36 C
Bhubaneswar
Sunday, April 11, 2021

ଟ୍ରମ୍ପ ଓ ମେଲେନିଆଙ୍କ ସହ ତାଜମହଲ ବୁଲିବେ ଯୋଗୀଟ୍ରମ୍ପ ଓ ମେଲେନିଆଙ୍କ ସହ ତାଜମହଲ ବୁଲିବେ ଯୋଗୀ

Must read

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ନୂଆଦିଲ୍ଲୀ, ୨୩/୨ (ଏଜେନ୍ସି) : ଆସନ୍ତା କାଲି ସୋମବାର ଆମେରିକା ରାଷ୍ଟ୍ରପତି ଡୋନାଲ୍ଡ ଟ୍ରମ୍ପ ଏବଂ ତାଙ୍କ ପତ୍ନୀ ମେଲେନିଆ ଟ୍ରମ୍ପ ୨ ଦିନିଆ ଭାରତ ଗସ୍ତରେ ଆସି ଗୁଜରାଟର ଅହମ୍ମଦାବାଦରେ ପହଞ୍ଚôବେ । ସେଠାରେ ମୋଟେରା ଷ୍ଟାଡିୟମରେ ତାଙ୍କ ସ୍ୱାଗତ ଉପଳଲକ୍ଷ ଆୟୋଜିତ ‘କେମ୍ ଛୋ ଟ୍ରମ୍ପ’ କାର୍ଯ୍ୟକ୍ରମରେ ପ୍ରାୟ ୧ ଲକ୍ଷ ଲୋକଙ୍କୁ ପ୍ରଧାନମନ୍ତ୍ରୀ ମୋଦିଙ୍କ ସହିତ ଉଦ୍ବୋଧନ ଦେବେ ।

ଏହାପରେ ସନ୍ଧ୍ୟାରେ ସ୍ୱତନ୍ତ୍ର ବିମାନ ଯୋଗେ ସପତ୍ନୀକ ଟ୍ରମ୍ପ ଆଗ୍ରାରେ ପହଂଚି ପ୍ରେମର ମନ୍ଦିର ବୋଲାଉଥିବା ତାଜମହଲକୁ ଦର୍ଶନ କରିବେ । ଏହି ସମୟରେ ରାଷ୍ଟ୍ରପତି ଟ୍ରମ୍ପ ଓ ପତ୍ନୀ ମେଲେନିଆଙ୍କ ସହିତ ଉଗ୍ଧର ପ୍ରଦେଶର ମୁଖ୍ୟମନ୍ତ୍ରୀ ଯୋଗୀ ଆଦିତ୍ୟନାଥ ମଧ୍ୟ ତାଜମହଲ ପରିଦର୍ଶନ କରିବେ ।

ରାଷ୍ଟ୍ରପତି ଟ୍ରମ୍ପଙ୍କ ଆଗ୍ରା ଗସ୍ତକୁ ନେଇ ସେଠାରେ କଡ଼ା ସୁରକ୍ଷା ବ୍ୟବସ୍ଥା କରାଯାଇଛି । ଆଗ୍ରାରେ ୧୪ଜଣ ଏସ୍ପି, ୧୮ ଜଣ ଏଏସ୍ପି, ୫୫ ଜଣ ଡେପୁଟି ଏସ୍ପି ଏବଂ ୧୨୫ ଜଣ ଇନ୍ସପେକ୍ଟରଙ୍କ ସମେତ ୧୨୦୦ କନେଷ୍ଟବଳ ଟ୍ରମ୍ପଙ୍କ ସୁରକ୍ଷା ଦାୟିତ୍ୱରେ ମୁତୟନ ହେବେ।

- Advertisement -ଟ୍ରମ୍ପ ଓ ମେଲେନିଆଙ୍କ ସହ ତାଜମହଲ ବୁଲିବେ ଯୋଗୀଟ୍ରମ୍ପ ଓ ମେଲେନିଆଙ୍କ ସହ ତାଜମହଲ ବୁଲିବେ ଯୋଗୀ

