25 C
Bhubaneswar
Monday, October 26, 2020

ଡିପ୍ରେସନରେ ପରିଣତ ହେଲା ଲଘୁଚାପ ।

Must read

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଭୁବନେଶ୍ୱର,୧୧ା୧୦-ବଙ୍ଗୋପସାଗରରେ ସୃଷ୍ଟ ଲଘୁଚାପ ଡିପ୍ରେସନରେ ପରିଣତ ହୋଇଛି ।ଭାରତୀୟ ପାଣିପାଗ ବିଭାଗ ପକ୍ଷରୁ ଆଜିସକାଳ ୯ଟାରେ ଜାରି କରାଯାଇଥିବା ବୁଲେଟିନରେ ଏହା ଦର୍ଶାଯାଇଛ । ପଶ୍ଚିମକେନ୍ଦ୍ରୀୟ ବଙ୍ଗୋପସାଗରରେ ସୃଷ୍ଟ ଏହିଡିପ୍ରେସନ୍ ବିଶାଖାପାଟଣା ଠାରୁ ୪୩୦ କିଲୋମିଟର ଦକ୍ଷିଣ- ଦକ୍ଷିଣ ପୂର୍ବ ଦିଗରେରହିଛି । ଆସନ୍ତା ୨୪ ଘଣ୍ଟା ଭିତରେ ଏହାଗଭୀର ଅବପାତ ବା ଡିପ୍ ଡିପ୍ରେସନରେପରିଣତ ହୋଇ ପଶ୍ଚିମ, ଉତର-ପଶ୍ଚିମଦିଗରେ ଗତି କରିବ । ଏହାର ପ୍ରଭାବରେ ଦକ୍ଷିଣ ଓଡ଼ିଶାରେ ପ୍ରବଳରୁ ଅତିପ୍ରବଳ ବର୍ଷାହେବାର ସମ୍ଭାବନା ରହିଛି । ୧୨ ତାରିଖ ରାତିରେ ଆନ୍ଧ୍ରପ୍ରଦେଶର ନାରସାପୁର ଓ ବିଶାଖାପାଟଣା ମଧ୍ୟରେଉପକୂଳ ଅତିକ୍ରମ କରିବ । ଏହାର ପ୍ରଭାବରେ ରାଜ୍ୟରେ ତିନିଦିନ ଧରି ବର୍ଷା ଲାଗିରହିବ ।

ଆସନ୍ତାକାଲି ଗଜପତି, ଗଞ୍ଜାମ, ପୁରୀ,ରାୟଗଡ଼ା ଓ କୋରାପୁଟ ଆଦି ୫ଟି ଜିଲ୍ଲାରେପ୍ରବଳରୁ ଅତି ପ୍ରବଳ ବର୍ଷାର ସମ୍ଭାବନାରହିଛି । ଏଥିପାଇଁ ଏସବୁ ଜିଲ୍ଲାକୁ ଅରେଞ୍ଜ ବିଶାଖାପାଟଣାଠାରୁ ୪୩୦ କିମି ଦକ୍ଷିଣ-ପୂର୍ବରେ କେନ୍ଦ୍ରୀଭୂତ ଗୋପାଳପୁରକୁ ୩ ନଂ, ଅନ୍ୟ ବନ୍ଦରକୁ ୧ନମ୍ବର ବିପଦୱାର୍ଣ୍ଣିଂ ଜାରି କରାଯାଇଛି । ସେହିପରି ମାଲକାନଗିରି, କନ୍ଧମାଳ,ନୟାଗଡ଼, ଖୋର୍ଦ୍ଧା, କଟକ, ଜଗତସିଂହପୁର,କେନ୍ଦ୍ରାପଡ଼ା ଓ ଭଦ୍ରକ ଆଦି ଜିଲାରେ ପ୍ରବଳବର୍ଷାର ସମ୍ଭାବନା ଥିବାରୁ ଏସବୁ ଜିଲାକୁ ୟେଲୋ ୱାର୍ଣ୍ଣିଂ ଜାରି କରାଯାଇଛି । ୧୩ତାରିଖରେ ମାଲକାନଗିରି, କୋରାପୁଟ,ନବରଙ୍ଗପୁର, ଗଜପତି ଓ ରାୟଗଡ଼ା ଆଦି ଜିଲ୍ଲାରେ ପ୍ରବଳ ବର୍ଷାର ସମ୍ଭାବନା ଥିବାପାଣିପାଗ ବିଭାଗ ରିପୋର୍ଟରୁ ସୂଚନା ମିଳିଛି ।

