29.1 C
Bhubaneswar
Saturday, July 24, 2021

ସାମସଙ୍ଗ ଇଣ୍ଡିଆର ସବୁଠାରୁ ବଡ଼ ପାର୍ବଣଅଫର ରିୱାର୍ଡ଼ ଇୟୋର ସେଲ୍ଫର ଶୁଭାରମ୍ଭ

Must read

ଭୁବନେଶ୍ୱର,୨୨ା୧୦ :ଭାରତର ଅଗ୍ରଣୀ ଇଲେକ୍ଟ୍ରୋନିକ୍ସ ଏବଂ ସ୍ମାର୍ଟଫୋନ୍ ବ୍ରାଣ୍ଡ, ସାମସଙ୍ଗ ପକ୍ଷରୁଚଳିତ ପାର୍ବଣକୁ ଆହୁରି ଅଧିକ ଆକର୍ଷଣୀୟ କରିବା ପାଇଁ ‘ରିୱାର୍ଡ଼ ଇୟୋରସେଲ୍ଫ’ ଅଭିଯାନର ଶୁଭାରମ୍ଭ କରାଯାଇଛି । ‘ରିୱାର୍ଡ଼ ଇୟୋରସେଲ୍ଫ’ଅଭିଯାନ ସହିତ, ଗ୍ରାହକମାନେ ଏଚଡ଼ିଏଫସି କ୍ରେଡ଼ିଟ କାର୍ଡ଼ ଏବଂଡ଼େବିଟ କାର୍ଡ଼ ଏବଂ ଏସବିଆଇ କ୍ରେଡ଼ିଟକାର୍ଡ଼ ଉପରେ ୧୦% କ୍ୟାଶବ୍ୟାକ ପାଇବା ସହିତ ଆକର୍ଷଣୀୟ ବଣ୍ଡଲ ଅଫର ଏବଂସାମସଙ୍ଗର ବିସ୍ତୃତ ସ୍ମାର୍ଟଫୋନ୍ ଶୃଙ୍ଖଳ,ଓୟେରେବୁଲସ ଏବଂ ଟାବଲେଟଇତ୍ୟାଦି ପାଇବାର ସୁବିଧା ରହିଛି । ଏହି ପରିପ୍ରେକ୍ଷୀରେ ସାମସଙ୍ଗ ଇଣ୍ଡିଆର ମୋବାଇଲ ବିଜନେସର, ବରିଷ୍ଠଉପାଧ୍ୟକ୍ଷ, ଶ୍ରୀ ମୋହନଦୀପ୍ ସିଂ କହିଛନ୍ତିଯେ, “ପାର୍ବଣ ସମୟରେ ଆମର ଗ୍ରାହକମାନଙ୍କ ଉସôାହକୁ ଆହୁରି ବୃଦ୍ଧି କରିବାପାଇଁ, ଆମ୍ଭେମାନେ ଆମର ଅଫର ଗୁଡ଼ିକରେ କ୍ୟାଶବ୍ୟାକ, ସର୍ବନିମ୍ନ ମାସିକକିସ୍ତି ଏବଂ ଅନ୍ୟ ଆକର୍ଷଣୀୟ ଯୋଜନାମାନ ନେଇଆସିଛୁ ।”

ସାମସଙ୍ଗର ‘ରିୱାର୍ଡ଼ ଇୟୋରସେଲ୍ଫ’ଅଭିଯାନ ଅନେକ ଗୁଡ଼ିଏ ସ୍ମାର୍ଟଫୋନ୍,ଟାବଲେଟ ଏବଂ ଓୟାର ବୁଲସ ଉପରେ ଉପଲବ୍ଧ ଥିବାବେଳେ, ଏହି ପାର୍ବଣ ସମୟରେ ଗାଲାକ୍ସି ଡ଼ିଭାଇସ କ୍ରୟକରୁଥିବା ପ୍ରତ୍ୟେକ ଗ୍ରାହକଙ୍କ ପାଇଁସୁନିଶ୍ଚିତ ପୁରସ୍କାର ନେଇଆସିଛି । ଏହିଅଫରରେ ୪୯୯୯ ଟଙ୍କାରୁ୧୦୪୯୯୯ଟଙ୍କା ମଧ୍ୟରେ ରହିଥିବା କେତେକ ବଛାବଛା ସ୍ମାର୍ଟଫୋନ୍,ଟାବଲେଟ ଏବଂ ଓୟେରେ ବୁଲସ ଉପରେ ଏଚଡ଼ିଏଫସି ବ୍ୟାଙ୍କ କାର୍ଡ଼ରେ୧୦% କ୍ୟାଶବ୍ୟାକ ସୁବିଧା ରହିଛି । ଏହିଅଫର ଅକ୍ଟୋବର ୧୫ ରୁ ଅକ୍ଟୋବର୨୭, ୨୦୨୦ ପର୍ଯ୍ୟନ୍ତ ବୈଧ ।

