27 C
Bhubaneswar
Sunday, September 20, 2020

କେନ୍ଦ୍ରାପଡ଼ା ସାହିତ୍ୟ ଉସôବ ଉଦ୍ୟାପିତ

Must read

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

କେନ୍ଦ୍ରାପଡା,୨୪/୨(ନି.ପ୍ର): କେନ୍ଦ୍ରାପଡା ଡେଭଲପମେଂଟ ଫାଉଣ୍ଡେସନ ଆନୁକୁଲ୍ୟରେ ଗରାପୁରସ୍ଥିତ ହୋଟେଲ ଦି ପ୍ୟାଲେସ ପରିସରରେ ରବିବାର ଅପରାହ୍ନରେ କେନ୍ଦ୍ରାପଡା ସାହିତ୍ୟ ଉସôବ – ୨୦୨୦ ଉଦଯାପିିତ ହୋଇଯାଇଛି । ଏହି ଉପଲକ୍ଷେ କେନ୍ଦ୍ରାପଡା ଡେଭଲପମେଂଟ ଫାଉଣ୍ଡେସନର ମ୍ୟାନେଜିଂ ଟ୍ରଷ୍ଟି ତଥା ଆବାହକ ଚୈାଧୁରୀ ଅମିତାଭ ଦାସଙ୍କ ଅଧ୍ୟକ୍ଷତାରେ ଅନୁଷ୍ଠିତ ଉଦଯାପନୀ ଉସôବରେ ମୁଖ୍ୟ ଅତିଥି ଭାବେ ବିଶିଷ୍ଟ ଲେଖକ ତଥା ଅବସରପ୍ରା ପ୍ତ ପ୍ରଶାସକ ରବିନାରାୟଣ ସେନାପତି, ମୁଖ୍ୟବକ୍ତା ଭାବେ ବରିଷ୍ଠ ସା ମ୍ବାଦିକ ତଥା ସ୍ତ ମ୍ବକାର ଶ୍ରୀରାମ ଦାଶ ଓ ସମ୍ମାନୀତ ଅତିଥି ଭାବରେ କବୟତ୍ରୀ ଅପର୍ଣ୍ଣା ମହାନ୍ତି ଓ ଅବସରପ୍ରା ପ୍ତ ପ୍ରଶାସକ ସୁରେଶ ଚନ୍ଦ୍ର ମନ୍ତ୍ରୀ ଯୋଗଦେଇ କେନ୍ଦ୍ରାପଡା ମାଟି ବହୁ କୃତି ସନ୍ତାନଙ୍କୁ ଜନ୍ମ ଦେଇ ତା’ର ସାହିତ୍ୟ, ସଂସ୍କୃତି ସମୃଦ୍ଧିକୁ ରୁଦ୍ଧିମନ୍ତ କରିଛି ।

ଗଣକବି ଗୋପାଳ ଦାଶଙ୍କ ଠାରୁ ଆର ମ୍ଭ କରି ଦୀପକ ମିଶ୍ରଙ୍କ ପର୍ଯ୍ୟନ୍ତ ବହୁ ସାହିତ୍ୟିକ ଓ କବି ଏହି ମାଟିରେ ଜନ୍ମନେଇ ଓଡିଶାର ସାହିତ୍ୟ ଜଗତକୁ ବହୁ ଆଗକୁ ନେଇଛନ୍ତି । ଓଡିଶା ନୈାବାଣିଜ୍ୟ ବିକାଶକୁ କେନ୍ଦ୍ରାପଡାର ଅନନ୍ୟ ଅବଦାନ ରହିଛି । ରାଜନୈତିକ ଇଛାଶକ୍ତିର ଅଭାବ ଯୋଗୁଁ କେନ୍ଦ୍ରାପଡାର ଯେଉଁଭଳି ବିକାଶ ହେବା କଥା ତାହା ସ ମ୍ଭବ ହୋଇପାରିନାହିଁ ବୋଲି ଅତିଥିମାନେ ମତବ୍ୟକ୍ତ କରିଥିଲେ ।