ଲଘୁଚାପ ପ୍ରଭାବରେ ଆଜିଠୁ ଦୁଇ ଦିନଯାଏ ଦକ୍ଷିଣ ଓଡ଼ିଶା ଉପକୂଳରେ ଘଣ୍ଟାକୁ୪୫ରୁ ୫୫କିମି ବେଗରେ ପବନ ବହିବାର ସମ୍ଭାବନା ରହିଛି । ଏଥିପାଇଁ ଆସନ୍ତା ୧୩ତାରିଖ ପର୍ଯ୍ୟନ୍ତ ମତ୍ସ୍ୟଜୀବୀମାନଙ୍କୁ ସମୁଦ୍ରକୁ ନଯିବା ପାଇଁ ସତର୍କ କରିଦିଆଯାଇଛି ।ଲଘୁଚାପ ପ୍ରଭାବରେ କିଛି ଜିଲ୍ଲାରେ ପ୍ରବଳବର୍ଷାର ସମ୍ଭାବନା ଥିବାରୁ ଯେକୌଣସିପ୍ରକାର ପରିସ୍ଥିତିର ମୁକାବିଲା ପାଇଁ ଜିଲ୍ଲାପ୍ରଶାସନକୁ ସଜାଗ ରଖିବା ପାଇଁ ସ୍ୱତନ୍ତ୍ରରିଲିଫ କମିଶନର ସବୁ ଜିଲ୍ଲାପାଳଙ୍କୁ ନିର୍ଦେଶଦେଇଛନ୍ତି । ଏଥିସହିତ ପଶ୍ଚିମ କେନ୍ଦ୍ରୀୟ ବଙ୍ଗୋପସାଗର ଅଂଚଳରେ ଥିବା ଅବପାତ ପ୍ରଭାବରେ ଓଡ଼ିଶାର ଗୋପାଳପୁର ବନ୍ଦରକୁ୩ନମ୍ବର ବିପଦ ସଂକେତ ଜାରି ହୋଇଥିବା ବେଳେ ଓଡିଶାର ବାକି ସମସ୍ତ ବନ୍ଦରମାନଙ୍କ ପାଇଁ ୧ନମ୍ବର ବିପଦ ସଂକେତ ଜାରି କରାଯାଇଛି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଇସ୍‌ଲାମୋଫୋବିଆକୁ ବିରୋଧ କରୁଥିବା ଫେସବୁକକୁ ଇମ୍ରାନ ଖାନ ଭାରତକୁ ଟାଣିଛନ୍ତି

ପାକିସ୍ତାନ ପ୍ରଧାନମନ୍ତ୍ରୀ ଇମ୍ରାନ ଖାନ ଫେସବୁକ ସିଇଓ ମାର୍କ ଜୁକରବର୍ଗଙ୍କୁ ଏକ ଚିଠି ଲେଖି ସୋସିଆଲ ନେଟୱାର୍କରେ ଇସଲାମୋଫୋବିୟାକୁ ପ୍ରୋତ୍ସାହିତ କରୁଥିବା ନିଷେଧାଦେଶକୁ ଆହ୍ଵାନ କରିଛନ୍ତି ଏବଂ ଭାରତରେ ପୋଟସଟ...

ଚାଇନା ଏବଂ ପାକିସ୍ତାନ ଯୁଦ୍ଧ ପାଇଁ ତାରିଖ ସ୍ତିର।

ପ୍ରଧାନମନ୍ତ୍ରୀ ମୋଦି ପାକିସ୍ତାନ ଏବଂ ଚୀନ୍ ସହିତ ଯୁଦ୍ଧର ତାରିଖ ସ୍ଥିର କରିସାରିଛନ୍ତି ବୋଲି କହିବା ପରେ ବିଜେପିର ଉତ୍ତରପ୍ରଦେଶ ମୁଖ୍ୟ ସ୍ଵତନ୍ତ୍ର ଦେବ ସିଂ କହିଛନ୍ତି। ଗତ କିଛି...

ଅଧିକ ରାଜସ୍ୱ ପାଇବା ପାଇଁ ପେଟ୍ରୋଲ ଏବଂ ଡିଜେଲ ଭାରତରେ ମହଙ୍ଗା ହୋଇପାରେ |

କୋଭିଡ -୧୯ ମହାମାରୀ ଦ୍ଵାରା ସୃଷ୍ଟି ହୋଇଥିବା ଅର୍ଥନୀତିକ ସଙ୍କଟ ଏବଂ ରାଜସ୍ୱ ଉପରେ ପରବର୍ତ୍ତୀ ଚାପ ପୁଣିଥରେ କେନ୍ଦ୍ରକୁ ପେଟ୍ରୋଲ ଏବଂ ଡିଜେଲ ଉପରେ ଏକ୍ସାଇଜ୍ ଡ୍ୟୁଟି ବଢାଇପାରେ।...

ନଭେମ୍ବର୨ରେ ମୋଦୀ ଭାରତରେ ପୁଞ୍ଜି ବିନିଯୋଗକୁ ଆମନ୍ତ୍ରଣ କରିଛନ୍ତି।

ବିଶେଷ କରି ଭିତ୍ତିଭୂମି କ୍ଷେତ୍ରରେ ଦେଶରେ ଅଧିକ ପୁଞ୍ଜିନିବେଶକୁ ଆକର୍ଷିତ କରିବାର ପ୍ରୟାସର ଏକ ଅଂଶ ଭାବରେ ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ନଭେମ୍ବର ୫ ରେ ଶୀର୍ଷ ବିଶ୍ୱ ପୁଞ୍ଜି...

ଚୀନ୍ ସୀମା ସାମରିକ ଉପସ୍ଥିତି ବୃଦ୍ଧି କରିଛି, ଲଦାଖ କେବଳ ଟାର୍ଗେଟ ନୁହେଁ ।

ଚୀନ୍ କେବଳ ଷ୍ଟାଣ୍ଡ ଅଫ୍ ସ୍ଥାନ ନୁହେଁ, ପିପୁଲ୍ସ ଲିବରେସନ୍ ଆର୍ମିର ୱେଷ୍ଟର୍ଣ୍ଣ ଥିଏଟର କମାଣ୍ଡ ଅଧୀନରେ ଥିବା ଲାଇନ୍ ଅଫ୍ ଆକ୍ଟୁଆଲ୍ କଣ୍ଟ୍ରୋଲ୍ ସହିତ ଏହାର ସାମରିକ ଭିତ୍ତିଭୂମିକୁ...