26 C
Bhubaneswar
Sunday, October 25, 2020

ନବନିର୍ମାଣ କୃଷକ ସଂଘ ପକ୍ଷରୁ ବିକ୍ଷୋଭ ଚାଲିଛି ।

Must read

ଦିଲ୍ଲୀ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲାଯିବ ନାହିଁ ; ସିଏମ୍ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶନିବାର କହିଛନ୍ତି ଯେ କରୋନାଭାଇରସ ମହାମାରୀ ଯୋଗୁଁ ବନ୍ଦ ହୋଇଯାଇଥିବା ଜାତୀୟ ରାଜଧାନୀରେ ଥିବା ସ୍କୁଲଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲିବ ନାହିଁ। ଦିଲ୍ଲୀରେ କରୋନାଭାଇରସ୍...

ଚାଇନା ବିଭିନ୍ନ ସ୍ଥାନରେ ନେପାଳର ଜମିକୁ ବେଆଇନ ଭାବେ ଦଖଲ କରିଛି

ଚୀନ୍ ବେଆଇନ ଭାବେ ନେପାଳର ଜମିକୁ ସାତୋଟି ସୀମାନ୍ତବର୍ତ୍ତୀ ଜିଲ୍ଲା ଉପରେ ବ୍ୟାପିଛି ଏବଂ ଭାରତୀୟ ଗୁପ୍ତଚର ସଂସ୍ଥା ନୂଆଦିଲ୍ଲୀରେ ଏକ ସତର୍କ ସୂଚନା ଦେଇଛନ୍ତି। ଏଜେନ୍ସିଗୁଡିକ ଫ୍ଲାଗ୍ କରିଛନ୍ତି...

ଜାତିସଂଘର ସଫଳତା ପାଇଁ ଭାରତ ଗଭୀର ବିନିଯୋଗ କରିଛି ବୋଲି ଇଏମ୍ ଜୟଶଙ୍କର କହିଛନ୍ତି

ମିଳିତ ଜାତିସଂଘ ପ୍ରତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ ଜୟଶଙ୍କର ଶୁକ୍ରବାର ଦିନ ଆଲୋକପାତ କରିଛନ୍ତି ଏବଂ ଜାତିସଂଘର ସଫଳତା ପାଇଁ ଏହା ଗଭୀର ବିନିଯୋଗ କରିଛି ବୋଲି...

ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇ ଭାରତ ଏବଂ ପୂର୍ବତନ ଉତ୍ତର ଆଲାଇନ୍ସର ନେତା ଅଟ୍ଟା ନୁର ଆଲୋଚନା କରିଛନ୍ତି

ଆଫଗାନିସ୍ତାନର ଜଣେ ବିଶିଷ୍ଟ ରାଜନେତା ତଥା ତାଲିବାନ ବିରୋଧରେ ଉତ୍ତର ଆଲାଇନ୍ସ ପ୍ରତିରୋଧ ଗୋଷ୍ଠୀର ପୂର୍ବତନ ସଦସ୍ୟ ଅଟ୍ଟା ମହମ୍ମଦ ନୁର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ ଏସ...

ବାଲେଶ୍ୱର,୧୦ା୧୦ କେନ୍ଦ୍ରସରକାରଙ୍କ ପକ୍ଷରୁ ପ୍ରଣୀତ ନୂତନ କୃଷିଆଇନ୍କୁ ବିରୋଧ କରି ନବ ନିର୍ମାଣକୃଷକ ସଂଘ ପକ୍ଷରୁ ଆଜି ବିକ୍ଷୋଭଅନୁଷ୍ଠିତ ହୋଇଯାଇଛି । ଏହିପରିପ୍ରେକ୍ଷୀରେ ସଂଘର କର୍ମକର୍ତ୍ତା ଓସଦସ୍ୟଙ୍କୁ ନେଇ ଏକ ଶୋଭାଯାତ୍ରା ବାଲେଶ୍ୱର ରେଳ ଷ୍ଟେସନଠାରୁ ବାହାରିସହର ପରିକ୍ରମା ସହ ଜିଲ୍ଲାପାଳଙ୍କ କାର୍ଯ୍ୟାଳୟ ସମ୍ମୁଖରେ ପହଞ୍ଚôଥିଲା ।ସେଠାରେ ଆୟୋଜିତ ପ୍ରତିବାଦ କାର୍ଯ୍ୟକ୍ରମରେ ସଂଗଠନର ନବ ନିର୍ମାଣକୃଷକ ସଂଘର କେନ୍ଦ୍ରୀୟ ସଂଯୋଜକଅକ୍ଷୟ କୁମାର ଓ ରାଜ୍ୟ ସଂଯୋଜକ ଶେଷଦେବ ନନ୍ଦ ଯୋଗଦେଇ କେନ୍ଦ୍ରସରକାରଙ୍କ କୃଷକ ମାରଣ ନୀତିକୁ ତୀବ୍ରସମାଲୋଚନା କରିଥିଲେ ।

