19 C
Bhubaneswar
Tuesday, November 24, 2020

ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ ଏବଂ ଆତ୍ମନିର୍ଭର କରାଯାଉ ।

Must read

କ୍ରମାଗତ ୪ ର୍ଥ ଦିନ ପାଇଁ ପେଟ୍ରୋଲ ମୂଲ୍ୟ ବୃଦ୍ଧି |

ନୂଆଦିଲୀ,ତା,୨୩/୧୧;ସୋମବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୭ ପଇସା ଏବଂ ଚତୁର୍ଥ ସିଧା ଦିନ ପାଇଁ ଡିଜେଲ ୧୮ ପଇସା ବୃଦ୍ଧି ହୋଇଥିବାରୁ...

ନାବାଳକର ମୃତ୍ୟୁ ଭୁବନେଶ୍ୱର ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛି ।

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେତୁ ୧୫ ବର୍ଷର ବାଳକର ମୃତ୍ୟୁ ପରେ ରବିବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି।...

ମୁମ୍ବାଇ ପୋଲିସର ଏଫ୍ଆଇଆର୍ ବନ୍ଦ କରିବାକୁ କଙ୍ଗନା ଓ ରଙ୍ଗୋଲି ଚାନ୍ଦେଲ ।

ମୁମ୍ବାଇ,ତା୨୩/୧୧;ଅଭିନେତ୍ରୀ କଙ୍ଗନା ରାନାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ସୋମବାର ଦିନ ବମ୍ବେ ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସୋସିଆଲ ମିଡିଆରେ...

ସମସ୍ତ ଭାରତୀୟଙ୍କୁ କେବେ ଟୀକାକରଣ କରାଯିବ ପ୍ରଧାନମନ୍ତ୍ରୀ କହିବେ ।

ନୂଆଦିଲୀ,ତା୨୩/୧୧ପ୍ରଧାନମନ୍ତ୍ରୀ ନିଶ୍ଚିତ ଭାବରେ ଦେଶକୁ କହିବେ: ୧. ସମସ୍ତ କୋଭିଡ ଟିକା ପ୍ରାର୍ଥୀଙ୍କ ମଧ୍ୟରୁ ବାଛିବ ଏବଂ କାହିଁକି? ୨. ପ୍ରଥମେ ଟିକା କିଏ ପାଇବ ଏବଂ ବଣ୍ଟନ...

ନୂଆଦିଲ୍ଲୀ/ଭୁବନେଶ୍ୱର,୨୦ା୧୦.:କେନ୍ଦ୍ରମନ୍ତ୍ରୀ ଧର୍ମେନ୍ଦ୍ର ପ୍ରଧାନ ମଙ୍ଗଳବାର ଇସ୍ପାତ୍ମନ୍ତ୍ରଣାଳୟ ପକ୍ଷରୁ ଆୟୋଜିତ ୱେବିନାର ‘ଆତ୍ମନିର୍ଭରଭାରତ: ଗ୍ରାମୀଣ ଅର୍ଥନୀତିରେ ଇସ୍ପାତ ବ୍ୟବହାରରେ ବୃଦ୍ଧି’ରେ ଯୋଗଦେଇ ଗ୍ରାମୀଣ ବିକାଶରେ ଭାରତୀୟ ଇସ୍ପାତ୍ କ୍ଷେତ୍ରର ଭୂମିକାଏବଂ ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ ଏବଂଆତ୍ମନିର୍ଭର କରିବା ଉପରେ ଗୁରୁତ୍ୱାରୋପକରିଛନ୍ତି । ଶ୍ରୀ ପ୍ରଧାନ କହିଛନ୍ତି ଇସ୍ପାତର ଚାହିଦାବଢ଼ାଇବା ପାଇଁ ଗ୍ରାମାଞ୍ଚଳରେ ବିପୁଳ ସୁଯୋଗରହିଛି ।

ନିକଟରେ ଭାରତ ସରକାରଙ୍କ ଦ୍ୱାରା ଘୋଷଣା ହୋଇଥିବା ୧ ଲକ୍ଷ କୋଟି କୃଷି ଭିତ୍ତିଭୂମି ପାଣ୍ଠି,୫ ହଜାର ସବିଜି ପ୍ଲାଣ୍ଟ ପ୍ରତିଷ୍ଠା ଏବଂ ପ୍ରଧାନମନ୍ତ୍ରୀ ଆବାସ ଯୋଜନା ପରି ଅନେକ କଲ୍ୟାଣକାରୀ ଯୋଜନା ଇସ୍ପାତ୍ ବ୍ୟବହାରକୁ ବୃଦ୍ଧି କରିବାରେ ସହାୟକହୋଇଛି । ଏହି ଅବସରରେ ଶ୍ରୀ ପ୍ରଧାନ ଶିଳ୍ପ କ୍ଷେତ୍ରର ଅଗ୍ରଣୀମାନଙ୍କୁ ଗ୍ରାମାଞ୍ଚଳର ଇସ୍ପାତ ଆବଶ୍ୟକତା ପୂରଣଦିଗରେ ଏକ ବିସ୍ତୃତ ରୋଡମ୍ୟାପ ପ୍ରସ୍ତୁତ କରିବାକୁଆହ୍ୱାନ କରିଥିଲେ । ଶ୍ରୀ ପ୍ରଧାନ କହିଥିଲେ ଗ୍ରାମୀଣ ଭାରତରେ ଇସ୍ପାତ୍ ବ୍ୟବହାରକୁ ବଢାଇବା ଆମରଲକ୍ଷ୍ୟ ରହିଛି ।

