31 C
Bhubaneswar
Friday, October 30, 2020

ହାଇକୋର୍ଟଙ୍କ ମତାମତକୁ ଅପେକ୍ଷା : ଆଇନ ମନ୍ତ୍ରୀ ।

Must read

ଆତଙ୍କବାଦ ବିରୋଧରେ ଲଢେଇରେ ଫ୍ରାନ୍ସ ସହ ଭାରତ ଛିଡା ହୋଇଛି ।

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଫ୍ରାନ୍ସରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିସର ଏକ ଚର୍ଚ୍ଚ ଭିତରେ ହୋଇଥିବା ଘୃଣ୍ୟ ଆକ୍ରମଣକୁ ଦୃଢ ନିନ୍ଦା...

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...

ପମ୍ପିଓ କହିଛନ୍ତି ଯେ ଧାର୍ମିକ ସ୍ୱାଧୀନତା ପାଇଁ ଚୀନ୍ ‘ସବୁଠାରୁ ବଡ ବିପଦ’।

ଧାର୍ମିକ ସ୍ୱାଧୀନତାର ଭବିଷ୍ୟତ ପାଇଁ ଚୀନ୍ ହେଉଛି ସବୁଠାରୁ ବଡ ବିପଦ ବୋଲି ଆମେରିକାର ବୈଦେଶିକ ସଚିବ ମାଇକ୍ ପୋମ୍ପିଓ ଗୁରୁବାର ଦିନ ଏସିଆ ଗସ୍ତ ସମୟରେ ବେଜିଂ ଉପରେ...

ନୂଆଦିଲ୍ଲୀ,୧୩ା୧୦: ପଶ୍ଚିମଓଡ଼ିଶାରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ଯଶୱନ୍ତସିଂହ କମିଶନର ସୁପାରିସ୍ ଓ ସୁପ୍ରିମ୍ କୋର୍ଟ୨୦୦୦ରେ ଦେଇଥିବା ନିର୍ଦେଶ ଆଧାରରେ ହେବୟ ପ୍ରଚଳିତ ବ୍ୟବସ୍ଥାଅନୁଯାୟୀ ଏଥିପାଇଁ ରାଜ୍ୟ ସରକାରଙ୍କ ସୁପାରିସ ଓ ଏହାଥ ପରେ ହାଇକୋର୍ଟର ମୁଖ୍ୟ ବିଚାରପତି ଏବଂ ରାଜ୍ୟପାଳଙ୍କ ଅନୁମୋଦନ ମଧ୍ୟ ଆବଶ୍ୟକ ପଡ଼ିଥାଏ । ଓଡ଼ିଶାର ପଞ୍ଚିମାଞ୍ଚଳରେ ଏବଂ ଦକ୍ଷିଣାଞ୍ଚଳରେ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠାଲାଗି ବିଧିବଦ୍ଧ ପ୍ରସ୍ତାବ ରାଜ୍ୟ ସରକାରକେନ୍ଦ୍ର ସରକାରଙ୍କ ନିକଟକୁ ପଠାଇଦେଇଛନ୍ତି ।