More articles

LEAVE A REPLY

Please enter your comment!
Please enter your name here

- Advertisement -ଟ୍ରମ୍ପ ଓ ମେଲେନିଆଙ୍କ ସହ ତାଜମହଲ ବୁଲିବେ ଯୋଗୀଟ୍ରମ୍ପ ଓ ମେଲେନିଆଙ୍କ ସହ ତାଜମହଲ ବୁଲିବେ ଯୋଗୀ

Latest article

ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା |

ଜମ୍ମୁ: ଭାରତୀୟ, ଚୀନ୍ ସେନା ମଧ୍ୟରେ ସୀମା ଆଲୋଚନା ୧୩ ଘଣ୍ଟା ଧରି ଚାଲିଥିଲା ​​ଏବଂ ବିଭିନ୍ନ ଘର୍ଷଣ ପଏଣ୍ଟରେ ପୂର୍ବ ଲଦାଖରେ ହୋଇଥିବା ଅସନ୍ତୋଷକୁ ନେଇ ଭାରତୀୟ ଏବଂ...

ସମାବେଶକୁ ବାତିଲ କରି ‘ଜରୁରୀ ସାକ୍ଷାତ’ ପାଇଁ ଦିଲ୍ଲୀକୁ ଦୌଡ଼ିଲା

ନୁଆଦିଲ୍ଲୀ: “ଜରୁରୀ ବୈଠକ” ପାଇଁ ନୂଆଦିଲ୍ଲୀକୁ ଫେରିବା ପରେ ମଙ୍ଗଳବାର ଦିନ ହୁଗଲି ଜିଲ୍ଲାର ଦଳର ସଭାପତି ଜେ ପି ନାଡଡାଙ୍କ ଉଭୟ ରାଲିକୁ...

କୋଭିଡ -୧୯ ର ଦ୍ୱିତୀୟ ତରଙ୍ଗ ଭାରତର ଅର୍ଥନୀତିକୁ ଖରାପ କରିବ କି?

ଭାରତର ଅର୍ଥନୀତି ଏକ ନୂତନ ଆର୍ଥିକ ବର୍ଷ ଆରମ୍ଭ କଲାବେଳେ ଏକ ଅନ୍ଧକାର ମେଘ ପାଖେଇ ଆସୁଛି: ଦ୍ୱିତୀୟ ତରଙ୍ଗ | ପ୍ରତ୍ୟେକ ଦିନ...

ଭାରତର ସାମରିକ ରାଜା ସର୍ବୋଚ୍ଚ ଜାତୀୟ ସୁରକ୍ଷା ଆୱାନ ଦେଇଥିଲେ ।

ଭାରତର ବରିଷ୍ଠ ସୈନିକ କମାଣ୍ଡର ସାଇବର ବିପଦରୁ ରକ୍ଷା କରିବା ପାଇଁ ନିର୍ମାଣ କ୍ଷମତା, ଭାରତର ଯୁଦ୍ଧ ଶକ୍ତିର ପୂର୍ଣ୍ଣ ସମ୍ଭାବନାକୁ ବାହାର କରିବା ପାଇଁ ତିନି ସେବା ମଧ୍ୟରେ...

ଆମକୁ ଅଣଦେଖା କରିବା ଛଳନା କଲେ ମଧ୍ୟ ସରକାର କମ୍ପିତ ହେଲେ

କୃଷକ ସଂଗଠନ କେନ୍ଦ୍ର ସରକାରଙ୍କ ସହ ଚାଷ ଆଇନ ଉପରେ ଏକ ବୈଠକ କରିଥିଲା। ୭୭ ଦିନ ହେଲା, ଉଭୟ ପକ୍ଷ ମଧ୍ୟରେ କୌଣସି...