24 C
Bhubaneswar
Monday, January 25, 2021

ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ।

Must read

ଡେମୋକ୍ରାଟ୍ ମାନେ ପ୍ୟାନେଲ୍ କୁ ସିନେଟର କ୍ରୁଜ୍, ହାୱଲି ଅନୁସଂଧାନ କରିବାକୁ କହିଛନ୍ତି |

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକଙ୍କ ଦ୍ଵାରାଜାନୁଆରୀ ୬ ରେ କ୍ୟାପିଟାଲରେ ହୋଇଥିବା ବିଦ୍ରୋହରେ ସେମାନଙ୍କର ଭୂମିକାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ପାଇଁ ରିପବ୍ଲିକାନ୍...

ଭାରତୀୟ ମହିଳା ଦଳ ପାଇଁ ମଧ୍ୟ ରାହୁଲ ଦ୍ରାବିଡ ଏକ ଦୃଢ କ୍ରିକେଟ୍ ଗଠନ କରିଛନ୍ତି ।

ଅଷ୍ଟ୍ରେଲିଆ :ଅଷ୍ଟ୍ରେଲିଆରେ ଭାରତର ଐତିହସିକକ ଦ୍ୱିତୀୟ ସିଧାସଳଖ ଟେଷ୍ଟ ସିରିଜ୍ ବିଜୟର ଆଲୋକ ଏପର୍ଯ୍ୟନ୍ତ ହ୍ରାସ ପାଇନାହିଁ। ଗବାରେ ଥିବା ଦୁର୍ଗଟି ପ୍ରକୃତରେ ଦ୍ୱିତୀୟ...

ଲାଲଟାନାର ଦଶମ ସଂସ୍କରଣ ଆୟୋଜନ କରେ |

ମାଡାଗାସ୍କର: ଭାରତର ଦୂତାବାସ ଶୁକ୍ରବାର ଦିନ ଏହାର ମାସିକ ସାହିତ୍ୟ କାର୍ଯ୍ୟକ୍ରମ ଲାଲଟାନା ର ଦଶମ ସଂସ୍କରଣର ଆୟୋଜନ କରିଛି | ଏହି କାର୍ଯ୍ୟକ୍ରମରେ ମାଲାଗାସୀ କବିମାନେ ଭାରତୀୟ କବିତାର...

ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ ସ୍ଥଗିତ |

ଭୁବନେଶ୍ବର: ଗତ ୨୧ ଦିନ ମଧ୍ୟରେ ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ କୁ ସ୍ଥଗିତ ରଖାଯାଇଛି ବୋଲି ଶୁକ୍ରବାର ଦିନ ରାଜ୍ୟ ପରିବହନ...

ପୁରୀ,୧୭ା୧୦(ନି.ପ୍ର.): ଆଜିସନ୍ଧ୍ୟାରେ ମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକପୁରୀରେ ପହଞ୍ଚି ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ବିକାଶ ଓସେନ୍ଦର୍ଯ୍ୟକରଣ କାର୍ଯ୍ୟର ସମୀକ୍ଷା କରିଛନ୍ତି । ପୁରୀରେ ପହଞ୍ଚିବା ପରେ ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିରଚଉହଦୀରେ ହୋଇଥିବା ବିଭିନ୍ନ କାର୍ଯ୍ୟ ବୁଲିଦେଖିଥିଲେ । ଏହାପରେ ବିଭିନ୍ନ ପ୍ରକଳ୍ପରଅଗ୍ରଗତି ସମୀକ୍ଷା କରିଥିଲେ । ଭୁବନେଶ୍ୱରଫେରିବା ପୂର୍ବରୁ ମୁଖ୍ୟମନ୍ତ୍ରୀ ଉପସ୍ଥିତ ଗଣମାଧ୍ୟମର ପ୍ରତିନିଧିଙ୍କୁ କହିଥିଲେ କି ମୁଁଶ୍ରୀଜଗନ୍ନାଥ ମନ୍ଦିର ବାହାରେ ହୋଇଥିବା କାର୍ଯ୍ୟତଦାରଖ କରିବାକୁ ଆଜି ପୁରୀ ଆସିଛି । ଏହାପରେ ଶ୍ରୀମନ୍ଦିରର ମୁଖ୍ୟପ୍ରଶାସକ କ୍ରିଷନ୍ କୁମାରଗଣମାଧ୍ୟମକୁ ଶ୍ରୀମନ୍ଦିରର ଚତୁଃପାର୍ଶ୍ୱର ବିକାଶ ଓସୌନ୍ଦର୍ଯ୍ୟକରଣ ନେଇ ଚାଲିଥିବା ବିଭିନ୍ନ ପ୍ରକଳ୍ପରସମୀକ୍ଷା ହୋଇଥିବା ପ୍ରକାଶ କରିଥିଲେ ।