ଭାରତ ଭଳିକୃଷି ପ୍ରଧାନ ଦେଶରେ ଏବେକମ୍ପାନିରାଜ ଚାଲିଥିବା ବେଳେ ସରକାରକୃଷି ଓ କୃଷକର ବିକାଶ କଥା ସମ୍ପୂର୍ଣ୍ଣଭୁଲି ଯାଇଛନ୍ତି ବୋଲି ସେ କହିଥିଲେ ।ଶିଳ୍ପ କ୍ଷେତ୍ରକୁ ଅହେତୁକ ଅନୁକମ୍ପାଦେଖାଉଥିବା ସରକାର କୃଷି କ୍ଷେତ୍ରକୁକମ୍ପାନି ହାତକୁ ଟେକି ଦେବା ପାଇଁନୂତନ କୃଷି ଆଇନ୍ ପ୍ରଣୟନ କରିଛନ୍ତି ।ତୁରନ୍ତ ଏହି ଆଇନ୍କୁ ରଦ୍ଦ କରାନଗଲେଆଗାମୀ ଦିନରେ ସମଗ୍ର ଦେଶରେକୃଷକ ସମାଜ ତୀବ୍ର ଆନେ୍ଦାଳନକୁଓହ୍ଲାଇବେ ବୋଲି ଅକ୍ଷୟ କୁମାରଚେତାବନୀ ଦେଇଥିଲେ ।

ସଂଗଠନରଜିଲ୍ଲା ସଂଯୋଜକ ପୁରୁଷୋତ୍ତମ ସାହୁ,ରାଜ୍ୟ କାର୍ଯ୍ୟକାରିଣୀ ସଦସ୍ୟ ସଂଗ୍ରାମକିଶୋର, ରଣଜିତ୍ ପଟ୍ଟନାୟକ, ଅଶ୍ୱିନୀଜେନାଙ୍କ ସମେତ ପୂର୍ବତନ ବିଧାୟକଚିତ୍ତ ଷଡ଼ଙ୍ଗୀ ପ୍ରମୁଖ ଏହି ପଥପ୍ରାନ୍ତପ୍ରତିବାଦ ସଭାରେ ଯୋଗଦେଇ ଦେଶରକୃଷି ଓ କୃଷକର ବିକାଶରେ ଅନ୍ତରାୟସୃଷ୍ଟି କରିବାକୁ ଯାଉଥିବା ନୂତନ କୃଷିଆଇନ୍କୁ କେନ୍ଦ୍ର ସରକାର ତୁରନ୍ତ ରଦ୍ଦପାଇଁ ଦାବି କରିଥିଲେ । ଏହି ଅବସରରେସଂଗଠନ ପକ୍ଷରୁ ରାଷ୍ଟ୍ରପତିଙ୍କଉଦେ୍ଦଶ୍ୟରେ ଏକ ସ୍ମାରକପତ୍ରଜିଲ୍ଲାପାଳଙ୍କୁ ପ୍ରଦାନ କରାଯାଇଥିଲା ।ଜିଲ୍ଲାର ବିଭିନ୍ନ ଅଞ୍ଚଳରୁ ବହୁ ଚାଷୀ ଏହିବିକ୍ଷୋଭ କାର୍ଯ୍ୟକ୍ରମରେ ଯୋଗଦେଇଥିଲେ ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଦିଲ୍ଲୀ ବିଦ୍ୟାଳୟଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲାଯିବ ନାହିଁ ; ସିଏମ୍ ଅରବିନ୍ଦ କେଜ୍ରିୱାଲ

