍ରଧାନ ୨୦୧୬ ମସିହାରୁ ଦୁଇ ବର୍ଷ ପର୍ଯ୍ୟନ୍ତ ଅଫିସରେ...