21 C
Bhubaneswar
Monday, January 25, 2021

ବନ୍ଦର ଆଧାରିତ ଅର୍ଥନୀତି ଓଡ଼ିଶା ପାଇଁ ଗେମଚେଞ୍ଜର ହୋଇଛି ।

Must read

ଡେମୋକ୍ରାଟ୍ ମାନେ ପ୍ୟାନେଲ୍ କୁ ସିନେଟର କ୍ରୁଜ୍, ହାୱଲି ଅନୁସଂଧାନ କରିବାକୁ କହିଛନ୍ତି |

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକଙ୍କ ଦ୍ଵାରାଜାନୁଆରୀ ୬ ରେ କ୍ୟାପିଟାଲରେ ହୋଇଥିବା ବିଦ୍ରୋହରେ ସେମାନଙ୍କର ଭୂମିକାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ପାଇଁ ରିପବ୍ଲିକାନ୍...

ଭାରତୀୟ ମହିଳା ଦଳ ପାଇଁ ମଧ୍ୟ ରାହୁଲ ଦ୍ରାବିଡ ଏକ ଦୃଢ କ୍ରିକେଟ୍ ଗଠନ କରିଛନ୍ତି ।

ଅଷ୍ଟ୍ରେଲିଆ :ଅଷ୍ଟ୍ରେଲିଆରେ ଭାରତର ଐତିହସିକକ ଦ୍ୱିତୀୟ ସିଧାସଳଖ ଟେଷ୍ଟ ସିରିଜ୍ ବିଜୟର ଆଲୋକ ଏପର୍ଯ୍ୟନ୍ତ ହ୍ରାସ ପାଇନାହିଁ। ଗବାରେ ଥିବା ଦୁର୍ଗଟି ପ୍ରକୃତରେ ଦ୍ୱିତୀୟ...

ଲାଲଟାନାର ଦଶମ ସଂସ୍କରଣ ଆୟୋଜନ କରେ |

ମାଡାଗାସ୍କର: ଭାରତର ଦୂତାବାସ ଶୁକ୍ରବାର ଦିନ ଏହାର ମାସିକ ସାହିତ୍ୟ କାର୍ଯ୍ୟକ୍ରମ ଲାଲଟାନା ର ଦଶମ ସଂସ୍କରଣର ଆୟୋଜନ କରିଛି | ଏହି କାର୍ଯ୍ୟକ୍ରମରେ ମାଲାଗାସୀ କବିମାନେ ଭାରତୀୟ କବିତାର...

ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ ସ୍ଥଗିତ |

ଭୁବନେଶ୍ବର: ଗତ ୨୧ ଦିନ ମଧ୍ୟରେ ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ କୁ ସ୍ଥଗିତ ରଖାଯାଇଛି ବୋଲି ଶୁକ୍ରବାର ଦିନ ରାଜ୍ୟ ପରିବହନ...

ଭୁବନେଶ୍ୱର,୧୫ା୧୦;ଦେଶର ଉଦ୍ୟୋଗ ସମୂହ ଓଡ଼ିଶାର ଶିଳ୍ପ କ୍ଷେତ୍ରରେ ଥିବାସୁଯୋଗର ସମ୍ପୂର୍ଣ୍ଣ ବିନିଯୋଗ କରିବା ପାଇଁ ଆଗେଇଆସନ୍ତୁ ବୋଲି ଗୁରୁବାର ଇଣ୍ଡିଆନ ଚାମ୍ବର ଅଫ୍କମର୍ସ(ଆଇସିସି) ପକ୍ଷରୁ ଆୟୋଜିତ ‘ଆତ୍ମନିର୍ଭରଭାରତ’ ଇ-ସମ୍ମିଳନୀରେ ଆହ୍ୱାନ କରିଛନ୍ତି କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ । ଏହି କାର୍ଯ୍ୟକ୍ରମରେ ଶ୍ରୀ ପ୍ରଧାନପ୍ରଧାନମନ୍ତ୍ରୀଙ୍କ ଦୂରଦୃଷ୍ଟିରେ ଥିବା ଆତ୍ମନିର୍ଭର ଭାରତଯୋଗଦାନରେ ଓଡ଼ିଶାର ଥିବା ଭୂମିକା ଉପରେଆଲୋକପାତ କରିଥିଲେ । କେନ୍ଦ୍ରମନ୍ତ୍ରୀ ଶ୍ରୀ ପ୍ରଧାନ କହିଛନ୍ତି ଯେ ଭାରତସରକାର ବିଗତ ୬ ବର୍ଷ ମଧ୍ୟରେ ଶିଳ୍ପ କ୍ଷେତ୍ରର ଅଗ୍ରଗତିନିମନ୍ତେ ଅନେକ ସଂସ୍କାର ଆଣିଛନ୍ତି ଓ ଅନେକବିକାଶମୂଳକ ପଦକ୍ଷେପ ଗୁଡ଼ିକୁ କାର୍ଯ୍ୟକାରୀ କରାଯାଇଛି ।

