28 C
Bhubaneswar
Saturday, September 26, 2020

ନାମାଙ୍କନଦାଖଲ କଲେ ନବୀନ

Must read

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

ଭୁବନେଶ୍ୱର,୨୩ା୨(ନି.ପ୍ର): ବିଜେଡି ସଭାପତି ପଦ ପାଇଁ ଆଜି ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ନାମାଙ୍କନ ପତ୍ର ଦାଖଲ କରିଛନ୍ତି । ଦଳର ବରିଷ୍ଠ ନେତାଙ୍କ ସହିତ ଭୁବ ନେଶ୍ୱରରେ ଥିବା ଦଳୀୟ କାର୍ଯ୍ୟା ଳୟକୁ ଆସି ସେ ନାମାଙ୍କନ ଦାଖଲ କରିଥିଲେ । ଯେହେତୁ ଏହି ପଦ ପାଇଁ ଆଉ କେହି ପ୍ରତିଦ୍ୱନ୍ଦ୍ୱିତା କରିବେ ନାହିଁ, ତେଣୁ ନବୀନ ପଟ୍ଟ ନାୟକ ନିର୍ଦ୍ୱନ୍ଦ୍ୱରେ ପୁଣି ଥରେ ବିଜେଡି ସଭାପତି ଭାବେ ନିର୍ବାଚିତ ହେବା ଏକପ୍ରକାର ନିଶ୍ଚିତ । ଆସନ୍ତା ୨୬ତାରିଖରେସେବିଧିବଦ୍ଧ ଭାବେ ଅଷ୍ଟମଥର ପାଇଁଦଳର ମୁଖିଆ ଭାବେ ଦାୟିତ୍ୱ ଗ୍ରହଣ କରିବେ ବୋଲି ଜଣାପଡ଼ିଛି । ଆଜି ଦଳର କାର୍ଯ୍ୟକାରିଣୀ ସଦସ୍ୟ ପାଇଁ ୮୦ ଜଣ ନାମାଙ୍କନ ଦାଖଲ କରିଛନ୍ତି । ଏହା ପୂର୍ବରୁ ୨୧ ତାରିଖ ରେ ଦଳର ସାଂଗଠନିକ ଜିଲ୍ଲା ସଭା ପତିଙ୍କ ନାଁ ଘୋଷଣା କରାଯାଇ ଥିଲା ।

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଜିଓ ପକ୍ଷରୁ ‘ଜିଓପୋଷ୍ଟପେଡ୍ ପ୍ଲସ୍’ ଘୋଷଣା

ମୁମ୍ବାଇ / ଭୁବନେଶ୍ୱର ପୋଷ୍ଟପେଡ୍ ସେବାକ୍ଷେତ୍ରରେ ପୁନର୍ବିନ୍ୟାସ ସନ୍ଧାନରେ ଜିଓ ପକ୍ଷରୁଭାରତରେ ପୋଷ୍ଟପେଡ୍ ଗ୍ରାହକଙ୍କ ପାଇଁ ପୂର୍ବରୁକେବେ ଶୁଣାଯାଇନଥିବା ସୁବିଧା ସମ୍ଭାର ସହିତଜିଓ ପୋଷ୍ଟପେଡ୍...

ଆନ୍ତର୍ଜାତିକ ବରିଷ୍ଠ ନାଗରିକ ଦିବସ ପାଇଁ ପ୍ରସ୍ତୁତି ବୈଠକ ।

ବାଲେଶ୍ୱର,୨୩ା୯ ; ବାଲେଶ୍ୱର ସହର ସମେତ ସମଗ୍ରଜିଲ୍ଲାରେ କରୋନା ମହାମାରୀ ଦିନକୁ ଦିନଏହାର କାୟା ବିସ୍ତାର କରିବା ସହିତଆକ୍ରାନ୍ତଙ୍କ ସଂଖ୍ୟା ଏବେ ସାଢ଼େ ସାତହଜାରରେ ପହଞ୍ଚôଥିବାରୁ ଜିଲ୍ଲା ବରିଷ୍ଠନାଗରିକ ମଞ୍ଚ...

ତହସିଲଦାରଙ୍କ ଚଢଉରେ ଅମାନିଆ ସାବାଡ଼: ଜୋରିମାନା ଆଦାୟ।

.ନିରାକାରପୁର,୨୩/୯: ଗଞ୍ଜାମପରେ ଦିନକୁ ଦିନ ଖୋର୍ଦ୍ଧା ଜିଲ୍ଲାରେକରୋନା ପଜେଟିଭ ସଂକ୍ରମଣ ହୁହୁହୋଇ ବଢିଚାଲିଥିବାରୁ ଜିଲ୍ଲା ପ୍ରଶାସନସରକାରଙ୍କ ନିଦେ୍ର୍ଦଶରେ କିପରି ଏହାରପ୍ରତିରୋଧ କରାଯାଇ ପାରିବସେଥିପାଇଁ ଆପ୍ରାଣ...

ଉପ-ନିର୍ବାଚନ ପ୍ରାର୍ଥୀ ଚୟନ ଚକ୍ରବ୍ୟହୁରେ ବିଜେଡି ।

ବାଲେଶ୍ୱର,୨୩ା୯: ବାଲେଶ୍ୱର ସଦରବିଧାନସଭା ଆସନ ପାଇଁ ଉପ-ନିର୍ବାଚନ ପାଖେଇ ଆସୁଥିବା ବେଳେ ପ୍ରାର୍ଥୀ ଚୟନକୁ ନେଇ ଅନ୍ୟ ରାଜନୈତିକ ଦଳ ତୁଳନାରେ ବିଜେଡିର ଗୋଷ୍ଠୀକନ୍ଦଳ ଏବେ ତୀବ୍ର ହେବାରେ ଲାଗିଛି...

୬ ଲୁଟେରା ଗିରଫ ; ୨ବାଇକ୍ ସହିତ ୮ ମୋବାଇଲ ଜବତ

ପିପିଲି,୨୩ା୯ : ପିପିଲି ପୁଲିସ ୬ଜଣ ଲୁଟେରାକୁ ଗିରଫ କରିକୋର୍ଟ ଚାଳଣ କରିଛି । ସେମାନଙ୍କ ଠାରୁ୨ଟି ବାଇକି ସହିତ ୮ଟି ମୋବାଇଲି ଜବତ କରିଛିା ମିଳିଥିବା ସୁଚନା...