୪୯୯୯ ଟଙ୍କାରୁ ୪୭୯୯୯ ଟଙ୍କାର ସମସ୍ତ ଗାଲାକ୍ସି ସ୍ମାର୍ଟଫୋନ୍ ଏବଂ ବଛାବଛା ଟାବଲେଟ ଏବଂ ଓୟେର ବୁଲସରେ ଏସବିଆଇ କ୍ରେଡ଼ିଟକାର୍ଡ଼ରେ ୧୦% କ୍ୟାଶବ୍ୟାକ ଉପଲବ୍ଧ ।ଏହି ଅଫର ଅକ୍ଟୋବର ୨୮ ରୁନଭେମ୍ବର ୧୭, ୨୦୨୦ ପର୍ଯ୍ୟନ୍ତବୈଧ । ଗାଲାକ୍ସି ନୋଟ ୨୦ କ୍ରୟକରୁଥିବା ଗ୍ରାହକମାନେ ତୁରନ୍ତ୧୦,୦୦୦ ଟଙ୍କାର କ୍ୟାଶବ୍ୟାକ ପାଇପାରିବେ ।ଏହି ଅଫର ଅକ୍ଟୋବର ୧୬ ରୁଅକ୍ଟୋବର ୨୫, ୨୦୨୦ ପର୍ଯ୍ୟନ୍ତବୈଧ । ଗାଲାକ୍ସି ଏ ସିରିଜ ଏବଂ ସମସ୍ତ ଫ୍ଲାଗସିପ୍ ଡ଼ିଭାଇସ ଉପରେ ଗ୍ରାହକ ମାନେନୋ କଷ୍ଟ୍ ଇଏମଆଇ ସହିତ ଜିରୋଡ଼ାଉନ ପେମେଂଟ ସୁବିଧା ପାଇପାରିବୋ ଗ୍ରାହକମାନେ ୧୩,୦୦୦ ଟଙ୍କାପର୍ଯ୍ୟନ୍ତର ଅପଗ୍ରେଡ଼ ବୋନସ ପାଇପାରିବା ସହିତ ଚଳିତବର୍ଷ ଅକ୍ଟୋବର ୧୬ ରୁଅକ୍ଟୋବର ୨୫ ପର୍ଯ୍ୟନ୍ତ ଗାଲାକ୍ସିନୋଟ୨୦ ଅଲଟ୍ରା କ୍ରୟରେ ୭୦୦୦ଟଙ୍କା ମୁଲ୍ୟର ସାମସଙ୍ଗ ଭାଉଚର ପାଇପାରିବେ । ଗ୍ରାହକମାନେ ଏହି ଭଳିଆହୁରି ଅନେକ ଆକର୍ଷଣୀୟ ଅଫରକୁ ଉପଭୋଗ କରିପାରିବେ । ଏହି ପାର୍ବଣଅଫର ଗୁଡ଼ିକ ଅଗ୍ରଣୀ ରିଟେଲ ଷ୍ଟୋରଏବଂ ସାମସଙ୍ଗ ଡ଼ଟ କମରେ କ୍ରୟଉପରେ ଉପଲବ୍ଧ ।

- Advertisement -spot_img

More articles

LEAVE A REPLY

Please enter your comment!
Please enter your name here

- Advertisement -spot_img

Latest article