ଏହି ପରିପ୍ରେକ୍ଷୀରେ ଅପାର ସମ୍ଭାବନାର ରାଜ୍ୟଓଡ଼ିଶାରେ ପେଟ୍ରୋକେମିକାଲ, କୋଇଲା, ଆଲୁମିନିୟମ,ଶକ୍ତି ଉତ୍ପାଦନ, ବକ୍ସସାଇଟ୍, ଇସ୍ପାତ୍, ଖଣିଜ ପଦାର୍ଥକ୍ଷେତ୍ରରେ ବିପୁଳ ସୁଯୋଗ ରହିଛି । ଓଡ଼ିଶାରେ ଥିବାଖଣିଜ ସମ୍ବଳ ଏବଂ ବୃହତ ବନ୍ଦର ଯଥା ପାରାଦୀପ,ଗୋପାଳପୁର, ଧାମରା ବନ୍ଦର ରାଜ୍ୟ ଶିଳ୍ପ ଅଭିବୃଦ୍ଧିକୁଗତିଶୀଳ କରିବାର କ୍ଷମତା ରଖିଛି । ଇସ୍ପାତ୍,ପେଟ୍ରୋକେମିକାଲ କ୍ଷେତ୍ର ଏବଂ ଏହାର ଆନ୍ସିଲାରୀ ଶିଳ୍ପଅପାର ସମ୍ଭାବନାର ସୁଯୋଗ ରଖିଥିବା ବେଳେ ବନ୍ଦରଆଧାରିତ ଅର୍ଥନୀତି ଓଡ଼ିଶା ପାଇଁ ଗେମ୍-ଚେଞ୍ଜର ହୋଇପାରେ ବୋଲି ସେ କହିଛନ୍ତି । ସେହିପରି ପୂର୍ବଭାରତର ବିକାଶ ନହେଲେ ସମଗ୍ର ଭାରତବର୍ଷର ବିକାଶଅସମ୍ଭବ ବୋଲି ପ୍ରଧାନମନ୍ତ୍ରୀ ନରେନ୍ଦ୍ର ମୋଦି କହିଛନ୍ତି । ତେଣୁ ପୂର୍ବ ଭାରତର ଅଭିବୃଦ୍ଧି ନିମନ୍ତେ ପ୍ରଧାନମନ୍ତ୍ରୀପୂର୍ବୋଦୟ ମିଶନ ଆରମ୍ଭ କରିଛନ୍ତି ।

ଏହି ପୂର୍ବୋଦୟମିଶନରେ ଯାଜପୁର କଳିଙ୍ଗନଗରକୁ ଇସ୍ପାତ କ୍ଷେତ୍ରର ପେଙଋସ୍ଥଳି କରିବାର ଲକ୍ଷ୍ୟ ରଖାଯାଇଛି । ଏହା ଦ୍ୱାରା ସ୍ଥାନୀୟଅଞ୍ଚଳର ବିକାଶ ହେବା ସହ ରୋଜଗାରର ସୁଯୋଗ ମଧ୍ୟ ବଢ଼ିବ । ଷ୍ଚିଲ କ୍ଲଷ୍ଟରର ବିକାଶରେମିଶନ ପୂର୍ବୋଦୟ ମିଶନ ସହାୟକ ହେବ ଏବଂ ଅଧିକ ଇସ୍ପାତ୍ ଉତ୍ପାଦନ କରିବାର ମାର୍ଗପ୍ରସ୍ତୁତ କରିବ । ତେବେ ପୂର୍ବ ଭାରତର କେନ୍ଦ୍ରରେ ଓଡ଼ିଶା ଥିବାରୁ ଏହି ରାଜ୍ୟର ଥିବାସମ୍ଭାବନାକୁ ସୁଯୋଗରେ ପରିଣତ କରିବା ପାଇଁ ଶିଳ୍ପ ସଂସ୍ଥା ସମୂହଙ୍କୁ ଶ୍ରୀ ପ୍ରଧାନ ଆହ୍ୱାନକରିଛନ୍ତି ।ଆତ୍ମଭାରତ ନିର୍ମାଣ ଏବଂ ଅର୍ଥନୀତିର ପୁନଃଉଦ୍ଧାରରେ ଶିଳ୍ପ ଏବଂ ବ୍ୟବସାୟ ଗୁରୁତ୍ୱପୂର୍ଣ୍ଣଭୂମିକା ଗ୍ରହଣ କରେ । ଉଦ୍ୟୋଗୀମାନେ ଓଡ଼ିଶାରେ ଏହି ସବୁ କ୍ଷେତ୍ରରେ ଅଂଶୀଦାର ହୋଇକାମ କରିବାର ଆବଶ୍ୟକତା ରହିଛି ।

