25 C
Bhubaneswar
Monday, October 26, 2020

ଅବପାତର ରୂପନେବ ଲଘୁଚାପ ।

Must read

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଭୁବନେଶ୍ୱର,୧୦ା୯(ନି.ପ୍ର.): :ବଙ୍ଗୋପସାଗରରେ ସୃଷ୍ଟି ହୋଇଥିବା ଲଘୁଚାପ ଆଜି ଏକ ୱେଲମାର୍କଡ୍ଲଘୁ·ପ କ୍ଷେତ୍ରରେ ପରିଣତ ହୋଇଏବେ ପୂର୍ବକେନ୍ଦ୍ରୀୟ ଓ ଦକ୍ଷିଣ-ପୂର୍ବବଙ୍ଗୋପସାଗର ଉପରେ କେନ୍ଦ୍ରୀଭୂତହୋଇ ରହିଛି । ଆସନ୍ତା ୨୪ ଘଣ୍ଟାରେଏହା ଆହୁରି ଘନୀଭୂତ ହୋଇ ଏକଅବପାତ ବା ଡିପ୍ରେସନରେ ପରିଣତହେବାର ସମ୍ଭାବନା ରହିଛି । ଏହାପଶ୍ଚିମ ଓ ଉତ୍ତର-ପଶ୍ଚିମ ଦିଗରେ ଗତିକରି ଆସନ୍ତା ଅକ୍ଟୋବର ୧୨ ସକାଳେ ଆନ୍ଧ୍ରପ୍ରଦେଶ ଉପକୂଳ ଅତିକ୍ରମ କରିବାର ସମ୍ଭାବନା ରହିଛି ବୋଲି ଆଞ୍ଚଳିକ ପାଣିପାଗ କେନ୍ଦ୍ର, ଭୁବନେଶ୍ୱର ପକ୍ଷରୁ କୁହାଯାଇଛି ।

ଏହି ଲଘୁଚାପ ପ୍ରଭାବରେ ଆସନ୍ତା୧୧ ତାରିଖଠାରୁ ୧୪ ତାରିଖ ପର୍ଯ୍ୟନ୍ତ ଓଡ଼ିଶାର ଅଧିକାଂଶ ଜିଲ୍ଲାରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି । ବିଶେଷକରି ରାଜ୍ୟର ମାଲକାନଗିରି,ଗଜପତି, କୋରାପୁଟ, ରାୟଗଡା,ଗଞ୍ଜାମ, ପୁରୀ, ଜଗତସିଂହପୁର,ବରଗଡ଼, ଝାରସୁଗୁଡା, ସୁନ୍ଦରଗଡ଼ ଓ କେନ୍ଦୁଝର ଜିଲ୍ଲାରେ ପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି । ଏସବୁଜିଲ୍ଲା ପାଇଁ ୟେଲୋ ୱାର୍ଣ୍ଣିଂ ଜାରିକରାଯାଇଛି । ଆସନ୍ତା ୧୨ ତାରିଖରେ ରାଜ୍ୟର ଗଜପତି, ଗଞ୍ଜାମ, ରାୟଗଡ଼ାଓ ପୁରୀ ଓ କୋରାପୁଟ ଜିଲ୍ଲା ପାଇଁ ଅରେଞ୍ଜ ୱାର୍ଣ୍ଣିଂ ଜାରି କରାଯାଇଛି ।

ଅର୍ଥାତ ଏସବୁ ଜିଲ୍ଲାରେ ପ୍ରବଳରୁ ଅତିପ୍ରବଳ ବର୍ଷା ହେବାର ସମ୍ଭାବନା ରହିଛି । ସେହିପରି ମାଲକାନଗିରି, କନ୍ଧମାଳ,ନୟାଗଡ଼, ଖୋର୍ଦ୍ଧା, କଟକ,ଜଗତସିଂହପୁର, କେନ୍ଦ୍ରାପଡ଼ା,ଭଦ୍ରକ ଜିଲ୍ଲାପାଇଁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । କିନ୍ତୁ ଗୁରୁତ୍ୱପୂର୍ଣ୍ଣ କଥା ହେଉଛି ୧୪ତାରିଖ ବେଳକୁ ଏହି ଲଘୁଚାପ ଦୂର୍ବଳହେଉ ହେଉ ଆଉ ଏକ ଲଘୁଚାପ ସୃଷ୍ଟିହେବାର ସମ୍ଭାବନା ଦେଖାଦେଲାଣି । ଏହି ଲଘୁଚାପଟି ଉତ୍ତର ଆଣ୍ଡାମାନ ସାଗର ଅଞ୍ଚଳରେ ସୃଷ୍ଟି ହେବାର ସମ୍ଭାବନା ରହିଛି

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଚୀନ୍ ସୀମା ସାମରିକ ଉପସ୍ଥିତି ବୃଦ୍ଧି କରିଛି, ଲଦାଖ କେବଳ ଟାର୍ଗେଟ ନୁହେଁ ।

ଚୀନ୍ କେବଳ ଷ୍ଟାଣ୍ଡ ଅଫ୍ ସ୍ଥାନ ନୁହେଁ, ପିପୁଲ୍ସ ଲିବରେସନ୍ ଆର୍ମିର ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ ଅଧୀନରେ ଥିବା ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ ସହିତ ଏହାର ସାମରିକ ଭିତ୍ତିଭୂମିକୁ...