ନିୟମ ମୁତାବକ କେନ୍ଦ୍ରସରକାର ଏହାକୁ ଓଡ଼ିଶା ହାଇକୋର୍ଟଙ୍କ ନିକଟକୁ ମତାମତ ଲାଗି ପଠାଇଛନ୍ତି ବୋଲିକେନ୍ଦ୍ର ଆଇନ୍ ମନ୍ତ୍ରୀ ରବିଶଙ୍କର ପ୍ରସାଦ ସ୍ପଷ୍ଟକରି ଦେଇଛନ୍ତି । ସାଂସଦ ପ୍ରସନ୍ନ ଆଚାର୍ଯ୍ୟ ସଂସଦର”ଜିରୋ ଆୱାର’ରେ ପଶ୍ଚିମ ଓଡ଼ିଶାରେହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ନେଇ ଏକ ପ୍ରଶ୍ନକରିଥିଲେ । ଏ ପ୍ରସଙ୍ଗରେ ଆଇନ୍ ମନ୍ତ୍ରୀପ୍ରସାଦ ସାଂସଦ ଶ୍ରୀ ଆଚାର୍ଯ୍ୟଙ୍କୁ ଏକ ପତ୍ରଲେଖି ଏ ବିଷୟ ସ୍ପଷ୍ଟ କରି ଦେଇଛନ୍ତି । ନିଜ ପତ୍ରରେ ଆଇନ ମନ୍ତ୍ରୀ ଶ୍ରୀ ପ୍ରସାଦଲେଖିଛନ୍ତି ଯେ ଓଡ଼ିଶା ସରକାର ପଶ୍ଚିମଓଡ଼ିଶା ଓ ଦକ୍ଷିଣ ଓଡ଼ିଶାରେ ହାଇକୋର୍ଟର ଦୁଇଟି ବେଞ୍ଚ ପ୍ରତିଷ୍ଠା ପାଇଁ କେନ୍ଦ୍ର ସରକାରଙ୍କୁ ପ୍ରସ୍ତାବ ଦେଇଥିଲେ । ରାଜ୍ୟ ସରକାରଙ୍କ ନିକଟରୁ ପ୍ରସ୍ତାବ ମିଳିବା ପରେ କେନ୍ଦ୍ରସରକାର ଏ ସଂପର୍କରେ ଓଡ଼ିଶା ହାଇକୋର୍ଟର ପ୍ରଧାନ ବିଚାରପତିଙ୍କୁ ପତ୍ରଲେଖି ତାଙ୍କର ମତାମତ ଲୋଡ଼ିଥିଲେ ।

କିନ୍ତୁଏ ଯାବତ ମାନ୍ୟବର ହାଇକୋର୍ଟଙ୍କ ଠାରୁକେଣସି ଉତ୍ତର ଆସିନାହିଁ । ୨୦୧୯ଜାନୁଆରି ୧୨ ତାରିଖରେ ଓଡ଼ିଶା ରାଜ୍ୟ ସରକାରଙ୍କୁ ମଧ୍ୟ ଏକ ପତ୍ର ଲେଖାଯାଇ ଏ ବାବଦରେ ଅବଗତ କରାଯାଇଛି । କିନ୍ତୁ, ଏ ପ୍ରସଙ୍ଗରେ ରାଜ୍ୟ ସରକାରଙ୍କ ପକ୍ଷରୁ ଏଯାବô କେନ୍ଦ୍ର ସରକାରଙ୍କୁ କିଛି ବି ହେଲେ ଜଣାଯାଇ ନାହିଁ । ହାଇକୋର୍ଟବେଞ୍ଚ ପ୍ରତିଷ୍ଠା ନେଇ ରାଜ୍ୟ ସରକାର କେତେଦୂର ପ୍ରସ୍ତୁତ ଅଛନ୍ତି ଏବଂଏଥିପାଇଁ କ’ଣ ସବୁ ଭିତ୍ତିଭୂମି ଉପଲବ୍ଧ ରହିଛି ସେ ସଂପର୍କରେ ରାଜ୍ୟସରକାର କେନ୍ଦ୍ର ସରକାରଙ୍କ ନିକଟରେ କୌଣସି ତଥ୍ୟ ରଖୁ ନଥିବାରୁ ହାଇକୋର୍ଟ ବେଞ୍ଚ ପ୍ରତିଷ୍ଠା ସମ୍ଭବ ହୋଇପାରୁ ନଥିବା ଆଇନ ମନ୍ତ୍ରୀଶ୍ରୀ ପ୍ରସାଦ ତାଙ୍କ ପତ୍ରରେ ସ୍ପଷ୍ଟ କରି ଦେଇଛନ୍ତି ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଆତଙ୍କବାଦ ବିରୋଧରେ ଲଢେଇରେ ଫ୍ରାନ୍ସ ସହ ଭାରତ ଛିଡା ହୋଇଛି ।