ଫଳରେ ସ୍ଥାନୀୟ ଅଞ୍ଚଳରେ ରୋଜଗାର ସୃଷ୍ଟି ହେବାସହ ଅର୍ଥନୀତି ତ୍ୱରାନ୍ୱିତ ହେବ ଆତ୍ମଭାରତ ନିର୍ମାଣରେ ଓଡିଶାରେ ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିବବୋଲି ଶ୍ରୀ ପ୍ରଧାନ ମତବ୍ୟକ୍ତ କରିଛନ୍ତି ।ଏହି ଇ-ସମ୍ମିଳନୀ କାର୍ଯ୍ୟକ୍ରମରେ ଓଡ଼ିଶା ସରକାରଙ୍କଗୃହ, ଶିଳ୍ପ, ଏମଏସଏମଇ ଏବଂ ଶକ୍ତି ମନ୍ତ୍ରୀ ଦିବ୍ୟଶଙ୍କର ମିଶ୍ର, ରାଜ୍ୟ ଇସ୍ପାତ ଏବଂ ଖଣିମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକ, ରାଜ୍ୟ ଶିଳ୍ପ ବିଭାଗର ପ୍ରମୁଖ ସଚିବ ହେମନ୍ତ ଶର୍ମା ଏବଂଆଇସିସିର ସଭାପତି ମୟଙ୍କ ଜଲମ, ଆଇସିସି ଓଡ଼ିଶା ପରିଷଦର ଚେୟାରମ୍ୟାନ ଏମ.ସିଥୋମାସ ଏବଂ କୋ-ଚେୟାରମ୍ୟାନ ଜେ.ବି ପାନି ପ୍ରମୁଖ ଉପସ୍ଥିତ ଥିଲେ ।

- Advertisement -ବନ୍ଦର ଆଧାରିତ ଅର୍ଥନୀତି ଓଡ଼ିଶା ପାଇଁ ଗେମଚେଞ୍ଜର ହୋଇଛି  ।

More articles

LEAVE A REPLY

Please enter your comment!
Please enter your name here

- Advertisement -ବନ୍ଦର ଆଧାରିତ ଅର୍ଥନୀତି ଓଡ଼ିଶା ପାଇଁ ଗେମଚେଞ୍ଜର ହୋଇଛି  ।

Latest article

ଡେମୋକ୍ରାଟ୍ ମାନେ ପ୍ୟାନେଲ୍ କୁ ସିନେଟର କ୍ରୁଜ୍, ହାୱଲି ଅନୁସଂଧାନ କରିବାକୁ କହିଛନ୍ତି |

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକଙ୍କ ଦ୍ଵାରାଜାନୁଆରୀ ୬ ରେ କ୍ୟାପିଟାଲରେ ହୋଇଥିବା ବିଦ୍ରୋହରେ ସେମାନଙ୍କର ଭୂମିକାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ପାଇଁ ରିପବ୍ଲିକାନ୍...

ଭାରତୀୟ ମହିଳା ଦଳ ପାଇଁ ମଧ୍ୟ ରାହୁଲ ଦ୍ରାବିଡ ଏକ ଦୃଢ କ୍ରିକେଟ୍ ଗଠନ କରିଛନ୍ତି ।

ଅଷ୍ଟ୍ରେଲିଆ :ଅଷ୍ଟ୍ରେଲିଆରେ ଭାରତର ଐତିହସିକକ ଦ୍ୱିତୀୟ ସିଧାସଳଖ ଟେଷ୍ଟ ସିରିଜ୍ ବିଜୟର ଆଲୋକ ଏପର୍ଯ୍ୟନ୍ତ ହ୍ରାସ ପାଇନାହିଁ। ଗବାରେ ଥିବା ଦୁର୍ଗଟି ପ୍ରକୃତରେ ଦ୍ୱିତୀୟ...

ଲାଲଟାନାର ଦଶମ ସଂସ୍କରଣ ଆୟୋଜନ କରେ |

ମାଡାଗାସ୍କର: ଭାରତର ଦୂତାବାସ ଶୁକ୍ରବାର ଦିନ ଏହାର ମାସିକ ସାହିତ୍ୟ କାର୍ଯ୍ୟକ୍ରମ ଲାଲଟାନା ର ଦଶମ ସଂସ୍କରଣର ଆୟୋଜନ କରିଛି | ଏହି କାର୍ଯ୍ୟକ୍ରମରେ ମାଲାଗାସୀ କବିମାନେ ଭାରତୀୟ କବିତାର...

ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ ସ୍ଥଗିତ |

ଭୁବନେଶ୍ବର: ଗତ ୨୧ ଦିନ ମଧ୍ୟରେ ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ କୁ ସ୍ଥଗିତ ରଖାଯାଇଛି ବୋଲି ଶୁକ୍ରବାର ଦିନ ରାଜ୍ୟ ପରିବହନ...

ଓଡିଶା ମନ୍ତ୍ରୀଙ୍କ ଅବରୋଧିତ ବୋହୂ ନୀରବତା ଭାଙ୍ଗିଛନ୍ତି ।

ଭୁବନେଶ୍ବର: ଓଡିଶା ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ବୋହୂ ଲିପ୍ପା ପ୍ରଧାନ ୨୦୧୬ ମସିହାରୁ ଦୁଇ ବର୍ଷ ପର୍ଯ୍ୟନ୍ତ ଅଫିସରେ...