ପୂର୍ବାହ୍ନରେ ଅମରେଶ ବିଶ୍ୱାଳଙ୍କ ସଂଯୋଜନାରେ “ସାହିତ୍ୟରେ ଯୁବ ସ୍ୱର : ବୃତି ଓ ପ୍ରବୃତ” ଶୀର୍ଷକ ଆଲୋଚନାଚକ୍ରରେ ରାଜେନ୍ଦ୍ର ରାଉଳ, ରଞ୍ଜନ ପ୍ରଧାନ,ଶୁଭା୍ରଂଶୁ ପଣ୍ଡା, ମୈାସୁମୀ ଦାସ ଓ ପବିତ୍ର ବ୍ରହ୍ମପୁତ୍ର ନାୟକ ପ୍ରମୁଖ ବକ୍ତା ଭାବେ ଯୋଗଦେଇଥିବା ବେଳେ ମଧ୍ୟାହ୍ନରେ ସୁନନ୍ଦା ପ୍ରଦାନଙ୍କ ସଂଯୋଜନାରେ ଅନୁଷ୍ଟିତ “ସାମ୍ପତିକ ସାହିତ୍ୟରେ ନାରୀ ସ୍ୱର : ବାଧା ଓ ଉଡାଣ” ଶୀର୍ଷକ ଆଲୋଚନାଚକ୍ରରେ ବକ୍ତା ଭାବେ ସରୋଜିନୀ ସାହୁ,ବାସନ୍ତୀ ମହାନ୍ତି,ଚିରଶ୍ରୀ ଇନ୍ଦ୍ରସିଂହ,ହିରଣ୍ମୟୀ ମିଶ୍ର ଓ ସ୍ୱାଗତିକା ସ୍ୱାଇଁ ଯୋଗଦେଇ ଆଲୋଚନା କରିଥିଲେ ।

ଶେଷରେ କବି ଈଶ୍ୱର ଚନ୍ଦ୍ର ପୃଷ୍ଟି ଓ କଳ୍ପନା ମଲ୍ଲିକଙ୍କ ସଂଯୋଜନାରେ ଅନୁଷ୍ଠିତ କବିତା ଆସରରେ କବିତା ମୁଦୁଲି,ଅବନ୍ତୀ ବେହେରାଙ୍କ ସମେତ ବହୁ କବି ଓ କବୟତ୍ରୀମାନେ ଯୋଗଦେଇ ସ୍ୱରଚିତ କବିତା ପାଠ କରିଥିଲେ । ଅନ୍ୟମାନଙ୍କ ମଧ୍ୟରେ ଏହି ସାରସ୍ୱତ ଆସରରେ କେନ୍ଦ୍ରାପଡା ଇଭେଂଟ ମ୍ୟାନେଜର୍ସର ମୁଖ୍ୟ ଉପଦେଷ୍ଟା ତଥା କଥାକାର ଡଃ.ବିରଜା ପ୍ରସାଦ ରାଉତରାୟ, ସମ୍ପାଦକ ଏମଡି ଜାହିଦ ଖାନ, ଶେଷଦେବ ଦାସ, ପ୍ରଦୀପ କୁମାର ଦାଶ ପ୍ରମୁଖ ଉପସ୍ଥିତ ଥିଲେ

- Advertisement -

More articles

LEAVE A REPLY

Please enter your comment!
Please enter your name here

- Advertisement -

Latest article

ଏଭନ୍ ପକ୍ଷରୁ ନୂଆ ବ୍ରାଣ୍ଡ ଅଭିଯାନ ‘ୱାଚ୍ ମି ନାଓ’ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ବିୟୁଟି କମ୍ପାନୀ ଏଭନ୍ ପକ୍ଷରୁ ଏକନୂତନ ବ୍ରାଣ୍ଡ କ୍ୟାମ୍ପେନ୍ 'ୱାଚ୍ ମି ନାଓ'ଶୁଭାରମ୍ଭ କରାଯାଇଛି, ଯାହାକିଲୋକମାନଙ୍କୁ ଏହି ଆଇକୋନିକ୍କମ୍ପାନୀ ଉପରେ ସେମାନଙ୍କରମତାମତକୁ ପୁନର୍ବିଚାର...