ନୂଆଦିଲ୍ଲୀ:ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦୀ ଗୁରୁବାର ଦିନ ଫ୍ରାନ୍ସରେ ହୋଇଥିବା ଆତଙ୍କବାଦୀ ଆକ୍ରମଣକୁ ନିସର ଏକ ଚର୍ଚ୍ଚ ଭିତରେ ହୋଇଥିବା ଘୃଣ୍ୟ ଆକ୍ରମଣକୁ ଦୃଢ ନିନ୍ଦା...

ପମ୍ପିଓଙ୍କ ଇଣ୍ଡୋ-ପାସିଫିକ୍ ଭ୍ରମଣରେ ଚୀନ୍ ପାଇଁ ଏକ ବାର୍ତ୍ତା, ଭାରତ ପାଇଁ ନିଆଯାଉଛି |

ଟ୍ରମ୍ପ ପ୍ରଶାସନର ଗତ ସପ୍ତାହରେ ଅଫିସରେ କ’ଣ ହୋଇପାରେ, ଆମେରିକାର ବସଚିବ ମାଇକ ପୋମ୍ପିଓ ଏହି ସପ୍ତାହ ଆରମ୍ଭରେ ନୂଆଦିଲ୍ଲୀରେ ଅନୁଷ୍ଠିତ ୨ +...

ଲେବାନନ୍, ଇସ୍ରାଏଲ୍ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ସମାପ୍ତ କରିଛି |

ଲେବାନନ୍ ଏବଂ ଇସ୍ରାଏଲ୍, ତଥାପି ଯୁଦ୍ଧରେ ବୈଷୟିକ ଭାବରେ ଯୁଦ୍ଧରେ ଜାତିସଂଘ ଏବଂ ଆମେରିକାର ତତ୍ତ୍ୱାବଧାନରେ ଗୁରୁବାର ଦିନ ଦ୍ୱିତୀୟ ପର୍ଯ୍ୟାୟ ସାମୁଦ୍ରିକ ସୀମା ଆଲୋଚନାକୁ ବନ୍ଦ କରି ଦେଇଛନ୍ତି।...

ପମ୍ପିଓ କହିଛନ୍ତି ଯେ ଧାର୍ମିକ ସ୍ୱାଧୀନତା ପାଇଁ ଚୀନ୍ ‘ସବୁଠାରୁ ବଡ ବିପଦ’।

ଧାର୍ମିକ ସ୍ୱାଧୀନତାର ଭବିଷ୍ୟତ ପାଇଁ ଚୀନ୍ ହେଉଛି ସବୁଠାରୁ ବଡ ବିପଦ ବୋଲି ଆମେରିକାର ବୈଦେଶିକ ସଚିବ ମାଇକ୍ ପୋମ୍ପିଓ ଗୁରୁବାର ଦିନ ଏସିଆ ଗସ୍ତ ସମୟରେ ବେଜିଂ ଉପରେ...

ପାକିସ୍ତାନ ପାଇଁ ଭାରତର ପରବର୍ତ୍ତୀ ଚାର୍ଜ ଡିଫେୟାର ହେବାର ସମ୍ଭାବନା ରହିଛି।

ଗୁରୁବାର ସୂତ୍ରରୁ ପ୍ରକାଶ ଯେ ପାକିସ୍ତାନକୁ ଦେଶର ନୂତନ ଚାର୍ଜ ଡିଫେୟାର ଭାବରେ ଭାରତ ଆଇଏଫଏସ ଅଧିକାରୀ ସୁରେଶ କୁମାରଙ୍କ ନାମ ପ୍ରସ୍ତାବ ଦେଇଛି। ଏହି ରିପୋର୍ଟ ଏକ ଦିନରେ...