ଏଥିସହ ସେକହିଥିଲେ ଯେ ମୁଖ୍ୟମନ୍ତ୍ରୀଙ୍କ ଦିଗଦର୍ଶନରେ ସବୁ କାର୍ଯ୍ୟସମାପିତ ହେବ । ରାଜ୍ୟ ସରକାରଙ୍କ ଉନ୍ନୟନକମିସନର, ୫-ଟି ସଚିବ ଭି.କେ. ପାଣ୍ଡିୟାନ୍, ପୁରୀଜିଲ୍ଲାପାଳ, ଏସପି ଏବଂ ବହୁ ବରିଷ୍ଠ ଅଧିକାରୀସେଠାରେ ଉପସ୍ଥିତ ଥିଲେ । ସୂଚନାଯୋଗ୍ୟ, ଏହା ପୂର୍ବରୁ ମୁଖ୍ୟମନ୍ତ୍ରୀ ନବୀନଗତ ଜାନୁଆରି ୧୬ରେ ଶେଷଥର ଲାଗି ଶ୍ରୀମନ୍ଦିରଆସିଥିଲେ । ମୁଖ୍ୟମନ୍ତ୍ରୀ ଶ୍ରୀମନ୍ଦିରରେ ମହାପ୍ରଭୁଶ୍ରୀଜଗନ୍ନାଥଙ୍କୁ ଦର୍ଶନ କରିଥିଲେ । ଏହାପୂର୍ବରୁମୁଖ୍ୟମନ୍ତ୍ରୀ ନବୀନ ପଟ୍ଟନାୟକ ସିଂହଦ୍ୱାରରେ ଦ୍ୱୀପପ୍ରଜ୍ଜ୍ୱଳନ କରିଥିଲେ ।

ଏହାପରେ ମୁଖ୍ୟମନ୍ତ୍ରୀ ନବୀନପଟ୍ଟନାୟକ ସମସ୍ତଙ୍କୁ ନବବର୍ଷର ଅଭିନନ୍ଦନଜଣାଇବା ସହିତ କହିଥିଲେ ଯେ ସେ ମହାପ୍ରଭୁଙ୍କଦର୍ଶନ କରି ଖୁବ୍ ଖୁସି । ଏଥିସହ ଆଗକୁ ପୁରୀକୁ ଆହୁରି ସୁନ୍ଦର କରାଯିବ ବୋଲି ସେ ଘୋଷଣାକରିଥଲେ । ସେଦିନ ସେ ଶ୍ରୀମନ୍ଦିରରସୌନ୍ଦର୍ଯ୍ୟକରଣ କାମର ସମୀକ୍ଷା କରିଥିଲେ ।ଗତ ଜାନୁଆରି ୧୬ରେ ଶ୍ରୀଜିଉଙ୍କ ଦର୍ଶନ ସାରିମନ୍ଦିର ଭିତରେ ପ୍ରାୟ ୨୦ମିନିଟ୍ ସମୟ ରହିବାପରେ ମୁଖ୍ୟମନ୍ତ୍ରୀ ପୁରୀ ମୁନସିପାଲିଟିମାର୍କେଟରେ ପହଞ୍ଚି ଶ୍ରୀକ୍ଷେତ୍ରର ନବକଳେବରପାଇଁ ୫୧୦ କୋଟି ଟଙ୍କା ଖର୍ଚ୍ଚରେ ନିର୍ମାଣହେବାକୁ ଥିବା ୭ଟି ପ୍ରକଳ୍ପର ଶିଳାନ୍ୟାସ କରିଥିଲେ । ମୁଖ୍ୟମନ୍ତ୍ରୀଙ୍କ ସହ ୫”ଟି’ ସଚିବ ଭି କେପାଣ୍ଡିଅ ।ନ୍ ମଧ୍ୟ ପୁରୀ ଗସ୍ତରେ ଯାଇଥିଲେ