ଦିଲ୍ଲୀର ମୁଖ୍ୟମନ୍ତ୍ରୀ ଅରବିନ୍ଦ କେଜ୍ରିୱାଲ ଶନିବାର କହିଛନ୍ତି ଯେ କରୋନାଭାଇରସ ମହାମାରୀ ଯୋଗୁଁ ବନ୍ଦ ହୋଇଯାଇଥିବା ଜାତୀୟ ରାଜଧାନୀରେ ଥିବା ସ୍କୁଲଗୁଡ଼ିକ ବର୍ତ୍ତମାନ ପାଇଁ ଖୋଲିବ ନାହିଁ। ଦିଲ୍ଲୀରେ କରୋନାଭାଇରସ୍...

ଚାଇନା ବିଭିନ୍ନ ସ୍ଥାନରେ ନେପାଳର ଜମିକୁ ବେଆଇନ ଭାବେ ଦଖଲ କରିଛି

ଚୀନ୍ ବେଆଇନ ଭାବେ ନେପାଳର ଜମିକୁ ସାତୋଟି ସୀମାନ୍ତବର୍ତ୍ତୀ ଜିଲ୍ଲା ଉପରେ ବ୍ୟାପିଛି ଏବଂ ଭାରତୀୟ ଗୁପ୍ତଚର ସଂସ୍ଥା ନୂଆଦିଲ୍ଲୀରେ ଏକ ସତର୍କ ସୂଚନା ଦେଇଛନ୍ତି। ଏଜେନ୍ସିଗୁଡିକ ଫ୍ଲାଗ୍ କରିଛନ୍ତି...

ଜାତିସଂଘର ସଫଳତା ପାଇଁ ଭାରତ ଗଭୀର ବିନିଯୋଗ କରିଛି ବୋଲି ଇଏମ୍ ଜୟଶଙ୍କର କହିଛନ୍ତି

ମିଳିତ ଜାତିସଂଘ ପ୍ରତି ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ.ଏସ ଜୟଶଙ୍କର ଶୁକ୍ରବାର ଦିନ ଆଲୋକପାତ କରିଛନ୍ତି ଏବଂ ଜାତିସଂଘର ସଫଳତା ପାଇଁ ଏହା ଗଭୀର ବିନିଯୋଗ କରିଛି ବୋଲି...

ଆଫଗାନିସ୍ତାନରେ ହିଂସା ବୃଦ୍ଧି ପାଇ ଭାରତ ଏବଂ ପୂର୍ବତନ ଉତ୍ତର ଆଲାଇନ୍ସର ନେତା ଅଟ୍ଟା ନୁର ଆଲୋଚନା କରିଛନ୍ତି

ଆଫଗାନିସ୍ତାନର ଜଣେ ବିଶିଷ୍ଟ ରାଜନେତା ତଥା ତାଲିବାନ ବିରୋଧରେ ଉତ୍ତର ଆଲାଇନ୍ସ ପ୍ରତିରୋଧ ଗୋଷ୍ଠୀର ପୂର୍ବତନ ସଦସ୍ୟ ଅଟ୍ଟା ମହମ୍ମଦ ନୁର ଭାରତର ବୈଦେଶିକ ବ୍ୟାପାର ମନ୍ତ୍ରୀ ଡ ଏସ...

ଅପରିଷ୍କାର ପରିଷ୍କାର ବାୟୁ ପାଇଁ ଡାକରା ଦେଇଥିବାରୁ ଡୋନାଲ୍ଡ ଟ୍ରମ୍ପଙ୍କ ଭାରତ ଉପରେ ମନ୍ତବ୍ୟ

ଆମେରିକାର ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ଭାରତକୁ ପ୍ରଦୂଷିତ ବାୟୁ ସହିତ ଏକ ଅପରିଷ୍କାର ସ୍ଥାନ ବୋଲି ବର୍ଣ୍ଣନା କରିବା ଦ୍ୱାରା ସୋସିଆଲ ମିଡିଆରେ ଜରୁରୀ ପରିଷ୍କାର କାର୍ଯ୍ୟାନୁଷ୍ଠାନ ପାଇଁ ଆହ୍ଵାନ...