28 C
Bhubaneswar
Saturday, September 19, 2020

କେନ୍ଦ୍ରାପଡା ସାହିତ୍ୟ ଉସôବ ଉଦ୍ଘାଟିତ

Must read

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

କେନ୍ଦ୍ରାପଡା,୨୩ ।୨(ନି.ପ୍ର): କେନ୍ଦ୍ରାପଡା ଡେଭଲପମେଂଟ ଫାଉଣ୍ଡେସନ ଆନୁକୁଲ୍ୟରେ ଗରାପୁରସ୍ଥିତ ହୋଟେଲ ଦି ପ୍ୟାଲେସ ପରିସରରେ ଶନିବାର ପୂର୍ବାହ୍ନରେ କେନ୍ଦ୍ରାପଡା ସାହିତ୍ୟ ଉସôବ – ୨୦୨୦ ଉଦଘାଟିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ଡେଭଲପମେଂଟ ଫାଉଣ୍ଡେସନର ମ୍ୟାନେଜିଂ ଟ୍ରଷ୍ଟି ତଥା ଆବାହକ ଚୈାଧୁରୀ ଅମିତାଭ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଘାଟନୀ ଉସôବରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ କବି,ସ୍ତ ମ୍ବକାର ହର ପ୍ରସାଦ ଦାସ,ମୁଖ୍ୟବକ୍ତା ଭାବେ ବିଶିଷ୍ଟ କବି,ସ୍ତ ମ୍ବକାର ଦାଶ ବେନହୁର ଓ ସମ୍ମାନୀତ ଅତିଥି ଭାବରେ କେନ୍ଦ୍ର ସାହିତ୍ୟ ଏକାଡେମୀ ପୁରସ୍କାର ପ୍ରା ପ୍ତ କଥାକାର ଡଃ.ରାମ ଚନ୍ଦ୍ର ବେହେରା ଯୋଗଦେଇ କେନ୍ଦ୍ରାପଡା ସାହିତ୍ୟ ଉସôବକୁ ପ୍ରଦୀପ ପ୍ରଜ୍ଜ୍ୱଳନ ପୂର୍ବକ ଉଦଘାଟନ କରି ଓଡିଆ
ସାହିତ୍ୟର ବିଭିନ୍ନ ଦିଗ ସମ୍ପର୍କରେ ଆଲୋଚନା କରିଥିଲେ । ଏହି ଉସôବକୁ ଡଃ. ମୃତୁ୍ୟଞ୍ଜୟ ରଥ ସଂଯୋଜନା କରିଥିଲେ । ଦ୍ୱତୀୟ ଅଧିବେସନରେ କବୟତ୍ରୀ ନବଜ୍ୟୋତି ରାୟଙ୍କ ସଂଯୋଜନାରେ ଅନୁଷ୍ଠିତ “ସାଧାରଣ ପାଠକ ବନାମ ଆଧୁନିକ କବିତା” ଶୀର୍ଷକ ଆଲୋଚନାଚକ୍ରରେ ବକ୍ତା ଭାବରେ ସେନାପତି ପ୍ରଦୁ୍ୟମ୍ନ କେଶରୀ, ରକ୍ଷକ ନାୟକ, ସୁରେଶ ନାୟକ, ଅମୀୟ ମହାପାତ୍ର ପ୍ରମୁଖ ଯୋଗଦେଇ ଆଲୋଚନା କରିଥିଲେ । ଅପରାହ୍ନରେ ତୃତୀୟ ଅଧିବେସନରେ କବି ପ୍ରଦୀପ ନାୟକଙ୍କ ସଂଯୋଜନାରେ ଅନୁଷ୍ଠିତ “ ଆଧୁନିକ କଥା ସାହିତ୍ୟର କଳା କାରିଗରୀ ଓ ସମ୍ପ୍ରତିକ ଜୀବନବୋଧ” ଶୀର୍ଷକ ଆଲୋଚନାଚକ୍ରରେ ବକ୍ତା ଭାବରେ ଗାଳ୍ପିକ ସଦାନନ୍ଦ ତ୍ରିପାଠୀ,ଡଃ.ଅଜୟ ସ୍ୱାଇଁ,ଡଃ. ଅରବିନ୍ଦ ରାୟ ଓ ଚିତରଞ୍ଜନ ଚରଞ୍ଜିତ ଯୋଗଦେଇ “ ଆଧୁନିକ କଥା ସାହିତ୍ୟର କଳା କାରିଗରୀ ଓ ସମ୍ପ୍ରତିକ ଜୀବନବୋଧ” ସମ୍ପର୍କରେ ବିଭିନ୍ନ ଦିଗରୁ ଆଲୋଚନା କରିଥିଲେ । ଏହାପରେ
ଅମୀୟ ପାଣ୍ଡବଙ୍କ ସଂଯୋଜନାରେ ସାମାଜିକ ଗଣମାଧ୍ୟମ ଓ ସାହିତ୍ୟ ସମ୍ପର୍କରେ ଅନୁଷ୍ଠିତ ଏକ ଆଲୋଚନାଚକ୍ରରେ ଅଧ୍ୟାପକ ଜ୍ୟୋତି ନନ୍ଦ,କେଦାର ମିଶ୍ର ଯୋଗଦେଇ ବକ୍ତବ୍ୟ ରଖିଥିଲେ । ଶେଷରେଆଶୁ କବି ହେମନ୍ତ ଜେନାଙ୍କ ସଂଯୋଜନାରେ ଅନୁଷ୍ଠିତ କବିତା ଆସରରେ ପ୍ରିୟରଞ୍ଜନ ମହାନ୍ତିଙ୍କ ସମେତ ବହୁ କବି ଓ କବୟତ୍ରୀମାନେ ଯୋଗଦେଇ ସ୍ୱରଚିତ କବିତା ପାଠ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି ସାରସ୍ୱତ ଆସରରେ କେନ୍ଦ୍ରାପଡା ଇଭେଂଟ ମ୍ୟାନେଜର୍ସର ମୁଖ୍ୟ ଉପଦେଷ୍ଟା ତଥା କଥାକାର ଡଃ.ବିରଜା ପ୍ରସାଦ ରାଉତରାୟ, ସମ୍ପାଦକ ଏମଡି ଜାହିଦ ଖାନ, ସଭାପତି ଅକ୍ଷୟ କୁମାର ପାଣି, ଶେଷଦେବ ଦାସ, ପ୍ରଦୀପ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ବିଭିନ୍ନ ସ୍ଥାନରେ ବିଧାୟକଙ୍କଆଶୁ ଆରୋଗ୍ୟ କାମନା