- Advertisement -ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ।

More articles

LEAVE A REPLY

Please enter your comment!
Please enter your name here

- Advertisement -ଶ୍ରୀମନ୍ଦିର ଚତୁଃପାର୍ଶ୍ୱର ବିକାଶ କାର୍ଯ୍ୟର ସମୀକ୍ଷା କଲେ ମୁଖ୍ୟମନ୍ତ୍ରୀ ।

Latest article

ଡେମୋକ୍ରାଟ୍ ମାନେ ପ୍ୟାନେଲ୍ କୁ ସିନେଟର କ୍ରୁଜ୍, ହାୱଲି ଅନୁସଂଧାନ କରିବାକୁ କହିଛନ୍ତି |

ପୂର୍ବତନ ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପଙ୍କ ସମର୍ଥକଙ୍କ ଦ୍ଵାରାଜାନୁଆରୀ ୬ ରେ କ୍ୟାପିଟାଲରେ ହୋଇଥିବା ବିଦ୍ରୋହରେ ସେମାନଙ୍କର ଭୂମିକାକୁ ସମ୍ପୂର୍ଣ୍ଣ ରୂପେ ବୁଝିବା ପାଇଁ ରିପବ୍ଲିକାନ୍...

ଭାରତୀୟ ମହିଳା ଦଳ ପାଇଁ ମଧ୍ୟ ରାହୁଲ ଦ୍ରାବିଡ ଏକ ଦୃଢ କ୍ରିକେଟ୍ ଗଠନ କରିଛନ୍ତି ।

ଅଷ୍ଟ୍ରେଲିଆ :ଅଷ୍ଟ୍ରେଲିଆରେ ଭାରତର ଐତିହସିକକ ଦ୍ୱିତୀୟ ସିଧାସଳଖ ଟେଷ୍ଟ ସିରିଜ୍ ବିଜୟର ଆଲୋକ ଏପର୍ଯ୍ୟନ୍ତ ହ୍ରାସ ପାଇନାହିଁ। ଗବାରେ ଥିବା ଦୁର୍ଗଟି ପ୍ରକୃତରେ ଦ୍ୱିତୀୟ...

ଲାଲଟାନାର ଦଶମ ସଂସ୍କରଣ ଆୟୋଜନ କରେ |

ମାଡାଗାସ୍କର: ଭାରତର ଦୂତାବାସ ଶୁକ୍ରବାର ଦିନ ଏହାର ମାସିକ ସାହିତ୍ୟ କାର୍ଯ୍ୟକ୍ରମ ଲାଲଟାନା ର ଦଶମ ସଂସ୍କରଣର ଆୟୋଜନ କରିଛି | ଏହି କାର୍ଯ୍ୟକ୍ରମରେ ମାଲାଗାସୀ କବିମାନେ ଭାରତୀୟ କବିତାର...

ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ ସ୍ଥଗିତ |

ଭୁବନେଶ୍ବର: ଗତ ୨୧ ଦିନ ମଧ୍ୟରେ ଓଡିଶାରେ ୪୨୬୭ ଡ୍ରାଇଭିଂ ଲାଇସେନ୍ସ କୁ ସ୍ଥଗିତ ରଖାଯାଇଛି ବୋଲି ଶୁକ୍ରବାର ଦିନ ରାଜ୍ୟ ପରିବହନ...

ଓଡିଶା ମନ୍ତ୍ରୀଙ୍କ ଅବରୋଧିତ ବୋହୂ ନୀରବତା ଭାଙ୍ଗିଛନ୍ତି ।

ଭୁବନେଶ୍ବର: ଓଡିଶା ଇସ୍ପାତ ଓ ଖଣି ମନ୍ତ୍ରୀ ପ୍ରଫୁଲ୍ଲ କୁମାର ମଲ୍ଲିକଙ୍କ ବୋହୂ ଲିପ୍ପା ପ୍ରଧାନ ୨୦୧୬ ମସିହାରୁ ଦୁଇ ବର୍ଷ ପର୍ଯ୍ୟନ୍ତ ଅଫିସରେ...