କର୍ଡ ମାଏଷ୍ଟ୍ରୋ ରେଫ୍ରିଜରେଟର୍ର ଶୁଭାରମ୍ଭ

ଭୁବନେଶ୍ୱର,୧୮/୯ (ନିପ୍ର):ଭାରତର ସର୍ବାଧିକ ବିଶ୍ୱାସନୀୟ ଉପଭୋକ୍ତାଇଲେକ୍ଟ୍ରୋନିକ୍ସ ବ୍ରାଣ୍ଡସାମ୍ସଙ୍ଗ ପକ୍ଷରୁ ଅଧିକକ୍ଷମତା ସହିତ ଏହାର କର୍ଡମାଏଷ୍ଟ୍ରୋରେଫ୍ରିଜରେଟର୍ର ୪ଟିନୂତନ ମଡେଲ୍ର ଶୁଭାରମ୍ଭକରାଯାଇଛି । ଦହି ବା କର୍ଡତିଆରି କରିପାରୁଥିବା ବିଶ୍ୱରପ୍ରଥମ ରେଫ୍ରିଜରେଟର,କର୍ଡ ମାଏଷ୍ଟ୍ରୋ...

ଫ୍ରିଚାର୍ଜର ଡିଜିଟାଲ୍ କାରବାରରେ ୧୦ ଗୁଣା ବୃଦ୍ଧି

ଭୁବନେଶ୍ୱର,୧୮/୯ (ନିପ୍ର): ମହାମାରୀ ଓ ଲକ୍ଡାଉନ୍ ସ୍ଥିତି ସାରାବିଶ୍ୱର ପ୍ରତିଟି ଲୋକଙ୍କ ପାଇଁ ଏକ ଆହ୍ୱାନପୂର୍ଣ୍ଣ ପରିସ୍ଥିତି । ତେବେ ଏହାମଧ୍ୟ ଅସ୍ୱୀକାର କରିହେବ ନାହିଁ ଯେ ଯେତେବେଳେ ସ୍ପର୍ଶବିହୀନ...

ନୂଆ ରୋଲସ-ରଏସ ଘୋଷ୍ଟ ଗ୍ରାହକଙ୍କ ଆବଶ୍ୟକତା ପୂରଣ କରିପାରିଛ

ଗୁଡଉଡ,ୱେଷ୍ଟଶାସିକ୍ସ୍,୧୮/୯(ନିପ୍ର): ନୂଆ ରୋଲସ-ରଏସ ଘୋଷ୍ଟଗ୍ରାହକଙ୍କ ଆବଶ୍ୟକତା ପୂରଣକରିପାରିଛି । ରୋଲସ-ରଏସ ୧୧୬-ବର୍ଷର ଇତିହାସ ମଧ୍ୟରେ ସର୍ବାଧିକସଫଳତା ଘୋଷ୍ଟ ଯୋଗୁ ଉପଲବ୍ଧିକରିପାରିଛି । ୨୦୦୯ରେ ଘୋଷ୍ଟ ଏହାରଯାତ୍ରା ଆରମ୍ଭ କରିଥିଲା ।...

ଉନ୍ନୟନ ବ୍ୟୟ ନୈରାଶ୍ୟ ଜନକ

ଭୁବନେଶ୍ୱର,୧୮ ।୯(ନି.ପ୍ର):ଉନ୍ନୟନ କାର୍ଯ୍ୟ ପାଇଁ ପାଣ୍ଠି ମହଜୁଦଥିବାବେଳେ ଅଧିକାଂଶ ବିଭାଗ କିନ୍ତୁ ଅର୍ଥଖର୍ଚ୍ଚ କରିପାରୁ ନାହାନ୍ତି । ଏଭଳିନୈରାଶ୍ୟଜନକ ବ୍ୟୟ ଏବେ ରାଜ୍ୟସରକାରଙ୍କୁ ଚିନ୍ତାରେ...