ଏହାଦ୍ୱାରା ଗ୍ରାମୀଣ ଅଞ୍ଚଳରେ ନୂଆସୁଯୋଗ ତିଆରି ହେବ ଏବଂ ସ୍ୱରୋଜଗାରରସୁଯୋଗ ସୃଷ୍ଟି ହେବ । । ଦେଶର ଅର୍ଥନୀତିକୁ ଆଗକୁନେବାରେ ଇସ୍ପାତ ଶିଳ୍ପର ଗୁରୁତ୍ୱପୂର୍ଣ୍ଣ ଭୂମିକା ରହିଛିା ବିଶ୍ୱରେ ସର୍ବାଧିକ ଇସ୍ପାତ ଉତ୍ପାଦନ କରିବାରେଭାରତ ଦ୍ୱିତୀୟ ସ୍ଥାନରେ ରହିଛି ଏବଂ ଉଚ୍ଚମାନରଉତ୍ପାଦ ତିଆରି କରିବାର କ୍ଷମତା ରଖୁଛି । ଦେଶରବିକାଶ ପାଇଁ ଭାରତ ସରକାର ଇସ୍ପାତି ଇରାଦାଲକ୍ଷ୍ୟରେ କାମକରୁଛନ୍ତି । ଦେଶରେ ଇସ୍ପାତ ବ୍ୟବହାରକୁବଢାଇବା ପାଇଁ ଉଭୟ ସୁଯୋଗ ଏବଂ ଚ୍ୟାଲେଞ୍ଜକୁଚିହ୍ନଟ କରିବାର ଆବଶ୍ୟକତା ରହିଛି ବୋଲି ସେ କହିଛନ୍ତି

- Advertisement -ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ ଏବଂ ଆତ୍ମନିର୍ଭର କରାଯାଉ  ।

More articles

LEAVE A REPLY

Please enter your comment!
Please enter your name here

- Advertisement -ଗ୍ରାମୀଣ ଅର୍ଥନୀତିକୁ ସୁଦୃଢ଼ ଏବଂ ଆତ୍ମନିର୍ଭର କରାଯାଉ  ।

Latest article

କ୍ରମାଗତ ୪ ର୍ଥ ଦିନ ପାଇଁ ପେଟ୍ରୋଲ ମୂଲ୍ୟ ବୃଦ୍ଧି |

ନୂଆଦିଲୀ,ତା,୨୩/୧୧;ସୋମବାର ଦିନ ପେଟ୍ରୋଲ ମୂଲ୍ୟ ଲିଟର ପିଛା ୭ ପଇସା ଏବଂ ଚତୁର୍ଥ ସିଧା ଦିନ ପାଇଁ ଡିଜେଲ ୧୮ ପଇସା ବୃଦ୍ଧି ହୋଇଥିବାରୁ...

ନାବାଳକର ମୃତ୍ୟୁ ଭୁବନେଶ୍ୱର ହସ୍ପିଟାଲରେ ଉତ୍ତେଜନା ସୃଷ୍ଟି କରିଛି ।

ଭୁବନେଶ୍ୱର: ତ୍ରୁଟିପୂର୍ଣ୍ଣ ଚିକିତ୍ସା ହେତୁ ୧୫ ବର୍ଷର ବାଳକର ମୃତ୍ୟୁ ପରେ ରବିବାର ଦିନ ଭୁବନେଶ୍ୱରର ଏକ ଘରୋଇ ଡାକ୍ତରଖାନାରେ ଉତ୍ତେଜନା ଦେଖାଦେଇଛି।...

ମୁମ୍ବାଇ ପୋଲିସର ଏଫ୍ଆଇଆର୍ ବନ୍ଦ କରିବାକୁ କଙ୍ଗନା ଓ ରଙ୍ଗୋଲି ଚାନ୍ଦେଲ ।

ମୁମ୍ବାଇ,ତା୨୩/୧୧;ଅଭିନେତ୍ରୀ କଙ୍ଗନା ରାନାୱତ ଏବଂ ତାଙ୍କ ଭଉଣୀ ରଙ୍ଗୋଲି ଚାନ୍ଦେଲ ସୋମବାର ଦିନ ବମ୍ବେ ହାଇକୋର୍ଟରେ ଏକ ପିଟିସନ ଦାଖଲ କରି ସୋସିଆଲ ମିଡିଆରେ...

ସମସ୍ତ ଭାରତୀୟଙ୍କୁ କେବେ ଟୀକାକରଣ କରାଯିବ ପ୍ରଧାନମନ୍ତ୍ରୀ କହିବେ ।

ନୂଆଦିଲୀ,ତା୨୩/୧୧ପ୍ରଧାନମନ୍ତ୍ରୀ ନିଶ୍ଚିତ ଭାବରେ ଦେଶକୁ କହିବେ: ୧. ସମସ୍ତ କୋଭିଡ ଟିକା ପ୍ରାର୍ଥୀଙ୍କ ମଧ୍ୟରୁ ବାଛିବ ଏବଂ କାହିଁକି? ୨. ପ୍ରଥମେ ଟିକା କିଏ ପାଇବ ଏବଂ ବଣ୍ଟନ...

ଓଡିଶା ରାଜ୍ୟପାଳଙ୍କ ପତ୍ନୀ ସୁଶୀଲା ଦେବୀଙ୍କ ଦେହାନ୍ତ ।

ଭୁବନେଶ୍ୱର: ରାଜ୍ୟର ପ୍ରଥମ ମହିଳା ତଥା ଓଡିଶା ରାଜ୍ୟପାଳ ପ୍ରଫେସର ଗଣେଶ ଲାଲଙ୍କ ପତ୍ନୀ ସୁଶୀଲା ଦେବୀ ଗତକାଲି ବିଳମ୍ବିତ ରାତିରେ ଭୁବନେଶ୍ୱରର ଏକ...