ପିପିଲି, ୧୭/୯ (ନିପ୍ର): କରୋନା ମହାମାରୀ ଦିନ କୁ ଦିନ ସମଗ୍ର ଦେଶରେଉଗ୍ରରୁପ ଧାରଣ କରୁଛି । କମିବାର ନା ଧରୁନି । କରୋନା...

ଲୁଟେରାଙ୍କୁ ଧରିବାରେ ପୁଲିସ ବିଫଳ

ପିପିଲି, ୧୭/୯ (ନିପ୍ର): ଭୁବନେଶ୍ୱର ପୁରୀ ୩୧୬ନମ୍ବର ଜାତୀୟ ରାଜପଥ ଏବେ ଦିନ କୁ ଦିନ ଅସୁରକ୍ଷିତହୋଇ ପଡିଛି । କରୋନା ମହାମାରୀ ଆକ୍ରାନ୍ତରେ ପିପିଲିଏସଡିପିଓ ଓ ଥାନା ଅଧିକାରୀ...

ସ୍ପର୍ଶବିହୀନ ପେମେଂଟ୍ ହାତ ଘଂଟାର ଶୁଭାରମ୍ଭ

ଭୁବନେଶ୍ୱର, ୧୭/୯ (ନିପ୍ର): ନୂତନସ୍ୱାଭାବିକ ସ୍ଥିତି ରିଟେଲ୍ କ୍ଷେତ୍ରରେ ଅଭିନବ ଓସୁରକ୍ଷିତ କିଣିବା ସମାଧାନର ଜରୁରୀକାଳୀନଆବଶ୍ୟକତା ଭାବେ ଉଭା ହୋଇଛି । ବିଶ୍ୱରପଂଚମ ବୃହତମ...

ମହାମାରୀର ଅନ୍ତ ଲାଗି ବୈଶ୍ିକ ହସ୍ତକ୍ଷେପ ପାଇଁ ଆହ୍ୱାନ

ଭୁବନେଶ୍ୱର, ୧୭/୯ (ନିପ୍ର): ବିଲ୍ ଓମେଲିଣ୍ଡା ଗେଟ୍ସ ଫାଉଣ୍ଡେସନ ପକ୍ଷରୁଅ ।ଜି ଏହାର ଚତୁର୍ଥ ବାର୍ଷିକ ଗୋଲକିପର୍ସରିପୋର୍ଟ ପ୍ରକାଶ ପାଇଛି । ଏଥିରେ ସ୍ଥାନିତନୂତନ ତଥ୍ୟରେ ଦର୍ଶାଯାଇଛି ଯେ କିଭଳିଭାବେ...

ଭାରତର କ୍ଷୁଦ୍ର ଚାଷୀମାନଙ୍କ ପାଇଁ ଦୁଇଟି ନୂତନ ଅନୁଦାନର ଘୋଷଣା

ଭୁବନେଶ୍ୱର, ୧୭/୯ (ନିପ୍ର) : ଭାରତକୁମହାମାରୀରୁ ପୁର୍ନରୁଦ୍ଧାର ପାଇଁ କ୍ଷୁଦ୍ରଚାଷୀମାନଙ୍କର ଗୁରୁତ୍ୱ ଉପରେ ଧ୍ୟାନଦେଇୱାଲ୍ମାର୍ଟ ଫାଉଣ୍ଡେସନ ପକ୍ଷରୁ ଦୁଇଟିନୂତନ ଅନୁଦାନର ଘୋଷଣା କରାଯାଇଛି ।ଏହା କମ୍ପାନୀ ପକ୍ଷରୁ ସେପ୍ଟେମ୍ବର୨୦୧୮ରେ ଭାରତରେ...